5T Chairman VK Pandian - The Sakala
ବାଣପୁର: ଗାଁରେ ୧୫ ପ୍ରତିଶତ ଲୋକଙ୍କ ପାଖରେ ସ୍ୱାସ୍ଥ୍ୟ ସେବା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ୍ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ଅନୁଭବ କରିଛନ୍ତି। ଯେଉଁମାନଙ୍କ ପାଖରେ ବିଏସକେୱାଇ କାର୍ଡ୍ ନାହିଁ ସେମାନଙ୍କୁ ମଧ୍ୟ ଆଗାମୀ ଦିନରେ କାର୍ଡ୍ ଯୋଗାଇ ଦିଆଯିବ। ଏହା ସହିତ ବାର୍ଦ୍ଧକ୍ୟ ଭାତ୍ତା ସହିତ ଅଙ୍ଗନୱାଡି,ଏମକେଭି ଆଦିଙ୍କ ଦରମା ବୃଦ୍ଧି ନେଇ ଖୁବଶୀଘ୍ର ସରକାର ଖୁସି ଖବର ଦେବେ ବୋଲି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଦିନ ବାଣପୁରରେ କହିଛନ୍ତି ।
ଗ୍ରାମାଞ୍ଚଳରେ ଯେଉଁମାନଙ୍କ ପାଖରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ୍ ନାହିଁ ସେମାନଙ୍କୁ ମଧ୍ୟ ସରକାର କାର୍ଡ୍ ଯୋଗାଇ ଦେବେ। ଯେଉଁମାନଙ୍କ ପାଖରେ କାର୍ଡ ନାହିଁ ସେମାନେ ଏଥିପାଇଁ ଆବେଦନ କରିପାରିବେ। ଏନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ କାର୍ଡ୍ ମିଳୁ ବୋଲି ଚାହୁଁଛନ୍ତି। ଯେଉଁଥିପାଇଁ ଯେଉଁମାନଙ୍କ ପାଖରେ ଏହି କାର୍ଡ୍ ନାହିଁ ସେମାନେ ୧୬ ତାରିଖ ସୁଧା ଏଥିପାଇଁ ଆବେଦନ କରିପାରିବେ ବୋଲି 5T ଅଧ୍ୟକ୍ଷକ୍ଷ ପାଣ୍ଡିଆନ କହିଛନ୍ତି।
ପ୍ରତି ପଂଚାୟତରୁ ଲକ୍ଷ୍ମୀ ବସ ଯୋଜନା କ୍ରମରେ ବସ ଗଡିବ ବୋଲି 5T ଅଧ୍ୟକ୍ଷ କହିଛନ୍ତି। ଏହି ଯୋଜନାରେ ମହିଳା ଓ ଛାତ୍ରଛାତ୍ରୀ ମାତ୍ର ୫ ଟଙ୍କାରେ ବସରେ ଯାତ୍ରା କରିପାରିବେ। ସେହପପି ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧାର ଅଭାବ ଦୂର ପାଇଁ ସରକାର ପ୍ରତି ପଂଚୟାତରେ ବ୍ୟାଙ୍କ ଖୋଲିବେ। ଯାହା ଫଳରେ ଗାଁ ଲୋକ ନିଜ ପଂଚାୟତରେ ବ୍ୟାଙ୍କ ସୁବିଧା ପାଇପାରିବେ। ଭତ୍ତା ପାଇଁ ଆଉ କାହାକୁ ଦୂରକୁ ଯିବାକୁ ପଡିବ ନାହିଁ।
ଏମବିକେ, ସିଆରବି, ଅଙ୍ଗନୱାଡି କର୍ମୀଙ୍କ ଦରମା ବଢିବ ବୋଲି ସଭାରେ 5T ଅଧ୍ୟକ୍ଷ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ବାର୍ଦ୍ଧକ୍ୟ ଭତ୍ତାଠାରୁ ଭିନ୍ନକ୍ଷମ ଭତ୍ତା ମଧ୍ୟ ବଢିବ। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କଠାରୁ ଏନେଇ ଖୁସିଖବର ଶୁଣିବେ ବୋଲି ସେ ପ୍ରକାଶ କରିଛନ୍ତି।
୧୫୦ ବର୍ଷ ଧରି ଲାଗି ରହିଥିବା ସିକ୍କିମ ପଟ୍ଟା ସମସ୍ୟାର ହେବ ସମାଧାନ: ୫ଟି ଅଧ୍ୟକ୍ଷ
ବାଲେଶ୍ବର: ୧୫୦ ବର୍ଷ ଧରି ଲାଗି ରହିଥିବା ଚାଷୀଙ୍କର ଏକ ବଡ ସମସ୍ୟାର ସମାଧାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସିକ୍କିମ ପଟ୍ଟାଧାରୀ ରୟତମାନେ ନିଜ ଜମିର ସତ୍ତ୍ବ ପାଇବା ନେଇ ସମସ୍ୟା ଲାଗି ରହିଥିଲା । ହେଲେ ଏହି ସମସ୍ୟା ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ରାଜସ୍ବ ଆଇନରେ ପରିବର୍ତ୍ତନ ଅଣାଯାଇଛି। ସମଗ୍ର ରାଜ୍ୟର ୨ ଲକ୍ଷ ୫୦ ହଜାର ପରିବାର ଉପକୃତ ହେବେ । କେବଳ ବାଲେଶ୍ବର ଜିଲ୍ଲାର ୧୮ ହଜାର ରୟତ ପରିବାର ଉପକୃତ ହେବେ । ୧୫୦ ବର୍ଷ ପରେ ସେମାନେ ସେମାନଙ୍କ ଜମିର ପଟ୍ଟା ପାଇବେ। ୨୧୦୧ ଏକର ସିକ୍କିମ ପଟ୍ଟା ସ୍ଥିତିରେ ଥିବା ଜମିର ପଟ୍ଟା ମିଳିବ । ଦିନିକିଆ ବାଲେଶ୍ବର ଗସ୍ତରେ ଯାଇ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏହା କହିଛନ୍ତି। ଏହାସହ ଭତ୍ତାକୁ ନେଇ ନେଇ ଦେଇଛନ୍ତି ଖୁସି ଖବର।
ବାଲେଶ୍ବର ଗସ୍ତ ବେଳେ 5T ଅଧ୍ୟକ୍ଷ  କହିଛନ୍ତି ବିଭିନ୍ନ ବିକାଶ କାର୍ଯ୍ୟ ଲାଗି ବାଲେଶ୍ବର ଜିଲ୍ଲା ଗତ ୬ ମାସ ମଧ୍ୟରେ ପାଇଛି ୧୦୩୮ କୋଟି ଟଙ୍କା । ୧୫୦ ବର୍ଷର ସିକ୍କିମ ପଟ୍ଟା ସମସ୍ୟାର ହେବ ସମାଧାନ । ସାଢେ ଚାରି କୋଟି ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନିଜ ପରିବାରର ସଦସ୍ୟ ଭାବନ୍ତି । ଲୋକଙ୍କ ସମସ୍ୟାର ସମାଧାନ ଲାଗି ମୁଖ୍ୟମନ୍ତ୍ରୀ ଦିନରାତି କାମ କରୁଛନ୍ତି । ପଞ୍ଚମ ପାଳିରେ ବହୁ ଯୋଜନା କରାଯାଉଛି ।’ ଗସ୍ତରୁ କ’ଣ ମିଳୁଛି ବା କ’ଣ ଫରକ ପଡୁଛି ବୋଲି କେହି କେହି ପ୍ରଶ୍ନ ଉଠାଉଛନ୍ତି । ଜବାବରେ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ‘ସେ ଜୁନ ମାସରେ ବାଲେଶ୍ବର ଆସି ଲୋକଙ୍କଠାରୁ ଦରଖାସ୍ତ ନେଇଥିଲେ । ସବୁ ଦରଖାସ୍ତକୁ ବିଚାରକୁ ନେଇ ଜିଲ୍ଲାକୁ ୧୦୩୮କୋଟି ଟଙ୍କା ବିକାଶମୂଳକ କାର୍ଯ୍ୟ ମିଳିଛି, ଏହା ହିଁ ବଡ ଫରକ।’
ଆଗକୁ ସେ କହିଥିଲେ, ‘ଫେବ୍ରୁଆରୀ ଶେଷ ସୁଦ୍ଧା ଜିଲ୍ଲାରେ ଲକ୍ଷ୍ମୀ ଯୋଜନା କାର୍ଯ୍ୟକାରୀ ହେବ। ଛାତ୍ରଛାତ୍ରୀ ଓ ମା’ମାନେ ବିଶେଷ ଉପକୃତ ହେବେ। 5T ଯୋଜନାରେ ବାଲେଶ୍ବର ଜିଲ୍ଲାର ୧୩୬ କଲେଜ ସାମିଲ ହୋଇଛି । ପ୍ରତି ପଞ୍ଚାୟତରେ ବ୍ୟାଙ୍କ ସୁବିଧା ମିଳିବ। ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଲାଗି ୧୬ ତାରିଖରେ ଆସିବ ଖୁସି ଖବର। ଗଞ୍ଜାମ ହିଞ୍ଜିଳିକାଟୁରେ ବୁଲିବାର ଅନୁଭୂତି ବାଲେଶ୍ବରରେ ପାଇଛି ।’ ନୂଆ-ଓ କାର୍ଯ୍ୟକ୍ରମରେ ଅନ୍ତର୍ନିହିତ ପ୍ରତିଭାର ବିକାଶ ଲାଗି ସେ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଦେଇଥିଲେ। ବିଭିନ୍ନ ସ୍ଥାନରେ 5T ଅଧ୍ୟକ୍ଷଙ୍କ ଉପର ହୋଇଥିଲା ପୁଷ୍ପ ବୃଷ୍ଟି, ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା ।
୪୧୬୬ ମାଧ୍ୟମିକ ଶିକ୍ଷକଙ୍କୁ ମିଳିଲା ନିଯୁକ୍ତି, ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।
ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ।
ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣଙ୍କ ସଫଳତା ପଛରେ ଆପଣଙ୍କ ପରିବାରର ସ୍ୱତନ୍ତ୍ର ଅବଦାନ ରହିଛି। ସେଥିପାଇଁ ସେ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଥିଲେ।
ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଶିକ୍ଷକମାନଙ୍କ ଲକ୍ଷ୍ୟ କେବଳ ଭଲ ଛାତ୍ର ସୃଷ୍ଟି କରିବା ନୁହେଁ, ଭଲ ଛାତ୍ର ସହିତ ଭଲ ମଣିଷ ମଧ୍ୟ ସୃଷ୍ଟି କରିବା ସେମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ। ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ ବରଂ ଭବିଷ୍ୟତ ପାଇଁ ଓଡିଶାକୁ ପ୍ରସ୍ତୁତ କରିବାର ଏକ ମିଶନ ବୋଲି ସେ କହିଥିଲେ।
ଶିକ୍ଷା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୫ଟି ଉପକ୍ରମରେ ୬୮୮୩ଟି ହାଇସ୍କୁଲର ରୂପାନ୍ତରଣ କରାଯାଇଛି। ଏହା ଦ୍ୱାରା ସ୍କୁଲର ଭିତ୍ତିଭୂମି ଓ ସାମଗ୍ରୀକ ବାତାବରଣରେ ବିରାଟ ପରିବର୍ତ୍ତନ ଆସିଛି। ଏହା ଦ୍ୱାରା ରାଜ୍ୟର ଶିକ୍ଷା ଦୃଶ୍ୟପଟ୍ଟରେ ରୂପାନ୍ତର ଆସିଛି। ଏଥିପାଇଁ ସରକାରୀ ସ୍କୁଲଗୁଡିକରେ ନାମଲେଖା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି।
ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଯୋଜନା ଆରମ୍ଭ କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏଥିରେ ଶିକ୍ଷା ପରିବ୍ୟବସ୍ଥାରେ ଜଡିତ ସମସ୍ତଙ୍କୁ ପୁରସ୍କାର ଦେବାର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ବର୍ଷକୁ ୧୩୮ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ। ଏହି ପୁରସ୍କାର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ସରକାରୀ ସ୍କୁଲ, ଗ୍ରାମ ପଞ୍ଚାୟତ, ସ୍କୁଲ ପରିଚାଳନା କମିଟି, ପ୍ରାକ୍ତନ ଛାତ୍ରଛାତ୍ରୀ ଓ ଜିଲ୍ଲା ଏବଂ ବ୍ଲକସ୍ତରୀୟ ଶିକ୍ଷା ଅଧିକାରୀମାନଙ୍କୁ ଦିଆଯିବ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ଆଜି ରାଜ୍ୟରେ ଆମ ମୁଖ୍ୟମନ୍ତ୍ରୀଙ୍କ ୫ଟି ରୂପାନ୍ତରଣର ପର୍ବ ଜାରି ରହିଛି। ସବୁ କ୍ଷେତ୍ରରେ ରୂପାନ୍ତରଣକରି ଏକ ସଶକ୍ତ ଓଡିଶା ଗଠନ କରିବା ଆମ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଶକ୍ତ ଓଡିଶା ସ୍ୱପ୍ନକୁ ସାକାର କରିବା ପାଇଁ ନିଷ୍ଠାର ସହ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବାପାଇଁ ସେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।
୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ରାଜ୍ୟରେ ପିଲାମାନଙ୍କର ଉଜ୍ଜଳ ଭବିଷ୍ୟତ ଗଠନ ଦାୟିତ୍ୱ ଆପଣମାନଙ୍କର। ପିଲାମାନଙ୍କୁ ଭଲ ପାଠ ପଢାଇ ସେମାନଙ୍କ ବାପା ମା’ମାନଙ୍କ ମନରେ ଖୁସି ଆଣିବା ପାଇଁ ସେ ପରାମର୍ଶ ଦେବା ସହିତ ବାପା ମା’ଙ୍କ ପରେ ଶିକ୍ଷକ ହେଉଛନ୍ତି ପିଲାଙ୍କ ରୋଲ୍‌ ମଡେଲ ବୋଲି କହି ସେ ପିଲାମାନଙ୍କ ପାଇଁ ସମସ୍ତ କ୍ଷେତ୍ରରେ ପ୍ରେରଣାଦାୟୀ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣ ଆଣିଛନ୍ତି। ଆମ ଶିକ୍ଷା ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ କୋରାପୁଟର ନବନିଯୁକ୍ତ ଶିକ୍ଷୟତ୍ରୀ ସ୍ରୋତସ୍ୱିନୀ ଲେଙ୍କା ନିଯୁକ୍ତି ସମ୍ପର୍କରେ ତାଙ୍କର ଅନୁଭୂତି ବର୍ଣ୍ଣନା କରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ୫ଟି ନୀତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟା ସମାପନ କରି ଖୁବ ଶୀଘ୍ର ନିଯୁକ୍ତି ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ତ୍ୱରିତ୍ୱ ପଦକ୍ଷେପ ଯୁବ ସମାଜ ପାଇଁ ବେଶ ଉତ୍ସାହଜନକ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥି. ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।
ବାରିପଦାରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଛାତ୍ରଛାତ୍ରୀଙ୍କୁ ଦେଲେ ଆତ୍ମନିର୍ଭରଶୀଳ ହେବାର ମନ୍ତ୍ର
ମୟୁରଭଞ୍ଜ: ବାରିପଦାରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ପାଇଁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବାବେଳେ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବ ବିଦ୍ୟାଳୟରେ ପଡ଼ିଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି ୫ଟି ଅଧ୍ୟକ୍ଷ। ପ୍ରତିବର୍ଷ ନୂଆ-ଓ କାର୍ଯ୍ୟକ୍ରମ କରାଯିବ । ଏହାସହ ଛାତ୍ରଛାତ୍ରୀଙ୍କୁ ଆତ୍ମନିର୍ଭରଶୀଳ ହେବାର ମନ୍ତ୍ର ଦେଇଛନ୍ତି । ପାଠପଢ଼ା ସାଙ୍ଗେ କୋ-କରିକୁଲାର ଆକ୍ଟିଭିଟି ରହିବା ଦରକାର । ଆତ୍ମବିଶ୍ବାସ ରଖିଲେ ଜୀବନରେ ବହୁତ ଆଗକୁ ଯିବ । ହାଇସ୍କୁଲ ପରେ ଏବେ ସବୁ ସ୍କୁଲକୁ ୫ଟି କରାଯାଉଛି । ସୁସ୍ଥ ରହିବା ପାଇଁ ଯୋଗ, ବ୍ୟାୟାମ ଓ ସାଇକେଲିଂ କରିବାକୁ ପରାମର୍ଶ ଦେଇଛନ୍ତି । ଫିଜିକାଲ ଫିଟନେସ ରହିଲେ କଠିନ ପରିଶ୍ରମ କରିପାରିବେ । ସୁସ୍ଥ ମସ୍ତିସ୍କ ପାଇଁ ୧୦ରୁ ୧୫ ମିନିଟ୍ ମେଡିଟେସନ କରିବାକୁ ପରାମର୍ଶ । ଜୀବନରେ ଆତ୍ମବିଶ୍ବାସ ବଢ଼ାଉଥିବା ବନ୍ଧୁ ବାଛିବାକୁ ପରାମର୍ଶ । ପିତା, ମାତା, ଗୁରୁଙ୍କୁ ସମ୍ମାନ ଦେବାକୁ ପରାମର୍ଶ ଦେଇଛନ୍ତି ୫ଟି ଅଧ୍ୟକ୍ଷ।
ଏହା ପରେ ସେ ବାରିପଦାର ଛଉ ପଡ଼ିଆ ଠାରେ ପହଞ୍ଚିଥିଲେ। ଏହି ଆୟୋଜିତ ହୋଇଥିବା ସାଧାରଣ ଅଭିଯୋଗ ଶୁଣାଣୀରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ବିଭିନ୍ନ ବର୍ଗର ଲୋକମାନଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସେଥିପାଇଁ ସମଗ୍ର ମୟୂରଭଞ୍ଜ ଜିଲ୍ଲାରେ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଛି।
ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା
କେନ୍ଦ୍ରାପଡା: ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଜନଗର ବ୍ଲକ କେରେଡାଗଡ଼ରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ବୋଲି ଜନତାଙ୍କୁ କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୬୦ ଦିନ ଭିତରେ ଆରମ୍ଭ ହେଲା ସେତୁ କାମ । ନିର୍ଦ୍ଧାରିତ ସମୟ ଆଗରୁ କାମ ସାରିବାକୁ ଲକ୍ଷ୍ୟ ରହିଛି । ସାତଭାୟା ପାଇଁ ୨୨.୫୦ କୋଟି ମଂଜୁର ହୋଇଛି । ବାୟାବାବା ମଠ ପାଇଁ ୪.୯୫ କୋଟି । ଜଗନ୍ନାଥ ମନ୍ଦିର ପାଇଁ ୩.୩ କୋଟି ମଂଜୁର ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାରୁ ୧୧.୭୫ କୋଟି ମଂଜୁର । ୬ ମାସରେ ରାଜନଗର ୧୩୫ କୋଟି ପାଇଛି ବୋଲି କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।
5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ସମୀକ୍ଷା: ଗଙ୍ଗୁଆ ଓ ଦୟାର ସଂଯୋଗ ସ୍ଥାନରେ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ
ଭୁବନେଶ୍ୱର: ଦୟା ନଦୀ ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗୁରୁତ୍ୱାରୋପ କରିଛନ୍ତି ଏବଂ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି। ଏହା ସହିତ BMCର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।
ଭୁବନେଶ୍ୱରରେ ୱାଟ୍‌କୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି। ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷାକରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ ବୋଲି ଶ୍ରୀ ପାଣ୍ଡିଆନ ମତଦେବା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଏବଂ ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ଶ୍ରୀ ପାଣ୍ଡିଆନ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ।
ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ୱାଟ୍‌କୋ ପକ୍ଷରୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।
ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି। ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇପାରିବ ସେଥିପାଇଁ IDCO, State Pollution Control Board ଓ BMC ପକ୍ଷରୁ ନିୟମିତ ଯାଞ୍ଚ କରାଯିବ।
ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା  ପୂର୍ବରୁ ସେଗୁଡିକର WATCO ଓ SPCB ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାପାଇଁ, BMC ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ BMCକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।
BDA ର ଉପାଧ୍ୟକ୍ଷ ବଲୱନ୍ତ ସିଂ ଅଧ୍ୟକ୍ଷତାରେ ଗଠିତ ଦୟା ଟାସ୍କ ଫୋର୍ସ ଦୟା ନଦୀ ପାଣି କୁ ବିଶୁଦ୍ଧ ରଖିବା ପାଇଁ ବିଭିନ୍ନ ଏଜେନ୍ସି ସହିତ ସମନ୍ଵୟ ରଖି ପଦକ୍ଷେପ ନେଇଛି । ବୈଠକରେ ବଳବନ୍ତ ସିଂହ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ପ୍ରେଜେଣ୍ଟେସନ  ଉପସ୍ଥାପିତ  କରିଥିଲେ
5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟିଲେ ଏକାଧିକ ସଂଗଠନର କର୍ମକର୍ତ୍ତା
ଭୁବନେଶ୍ବର: 5T ଅଧ୍ୟକ୍ଷଙ୍କୁ ଭେଟିଲେ ଏକାଧିକ ସଂଗଠନର କର୍ମକର୍ତ୍ତା । ନୂଆ ଦାୟିତ୍ବ ପାଇଁ ଛୁଟୁଛି ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ । ଆଜି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି କିଛି ବିଧାୟକ ଓ ଏକାଧିକ ସଂଗଠନ। ଏହି ଅବସରରେ ସେମାନଙ୍କ ଦାବି ସମ୍ପର୍କରେ 5T ଅଧ୍ୟକ୍ଷଙ୍କ ସହ ଆଲୋଚନା କରିଛନ୍ତି । ଯାହା ସେମାନଙ୍କୁ ଅତ୍ୟନ୍ତ ଖୁସି ଦେଇଛି ବୋଲି କହିଛନ୍ତି । ସୋରଡ଼ା ଡ୍ୟାମ ବିସ୍ଥାପିତଙ୍କୁ ଡିସେମ୍ବର ୧୪ରେ ପଟ୍ଟା ମିଳୁଥିବା ଖବର ଶୁଣି ଖୁସି ଅନୁଭବ କରିଛନ୍ତି । ସେହିପରି ନାଲକୋ କର୍ମଚାରୀମାନେ NH 55ର ଦୁରାବସ୍ଥା ନେଇ ଆଲୋଚନା କରିଛନ୍ତି । କାରଣ ଇଣ୍ଡଷ୍ଟ୍ରିଆଲ କରିଡ଼ରକୁ ଯିବା ସମୟରେ ଅନେକ ଦୁର୍ଘଟଣା ଘଟୁଛି । ରାଜ୍ୟ ସରକାର ବି ଏ ନେଇ ଅନେକ ଥର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସାରିଛନ୍ତି। କୁଡୁମି ସେନା ବି 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି । କାରଣ ସେମାନଙ୍କ ପାଇଁ କେନ୍ଦୁଝର ଓ ମୟୁରଭଞ୍ଜରେ ସରକାର ଭବନ ନିର୍ମାଣ କରିଛନ୍ତି । କୁଡୁମି ସେନାର କୁନି ପିଲା କୀର୍ତ୍ତିବାସ ମହାନ୍ତଙ୍କୁ ବୋଇତ ଉପହାର ଦେବା ସହ ଭବିଷ୍ୟତରେ ବଡ଼ ମଣିଷ ହେବାକୁ ପରାମର୍ଶ ଦେଇଛନ୍ତି 5T ଅଧ୍ୟକ୍ଷ ।
ସ୍ବାସ୍ଥ୍ୟ ସେବାରେ ଯୋଗ ଦେଲେ ୩୭୩୨ ନର୍ସିଂ ଅଫିସର
ଭୁବନେଶ୍ବର: ଆଜି ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ଡାକ୍ତରଖାନାରେ  ୩୭୩୨ ଜଣ ନର୍ସିଂ ଅଫିସର ଯୋଗ ଦେଇଛନ୍ତି । ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା ।
ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନୂତନ ଭାବେ ଯୋଗ ଦେଇଥିବା ନର୍ସିଂ ଅଫିସର ମାନଙ୍କୁ ପଣ୍ଡିତ ଗୋପବନ୍ଧୁ ଦାସ, ଫ୍ଲୋରେନ୍‌ସ ନାଇଟେଙ୍ଗଲ ଓ ମଦର ଟେରେସାଙ୍କ ପରି ସେବାର ପ୍ରତିମୂର୍ତ୍ତୀ ମାନଙ୍କ ଆଦର୍ଶକୁ ଅନୁସରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି । ନିଃସ୍ବାର୍ଥପର ଭାବେ ନିଷ୍ଠାର ସହ ସେବାର ଏହି ମୂର୍ତ୍ତୀମନ୍ତ ପ୍ରତୀକ ମାନଙ୍କ ଆଦର୍ଶରେ କାମ କଲେ, ନିଜ ପାଇଁ ସେମାନେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ରୋଗୀ ସେବା ପରି ଏକ ମହାନ ସେବାରେ ଯୋଗ ଦେଇଥିବାରୁ ନୂଆ ଅଧିକାରୀ ମାନଙ୍କୁ ଓ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସ୍ବାସ୍ଥ୍ୟ ସେବାର ମୂଳମନ୍ତ୍ର ହେଉଛି ପ୍ରତି ଜୀବନ ମୂଲ୍ୟବାନ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ।
ଏ ଦିଗରେ ନର୍ସିଂ ଅଫିସର ମାନଙ୍କ ଗୁରୁ ଦାୟିତ୍ବ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ପ୍ରତି ଲୋକ ଯେପରି ଉତ୍ତମ ସେବା ପାଇପାରିବେ, ସେ ଦାୟିତ୍ବ ଆପଣମାନଙ୍କର । ଆପଣମାନେ ହିଁ ରୋଗୀ ଭିତରେ ଭରସା ସୃଷ୍ଟି କରିପାରିବେ । ଆପଣମାନଙ୍କ ନିଷ୍ଠା ଓ ସେବା ହିଁ ରୋଗୀର ବିଶ୍ବାସ ବୃଦ୍ଧି କରିପାରିବ ।  କରୋନା ସମୟରେ ଡାକ୍ତର  ମାନଙ୍କ ସହିତ ନର୍ସିଂ ଅଫିସର ମାନେ ମଧ୍ୟ ବହୁତ ଭଲ କାମ କରିଥିଲେ। କୋଭିଡ ପରିଚାଳନାର ସଫଳତାରେ ନର୍ସିଂ ଅଫିସର ମାନଙ୍କ ବହୁତ ବଡ ଭୂମିକା ଥିଲା ବୋଲି ସେ କହିଥିଲେ।
ରାଜ୍ୟ ସରକାରଙ୍କ 5T ଉପକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ଏହି ନୀତି ଦ୍ବାରା ଆମର ସ୍ବାସ୍ଥ୍ୟ ସେବା  ବ୍ୟବସ୍ଥା ଫଳପ୍ରଦ ହୋଇପାରିଛି । ସରକାରୀ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବାରେ    ରୂପାନ୍ତର ଆଜି ସମସ୍ତେ ଅନୁଭବ କରିପାରୁଛନ୍ତି । ଧନୀ, ଗରିବ ଆଜି ସମସ୍ତେ ସରକାରୀ ହସ୍‌ପିଟାଲରେ ମାଗଣାରେ ଉତ୍ତମ ଚିକିତ୍ସା ସୁବିଧା ପାଉଛନ୍ତି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ ବ୍ୟବସ୍ଥାରେ ବହୁତ ଭଲ ଫିଡବ୍ୟାକ ଆସୁଛି । ଏହା ବହୁତ ଉତ୍ସାହପ୍ରଦ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
କାର୍ଯ୍ୟକ୍ରମରେ ଉପସ୍ଥିତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ନିରଞ୍ଜନ ପୁଜାରୀ କହିଥିଲେ ଯେ ରାଜ୍ୟବାସୀଙ୍କୁ ପର୍ଯ୍ୟାପ୍ତ ଓ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆମେ ସବୁବେଳେ ପ୍ରୟାସ କରିଆସିଛୁ । ନୂତନ ମେଡିକାଲ କଲେଜ ପ୍ରତିଷ୍ଠା, ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ଏବଂ ନୂତନ ନିଯୁକ୍ତି ଜରିଆରେ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଚିଶ୍ଚିତ କରାଯାଇଛି ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ନବନିଯୁକ୍ତ ନର୍ସିଂ ଅଫିସର ମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ଆପଣମାନେ ଆଜି ନୂଆ ଚାକିରିରେ ଯୋଗ ଦେଇ ଯେପରି ଖୁସି ଅଛନ୍ତି, ଆପଣମାନଙ୍କ ପାଖକୁ ଯେଉଁ ଲୋକ ଚିକିତ୍ସା ପାଇଁ ଆସିବେ, ତାଙ୍କୁ ମଧ୍ୟ ଆପଣମାନେ ଏପରି ଖୁସି ଦେବାକୁ ଉଦ୍ୟମ କରନ୍ତୁ। ସେମାନଙ୍କୁ ଭଲ ସେବା ଦିଅନ୍ତୁ । ସେ ଆହୁରି ମଧ୍ୟ କହିଥିଲେ ଯେ ଲୋକମାନେ ପୁଣ୍ଯ ପାଇଁ ମନ୍ଦିର ଯାଆନ୍ତି କିନ୍ତୁ ଆପଣମାନେ ଏପରି ଚାକିରି ପାଇଛନ୍ତି ଯେଉଁଥିରେ ରୋଗୀ ସେବା ଜରିଆରେ ଆପଣ ଭାଗବାନଙ୍କ ଆଶୀର୍ବାଦ ପାଇବେ ଓ ପୁଣ୍ୟ ଅର୍ଜନ କରିବେ. ସ୍ବଚ୍ଛତାର ସହ ସମସ୍ତଙ୍କୁ ସେବା ପ୍ରଦାନ କରିବା ପାଇଁ ସେ ଆହ୍ବାନ ଦେଇଥିଲେ ।
ମୁଖ୍ୟ ଶାସନ ସଚିବ ପି.କେ ଜେନା କହିଥିଲେ ଯେ, ୩୭୩୨ ଜଣ ନର୍ସିଂ ଅଫିସରଙ୍କ ନୂଆ ନିଯୁକ୍ତି ଆମର ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ଅଧିକ ସୁଦୃଢ କରିବା ସହିତ ଆମର ଲକ୍ଷ୍ୟ ପୂରଣରେ ସହାୟକ ହେବ । ସମସ୍ତଙ୍କୁ ନିଷ୍ଠାର ସହ କାମ କରିବାକୁ ସେ ପରାମର୍ଶ ଦେଇଥିଲେ ।
ନୂତନ ଭାବେ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ମଧ୍ୟରୁ ସୁନ୍ଦରଗଡ ସରକାରୀ ମେଡିକାଲ କଲେଜର ଲିପ୍‌ସା ନାୟକ, ମୟୁରଭଞ୍ଜର ଦିବ୍ୟଜ୍ୟୋତି ଖଣ୍ଡା ଏବଂ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜର ମିତା ବହିଦାର ପ୍ରମୁଖ ନିଯୁକ୍ତି ପ୍ରକ୍ରିୟାରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସ୍ବଚ୍ଛତାର ସହ ଏବଂ ଖୁବ କମ୍‌ ସମୟ ମଧ୍ୟରେ ସେମାନଙ୍କ ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇଥିବାରୁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କ ନିକଟରେ କୃତଜ୍ଞ। ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ପାଇଁ ସେମାନେ ସମର୍ପିତ ହୋଇ କାର୍ଯ୍ୟ କରିବେ ବୋଲି କହିଥିଲେ ।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନର୍ସିଂ ନିର୍ଦ୍ଦେଶକ ଡଃ ରାମଚନ୍ଦ୍ର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।
କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭି.କେ. ପାଣ୍ଡିଆନ
ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏ ନେଇ ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ଼ ଜମିଛି। ନବୀନ ନିବାସରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ବାସନ୍ତୀ ହେମ୍ମ୍ରମ, ସଞ୍ଜୟ ଦାସବର୍ମା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରସନ୍ନ ଆଚାର୍ଯ୍ୟ, ସମୀର ଦାସ, ଅଶୋକ ପଣ୍ଡା, ଅରୁଣ ସାହୁ ଓ ଉଷା ଦେବୀ ପ୍ରମୁଖ ଉପସ୍ଥିତ ରହିଛନ୍ତି।
5T ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘର ସଦସ୍ୟ, ମୁଖ୍ୟମନ୍ତ୍ରୀଙ୍କ ମନ୍ଦିର ଓ ଐତିହ୍ୟସ୍ଥଳ ରୂପାନ୍ତର କାମ ପାଇଁ ଧନ୍ୟବାଦ ଦେଲେ
ଭୁବନେଶ୍ବର: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି । ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ ।
ଏଥିସହିତ ଗ୍ରାମାଞ୍ଚଳରେ ଥିବା ଛୋଟ ଛୋଟ ମନ୍ଦିରମାନଙ୍କୁ ‘ମୋ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରାଯାଇଥିଲା।
ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ମନ୍ଦିର ଏବଂ ସେବାୟତ ମାନଙ୍କ ସୁବିଧା ଅସୁବିଧା ଦୂର ପାଇଁ ପଦକ୍ଷେପ ନେଇଥିବାରୁ ସେବାୟତ ମାନେ ତାଙ୍କୁ କୃତଜ୍ଞତା ଜଣାଇଥିଲେ । ହଜାର ହଜାର ବର୍ଷର ପୁରୁଣା ମଠମନ୍ଦିର ଗୁଡିକର ବିକାଶ ଓ ରୂପାନ୍ତର ପାଇଁ ଐତିହାସିକ ପଦକ୍ଷେପ ନେଇଥିବାରୁ ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଦେଇଥିଲେ ।
ଏହି ଅବସରରେ ୫-ଟି ଅଧ୍ୟକ୍ଷ ଆଗାମୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶୁଭ ଉଦଘାଟନ ଉତ୍ସବ ରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘ ର ସମ୍ପୂର୍ଣ୍ଣ ସହଯୋଗ କାମନା ସହିତ ଏହି କାଯ୍ୟକ୍ରମକୁ କିପରି ଭବ୍ୟ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ।
ଏହି ସାକ୍ଷାତକାର କାର୍ଯ୍ୟକ୍ରମରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଭାପତି କାମେଶ୍ୱର ତ୍ରିପାଠୀ (ବାରିପଦା ଜଗନ୍ନାଥ ମନ୍ଦିର), ସମ୍ପାଦକ ସିଂହାରୀ ଆଲୋକ ଖୁଣ୍ଟିଆ (ସାକ୍ଷୀଗୋପାଳ ମନ୍ଦିର), ସଂଯୋଜକ ଦେବୀ ପାଣି (ବିରଜା ମନ୍ଦିର), ସଚେତକ ସୁବାଷ ମିଶ୍ର ( ଗୋପାଳ ମନ୍ଦିର) , ନୀଳମଣି ସୂଆର (ଅଲାରନାଥ ମନ୍ଦିର), ଗଦା ନନା (ଆଖଣ୍ଡଳମଣି ମନ୍ଦିର), ପୁନ୍ୟଶ୍ଳୋକ ନନ୍ଦ (ନୀଳଗିରି ଜଗନ୍ନାଥ ମନ୍ଦିର) ରଞ୍ଜିତ ମହାପାତ୍ର(ଶିରୁଳୀ ମହାବୀର ମନ୍ଦିର) ସୂର୍ଯ୍ୟ ନାରାୟଣ ପଣ୍ଡା (କାକଟପୁର ମନ୍ଦିର) ବାପୁଜୀ ରଣା (ତାରା ତାରିଣୀ ମନ୍ଦିର)ରଞ୍ଜନ ପଣ୍ଡା (ମଣିନାଗ ମନ୍ଦିର) ମହାରୁଦ୍ର ଝା (ରାମମନ୍ଦିର)ସାଇ ରାମ୍ ଗାନ୍ଧି (ବେନୁ ପଡା ମଠ) ପ୍ରମୁଖ ସାମିଲ ହୋଇଥିଲେ।
5T ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ
ଭୁବନେଶ୍ୱର: 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ଲୋକେ । ଉଦ୍ଧାର ନେଇ ପରିବାର ଲୋକଙ୍କୁ ଆଶ୍ୱାସନା ଦେବା ସହ ସେମାନଙ୍କର ଉତ୍ତରକାଶୀ ଯିବାର ବ୍ୟବସ୍ଥା କରିଛନ୍ତି ସରକାର । ନବୀନ ନିବାସରେ ଶ୍ରମିକଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଅବଗତ କରାଯାଇଛି ।
ଉତ୍ତରକାଶୀ ଟନେଲରେ ଫସି ରହିଥିବା ୪୧ ଶ୍ରମିକଙ୍କ ମଧ୍ୟରୁ ଓଡ଼ିଶାର ୫ ଜଣ ଶ୍ରମିକ ରହିଛନ୍ତି । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ୱତନ୍ତ୍ର ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ । ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତରକାଶୀ ରେ ପହଂଚି ସାରିଛନ୍ତି ।
। ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ ।
ସୂଚନାଯୋଗ୍ୟ ଯେ, ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ଏହି ଶ୍ରମିକ ମାନେ ହେଲେ – ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।
ଏହି ଶ୍ରମିକଙ୍କ ପରିବାର ସଦସ୍ୟ ୫-ଟି ଅଧ୍ୟକ୍ଷଙ୍କୁ ନବୀନ ନିବାସ ରେ ସାକ୍ଷାତ କରିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ ପରିବାର ସଦସ୍ୟ ମାନଙ୍କୁ କହିଥିଲେ ।
ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ ଖୁବ ଶୀଘ୍ର ସେମାନେ ପରିବାରକୁ ଫେରି ଆସିବେ ବୋଲି ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଆଶ୍ବାସନା ଦେଇଥିଲେ ।
ସରକାରୀ ସ୍କୁଲ ପ୍ରତି ବଢୁଛି ଆଗ୍ରହ, ଅଭିଭାବକଙ୍କୁ ଆକର୍ଷିତ କରୁଛି ‘୫-ଟି’ ସ୍କୁଲ ରୂପାନ୍ତରଣ
ଭୁବନେଶ୍ୱର: ସରକାରୀ ସ୍କୁଲ ପ୍ରତି ବଢୁଛି ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଆକର୍ଷଣ। ଗତ ଦୁଇ ବର୍ଷରେ ଘରୋଇ ବିଦ୍ୟାଳୟ ତୁଳନାରେ ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ସରକାରୀ ବିଦ୍ୟାଳୟରେ ନାମ ଲେଖାଇଛନ୍ତି। ୨୦୨୨-୨୩ ଶିକ୍ଷା ବର୍ଷରେ ରାଜ୍ୟରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୭୬, ୧୧, ୬୭୧ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ତନ୍ମଧ୍ୟରୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସଂଖ୍ୟା ୫୧, ୮୩, ୬୬୧ ଥିବାବେଳେ ସରକାରୀ ଅନୁଦାନପ୍ରାପ୍ତ, ଘରୋଇ ଶିକ୍ଷାନୁଷ୍ଠାନ, କେନ୍ଦ୍ରୀୟ ଓ ଆନ୍ୟାନ୍ୟ ବିଦ୍ୟାଳୟରେ ଯଥାକ୍ରମେ ୯୩୩୯୦୭ ଜଣ, ୧୪, ୦୪, ୨୨୩ ଜଣ ଓ ୮୮୫୪୪ ଜଣ ଛାତ୍ରଛାତ୍ରୀ ଅଧ୍ୟୟନରତ ଅଛନ୍ତି। ୨୦୨୧-୨୨ ଶିକ୍ଷାବର୍ଷରେ ସରକାରୀ ବିଦ୍ୟାଳୟରେ ସରକାରୀ ବିଦ୍ୟାଳୟରେ ୫୧୬୪୨୮୬ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବାବେଳେ ଘରୋଇ ଶିକ୍ଷାନୁଷ୍ଠାନରେ ୧୪୦୫୫୫୯ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିଲେ। ଅର୍ଥାତ ଏହି ଦୁଇବର୍ଷରେ ସରକାରୀ ବିଦ୍ୟାଳୟରେ ଅଧିକ ନାମଲେଖା ହୋଇଛି। ସରକାରୀ ବିଦ୍ୟାଳୟରେ ୨୦୨୧-୨୨ ଶିକ୍ଷାବର୍ଷ ତୁଳନାରେ ୨୦୨୨-୨୩ରେ ୧୯୩୭୫ ଅଧିକ ଛାତ୍ରଛାତ୍ରୀ ନାମଲେଖାଇଛନ୍ତି। ସେହିପରି ଘରୋଇ ବିଦ୍ୟାଳୟରେ ୧୦୨୫୬ ଛାତ୍ରଛାତ୍ରୀ କମ୍‌‌ ନାମ ଲେଖାଇଛନ୍ତି। ଏପରିକି କେନ୍ଦ୍ରୀୟ ଅନ୍ୟାନ୍ୟ ବିଦ୍ୟାଳୟଗୁଡିକରେ ମଧ୍ୟ ନାମଲେଖା କମିଛି। ଗଞ୍ଜାମ, ଅନୁଗୁଳ, ବାଲେଶ୍ୱର ପରି ଜିଲ୍ଲାରେ ଘରୋଇ ସ୍କୁଲ ସଂଖ୍ୟା ଅଧିକ ଥିଲେ ମଧ୍ୟ ସରକାରୀ ସ୍କୁଲରେ ନାମଲେଖା ବଢ଼ିଛି।
ବିଧାନସଭାରେ ଶିକ୍ଷା ବିଭାଗ ପକ୍ଷରୁ ପ୍ରଦତ୍ତ ତଥ୍ୟ ଅନୁସାରେ ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସ୍କୁଲ ଗୁଡ଼ିକୁ ୫-ଟି ଉପକ୍ରମରେ ରୂପାନ୍ତର କରୁଥିବାରୁ ସଫଳତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଶିକ୍ଷାର ମାନବୃଦ୍ଧି ସହ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଉଚ୍ଚ ବିଦ୍ୟାଳୟଗୁଡିକର ଭିତିଭୂମି ଓ ଶୈକ୍ଷିକ ବାତାବରଣକୁ ସର୍ବୋକୃଷ୍ଟ କରିବା ପାଇଁ ରୂପାନ୍ତରଣ କରାଯାଉଛି। ସମୁଦାୟ ୮୦୯୯ଟି ଉଚ୍ଚ ବିଦ୍ୟାଳୟ ମଧ୍ୟରୁ ୩ଟି ପର୍ଯ୍ୟାୟରେ ୬୮୮୦ଟି ବିଦ୍ୟାଳୟର ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇଛି। ଅବଶିଷ୍ଟ ବିଦ୍ୟାଳୟଗୁଡିକର ରୂପାନ୍ତରଣ ପର୍ଯ୍ୟାୟକ୍ରମେ କରାଯାଉଛି। ବିଦ୍ୟାଳୟର ମୌଳିକ ଆବଶ୍ୟକତା ସ୍ୱରୁପ ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରୀ, ଉନ୍ନତମାନର ବିଜ୍ଞାନାଗାର, ପାନୀୟ ଜଳ ବ୍ୟବସ୍ଥା, ଶୌଚଳୟ, ଖେଳ ପଡ଼ିଆର ଉନ୍ନତିକରଣ ଓ ଶୈକ୍ଷିକ ସମୃଦ୍ଧି ଭଳି ବ୍ୟବସ୍ଥାର ଉନ୍ନତିକରଣ କରାଯାଉଛି। ଉଚ୍ଚ ବିଦ୍ୟାଳୟରେ ୪ଟି ଛାତ୍ରକ୍ଲବ ଯଥା ଜିଜ୍ଞାସା, କୌଶଳୀ, ସାହିତ୍ୟ ସୃଜନୀ ଓ କ୍ରୀଡାଙ୍ଗନ ଗଠନ କରି ମେଧା ଶକ୍ତି ବିକଶିତ କରାଯାଉଛି।
ସରକାରୀ ବିଦ୍ୟାଳୟରେ ମୌଳିକ ଭାଷା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ ଦ୍ୱାରା ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଉଭୟ ଓଡିଆ ଭାଷା ଓ ଗଣିତର ସ୍ୱତନ୍ତ୍ର କାର୍ଯ୍ୟପୁସ୍ତିକା ଓ ଅତିରିକ୍ତ ପଠନ ସାମଗ୍ରୀ ବଣ୍ଟନ କରାଯାଇଛି। ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି କରିବା ପାଇଁ ଶିକ୍ଷକମାନଙ୍କୁ ନିଷ୍ଠା ପ୍ରଶିକ୍ଷଣ ମାଧ୍ୟମରେ ତାଲିମ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାର ୨୦ଟି ବିଦ୍ୟାଳୟରେ ଚଳିତ ବର୍ଷ ଅଲିମ୍ପିକ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା (ଓଭିଇପି) ପ୍ରଦାନ କରିବାକୁ ବ୍ୟବସ୍ଥା କରାଯାଇଛି। ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାମାନଙ୍କୁ ମାଗଣା ପାଠ୍ୟପୁସ୍ତକ, ପୋଷାକ, ମୋଜା ଓ ଜୋତା ପ୍ରଦାନ କରାଯାଉଛି। ଏଥି ସହିତ ସୃଜନାତ୍ମକ ଜ୍ଞାନର ବିକାଶ ଓ ଅଭିବୃଦ୍ଧି ପାଇଁ ତିନି ଦିନିଆ ଶିଶୁ ମହୋତ୍ସବ ରାଜ୍ୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବିଦ୍ୟାଳୟ ଏବଂ ଅଭିଭାବକଙ୍କ ମଧ୍ୟରେ ଉତ୍ତମ ଯୋଗାଯୋଗ ପାଇଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ‘ମୋ ଡାଏରୀ’ ପ୍ରଦାନ କରାଯାଉଛି। ପୂର୍ବରୁ ଘରୋଇ ସ୍କୁଲରେ ମିଳୁଥିବା ସୁବିଧା ଏବେ ଘରୋଇ ସ୍କୁଲରେ ମାଗଣାରେ ସରକାର ଯୋଗାଇଦେଉଛନ୍ତି। ଆର୍ଥିକ ସମସ୍ୟାରୁ ମୁକୁଳି ଗୁଣାତ୍ମକ ଶିକ୍ଷା ପାଇପାରୁଥିବାରୁ ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି ପାଉଥିବା ଶିକ୍ଷାବିତ ମତ ଦେଇଛନ୍ତି।