Picnic - The Sakala

ପିକନିକ୍ ପାଇଁ SOP ଜାରି କଲା ରାଜ୍ୟ ପରିବହନ ବିଭାଗ, ଅମାନିଆଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ମାର୍ଗଦର୍ଶିକାର ମୁଖ୍ୟ ଉଦ୍ଦେଶ୍ୟ । ଏହା ସହ ଅମାନିଆଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର ।

ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ। ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ । ପ୍ରମୁଖ ପିକନିକ୍ ସ୍ପଟ୍ ଗୁଡିକରେ ଦୁର୍ଘଟଣା ଜନିତ ସଚେତନତା କରାଯିବ । ବିପଦଜନକ ବା ଆପତ୍ତିଜନକ ସାମଗ୍ରୀର ପରିବହନ ରୋକିବା ପାଇଁ ପିକନିକ୍ ସ୍ପଟ୍ ବା ତୀର୍ଥ ସ୍ଥାନଗୁଡିକ ନିକଟରେ ପୋଲିସ୍ ଯାନଗୁଡିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ । ଓଭରଲୋଡିଂ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରିବହନ ବିଭାଗ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିବ ଏବଂ ପିକନିକ୍ ସ୍ପଟ୍ ଗୁଡିକରେ ସଡକ ସୁରକ୍ଷା ବାର୍ତ୍ତା ଏବଂ ପ୍ରଶଂସାପତ୍ର, ସଡ଼କ ଦୁର୍ଘଟଣା ପୀଡିତଙ୍କ ପରିବାରର ଆବେଦନପତ୍ର ଲିଫଲେଟ୍, ପାମ୍ପଲେଟ୍ ବଣ୍ଟନ କରିବ ।

ପିକନିକ ହେଲା କାଳ, ଜଳପ୍ରପାତରୁ ୨୦୦ ଫୁଟ୍‌ ତଳକୁ ଖସି ଯୁବକ ମୃତ
ପଟ୍ଟାଙ୍ଗି: ପିକନିକ ହେଲା କାଳ । ନୂଆ ବର୍ଷ ପୂର୍ବରୁ ସାଙ୍ଗମାନଙ୍କ ସହ କୋରାପୁଟ ପିକନିକରେ ଯାଇଥିଲେ। ମାତ୍ର ଖୁସି ସହିଲାନି ଦଇବ । ଆଉ ପଥର ଚଟାଣର ଶିଉଳିରେ ଗୋଡ ଖସିଯାଇଥିଲା । ୨ଶହ ମିଟର ତଳକୁ ଖସି ପ୍ରାଣ ହରାଇଲେ ଯୁବକ । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ଗାଲିଗାବଟର ଜଳପ୍ରପାତ ନିକଟରେ ଘଟିଛି ଏପରି ଏକ ଅଘଟଣ। ମୃତକ ହେଲେ, କଟକ ଜଗତପୁର ଅଞ୍ଚଳର ଶେଖ୍ ଆଜାଦ ମହମ୍ମଦ (୨୪)।

ସେ ତାଙ୍କର ୪ ବନ୍ଧୁଙ୍କ ସହ ଜଳପ୍ରପାତ ନିକଟକୁ ବଣଭୋଜି କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଥିଲା। ଆଜାଦ ଶୌଚ ହେବାକୁ ଯାଇଥିବା ବେଳେ ତାଙ୍କ ଗୋଡ଼ ଖସିଯିବାରୁ ସେ ୨୦୦ ଫୁଟ୍‌ ତଳକୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ଅପରପକ୍ଷେ, ପର୍ଯ୍ୟଟକଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା କରାନଯିବା ଯୋଗୁଁ ଏଠାରେ ବାରମ୍ବାର ଏଭଳି ଅଘଟଣ ଘଟୁଛି ବୋଲି ଅଭିଯୋଗ ହୋଇଛି।