Sunday Horoscope - The Sakala
Sunday Horoscope: ରବିବାର ରାଶିଫଳ ( ୧୮-୦୧-୨୦୨୬ )
ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବୃଷ: ପାରିବାରିକ ସମସ୍ୟା ଦେଖା ଦେବ। ଧନ ପ୍ରାପ୍ତି ହେବ। ଅଟକିଥ଄ବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍‌ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ।
ମିଥୁନ: ପିତାଙ୍କ ସହଯୋଗ ମିଳିବ। ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିବ। ଚିନ୍ତାମୁକ୍ତ ରହିବେ।
କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।
ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥ଄ବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ।
କନ୍ୟା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧନ ଆଗମନର ଯୋଗ ରହିଛି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ନୂଆ ଯାନ କିଣିପାରନ୍ତି। ପରିବାର ସହିତ ସମ୍ପର୍କ ମଧୁର ହେବ।
ବିଛା: ସମସ୍ୟାକୁ ସାମ୍ନା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ।
ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧ଄କ। ପୂଜାକାର୍ଯ୍ୟରେ ସମୟ କଟିବ। ଘରେ ସମସ୍ୟା ଦେଖା ଦେବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଭଲ ଦିନ।
ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧ଄ ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ।
କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳିବ। ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ଗାଈଙ୍କୁ ଖାଇବାକୁ ଦିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।
ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟ କମ୍ ଓ ବ୍ୟୟ ଅଧ଄କ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।
ରବିବାର ରାଶିଫଳ ( ୧୯- ୧୦ - ୨୦୨୫ )
ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଦାନଧର୍ମରେ ସମୟ ଅତିବାହିତ ହେବ।
ବୃଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ପାରିବାରିକ କଳହ ଦେଖା ଦେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ ।
ସିଂହ: ଆୟ ବ୍ୟୟ ସମାନ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ନିବେଶରୁ ଲାଭ ମିଳିବ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି। ସକାରାତ୍ମକ ଚିନ୍ତାଧାରାରେ ଆଗକୁ ବଢ଼ନ୍ତୁ।
ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧÒକ ରହିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ଦୂରସ୍ଥାନ ଯାତ୍ରା କରିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।
ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ରବିବାର ରାଶିଫଳ ( ୧୨ - ୧୦ - ୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ରବିବାର ରାଶିଫଳ ( ୧୭–୦୪–୨୦୨୨ )
ମେଷ: ଦିନଟି ବିଜୟ ଉଲ୍ଲାସର ସହ କଟିପାରେ | ଶତ୍ରୁ ପ୍ରଶମିତ ହେବେ ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ | ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ: ବହୁ ଚେଷ୍ଟା କରି ଆଗେଇ ଚାଲିବେ | ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ| ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ – ସିଲଭର୍।
ମିଥୁନ : କର୍ମକ୍ଷେତ୍ରରେ ସମସ୍ୟା ରହିବ। ସନ୍ତାନସନ୍ତତିମାନେ ଚିନ୍ତାରେ ପକାଇବେ । ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟ ମନ୍ତ୍ରର ରହିବ। ଶିକ୍ଷାର୍ଥୀମାନେ ଅସ୍ଥିରମନା ରହିବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା।
କର୍କଟ: ଦିନଟି ଚଳଚଞ୍ଚଳ ରହିବ। ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକିରିରେ କର୍ତ୍ତୃପକ୍ଷକଙ୍କ ସହଯୋଗ ମିଳିବ। ବାଣିଜ୍ୟରେ ସ୍ବନ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ
ସିଂହ: ବଡ଼ଧରଣର କାର୍ଯ୍ୟ ତୁଲାଇ ଆଶ୍ବସ୍ତି ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ – ଲାଲ୍ |
କନ୍ୟା: ଅର୍ଥଚିନ୍ତା ଓ କାର୍ଯ୍ୟ ମନ୍ଥର ଦେଖାଦେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ବିଶେଷ ସୁଫଳ ମିଳିବ ନାହିଁ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ତୂଳା: ସମାଜରେ ସୁନାମ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ସହକର୍ମୀଙ୍କର ସାହଯ୍ୟ ପାଇବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ପ୍ରଶଂସା ପାଇବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ-କଳା |
ବିଛା : ବହୁଚେଷ୍ଟା କରି ସଫଳ ହେବେ । ଚାକିରିରେ ନିଷ୍ଠାପର ରହିବେ। ) ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି |
ଧନୁ : ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତ ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-କ୍ରିମ୍ ।
ମକର : କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ | ଚାକିରିରେ ସ୍ଥାୟିତ୍ଵ ରହିବ । ରାଜନୀତିରେ ପ୍ରତିଷ୍ଠିତ ହେବେ । ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ | ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ନୀଳ |
କୁମ୍ଭ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀମାନେ ବିରକ୍ତିମନା ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ- ଗୋଲଡେନ୍‌।
ମାନ: କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିର ସମ୍ମୁଖୀନ ହେବେ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାନ୍ତି । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ରବିବାର ରାଶିଫଳ ( ୧୦ – ୦୪ – ୨୦୨୨ )
ମେଷ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ବହୁଳ ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ବୃଷ: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇପାରନ୍ତି। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |
ମିଥୁନ : ଆର୍ଥିକକ୍ଷେତ୍ରରେ ଉନ୍ନତି ଆସିବ । ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲ୍‌ଭର୍‌।
କର୍କଟ: ଦିନଟିରେ ସୁଖଶାନ୍ତିର ବାତାବରଣ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ-କମଳା |
ସିଂହ : ଅନିଶ୍ଚିତତା କାରଣରୁ କାର୍ଯ୍ୟହାନି ହେବ | ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।
କନ୍ୟା: କର୍ମକ୍ଷେତ୍ରରେ ଧନସମ୍ମାନ ପ୍ରାପ୍ତି ହେବ। ଉଭ ପ୍ରେମ ଓ ସାଂସାରିକ ଜୀବନ ସୁଖମୟ ରହିବ | ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।
ତୁଳା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଯଶକୀର୍ତୀ ପାଇବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ଆକାଶୀ।
ବିଛା : କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଗୃହକାର୍ଯ୍ୟରେ ମନ ଦେବେ । ବାଣିଜ୍ୟରେ ଲାଭପ୍ରଦ ରହିବ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲ୍‌ଭର୍ ।
ଧନୁ : କର୍ମକ୍ଷେତ୍ରରେ ଆବଦ୍ଧଯୋଗ ଦେଖାଦେବ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ନୀଳ
ମକର : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ହେବ। ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ ।
କୁମ୍ଭ: ଯୋଜନା କରି ସଫଳ ହେବେ । ପଡ଼ୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ- ମେଟାଲିକ୍।
ମୀନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ | ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍।
ମେଷ: ବ୍ୟସ୍ତ ବିବ୍ରତ ଭିତରେ ଆଗେଇ ଚାଲିବେ। ହଠାତ୍ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥା ସଫଳତା ପାଇବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।
ବୃଷ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ ଚାପ ରହିବ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।
ମିଥୁନ : ଆର୍ଥିକ ସ୍ତରରେ ପରିବର୍ତ୍ତନ ଆସିବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍।
କର୍କଟ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।
ସିଂହ : କୌଣସି ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।
କନ୍ୟା: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍।
ତୁଳା: ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ବନ୍ଧୁ ବାନ୍ଧବଙ୍କର ସହଯୋଗ ମିଳିବ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ବିଛା : ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
ଧନୁ : ଦିନଟି ଚଳଚଞ୍ଚଳ ରହିବେ। ପ୍ରଶାସନିକ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲୋକପ୍ରିୟ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ନୀଳ।
ମକର : କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।
କୁମ୍ଭ: ଉଚ୍ଚ ଆଶା ସଫଳ ହେବ। କୌଣସି ବିଷୟବସ୍ତୁକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରସିଦ୍ଧି ପାଇବେ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ମହିଳାମନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲ୍ଡେନ୍।
ରବିବାର ରାଶିଫଳ ( ୨୭-୦୩-୨୦୨୨ )
ମେଷ: କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇ ପାରନ୍ତି। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି |
ବୃଷ: ଅନ୍ୟକୁ ସାହଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |
ମିଥୁନ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।
କର୍କଟ: ସମାଜରେ ପ୍ରତିଷ୍ଠିତ ହେବେ । ରାଜନୀତିରେ ପ୍ରଭାବଶାଳୀ ରହିବେ । ଚାକିରିରେ ସ୍ଥାୟିତ୍ବ ରହିବ । ବାଣିଜ୍ୟରେ ଆୟବୃଦ୍ଧି ହେବ | ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ ।
ସିଂହ : କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ରକ୍ଷଣଶୀଳା ହେବେ | ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
କନ୍ୟା: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ଚାକିରିରେ କାର୍ଯ୍ୟ ବ୍ୟସ୍ତତା ରହିବେ । ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍ ।
ତୁଳା: ଦିନଟି ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା ।
ବିଛା : କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଚାକିରିରେ ସହଯୋଗ ପାଇବେ । ମହିଳାମାନେ ଗୃହକାର୍ଯ୍ୟରେ ମନ ରହିବ। ବାଣିଜ୍ୟରେ ଲାଭପ୍ରଦ ରହିବ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ସିଲଭର୍।
ଧନୁ: କର୍ମକ୍ଷେତ୍ରରେ ଆବଦ୍ଧଯୋଗ ଦେଖାଦେବ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ନୀଳ ।
ମକର : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ହେବ। ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ |
କୁମ୍ଭ: ଯୋଜନା କରି ସଫଳ ହେବେ । ପଡ଼ୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍ |
ମୀନ: ଦିନଟି ହଷୋଲାସ ଭିତରେ କଟିବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- କଫି ।
ରବିବାର ରାଶିଫଳ ( ୧୩-୦୩-୨୦୨୨ )
ମେଷ: ସମାଜରେ ପ୍ରସିଦ୍ଧି ଲାଭ କରିବେ। ଚାକିରିରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।
ବୃଷ: ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।
ମିଥୁନ: ଦିନଚର୍ଯ୍ୟା ସୁଖଦ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ଉନ୍ନତି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
କର୍କଟ: ବହୁ ଚେଷ୍ଟା ସତ୍ତ୍ବେ କାର୍ଯ୍ୟରେ ଅସଫଳ ହେବେ। ସାଂସାରିକ ଚିନ୍ତାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
ସିଂହ : ଦିନଟି ସୁଖ ସମୃଦ୍ଧି ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳା ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା।
କନ୍ୟା: କିଛିଟା ସମସ୍ୟା ଭିତରେ କାର୍ଯ୍ୟ ସଫଳ ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।
ତୁଳା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ରାଜନୀତିରେ ସମ୍ମାନିତ ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନରେ ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ବିଛା : କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ଧନୁ : ଦିନଟି ହର୍ଷୋଲ୍ଲାସରେ କଟିପାରେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଖ୍ୟାତି ବଢ଼ିବ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ ନିଷ୍ଠାବାନ ହେବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ଗୋଲାପି।
ମକର : ବହୁ ଚେଷ୍ଟା କରି ଆଗେଇ ଚାଲିବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭବାନ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
କୁମ୍ଭ: ଶୃଙ୍ଖଳିତ ଭାବରେ କାର୍ଯ୍ୟ କରି ସଫଳ ହେବେ। ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲ୍‌ଭର୍‌।
ମୀନ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ବାଇଗଣୀ।
ରବିବାର ରାଶିଫଳ ( ୦୬-୦୩-୨୦୨୨ )
ମେଷ: ଦିନଟି ଚଳଚଞ୍ଚଳ ରହିବ। ଚାକିରିରେ କିଛିଟା ସମସ୍ୟା ରହିପାରେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।
ବୃଷ: ବ୍ୟୟାଧିକ କାରଣରୁ ଅଭାବ ଦେଖା ଦେବ। ପଡ଼ୋଶୀଙ୍କ ସହ ମନାନ୍ତର ରହିବ। ରାଜନୀତିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ ସମସ୍ୟା ରହିବ । ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ – ସବୁଜ ।
ମିଥୁନ: ଦୀର୍ଘ ଦିନର ଅପେକ୍ଷା ପରିସମାପ୍ତି ଘଟିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍‌।
କର୍କଟ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ରାଜନୀତିରେ ପ୍ରତିଷ୍ଠା ବଢି ପାଇବ। ମହିଳାମାନେ ସ୍ଵାଭିମାନୀ ହେବେ ବାଣିଜ୍ୟରେ ଆଉ ହେବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍ଗ-୩, ଶୁଭ ରଙ୍ଗ- କ୍ରିମ୍
ସିଂହ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ । ସାଂସାରିକ ଧର୍ମକର୍ମରେ ବ୍ୟସ୍ତ ରହିବେ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- କ୍ରିମ୍ ।
କନ୍ୟା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପ୍ରଭାବିତ ହେବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ହତୋତ୍ସାହି ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ- ସବୁଜ |
ତୁଳା: ଦିନଟି ସୁଖସନ୍ତୋଷ ଭିତରେ କଟିବ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ପଦୋନ୍ନତି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୨,ଶୁଭ ରଙ୍ଗ- ସିଲଭର୍ |
ବିଛା : ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ । ଚାକିରିରେ ଧନସମ୍ମାନ ପାଇବେ । ପ୍ରଶାସନିକ ଦାୟିତ୍ବବୋଧ ରହିବ | ବାଣିଜ୍ୟରେ ସମୃଦ୍ଧି ହେବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ |
ଧନୁ : ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାମାନେ ଆଦରଣୀୟା ହେବେ । ଚାକିରିରେ ସମ୍ମାନିତ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ | ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ | ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ବାଇଗଣୀ |
ମକର : ଦିନଟି ହର୍ଷୋଲ୍ଲାସରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଗ୍ରାହକ ପ୍ରିୟତା ବଢ଼ିବ। ଶିକ୍ଷାର୍ଥୀ ଆଶାନୁରୂପ ଫଳ ପାଇବେ । ଶୁଭଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍ |
କୁମ୍ଭ: ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ଚାକିରିରେ କାର୍ଯ୍ୟ ବହୁଳତା ରହିବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ । ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସଫଳ ହୋଇପାରନ୍ତି । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍‌।
ମୀନ: ସ୍ବପ୍ନ ସାକାର ହେବ । ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ବାଣିଜ୍ୟରେ ନୂତନତା ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି |
ରବିବାର ରାଶିଫଳ ( ୨୭-୦୨-୨୦୨୨ )
ମେଷ: ଦିନଟି ଅସ୍ଥିରତା ଭିତରେ କଟିବ। ରାଜନୀତିରେ ସମସ୍ୟା ଦେଖାଦେବ । ମହିଳାମାନେ ହତାଦର ହେବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।
ବୃଷ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତି ବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ : ଦିନଟିରେ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ – ମେଟାଲିକ୍।
କର୍କଟ: ଦୁଃସାହସିକ ସ୍ଥିତିରେ କାର୍ଯ୍ୟ ହାସଲ କରିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ରାଜନୀତିରେ ସକ୍ରିୟ ରହିବେ ବାଣିଜ୍ୟରେ ଶୁଭଫଳ ପାଇବେ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ସିଂହ : ଯୋଜନା କରି ଅସଫଳ ହେବେ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲ୍ଡେନ୍‌।
କନ୍ୟା: ଉଦଯୋଗ କରି ସଫଳ ହେବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ । ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ
ତୁଳା: କିଛିଟା ସମସ୍ୟା ଭିତରେ କାର୍ଯ୍ୟ ହାସଲ କରିବେ । ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ |
ବିଛା: ଏକ ସଙ୍ଗେ ଅସ୍ଥିରତା ଓ କାର୍ଯ୍ୟବିଳମ୍ବ ଦେଖାଦେବ । ପଡ଼ୋଶୀଙ୍କ ସହ ବୁଝାମଣା ହୋଇପାରେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।
ଧନୁ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ- ବାଇଗଣୀ।
ମକର : କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଗ୍ରାହକପ୍ରିୟ ହେବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍।
କୁମ୍ଭ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ । ବନ୍ଧୁମିଳନ ଓ ସହଯୋଗ ପାଇବେ। ରାଜନୀତିରେ ଧନ ସମ୍ମାନ ପାଇବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍ ।
ମୀନ: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ- କ୍ରିମ୍ ।
ରବିବାର ରାଶିଫଳ ( ୨୦-୦୨-୨୦୨୨ )
ମେଷ:  ଦୃଢ଼ମନା ଯୋଗୁଁ କାର୍ଯ୍ୟରେ ସଫଳ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।
ବୃଷ:  କର୍ମକ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ଚିନ୍ତାଜନକ ସ୍ଥିତି ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।
ମିଥୁନ : ବହୁଚେଷ୍ଟା କରି ଆଗେଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
କର୍କଟ:  ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ରାଜନୀତିରେ ମାନମର୍ଯ୍ୟାଦା ବୃଦ୍ଧି ପାଇବ।  ଚାକିରିରେ  ସହଯୋଗ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ- ଧଳା।
ସିଂହ : ବଡ଼ ଧରଣର ସଫଳତା ପାଇପାରନ୍ତି। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।
କନ୍ୟା: ଯୋଜନା କରି ଅସଫଳ ହୋଇପାରନ୍ତି। ଧର୍ମାଦି କାର୍ଯ୍ୟରେ ଖର୍ଚ୍ଚ କରି ଅଭାବରେ  ପଡ଼ିପାରନ୍ତି। ରାଜନୀତିରେ ବିଶ୍ବାସଘାତକତାର ଶିକାର ହେବେ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍‌।
ତୁଳା: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ  ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ଧଳା।
ବିଛା : କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।
ଧନୁ : କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ଚାକିରିରେ ସୂଚାରୁରୂପରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ- ବାଇଗଣୀ।
ମକର : ବ୍ୟୟ ବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟ ମାନ୍ଦା ଦେଖାଦେବ। ଶିକ୍ଷାର୍ଥୀ ଅଧୈର୍ଯ୍ୟ ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।
କୁମ୍ଭ: ଧନସମ୍ମାନ ପ୍ରାପ୍ତି ସହ ସୁଖସନ୍ତୋଷ ପାଇବେ। ଚାକିରିରେ ନିଷ୍ଠାପର ରହିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟର ସଞ୍ଚୟ ହେବ। ଶିକ୍ଷାର୍ଥୀମାନେ ଆଦର ପାଇବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ନୀଳ।
ମୀନ: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।
ରବିବାର ରାଶିଫଳ ( ୧୩-୦୨-୨୦୨୨ )
ମେଷ: ଯେଉଁ କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ଚାକିରିରେ ସହଯୋଗ ମିଳିବ । ବାଣିଜ୍ୟରେ ଉନ୍ନତି ହେବେ । ଶିକ୍ଷାର୍ଥୀ ଅଧୟନପ୍ରିୟ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍ ।
ବୃଷ: କର୍ମକ୍ଷେତ୍ରରେ ପ୍ରିୟତା ଅର୍ଜନ କରିବେ । ସାଂସାରିକ ଉତ୍ତମ ବଝାମଣା ରହିବ । ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲାଭଜନକ ରହିବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ ୫, ଶୁଭ ରଙ୍ଗ – ସବୁଜ ।
ମିଥୁନ ଦିନଟି ହସଖୁସିର ଆସର ଜମିପାରେ । ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ ।
କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବ୍ୟୟବହୁଳ ରହିବେ । ସାଂସାରିକ ଚିନ୍ତାରେ ରହିବେ । ରାଜନୀତିରେ ସମସ୍ୟା ଘେରରେ ରହିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅସ୍ଥିର ମନା ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।
ସିଂହ : ଦିନଟି ଆଶାନୁରୂପ ଫଳ ପାଇବେ । ମହିଳାମାନେ ଆତ୍ମନିର୍ଭଶୀଳ ହେବେ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷାପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।
କନ୍ୟା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର ।
ତୁଳା: ବହୁ ଚେଷ୍ଟା କରି ସଫଳ ହେବେ । ମହିଳାମାନେ ସଂସ୍କାରପ୍ରିୟ ହେବେ । ରାଜନୀତିରେ ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର।
ବିଛା : କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି ।
ଧନୁ : ଦିନଟି ହର୍ମୋଲ୍ଲାସରେ କଟିପାରେ । ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଖ୍ୟାତି ବଢ଼ିବ। ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ ନିଷ୍ଠାବାନ୍ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।
ମକର : ବହୁଚେଷ୍ଟା କରି ଆଗେଇ ଚାଲିବେ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ । ଶିଳ୍ପ ଓ ବାଣିଜ୍ୟରେ ଲାଭବାନ ହେବେ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ – ସବୁଜ ।
କୁମ୍ଭ: ଶୃଙ୍ଖଳିତ ଭାବରେ କାର୍ଯ୍ୟକରି ସଫଳ ହେବେ । ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟ ଲାଭଜନକ ରହିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍ ।
ମୀନ: କର୍ମକ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ – ବାଇଗଣୀ ।