Pahala - The Sakala

ପାହାଳରେ ଚାଞ୍ଚଲ୍ୟ: କେନାଲ ବନ୍ଧ ନିକଟରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପାହାଳ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । କେନାଲ ବନ୍ଧ ନିକଟରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର । ବୁଧବାର ସକାଳେ ଭୁବନେଶ୍ୱର ସ୍ଥିତ ପାହାଳ ଥାନା ଅଧୀନସ୍ଥ ଭୀମପୁର କେନାଲ ହୁଡ଼ା ନିକଟରୁ ଜଣେ ଯୁବକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୁଣ୍ଡ ଏବଂ ମୁହଁରେ ଏକାଧିକ କ୍ଷତ ଚିହ୍ନ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ମୃତକ ଜଣକ ଅନନ୍ତପୁର ଗ୍ରାମର ପ୍ରଭାତ ବେହେରା ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ପ୍ରଥମେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରୁ ଏକ ପ୍ଲାଷ୍ଟିକ୍ ପାଇପ୍ ଏବଂ ଭଙ୍ଗା ମଦ ବୋତଲ ଜବତ କରାଯାଇଥିବା ବେଳେ କିଛି ଦୂରରେ ପ୍ରଭାତଙ୍କ ସ୍କୁଟର ପାର୍କ ହୋଇଥିବା ଦେଖିବାକୁ ମିଳିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି। ତେବେ ମୃତ୍ୟୁ ପୂର୍ବରୁ ତାଙ୍କୁ ଆକ୍ରମଣ କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି।

ଅନ୍ୟପକ୍ଷରେ, ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ଏବଂ ପ୍ରଭାତଙ୍କୁ ହତ୍ୟା କରାଯାଇ କେନାଲ କୂଳରେ ଫିଙ୍ଗି ଦିଆଯାଇଛି ବୋଲି ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ମାଆ ପ୍ରତିମା ବେହେରା ଏହି ଘଟଣାରେ ସମ୍ପୃକ୍ତ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେ କହିଛନ୍ତି, "ମୋ ପୁଅକୁ କାହିଁକି ମାରିଲେ? ସେ କ'ଣ ଭୁଲ୍ କରିଥିଲା? ମୋତେ ନ୍ୟାୟ ଦରକାର।"

ପରିବାର ସଦସ୍ୟଙ୍କ ସୂଚନା ଅନୁଯାୟୀ, ପ୍ରଭାତ ବାଲି ଏବଂ ନିର୍ମାଣ ସାମଗ୍ରୀ ଯୋଗାଣ ବ୍ୟବସାୟ ସହିତ ଜଡିତ ଥିଲେ। କାମ ବାବଦରେ ମଙ୍ଗଳବାର ବିଳମ୍ବିତ ରାତିରେ ସେ ଘରୁ ବାହାରିଥିଲେ, କିନ୍ତୁ ଆଉ ଫେରିନଥିଲେ। ବୁଧବାର ସକାଳେ ତାଙ୍କ ମୃତଦେହ ମିଳିଥିଲା। ପ୍ରାପ୍ୟ ଅର୍ଥକୁ ନେଇ ଅନ୍ୟ ଜଣେ ଯୋଗାଣକାରୀଙ୍କ ସହ ତାଙ୍କର ବାରମ୍ବାର ବିବାଦ ଲାଗିରହୁଥିଲା ବୋଲି ପରିବାର ଲୋକେ ଦାବି କରିଛନ୍ତି।

ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ
ଭୁବନେଶ୍ୱର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ଭୁବନେଶ୍ୱରରେ ପାହାଳ ଥାନା ଅନନ୍ତପୁରରେ ଏହି ସଡ଼କ ଦୁର୍ଘଟଣା ହୋଇଛି । ହାଇୱା ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ତିନି ଜଣ ଯୁବକ ବାଇକରେ ଯାଉଥିବା ବେଳେ ଏକ ହାଇୱା ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ତେବେ ୩ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି। ହାଇୱାକୁ ଜବତ କରି ଅଧିକ ତଦନ୍ତ ଚଳାଇଛି ପୋଲିସ।

ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଟ୍ରକ୍‌କୁ ପିଟିଲା କାର୍, ୨ ମୃତ
ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପିଟିଲା କାର୍ । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଦୁଇଜଣ ହେଲେ ଯାଜପୁରର ଅମୂଲ୍ୟ ଦାଶ ଏବଂ ଭଦ୍ରକର ସୁଶୀଲ କୁମାର କର ।

ସୂଚନା ଅନୁସାରେ, କଟକ ପଟୁ ଆସୁଥିବା ମାରୁତି ଡିଜାର କାର୍ ଟ୍ରକ୍ ସହ ଜୋରଦାର ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ପାହାଳ ପୁଲିସ୍ ପହଞ୍ଚି ରାସ୍ତା କ୍ଲୀୟର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ପାହାଳ ଥାନା ନିକଟ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।