Health Dept. - The Sakala

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବଡ଼ ନିଷ୍ପତ୍ତି: ନିର୍ବାଚନ ଡ୍ୟୁଟିରେ ଥିବା କର୍ମଚାରୀଙ୍କୁ ମାଗଣା ଚିକିତ୍ସା
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ମାଗଣା ତଥା ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆୟୁକ୍ତ ତଥା ସଚିବ ଶାଳିନୀ ପଣ୍ଡିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବା ‘ବିଏସକେୱାଇ’ରେ ଅନୁବନ୍ଧିତ ହୋଇଥିବା ରାଜ୍ୟର ସମସ୍ତ ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶନାମାରେ ସ୍ପଷ୍ଟ ଉଲ୍ଲେଖ ରହିଛି। ଫଳରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଅବଜରଭରଙ୍କଠାରୁ ଆରମ୍ଭ କରି ପୋଲିଂ ଓ ପୁଲିସ କର୍ମଚାରୀ ସମସ୍ତଙ୍କ ପାଇଁ ଉପଲବ୍ଧ ହେବ ମାଗଣା ଚିକିତ୍ସା ସେବା। ଏଥିପାଇଁ ସମ୍ପୃକ୍ତ ହସ୍ପିଟାଲଗୁଡ଼ିକ ସ୍ୱାସ୍ଥ୍ୟ ବିଭାଗ ନିକଟରେ ନିର୍ଦ୍ଧାରିତ ମୂଲ୍ୟ ଅନୁସାରେ ନିଜ ନିଜର ବିଲ୍‌‌ ପାଇଁ ଆବେଦନ କରିପାରିବେ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବେ ରାଜ୍ୟ ସରକାର, ହସ୍ପିଟାଲରେ ବଢିବ ଶଯ୍ୟାସଂଖ୍ୟା
ଭୁବନେଶ୍ବର: ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ପ୍ରତି ହସ୍ପିଟାଲରେ ବଢ଼ିବ ମେଡିକାଲ ଶଯ୍ୟା ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ୍‌ ଅଛି । ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦ ହଜାରକୁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ଯୋଜନା ହୋଇଛି । ସେହିପରି ସବୁ PHCରେ ୨୪ ଘଣ୍ଟିଆ ସେବା ପାଇଁ ୬ଟି ବେଡ୍‌ ରହିବ । ରାଜ୍ୟରେ ଖୋଲିବ ନୂତନ ୩୦୬ PHC । ବର୍ତ୍ତମାନ ରାଜ୍ୟରେ ୧୨୩୬ଟି PHC ଅଛି ।

CHCରେ ବେଡ ସଂଖ୍ୟା ବଢ଼ିବ । ପ୍ରତି CHCରେ ୩୦ ଲେଖାଏଁ ବେଡ଼ ରହିବ । PHS ୨୦୨୨ ନିୟମ ଅନୁସାରେ ଏ ସବୁ କାମ ପର୍ଯ୍ୟାୟ ଅନୁସାରେ କରାଯିବ । ପ୍ରତି ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲରେ ୩୦୦ ଲେଖାଏଁ ବେଡ ପାଇଁ କାମ ଚାଲିଛି । ଡାକ୍ତର ସଂଖ୍ୟା ବି ବଢିବ । ଏବେ ୧୧ଟି ମେଡିକାଲ କଲେଜ ଅଛି । ହସ୍ପିଟାଲ ଓ ମେଡିକାଲ କଲେଜ ବଢିବା ସହ ଡାକ୍ତର ସଂଖ୍ୟା ବଢିବ ।

ବର୍ତ୍ତମାନ ରାଜ୍ୟରେ ୧୧୬ UPHC, ୭୫ CHC, ୭ UCHC, ୩୨ ଲେଖାଏଁ ଉପଜିଲ୍ଲା ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ ହସ୍ପିଟାଲ ରହିଛି ।