NataMandap - The Sakala

ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ
ପୁରୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଏ ନେଇ ସୂଚନା ଦେଇଛନ୍ତି। ଏଏସଆଇକୁ ଏନଓସି ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ମରାମତି କାର୍ଯ୍ୟ କରିପାରିବେ । ମରାମତି କାର୍ଯ୍ୟକୁ ଟେକ୍ନିକାଲ କମିଟି ଓ ପରିଚାଳନା କମିଟି ସେବାୟତ ସଦସ୍ୟ ତଦାରଖ କରିବେ । ନାଟମଣ୍ଡପର ଗୋଟିଏ ବିମ୍‌ରେ ଫାଟ ଥିବା କହିଛି ଏଏସଆଇ । ଯାଞ୍ଚ ପରେ ଆଉ କ’ଣ ସମସ୍ୟା ଏବଂ କେଉଁଠି ଫାଟ ରହିଛି ତାହା ସ୍ପଷ୍ଟ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଗତକାଲି ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବେ। ଆସନ୍ତା  ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାଯାଇଛି।