odia news year - The Sakala

ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ଯମନ୍ତ୍ରୀ
ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହୋଇଥାଏ ଓଡ଼ିଆ ପଞ୍ଜିକା । ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଛା

ଟ୍ବିଟର ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଓଡ଼ିଆ ନବବର୍ଷ ଏବଂ ପଣାସଂକ୍ରାନ୍ତି ଉପଲକ୍ଷେ ପ୍ରତିଟି ଓଡିଆଙ୍କୁ ମୋର ଶୁଭେଛା । ସଭିଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

Happy Odia New Year! pic.twitter.com/PPjo1smM8e

— Narendra Modi (@narendramodi) April 14, 2021

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଶୁଭେଛା ବାର୍ତ୍ତା ଜାରି କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ ବୋଲି ଟ୍ବିଟର ମାଧ୍ୟମରେ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ। pic.twitter.com/OcN8hEW4IM

— Naveen Patnaik (@Naveen_Odisha) April 14, 2021

ସେହିପରି ଗୃହମନ୍ତ୍ରୀ ଅମିତ ଶାହା ଶୁଭେଛା ଜଣାଇବା ସହ ଶୁଖ, ସମୃଦ୍ଧି ଓ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ଉପଲକ୍ଷେ ଶୁଭେଛା ଜଣାଇଛନ୍ତି ।

ଓଡ଼ିଆ ନବବର୍ଷ ଏବଂ ମହା ବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା | ମହାପ୍ରଭୂ ଶ୍ରୀ ଜଗନ୍ନାଥ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରି ଦିଅନ୍ତୁ।

— Amit Shah (@AmitShah) April 14, 2021