Australia vs Afghanistan - The Sakala

ବିଶ୍ୱକପ ୨୦୨୩: ଆଜି ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ-ଆଫଗାନିସ୍ତାନ
ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ୍‌ ୨୦୨୩ । ଆଜି ମୁମ୍ବାଇର ଓ୍ୱାଙ୍ଖେଡ ଷ୍ଟାଡିୟମ୍‌ରେ ଖେଳାଯିବ ଟୁର୍ଣ୍ଣାମେଣ୍ଟର ୩୯ ତମ ମ୍ୟାଚ୍‌ । ଅପରାହ୍ନରେ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ-ଆଫଗାନିସ୍ତାନ । ଭାରତ ଓ ଦକ୍ଷିଣ ଆଫ୍ରିକା ସେମି ଫାଇନାଲ୍‌କୁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି । ବାକି ୨ଟି ସ୍ଥାନ ପାଇଁ ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ପାକିସ୍ତାନ ଓ ଆଫଗାନିସ୍ତାନ ଦୌଡ଼ରେ ରହିଛନ୍ତି ।

ଆଫଗାନିସ୍ତାନ ୭ଟି ମ୍ୟାଚ୍‌ ଖେଳି ୪ ବିଜୟ ସହ ମୋଟ୍‌ ୮ ପଏଣ୍ଟ ହାସଲ କରିସାରିଛି । ମଙ୍ଗଳବାର ଅଷ୍ଟ୍ରେଲିଆକୁ ହରାଇଲେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନକୁ ପଛରେ ପକାଇ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନକୁ ଉଠିପାରିବ । ଅନ୍ୟ ପଟରେ ଅଷ୍ଟ୍ରେଲିଆ ଉକ୍ତ ମ୍ୟାଚ୍‌ ଜିତିଲେ ସେମିରେ ସ୍ଥାନ ପକ୍କା କରିବ । ଆଫଗାନିସ୍ତାନ ଇତି ମଧ୍ୟରେ ଇଂଲଣ୍ଡ, ପାକିସ୍ତାନ, ଶ୍ରୀଲଙ୍କା ଓ ନେଦରଲାଣ୍ଡ୍‌ସକୁ ହରାଇ ମନୋବଳ ଦୃଢ କରିଛି ।

ସମ୍ଭାବ୍ୟ ଦଳ

ଅଷ୍ଟ୍ରେଲିଆ: ଡେଭିଡ୍‌ ୱାର୍ଣ୍ଣର, ଟ୍ରେଭିସ୍‌ ହେଡ୍‌, ମିଚେଲ ମାର୍ଶ, ଷ୍ଟିଭେନ ସ୍ମିଥ୍‌/ମାର୍ନସ ଲାବୁସାନ, ଜୋସ ଇଂଲିଶ, ଗ୍ଲେନ ମ୍ୟାକ୍ସୱେଲ୍‌, ମାର୍କସ ଷ୍ଟଇନିସ୍‌, ପ୍ୟାଟ୍‌ କମିନ୍ସ(ଅଧିନାୟକ), ମିଚେଲ ଷ୍ଟାର୍କ, ଆଡାମ ଜାମ୍ପା, ଜୋସ ହାଜେଲଉଡ୍‌ ।

ଆଫଗାନିସ୍ତାନ: ରହମନୁଲ୍ଲା ଗୁରବାଜ, ଇବ୍ରାହିମ ଜାଡ୍ରାନ, ରହମତ ଶାହ, ହସମତୁଲ୍ଲା ସାହିଦି (ଅଧିନାୟକ), ଅଜମତୁଲ୍ଲା ଓମାରଜାଇ, ଇକରାମ ଅଲିଖିଲ, ମହମ୍ମଦ ନବି, ରସିଦ ଖାନ, ମୁଜିବ ଉର ରେହମାନ, ନବୀନ ଉଲ-ହକ୍‌/ନୁର ଅହମ୍ମଦ, ଫଜଲହକ୍‌ ଫାରୁକି ।