kalia yojana - The Sakala
ଭୁବନେଶ୍ବର: ଚାଷୀଙ୍କୁ ମିଳିଲା କାଳିଆ ସହାୟତା ଅର୍ଥ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି।  ଖରିଫ ଚାଷ ପାଇଁ ଏହି କାଳିଆ ସହାୟତା ପ୍ରଦାନ କରାଯାଇଛି। ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।
୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।
କୃଷି ଯୋଜନାର ସଫଳ ରୂପାୟନ ଦିଗରେ ବଳିଷ୍ଠ ପଦକ୍ଷେପ: ସବୁ ଜିଲ୍ଲାରେ ଖୋଲିବ ‘କାଳିଆ’ କେନ୍ଦ୍ର
ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାଳିଆ ସେଣ୍ଟର କାର୍ଯ୍ୟକ୍ଷମ ହେବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉଦ୍ୟମରେ ଜିଲ୍ଲା ମୁଖ୍ୟାଳୟଗୁଡ଼ିକରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ଖୋଲିବ। କାଳିଆ ଯୋଜନା ସମେତ ପ୍ରମୁଖ କୃଷି ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ଏହି ସେଣ୍ଟର କାର୍ଯ୍ୟ କରିବ। ଚାଷୀମାନଙ୍କୁ ସୂଚନା ପ୍ରଦାନ ଓ ସମସ୍ୟାର ସମାଧାନ ଦିଗରେ ଏହା ଏକ ୱାନ ଷ୍ଟପ୍‌‌ ସେଣ୍ଟର ଭାବେ କାମ କରିବ। ଏହି କେନ୍ଦ୍ରରେ କାଳିଆ ଯୋଜନା ସମେତ କୃଷି ଉଦ୍ୟୋଗ ଯୋଜନା, ଗୋ-ସୁଗମ, ସଫଲ, କୃଷକ ଓଡ଼ିଶା ଆଦିର କାର୍ଯ୍ୟକାରିତା ଦିଗରେ ସହାୟତା ଯୋଗାଇ ଦିଆଯିବ। କାଳିଆ ସେଣ୍ଟର ପ୍ରତ୍ୟେକ ସରକାରୀ କାର୍ଯ୍ୟଦିବସରେ ସକାଳ ୧୦ଟାଠାରୁ ଅପରାହ୍ଣ ୫.୩୦ ମିନିଟ ପର୍ଯ୍ୟନ୍ତ ଖୋଲା ରହିବ।
କାଳିଆ ସେଣ୍ଟର ଚାଷୀମାନଙ୍କ ନିମନ୍ତେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ସଫଲ’, ଗୋ-ସୁଗମ, କୃଷକ ଓଡ଼ିଶା ଆଦି କାର୍ଯ୍ୟକ୍ରମ ନିମନ୍ତେ ୱାନ୍‌‌ ଷ୍ଟପ୍‌‌ ସେଣ୍ଟର ଭାବେ କାର୍ଯ୍ୟ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି। ଏହା ଦ୍ୱାରା ବିଭିନ୍ନ କୃଷି ଯୋଜନାଗୁଡ଼ିକ ଅଧିକ କ୍ରିୟାଶୀଳ ଓ କୃଷକପ୍ରିୟ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶା ପ୍ରକାଶ କରିଛନ୍ତି। ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟାଳୟର ଏକ ପ୍ରମୁଖ ସ୍ଥାନରେ କାଳିଆ ସେଣ୍ଟର ଖୋଲିବା ନିମନ୍ତେ ଏକ ଉପଯୁକ୍ତ ଗୃହର ବ୍ୟବସ୍ଥା କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।
ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପ୍ରତି କେନ୍ଦ୍ରରେ ଆବଶ୍ୟକ ମୁତାବକ ବୈଷୟିକ ଦକ୍ଷତାସମ୍ପନ୍ନ କର୍ମଚାରୀ ନିୟୋଜିତ ହେବେ। ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିତିଦିନିଆ କାର୍ଯ୍ୟର ତଦାରଖ ନିମନ୍ତେ ଜଣେ ନୋଡାଲ ଅଧିକାରୀଙ୍କୁ ନିୟୋଜିତ କରାଯିବ। କେନ୍ଦ୍ରକୁ ଆସୁଥିବା କୃଷକମାନଙ୍କର ସମସ୍ୟା ଓ ଏ ଦିଗରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଓ ପରାମର୍ଶ ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ରେକର୍ଡ କରାଯିବ। ଚାଷୀମାନଙ୍କ ସଚେତନତା ନିମନ୍ତେ କେନ୍ଦ୍ରଗୁଡ଼ିକରେ କୃଷି ବିଭାଗର ପ୍ରମୁଖ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନାମାନ ପ୍ରଦର୍ଶିତ ହେବ।
ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ପ୍ରତ୍ୟେକ ଫସଲ ଋତୁର ଚାଷ କାର୍ଯ୍ୟ ନିମନ୍ତେ ଆର୍ଥିକ ସହାୟତା ଯୋଗାଇଦେଇ ସେମାନଙ୍କ ଆୟବୃଦ୍ଧି କରିବା ସହିତ ଭୂମିହୀନ କୃଷି ପରିବାରଙ୍କ ଜୀବିକାନିର୍ବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା କାଳିଆ ଯୋଜନା ସର୍ବସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛି। ଭୂମିହୀନ କୃଷି ପରିବାର ଓ ପ୍ରକୃତ ଭାଗଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏହାର ଅନ୍ୟତମ ବୈଶିଷ୍ଟ୍ୟ।
କାଳିଆ ଯୋଜନା ଆରମ୍ଭ ହେବା ଦିନଠାରୁ ଅଦ୍ୟାବଧି ୪୩,୦୪,୮୭୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ/ପ୍ରକୃତ ଚାଷୀ ଏବଂ ୧୭,୭୧,୭୫୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୧୧,୬୦୦ କୋଟିରୁ ଊଦ୍ଧ୍‌‌ୱର୍‌‌ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏଥି ସହିତ କାଳିଆ ହିତାଧିକାରୀ ପରିବାରଙ୍କ ୧୬୨୪ ଜଣ ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ୩.୯୦ କୋଟି ଟଙ୍କା ପ୍ରଦାନ କରାଯାଇଛି।
ଉତ୍କଳ ଦିବସରେ ଚାଷୀଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୧ ତାରିଖ ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନ୍‌‌ଫରେନ୍ସିଂ ଜରିଆରେ ରାଜ୍ୟର ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରାଯିବ। ତେବେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷିତ ହୋଇଥିବାରୁ ସମ୍ପୃକ୍ତ ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ। ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।
ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି : ୪୧ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଆସିବ ‘କାଳିଆ’ ସହାୟତା
ଭୁବନେଶ୍ବର : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି। ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମଗ୍ର ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଇବେ ରାଜ୍ୟ ସରକାର ।
ରାଜ୍ୟର ୪୧ ଲକ୍ଷ ଚାଷୀ ଏହି ସହାୟତା ପାଇବେ। ଏଥିପାଇଁ ମୋଟ ୮୬୯ କୋଟି ଟଙ୍କା ଦିଆଯିବ । କ୍ଷୁଦ୍ର ନାମମାତ୍ର ଭାଗଚାଷୀଙ୍କୁ ମଧ୍ୟ ମିଳିବ କାଳିଆ ସହାୟତା । ଚାଷୀଙ୍କ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୦୧୯ ଜାନୁଆରୀରୁ ଆରମ୍ଭ ହୋଇଛି କାଳିଆ ଯୋଜନା । ଗରିବ ଚାଷୀଙ୍କୁ ଆର୍ଥିକ ସହାୟତା ବାବଦକୁ କାଳିଆ ଟଙ୍କା ଦେଇ ଆସୁଛନ୍ତି ସରକାର । ପୂର୍ବରୁ ୭ଥର କାଳିଆ ଟଙ୍କା ମିଳିଥିବା ବେଳେ ନୂଆଁଖାଇରେ ୮ମ ଥର ପାଇଁ କାଳିଆ ଟଙ୍କା ଦେବେ ରାଜ୍ୟ ସରକାର ।
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ରେ ‘କାଳିଆ’ ଯୋଜନା ଆରମ୍ଭ ହୋଇଥିଲା। ପ୍ରଥମେ ଦୁଇଟି କିସ୍ତିରେ ୫ ହଜାର ଲେଖାଁଏ ବାର୍ଷିକ ୧୦ ହଜାର ଟଙ୍କା ଦିଆଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହାକୁ ଦୁଇଟି କିସ୍ତିରେ ୨ ହଜାର କରି ବାର୍ଷିକ ୪ ହଜାରକୁ ହ୍ରାସ କରାଯାଇଥିଲା। ଇତିମଧ୍ୟରେ ୭ଟି ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯ ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ସହାୟତା ରାଶି ବଣ୍ଟାଯାଇଛି। ଏବେ ଅଷ୍ଟମ ପର୍ଯ୍ୟାୟରେ ପ୍ରାୟ ୮୬୯ କୋଟି ଟଙ୍କା ବଣ୍ଟାଯିବ।
କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ୟ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ‘କାଳିଆ’ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ମାଧ୍ୟମରେ ଚାଷୀମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବ।
‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।
ବାସ୍ତବ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ମାଧ୍ୟମରେ ୧୦,୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ରାଶି ବିନିଯୋଗ କରାଯାଇଛି। ଏଥିରେ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ୟରୁ ମୁକ୍ତ କରିବା ଏହି ଯୋଜନାରେ ଲକ୍ଷ୍ୟ ରଖାଯାଇଛି। ‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀ ମାନଙ୍କୁ ପରିସର ଭୁକ୍ତ କରିବା ପାଇଁ ବ୍ୟବସ୍ତା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀ ବ୍ୟାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି।
କାଳିଆ ଯୋଜନାରେ ରାଜ୍ୟର ଚାଷୀଙ୍କୁ ମିଳୁଥିବା ସୁବିଧା..
ଚାଷକାର୍ଯ୍ୟ ପାଇଁ ସହାୟତା : ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ସହାୟତା ପ୍ରଦାନ କରାଯିବ। ଏହି ସହାୟତା ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ଦିଆଯାଉଛି। ଏହି ଯୋଜନା ଚଳିତ ୨୦୧୮-୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।
ଜୀବିକା ପାଇଁ ସହାୟତା: ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା- କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ, ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।
ଅସମର୍ଥ କୃଷି ପରିବାର ଏବଂ ଭୂମିହୀନ ଶ୍ରମିକଙ୍କୁ ସହାୟତା: ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ୟ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।
କୃଷକ ଏବଂ ଭୂମିହୀନ ଶ୍ରମିକଙ୍କ ପାଇଁ ଜୀବନ ବୀମା ସୁବିଧା: ଚାଷୀ ଓ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନ ବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୬ ଟଙ୍କା ଓ ୫୧ରୁ ୭୦ ବର୍ଷ ବୟସ୍କଙ୍କ ପାଇଁ ସମୁଦାୟ ୧୨ ଟଙ୍କା ରାଜ୍ୟ ସରକାର ବହନ କରିବେ।
ବିନା ସୁଧରେ ଫସଲ ଋଣ ଦେବାର ବ୍ୟବସ୍ଥା: ଖରିଫ ୨୦୧୯ ବର୍ଷ ଠାରୁ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବିନା ସୁଧରେ ପ୍ରଦାନ କରାଯିବ ପାଇଁ କାଳିଆ ଯୋଜନାରେ ବ୍ୟବସ୍ଥା କରାଯାଇଛି।
ମୁଖ୍ଯମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ଚାଷୀଙ୍କ ଆକାଉଣ୍ଟକୁ ଆସିଲା କାଳିଆ ଟଙ୍କା
ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି ଟଙ୍କା ସହାୟତା ଦିଆଯାଇଛି । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ଟଙ୍କା ପ୍ରଦାନ କରିଛନ୍ତି ।
ରାଜ୍ୟ ସରକାରଙ୍କ ଏହି ଆର୍ଥିକ ସହାୟତା ଦ୍ୱାରା ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହୋଇଛନ୍ତି । ସେହିପରି କୃଷି ବିଭାଗ ପକ୍ଷରୁ ‘ପଣସ ମିଶନ’ ଓ ଅଧିକରୁ ଅଧିକ ବାଜରା ଚାଷ କରାଯିବା ପାଇଁ ମିଲେଟ ମିଶନକୁ ସଂପ୍ରସାରିତ କରାଯଇଛି । ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କୁ ସବୁ ସହାୟତାକୁ ଗୋଟିଏ ପ୍ଲାଟ ଫର୍ମରେ ଯୋଗାଇଦେବା ପାଇଁ ସୁଗମ ପୋର୍ଟାଲ ଓ କୃଷକ ଓଡ଼ିଶା ପୋର୍ଟାଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।
କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି।
ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି ।
ସୂଚନାଯୋଗ୍ୟ ଯେ, ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।
ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।
କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ, ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୂଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କାଲିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି। ଏଥିପାଇଁ ମୂଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ପ୍ରକାଶ କରି ପ୍ରଭୁ ଜଗନ୍ନାଥ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସେମାନେ କହିଥଲେ। ଏହି କାର୍ଯ୍ୟକ୍ରମରେ ଏହିସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍‌ନୋଲୋଜିର ପ୍ରୟୋଗ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।
କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଂଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।
ଚାଷୀଙ୍କୁ ‘ଅକ୍ଷୟ’ ଭେଟି : ଆଜି ମିଳିବ ‘କାଳିଆ’ କିସ୍ତି
ଭୁବନେଶ୍ୱର : ଆଜି ରାଜ୍ୟ ସରକାର ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଉପଲକ୍ଷେ ଚାଷୀମାନଙ୍କୁ ‘କାଳିଆ’ ଭେଟି ପ୍ରଦାନ କରିବେ। ରାଜ୍ୟର ୪୦ ଲକ୍ଷରୁ ଊର୍ଦ୍ଧ୍ବ  କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୮୦୪ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ। ମଙ୍ଗଳବାର ଅପରାହ୍ନରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଅର୍ଥ ରାଶି ଯିବ। ମାତ୍ର ସହାୟତା ରାଶି ମଞ୍ଜୁର ହୋଇଥିଲେ ବି ଝାରସୁଗୁଡ଼ା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଦାନ କରାଯିବ ନାହିଁ। ସୋମବାର ସନ୍ଧ୍ୟାରେ ଝାରସୁଗୁଡ଼ା ଜିଲ୍ଲା ଉପ-ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେଣୁ ସାରା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ୨୯ଟି ଜିଲ୍ଲାର ହିତାଧିକାରୀଙ୍କୁ ଏହି ସହାୟତା ରାଶି ମଙ୍ଗଳବାର ମିଳିବ।
ସେହିପରି ଜୁନ୍‍ ମାସ ୫ ତାରିଖ ପରେ ଝାରସୁଗୁଡ଼ା ଜିଲ୍ଲା ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ। ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ଦୃଢ଼ୀଭୂତ କରିବା ଓ ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ସ୍ୱତନ୍ତ୍ର କୃଷି କ୍ୟାବିନେଟ୍‍ ଠାରୁ ଆରମ୍ଭ କରି କୃଷି ଓ କୃଷକ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ଗ୍ରହଣ କରାଯାଉଛି। କାଳିଆ ଯୋଜନା ରାଜ୍ୟର ଚାଷୀଙ୍କ ହିତ ଲାଗି ଏକ ପରିବର୍ତ୍ତନକାରୀ କାର୍ଯ୍ୟକ୍ରମର ମାନ୍ୟତା ପାଇଛି ଏବଂ ଓଡ଼ିଶାର ଏହି ଯୋଜନାକୁ ଅନୁସରଣ କରି ଜାତୀୟସ୍ତରରେ କେନ୍ଦ୍ର ସରକାର ଓ ଅନ୍ୟାନ୍ୟ ରାଜ୍ୟ ସରକାର ଅନୁରୂପ କାର୍ଯ୍ୟକ୍ରମ ପ୍ରଣୟନ କରିଛନ୍ତି। ସରକାର ପ୍ରଥମ ପର୍ଯ୍ୟାୟରେ ୫ ବର୍ଷ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ହେଁ ପୁନର୍ବାର ଏହାର ଅବଧିକୁ ବୃଦ୍ଧି କରିଛନ୍ତି। ଆଜି ଅକ୍ଷୟ ତୃତୀୟାରେ ରାଜ୍ୟର ପ୍ରାୟ ୪୦ ଲକ୍ଷ ଚାଷୀଙ୍କୁ କାଳିଆ କିସ୍ତି ବାବଦରେ ସହାୟତା ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ବୋଲି ସୂଚନା ମିଳିଛି।
ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା
ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି। କ୍ଷୁଦ୍ର, ନାମମାତ୍ର, ଭାଗ ଓ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ। ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ କାଳିଆ ଟଙ୍କା। ଆସନ୍ତାକାଲି ଅପରାହ୍ନରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା ।
ଉପକୃତ ହେବେ ଚାଷୀ: ପୁରୀ ଜିଲ୍ଲା ପାଇଁ ମୁଖ୍ଯମନ୍ତ୍ରୀଙ୍କ କାଳିଆ ସହାୟତା ରାଶି ଘୋଷଣା
ଭୁବନେଶ୍ୱର: ପୁରୀ ଜିଲ୍ଲା ଚାଷୀମାନଙ୍କ ପାଇଁ କାଳିଆ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧, ୬୫, ୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ ‘କାଳିଆ’ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି । ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।
ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।
କାଳିଆ ଯୋଜନାରେ ଭୂମିହୀନ କୃଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୩୮୬ କୋଟି ଟଙ୍କାର କୋଭିଡ ସହାୟତା; ଉପକୃତ ହେଲେ ୧୮ ଲକ୍ଷ ପରିବାର
ଭୁବନେଶ୍ୱର: କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ୧୮ ଲକ୍ଷ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ସ୍ବାମୀନାଥନ କମିଟି ରିପୋର୍ଟ ଲାଗୁ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁଧବାର କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରାଯାଇଛି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପାଇବେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ, ଚାଷୀ, ଶ୍ରମିକ ଓ ମଜଦୁରମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ନାଭିକେନ୍ଦ୍ର । । ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତିକୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି । ଏମ୍‌ଏସ୍ ସ୍ୱାମୀନାଥନ୍ କମିଟିର ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ସବୁବେଳେ ଦାବି କରି ଆସିଛନ୍ତି । ଏହା ପୂରଣ ହେଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ କହିଛନ୍ତି ।
କାଳିଆ ଯୋଜନା ଯୋଗୁଁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି । ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଢିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତିକୁ ବଞ୍ଚାଇ ଥିଲା । ଦ୍ଵିତୀୟ ଲହରରେ ଲକଡାଉନ ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଉଠା ଦୋକାନୀ, ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି । କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ୱାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟିକା ନେବା ସହିତ କୋଭିଡର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି । କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତି ରେ ୧୨,୫୦୦ ଟଙ୍କା ପାଇଥାନ୍ତି । ସୂଚନାଯୋଗ୍ୟ ଯେ ବଳରାମ ଯୋଜନାରେ ମଧ୍ୟ ଭୂମିହୀନ ଚାଷୀ ମାନଙ୍କୁ ବିଭିନ୍ନ ପ୍ରକାର ଆନୁଷଙ୍ଗିକ କାର୍ଯ୍ୟ ପାଇଁ କୃଷିଋଣ ସହାୟତା ଯୋଗାଇ ଦିଆଯାଉଛି ।
‘କାଳିଆ’ ଯୋଜନା ହିତାଧିକାରୀଙ୍କ ଖାତାକୁ ଗଲା ୯୨୦ କୋଟି
ଆସନ୍ତାକାଲି ଅଷୟତୃତୀୟା । ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇଭଉଣୀ ମାନଙ୍କୁ ଶୁଭେଛା ଜଣାଇଛନ୍ତି । ଏଥିସହ ରାଜ୍ୟର ୪୨ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ । ରାଜ୍ୟର ଛୋଟ ଚାଷୀ, ନାମ ମାତ୍ର ଚାଷୀ ,ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତିରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ । ଏହି ଯୋଜନା ଚାଷୀ ମୁହଁରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ଚାଷୀଙ୍କ ତ୍ୟାଗର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ  ଚାଷୀଙ୍କ ତ୍ଯାଗର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହିଁ ଅର୍ଥନୀତିକୁ ସଞ୍ଜିବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ଯାଗର ମୂଲ୍ୟ କେହି ଦେଇ ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି ।
କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଆମେ କୋଭିଡ୍ ସଂକ୍ରମଣର ଦ୍ଵିତୀୟ ଲହରର ସାମନା କରୁଛେ । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକଡାଉନ ଚାଲିଛି । କିନ୍ତୁ କୃଷି ଷେତ୍ର ପାଇଁ  କୌଣସି ଲକଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ୍ ନିୟମ ମାନି ଚାଷ କାମ ଜାରି ରଖିବା  ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ ନେବା ପାଇଁ ସେ ଆହ୍ଵାନ ଜଣାଇଛନ୍ତି । ଶେଷରେ ଚଳିତ ବର୍ଷ ପାଇଁ ଭଲ ପାଗ, ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରଙ୍କ କୋଭିଡ୍ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ସମସ୍ତଙ୍କୁ ପୁଣି ଥରେ ନିବେଦନ କରିଥିଲେ ।
ସୂଚନାଯୋଗ୍ୟ ଯେ, କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନାରେ ଲକ୍ଷ ଲକ୍ଷ ଛୋଟ ଚାଷୀ, ନାମ ମାତ୍ର ଚାଷୀ ଓ ଭୂମିହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣବା ବେଳ ଭୂମିହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାରର ରୋଜଗାର ବଢାଇଥାଏ ।
ଏହି କାର୍ଯ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ୍ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା’ ଉପରେ ଆଲୋକପାତ କରିଥିଲେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ଆଜି ମିଳିବ ‘କାଳିଆ ସହାୟତା’ ରାଶି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବସରରେ ଶୁକ୍ରବାର ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ରାଶି ପ୍ରଦାନ କରିବେ। ଖରିଫ-୨୦୨୧ ଫସଲ ବାବଦ ସହାୟତାରେ ଏହି ରାଶି ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି। ଶୁକ୍ରବାର ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଦ୍ୱାରା ଏହି ସହାୟତା ପ୍ରଦାନ କାର୍ଯ୍ୟକ୍ରମ କରାଯିବ ବୋଲି ଜଣାପଡ଼ିଛି। ଚଳିତ ଥର ପାଖାପାଖି ୯୨୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି। ପୂର୍ବରୁ ବିଭିନ୍ନ କାରଣରୁ ସ୍ଥଗିତ ଥିବା ସହାୟତା ରାଶି ମଧ୍ୟ ଚାଷୀକୂଳଙ୍କୁ ମିଳିବ ବୋଲି ଜଣାପଡ଼ିଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ଦିନରେ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇଥିଲା। ହେଲେ ସେହି ସମୟରେ ପିପିଲି ଉପନିର୍ବାଚନ ପ୍ରକ୍ରିୟା ଜାରି ରହିଥିବାରୁ ନିର୍ବାଚନ ଆଚରଣ ବିଧି ବଳବତ୍ତର ରହିଥିଲା। ତେଣୁ ପିପିଲି ନିର୍ବାଚନ ମଣ୍ଡଳୀ ସମେତ ପୁରୀ ଜିଲ୍ଲା ହିତାଧିକାରୀଙ୍କୁ କାଳିଆ ସହାୟତା ପ୍ରଦାନ କରାଯାଇ ନ ଥିଲା। କରୋନା କାରଣରୁ ନିର୍ବାଚନ ସ୍ଥଗିତ ରହିଛି। ଏଥିସହିତ ଲାଗୁ ହୋଇଥିବା ଆଚରଣ ବିଧି ମଧ୍ୟ ପ୍ରତ୍ୟାହାର ହୋଇଯାଇଛି। ତେଣୁ ପୁରୀ ଜିଲ୍ଲାର ହିତାଧିକାରୀ ପୂର୍ବ ବକେୟା ରାଶି ପାଇବେ ବୋଲି କୁହାଯାଉଛି।
ଭୁବନେଶ୍ୱର: ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ରବି ଋତୁ ପାଇଁ ଜମା କରାଯାଇଛି । କାର୍ଯ୍ଯକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପବିତ୍ର ଓଡ଼ିଶା ଦିବସ । ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ। ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି ।
ଆଜି ଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେଉଛି । ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ଯକ୍ରମରୁ ହିଁ ମୁଁ ଆଜି ନୂଆ ଆର୍ଥିକ ବର୍ଷ ଆରମ୍ଭ କରୁଛି। କାଳିଆ ଯୋଜନା ଆମର ଏକ ଗୁରୁତ୍ବପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ଯକ୍ରମ । ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ ୭୦୦ କୋଟି ଟଙ୍କା ଜମା କରାଯାଇଛି ।
ସୂଚନା ଯୋଗ୍ୟ, କାଳିଆ ଯୋଜନାରେ ସରକାର ୩୭ ଲକ୍ଷ ଚାଷୀଙ୍କୁ ସାମିଲ୍ କରିଛନ୍ତି । ସେଥିରେ ୧୭ ଲକ୍ଷ ଭୂମିହୀନ ଗରିବ ଅଛନ୍ତି । ଦେଶର ଏକମାତ୍ର ଯୋଜନା ଭାବେ କାଳିଆ ଭୂମିହୀନ ଗରିବଙ୍କ ସହ ଚାଷୀଙ୍କୁ ସହାୟତା ପ୍ରଦାନ କରୁଛି ।
ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ଆଜି ଓଡ଼ିଶାର ସ୍ବାଭିମାନ ବୃଦ୍ଧି କରିଛି। ଓଡ଼ିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇ ଓଡ଼ିଶା ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୂନ ପ୍ରତିଶତ ସୁଧରେ ଚାଷୀଙ୍କୁ ଋଣ, ନୂଆ କୃଷି ନୀତି ଆଦି ଅନେକ କାର୍ଯ୍ଯକ୍ରମ ଆମର ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀ ଆମ ଅର୍ଥନୀତିର ମହାଶକ୍ତି । କୋଭିଡ୍ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି । ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ସବୁବେଳେ ଚାଷୀ ଭାଇଭଉଣୀ ମାନଙ୍କ ସହ ରହିଛି । ସେମାନଙ୍କ ପାଇଁ କାମ କରୁଛି ଓ କରି ଚାଲିବି । ଦେଢ ଗୁଣ ଏମଏସପି କାହାର ଦୟା ନୁହେଁ । ଏହା ଚାଷୀର ହକ୍‌ । ଚାଷୀକୁ ତାର ହକ୍‌ ଦେବାପାଇଁ ଆମର ଲଢେଇ ଜାରି ରହିଛି । ସ୍ୱାମୀ ନାଥନ୍ କମିଟି ସୁପାରିସକୁ କାର୍ଯ୍ଯକାରୀ କରିବା ପାଇଁ ଆମର ଦାବି ଜାରି ରହିବ। ସବୁ କଠିନ ପରିସ୍ଥିତିରେ ଚାଷୀ ଦେଶ ପ୍ରତି ତାର ଦାୟିତ୍ବ ନିଷ୍ଠାର ସହ କରିଚାଲିଛି । ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଉଛି । ମାଟି ମା ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ। ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।
କାର୍ଯ୍ଯକ୍ରମରେ ଯୋଗ ଦେଇ ମନ୍ତ୍ରୀ ଅରୁଣ ସାହୁ କାଳିଆ ଯୋଜନାକୁ ଦେଶ ପାଇଁ ଏକ ମଡେଲ ଭାବରେ ବର୍ଣ୍ଣନା କରି ଚାଷୀଙ୍କୁ ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି କହିଥିଲେ । କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା ସ୍ବାଗତ ଭାଷଣ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି.କେ. ପାଣ୍ଡିଆନ୍ କାର୍ଯ୍ଯକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ଯକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ପିପିଲି ନିର୍ବାଚନ ଯୋଗୁଁ ପୁରୀ ବ୍ୟତୀତ ସବୁ ଜିଲ୍ଲାର ଚାଷୀଙ୍କୁ ବର୍ତ୍ତମାନ କାଳିଆ ସହାୟତା ଦିଆଯାଇଛି ।