Bomb attact - The Sakala

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘର ଉପରକୁ ବୋମାମାଡ଼, ୩ ଆହତ
ଖଲ୍ଲିକୋଟ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ହୋଇଛି ବୋମାମାଡ଼ । ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ହରିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକ ଆସି ଅନ୍ୟ ଗୋଷ୍ଠୀ ଉପରେ ବୋମା ମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।