Shreemandira - The Sakala

ଆଜି ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି ।

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା, ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ଖାଦ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନୀତି ବଢିବା ପରେ ପହିଲି ଭୋଗ ଲାଗି କରାଯାଏ ।