Cabinet approve - The Sakala
କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, ଅଷ୍ଟମ ବେତନ କମିଶନ ଗଠନକୁ ମିଳିଲା ମଞ୍ଜୁରୀ...
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। କେନ୍ଦ୍ର ସରକାର ମଙ୍ଗଳବାର ଦିନ ଅଷ୍ଟମ ବେତନ କମିଶନ ଗଠନକୁ ଆନୁଷ୍ଠାନିକ ଭାବରେ ଅନୁମୋଦନ କରିଛନ୍ତି। କମିଶନ ଆଗାମୀ ୧୮ ମାସ ମଧ୍ୟରେ ସରକାରଙ୍କୁ ତାଙ୍କର ସୁପାରିଶ ଦାଖଲ କରିବେ, ଯାହା ପରେ ୨୦୨୭ରୁ ଦରମା ଏବଂ ପେନସନ ବୃଦ୍ଧି ଲାଗୁ କରାଯାଇପାରିବ।
NC-JCM (ଷ୍ଟାଫ ସାଇଡ) ସଚିବ ଶିବ ଗୋପାଳ ମିଶ୍ର କହିଛନ୍ତି ଯେ ୮ମ ବେତନ କମିଶନ କାର୍ଯ୍ୟକାରୀ ହେବାରେ ବିଳମ୍ବ ହୋଇପାରେ, କିନ୍ତୁ ଏହାକୁ ୧ ଜାନୁଆରୀ, ୨୦୨୬ ରୁ କାର୍ଯ୍ୟକାରୀ ବୋଲି ବିବେଚନା କରାଯିବ। ଏହାର ଅର୍ଥ ହେଉଛି ଯଦି ବିଳମ୍ବ ହୁଏ, ତେବେ ବକେୟା ରାଶି ୧ ଜାନୁଆରୀ, ୨୦୨୬ରୁ କର୍ମଚାରୀମାନଙ୍କୁ ଯୋଡା ଯାଇ ପ୍ରଦାନ କରାଯାଇପାରେ।
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ ଓ ଚାକିରି କ୍ଷେତ୍ରରେ ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ। ଅନୁସୂଚିତ ଜାତି ଓ ଜନଜାତି ପାଇଁ ଯାହା ସଂରକ୍ଷଣ ବ୍ୟବସ୍ଥା ଥିଲା ରହିବ। ସାମାଜିକ ଓ ଆର୍ଥିକ ପଛୁଆ ବର୍ଗ ପାଇଁ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ। ଚଳିତ ଶିକ୍ଷା ବର୍ଷରୁ ଏହା ଲାଗୁହେବ ।
ଉଚ୍ଚ ସ୍ନାତକ, ସ୍ନାତକତୋର, ଶିକ୍ଷକ ଶିକ୍ଷା ଓ ଆଇନ ପାଠ୍ୟକ୍ରମ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଦର୍ଶନ କଳାରେ ସ୍ନାତକ ପାଠ୍ୟକ୍ରମ ଏବଂ କ୍ରୀଡ଼ା ଓ ଯୁବ ସେବା ବିଭାଗ ର ବିପିଏଡ଼/ଏମପିଏଡ଼ ପାଠ୍ୟକ୍ରମରେ ଲାଗୁ କରାଯିବ। ଅନୁଷ୍ଠାନରେ ଜନଜାତି ଛାତ୍ର ଛାତ୍ରୀ ପାଇଁ ୨୨.୦୫% , ଅନୁସୂଚିତ ଜାତି ୧୬.୨୫%, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପାଇଁ ୫%ଓ ପୂର୍ବତନ ସେନାନଙ୍କ ପାଇଁ ପରିବାର ସଦସ୍ୟ ପାଇଁ ୧%ଆସନ ସଂରକ୍ଷଣ ପ୍ରଚଳନ ହେବ। ବିଗତ ଦିନରେ ନେତୃତ୍ୱ ନେଉଥିବା ସରକାର ବିଫଳ ହୋଇଥିଲେ।ରାଜନୈତିକ ଅଭିଶନ୍ଧି ଭାବେ ପ୍ରସ୍ତାବ ଦିଆଯାଇଥିଲା କିନ୍ତୁ ବାସ୍ତବତା ଦୂରରେ ଥିଲା। ନୂଆ ସରକାର ସାମ୍ବିଧାନିକ ଅଧିକାର ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଦକ୍ଷତା ଓ ବୈଷୟିକ ବିଭାଗରେ ନିୟମାବଳୀ ସଂଶୋଧନ କରିଛନ୍ତି। ମମତା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟ କରିବ। ଯୋଜନା ଅଧୀନରେ ସହାୟତା ବୃଦ୍ଧି କରାଯାଇଛି। ଆଗାମୀ ୫ ବର୍ଷ ପାଇଁ ୧୬୨୩ କୋଟି ୧୦ ଲକ୍ଷ ଅନୁମୋଦନ କରାଯାଇଛି। ଗତ ଏପ୍ରିଲ ୧ ତାରିଖ ଠାରୁ ଏହା ଲାଗୁ କରାଯାଇଛି। ମମତା ଯୋଜନାରେ ହିତାଧିକାରୀ ବୟସ ୧୯ ବର୍ଷ ଓ ତାଠାରୁ ଅଧିକ ଥିଲା ଏବେ ୧୮ ବର୍ଷ ୭ ମାସରୁ ୫୫ ବର୍ଷ ଧର୍ଯ୍ୟ କରାଯାଇଛି। ଗୋଟିଏ ବର୍ଷ ପ୍ରସବ ପୂର୍ବ ଯାଞ୍ଚ ପରେ ମିଳିବ ପ୍ରଥମ କିସ୍ତି। କନ୍ୟା ସନ୍ତାନ ପାଇଁ ମିଳିବ ୧୨ ହଜାର ଟଙ୍କା। ପୁତ୍ର ସନ୍ତାନ ପାଇଁ ୧୦ ହଜାର ଟଙ୍କା।
ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁରୀ ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍‌ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।
ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି। ୨୦୨୮ ମସିହାରେ ଏହାର ଲଞ୍ଚ ନେଇ ଆସ ରଖିଛି ଇସ୍ରୋ। ଏହି ମିଶନକୁ ଲୁପେକ୍ସ ମିଶନ ମଧ୍ୟ କୁହାଯିବ।
ସୂଚନାଯୋଗ୍ୟ ଯେ, ୨୦୨୩ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରରେ ଅବତରଣ କରିବାରେ ଭାରତ ଚତୁର୍ଥ ଏବଂ ଦକ୍ଷିଣ ମେରୁ ଅଞ୍ଚଳରେ ପହଞ୍ଚିବାରେ ପ୍ରଥମ ଦେଶ ପାଲଟିଥିଲା।
୨ ବିଭାଗର ୫ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ ଅନୁମୋଦନ, ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେଲା ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।
ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଥି ସହିତ ଟେକ୍ନୋଲୋଜିର ବ୍ୟବହାର କରି ଭାଷାର ପ୍ରଚାର ପ୍ରସାର କରାଯିବ। ୧୬୯ ଜନଜାତିକୁ ଆଦିବାସୀ ମାନ୍ୟତା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ସୁପାରିସ କରିବେ। ଏନେଇ କ୍ୟାବିନେଟର ନିଷ୍ପତ୍ତି ନେଇଛି। ଏଥି ସହିତ ହୋ,ମୁଣ୍ଡାରୀ,ସଉରା ଓ କୁଇ ଭାଷାକୁ ଭାରତୀୟ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ନେଇ ଦାବି ଦୋହରାଇବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।
ଅନ୍ୟପଟେ  ଆଦିବାସୀ ଜମି କିଣାବିକା ନେଇ ପୂର୍ବ କ୍ୟାବିଟେନର ନିଷ୍ପତ୍ତି ପ୍ରତ୍ୟାହାର କରାଯାଇଛି। ଗତବର୍ଷ ନଭେମ୍ବର ୧୪ରେ ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ କିଛି ଦିନପରେ ପୁଣି ପ୍ରତ୍ୟାହାର କରାଯାଇଥିଲା। ସେହି ନିଷ୍ପତ୍ତିକୁ ଆଜି କ୍ୟାବିନେଟ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିନେଇଛି।
ନଭେମ୍ବର ୧୪ ରାଜ୍ୟ କ୍ୟାବିନେଟ ବୈଠକରେ ଆଦିବାସୀମାନେ ଅଣ ଆଦିବାସୀଙ୍କୁ ଜମି ହସ୍ତାନ୍ତର କରିବା ସହ ଶିକ୍ଷା, ଶିଳ୍ପ ଓ ବ୍ୟବସାୟ ପାଇଁ ବ୍ୟାଙ୍କରେ ଜମିକୁ ବନ୍ଧକ ରଖିପାରିବେ ବୋଲି ନିଷ୍ପତ୍ତି ନିଆଯାଇଥିଲା । ଏହି ବିବାଦୀୟ ପ୍ରସ୍ତାବକୁ ବିଭିନ୍ନ ମହଲରୁ ବିରୋଧ ହେବାପରେ ଏହି ନିଷ୍ପତ୍ତିକୁ ପ୍ରତ୍ୟାହାର କରାଯାଇଥିଲା। ଆଜି ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିନେଇଛି।
ଏଥି ସହିତ ଆଜି ରାଜ୍ୟ କ୍ୟାବିନେଟ ନୂଆ ଯୋଜନା ‘LAVA’ ନେଇ ଘୋଷଣା କରିଛନ୍ତି। ଏହି ନୂଆ ଯୋଜନା ଫଳରେ ରାଜ୍ୟର ଆଦିବାସୀ ମହିଳା ମାନେ ଉପକୃତ ହେବେ। LAVA ଅର୍ଥାତ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାରେ ଲାଭ ନେଇପାରିବେ ମହିଳା। ମିଶନ ଶକ୍ତି, ଟିଡିସିସି ସହ ସମନ୍ଵୟରେ ଏହି ଯୋଜନା କାର୍ଯ୍ୟ କରିବ।
LAVA-ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା ପାଇଁ ରାଜ୍ୟ ସରକାର ଶତ ପ୍ରତିଶତ ଫଣ୍ଡିଂ କରିବେ। ଯୋଜନା ପାଇଁ ଶହେ କୋଟିର ବ୍ୟୟ ବରାଦ କରାଯାଇଛି। ଏଥି ସହିତ ପ୍ରଥମ ଥର ପାଇଁ ଲଘୁ ବନଜାତ ଦ୍ରବ୍ୟ ଉପରେ ରାଜ୍ୟ ସରକାର ଏମଏସପି ଧାର୍ଯ୍ୟ କରିବେ। ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ।
ଗରିବଙ୍କ ପାଇଁ ଆଉ ୫ ବର୍ଷ ମାଗଣା ରାସନ
କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ) ଅଧୀନରେ ପ୍ରାୟ ୮୧.୩୫ କୋଟି ହିତାଧିକାରୀଙ୍କୁ ଜାନୁଆରୀ ୧, ୨୦୨୪ରୁ ଆଗାମୀ ୫ ବର୍ଷ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଆଜି ଏହି ନିଷ୍ପତ୍ତିକୁ ଅନୁମୋଦନ କରିଛି । ୫ ବର୍ଷ ମଧ୍ୟରେ ୧୧ ଲକ୍ଷ ୮୦ ହଜାର କୋଟି ଟଙ୍କା ବ୍ୟୟ ଅଟକଳରେ ୮୧ କୋଟି ୩୫ ଲକ୍ଷ ଲୋକଙ୍କ ପାଇଁ ଖାଦ୍ୟ ଏବଂ ପୋଷଣ ନିରାପତ୍ତା ସୁନିଶ୍ଚିତ କରିବା ।
୧.୧.୨୦୨୪ରୁ ୫ ବର୍ଷ ପାଇଁ ପିଏମଜିକେଏୱାଇ ଅଧୀନରେ ମାଗଣା ଖାଦ୍ୟଶସ୍ୟ (ଚାଉଳ, ଗହମ ଏବଂ ମିଲେଟ୍ସ / ବାଜରା) ଖାଦ୍ୟ ସୁରକ୍ଷାକୁ ସୁଦୃଢ଼ କରିବ ଏବଂ ଜନସଂଖ୍ୟାର ଗରିବ ଏବଂ ଦୁର୍ବଳ ବର୍ଗର କୌଣସି ଆର୍ଥିକ ଅସୁବିଧାକୁ ହ୍ରାସ କରିବ । ଏହା ଏକ ସାଧାରଣ ଲୋଗୋ ଅଧୀନରେ ୫ ଲକ୍ଷରୁ ଅଧିକ ସୁଲଭ ମୂଲ୍ୟ ଦୋକାନର ନେଟୱାର୍କ ମାଧ୍ୟମରେ ସମସ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ମାଗଣାରେ ଖାଦ୍ୟଶସ୍ୟ ବିତରଣରେ ଦେଶବ୍ୟାପୀ ଏକସମାନତା ପ୍ରଦାନ କରିବ ।
ଓଏନଓଆରସି-ୱାନ୍ ନେସନ୍ ୱାନ୍ ରାସନ କାର୍ଡ କାର୍ଯ୍ୟକ୍ରମ ଅଧୀନରେ ହିତାଧିକାରୀମାନେ ଦେଶର ଯେକୌଣସି ସୁଲଭ ମୂଲ୍ୟ ଦୋକାନରୁ ମାଗଣାରେ ଖାଦ୍ୟଶସ୍ୟ ଉଠାଇପାରିବେ। ଡିଜିଟାଲ ଇଣ୍ଡିଆ ଅଧୀନରେ ପ୍ରଯୁକ୍ତି ଭିତ୍ତିକ ସଂସ୍କାରର ଏକ ଅଂଶ ଭାବରେ ଉଭୟ ଆନ୍ତଃରାଜ୍ୟ ଏବଂ ରାଜ୍ୟ ଭିତରେ ପୋର୍ଟେବିଲିଟିକୁ ସୁଗମ କରିବା ପାଇଁ ଏହି ପଦକ୍ଷେପ ପ୍ରବାସୀମାନଙ୍କ ପାଇଁ ବହୁତ ଲାଭଦାୟକ ହେବ ।
ହିତାଧିକାରୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ଏବଂ ଧାର୍ୟ୍ୟ ଜନସଂଖ୍ୟା ପାଇଁ ଖାଦ୍ୟଶସ୍ୟର ଉପଲବ୍ଧତା, ସୁଲଭତା ଓ ଯୋଗାଣ ଦୃଷ୍ଟିରୁ ଖାଦ୍ୟ ସୁରକ୍ଷାକୁ ସୁଦୃଢ଼ କରିବା ତଥା ସମସ୍ତ ରାଜ୍ୟରେ ସମାନତା ବଜାୟ ରଖିବା ପାଇଁ ପିଏମଜିକେଏୱାଇ ଅଧୀନରେ ମାଗଣାରେ ଖାଦ୍ୟଶସ୍ୟ ଯୋଗାଣକୁ ୫ ବର୍ଷ ପର୍ୟ୍ୟନ୍ତ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି ।