Subroto Bagchi - The Sakala

ସୁବ୍ରତ ବାଗଚୀ ହେଲେ ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା
ଭୁବନେଶ୍ବର: ସୁବ୍ରତ ବାଗ୍‌ଚୀଙ୍କୁ ମିଳିଲା ନୂଆ ଦାୟିତ୍ବ । ସରକାରୀ ଅନୁଷ୍ଠାନର ଦକ୍ଷତା ବିକାଶ ଉପଦେଷ୍ଟା ହେଲେ ସୁବ୍ରତ ବାଗଚୀ । ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁବ୍ରତ ବାଗଚୀଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ସମସ୍ତ ସୁବିଧାସୁଯୋଗ ମିଳିବ । ଆନୁଷ୍ଠାନିକ ଦକ୍ଷତା ବୃଦ୍ଧି ଦିଗରେ ପରାମର୍ଶ ଦେବେ ସୁବ୍ରତ ବାଗଚୀ । ଶ୍ରୀ ବାଗଚୀ ରାଜ୍ୟର ସମସ୍ତ ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାନର ସଂସ୍ଥାଗତ କ୍ଷମତା ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ପାଇଛନ୍ତି । ସେ ରାଜ୍ୟର ପ୍ରଶାସନିକ ସେବା ପ୍ରଶିକ୍ଷଣ ସଂସ୍ଥାଗୁଡ଼ିକର ଭବିଷ୍ୟତ ଲକ୍ଷ୍ୟ ନିର୍ଦ୍ଧାରଣ ଦିଗରେ କାର୍ଯ୍ୟ କରିବେ ଓ ସେସବୁକୁ ବିଶ୍ୱସ୍ତରୀୟ କରିବା ପାଇଁ ସହାୟତା ଦେବେ । ଏହା ପୂର୍ବରୁ ସେ ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଥିଲେ ।

ପୁଣି ବାଗଚୀ ଦମ୍ପତିଙ୍କ ବଡ଼ ପଣ: ଓଡ଼ିଶା ପରେ ବେଙ୍ଗାଲୁରରେ ବିଶ୍ୱ ସ୍ତରୀୟ ହସ୍ପିଟାଲ ପାଇଁ ଦାନ କଲେ ୪୨୫କୋଟି
ଭୁବନେଶ୍ୱର: ପୁଣି ବଡ ହୃଦୟ ଦେଖାଇଲେ ବାଗଚୀ ଦମ୍ପତି । ଓଡ଼ିଶା ପରେ ବେଙ୍ଗାଲୁରୁରେ ବାଗଚୀ ଦମ୍ପତିଙ୍କ ଚର୍ଚ୍ଚା । ବେଙ୍ଗାଲୁରୁରେ ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ପାଇଁ ପାର୍ଥସାରଥିଙ୍କ ସହ ୪୨୫କୋଟି ଟଙ୍କା ଦାନ କଲେ ସୁଶ୍ମିତା ବାଗଚୀ ଓ ସୁବ୍ରତ ବାଗଚୀ । ପାର୍ଥସାରଥିଙ୍କ ସହ ମିଶି ନିର୍ମାଣ କରିବେ ବିଶ୍ୱସ୍ତରୀୟ ଚିକିତ୍ସା ବିଜ୍ଞାନ ଗବେଷଣା କେନ୍ଦ୍ର । ମେଡିକାଲରେ ରହିବ ୮୦୦ ବେଡ ଏବଂ ହସ୍ପିଟାଲର ନାଁ ରହିବ ବାଗଚୀ-ପାର୍ଥସାରଥି ହସ୍ପିଟାଲ । ପୂର୍ବରୁ ବାଗଚୀ ଓଡିଶାରେ ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲ ଓ ପାଲିଆଟିଭ୍ କେୟାର ସେଂଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ଦାନ କରିଥିଲେ ।

Odisha gave us life, Karnataka gave us identity. Delighted to share, along with friends Radha & @nspartha Subroto & I will gift to @iiscbangalore fund for construction of a 800 bed Bagchi-Parthasarathy Hospital in IISc to bring engineering, science & medicine under one roof pic.twitter.com/XIV05nuOKB

— Susmita Bagchi (@Susmita4Odisha) February 14, 2022

ଓଡ଼ିଶାର ଲୋକଙ୍କ କୋଭଡ ବିପତ୍ତି ବେଳେ ସତର୍କ ଏବଂ ସାବଧାନ କରାଇଥିବା ସୁବ୍ରତ ବାଗଚୀ, ଓ଼ଡିଶାରେ କ୍ୟାନସର ମେଡିକାଲ ନିର୍ମାଣ ପାଇଁ ପୂର୍ବରୁ ୩୪୦ କୋଟି ଟଙ୍କା ଦାନ କରିଥିଲେ । ଓଡିଶାରେ ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲ ଓ ପାଲିଆଟିଭ୍ କେୟାର ସେଂଟର ପ୍ରତିଷ୍ଠା ପାଇଁ ଏହି ଅର୍ଥ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ । ଏବେ ପୁଣି ଥରେ ବାଗଚୀ ଦମ୍ପତିଙ୍କୁ ମିଳିଛି ବାହବା । ସଞ୍ଚିତ ଅର୍ଥରେ ନିର୍ମାଣ କରିବେ ବିଶ୍ୱ ସ୍ତରୀୟ ଗବେଷଣା କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି ନିଜେ ସୁସ୍ମିତା ବାଗଚୀ ।

ଆଜି ବାଗଚୀ-ଶ୍ରୀଶଙ୍କର କ୍ୟାନ୍‌ସର ହସ୍‌ପିଟାଲର ଶିଳାନ୍ୟାସ
ତମାଣ୍ଡୋ : ରାଜଧାନୀ ଉପକଣ୍ଠ ଇନଫୋଭ୍ୟାଲି ନିକଟରେରେ ପ୍ରତିଷ୍ଠା ହେବ ବାଗଚୀ-ଶ୍ରୀଶଙ୍କର କର୍କଟ ଚିକିତ୍ସା ଓ ଗବେଷଣା କେନ୍ଦ୍ର ଏବଂ ବାଗଚୀ-କରୁଣାଶ୍ରୟ ପାଲିଏଟିଭ୍ କେୟାର କେନ୍ଦ୍ର। ଆସନ୍ତାକାଲି (ସୋମବାର) ଏହାର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ରବିବାର ଅପରାହ୍ଣରେ ସଭାସ୍ଥଳର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ। ସେହିପରି ଆୟୋଜନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ। ପ୍ରାରମ୍ଭିକ ପର୍ଯ୍ୟାୟରେ ୨୫୦ ଶଯ୍ୟାରେ ଆରମ୍ଭ ହେବ ଓ ୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ। କିନ୍ତୁ ପରେ ଏହା ୫୦୦ ଶଯ୍ୟାକୁ ବିସ୍ତାରିତ ହେବ। କର୍କଟ ଡାକ୍ତରଖାନା ଓ ଗବେଷଣା କେନ୍ଦ୍ର ପାଇଁ ରାଜ୍ୟ ସରକାର ୨୦ ଏକର ଜମି ଦେଇଥିବା ବେଳେ ବାଗଚୀ ଦମ୍ପତି ୨୧୦ କୋଟି ଟଙ୍କା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ସେହିଭଳି ପାଲିଏଟିଭ କେୟାର ନିମନ୍ତେ ରାଜ୍ୟ ସରକାର ୨୦ ଏକର ଜମି ଦେବେ ଓ ଏଥିପାଇଁ ବାଗଚୀ ଦମ୍ପତି ୧୩୦ କୋଟି ଟଙ୍କାର ସହାୟତା ଯୋଗାଇଦେବେ।

ଏହି ଦୁଇଟି କର୍କଟ ରୋଗ ପ୍ରତିଷ୍ଠାନ ପାଇଁ ବାଗଚୀ ଦମ୍ପତି ମୋଟ ୩୪୦ କୋଟି ଟଙ୍କାର ଅର୍ଥରାଶି ପ୍ରଦାନ କରିବେ। ଆସନ୍ତା କାଲି ସକାଳ ୧୦:୩୦ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ଜାତୀୟ ସ୍ତରର ପ୍ରତିଷ୍ଠାନ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସୁରକ୍ଷା ନିମନ୍ତେ  ମୋଟ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ସମୟରେ ଡିସିପିଙ୍କ ସହିତ ଅତିରିକ୍ତ ଡିସିପି ପ୍ରାଣକୃଷ୍ଣ ରାଉତ, ଅତିରିକ୍ତ ଡିସିପି (ଟ୍ରାଫିକ) କେକେ ପାଣିଗ୍ରାହୀ, ଏସିପି ଅନିଲ କୁମାର ମିଶ୍ର, ଜଟଣୀ ଥାନା ଅଧିକାରୀ ଉପସ୍ଥିତ ରହିଥିଲେ।

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ, ବାଗଚୀ ଦମ୍ପତ୍ତି ଦେବେ ୨ଶହ ୧୦ କୋଟି ଟଙ୍କାର ଅନୁଦାନ
ଭୁବନେଶ୍ବର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ। ଏହି କ୍ୟାନସର ହସ୍ପିଟାଲ ପ୍ରସ୍ତାବକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କ୍ଯାବିନେଟ୍ ବୈଠକରେ ୯ ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ମୁଖ୍ଯମନ୍ତ୍ରୀ। ବାଗଚୀ-ଶ୍ରୀ ଶଙ୍କର କର୍କଟ ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଂଜୁରୀ ମିଳିଛି। ଏଥିପାଇଁ ସୁବ୍ରତ ବାଗଚୀ ଓ ସସ୍ମିତା ବାଗଚୀ ୨ଶହ ୧୦ କୋଟି ଟଙ୍କା ଅନୁାଦନ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।। କ୍ୟାନସର ହସ୍ପିଟାଲ ପାଇଁ ୨୦ ଏକର ଜମି ପ୍ରଦାନ କରିବେ ସରକାର।

୨୦୨୪ ସୁଦ୍ଧା ୨୫୦ ଶଯ୍ୟା ବିଶିଷ୍ଟ କର୍କଟରୋଗ ଚିକିତ୍ସାଳୟ ଆରମ୍ଭ ହେବ। ପରେ ଶଯ୍ୟା ସଂଖ୍ୟା ୫ଶହକୁ ବୃଦ୍ଧି କରାଯିବ ।

ସେହିପରି ଭୁବନେଶ୍ୱରରେ କରୁଣାଶ୍ରାୟ ପାଲିଏଟିଭ କେୟାର ସେଂଟର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ମଂଜୁରୀ ମିଳିଛି । ଏଥିପାଇଁ ୧୩୦ କୋଟି ଟଙ୍କା ଦେବେ ସୁବ୍ରତ ବାଗଚୀ ଏବଂ ପତ୍ନୀ ସୁସ୍ମିତା ବାଗଚୀ ।