SOP - The Sakala

ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି
ଭୁବନେଶ୍ୱର: ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି। ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ୧୦ ତାରିଖ ଭିତରେ ଶ୍ରେଣୀ ବର୍ଗ ହିସାବରେ ନିର୍ଦ୍ଧାରଣ କରାଯିବା ସହ ୧୨ ତାରିଖ ସୁଦ୍ଧା ଏଜେନ୍ସୀ ଚୟନ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

ଏଥରକ ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବା ନେଇ ପୂର୍ବରୁ ଗଣଶିକ୍ଷା ବିଭାଗ ପୂର୍ବରୁ ନିର୍ଦ୍ଦେଶ ଦେଇସାରିଥିଲା । ଉକ୍ତ ନିର୍ଦ୍ଦେଶକୁ ପାଳନ କରିବା ସହ ତୁରନ୍ତ ଜିଲ୍ଲାସ୍ତରୀୟ କମିଟି ୟୁନିଫର୍ମ ବଣ୍ଟନ ଉପରେ ଦୃଷ୍ଟି ଦେବାକୁ କୁହାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ଗଠନ ହେବ ଦୁଇଟି ଟିମ୍, SOP ନେଇ ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସୂଚନା
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ବଡ଼ ସୂଚନା । ରତ୍ନଭଣ୍ଡାର ଗଣତିମଣତି ପାଇଁ ରହିବେ ଦୁଇଟି ଟିମ୍ । ତତ୍ତ୍ବାବଧାରକ ଟିମ୍‌ ଓ କାର୍ଯ୍ୟବାହୀ ଟିମ୍‌ ଗଠନ ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ବୈଠକ ଶେଷ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମୋଦିତ ଏସଓପି ଆସିଛି । ୧୪ ପୃଷ୍ଠା ବିଶିଷ୍ଟ ରହିଛି ଏସଓପି । ଶ୍ରୀମନ୍ଦିର ଅଧିକାରୀଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଛି । ସରକାରଙ୍କ ଅନୁମୋଦିତ ଏସଓପିକୁ ପରିଚାଳନା କମିଟିରେ ଆଲୋଚନା କରାଯିବ । ଦର୍ଶନ ବ୍ୟବସ୍ଥା ଓ ନୀତିକୁ ଗୁରୁତ୍ୱ ଦିଆଯାଇଛି । ପର୍ବପର୍ବାଣି ଓ ବହୁଳ ନୀତି ସମୟରେ ଗଣତି ମଣତି ହେଇପାରିବ ନାହିଁ ।  ଶୁଭ ମୁହୂର୍ତ୍ତ ଦେଖି ନିଷ୍ପତି ନିଆଯିବ ।  ମରାମତି ଓ ସ୍ଥାନାନ୍ତରଣ ପ୍ରକ୍ରିୟା ନିର୍ବିଘ୍ନରେ ଶେଷ ହୋଇଛି । କାର୍ଯ୍ୟ ତଦାରଖ କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଉପ ମୁଖ୍ୟ ପ୍ରଶାସକ । ଉଚ୍ଚସ୍ତରୀୟ କମିଟିର ଦୁଇ ଜଣ ରହିବେ ।

ଗଣତିମଣତି ପାଇଁ ତତ୍ତ୍ବାବଧାରକ ଟିମ୍‌ ଓ କାର୍ଯ୍ୟବାହୀ ଟିମ୍‌ ଗଠନ କରାଯିବ। ଏହି ଟିମରେ ରତ୍ନ ଚିହ୍ନିବା ପାଇଁ RBIର ଦୁଇ ଜଣ ଏକ୍ସପର୍ଟ ରହିବେ। ଦୁଇ ଜଣ ଫଟୋଗ୍ରାଫର ରହିବେ । ସମସ୍ତ କାର୍ଯ୍ୟର ଫଟୋଗ୍ରାଫି ଓ ଭିଡ଼ିଓଗ୍ରାଫି କରାଯିବ । ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର ଗଣତି ମଣତି କରାଯିବ ।  ଦ୍ୱିତୀୟରେ ବାହାର ରତ୍ନଭଣ୍ଡାର ଗଣତି ସରିବା ପରେ ଭିତର ରତ୍ନଭଣ୍ଡାର ଗଣତି କରାଯିବ। ନିଳଦ୍ରୀ ବିଜେ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେବେ କେଉଁଦିନ ଠାରୁ ଗଣତି ହେବ ତାହା ପରିଚାଳନା କମିଟି ସ୍ଥିର କରିବ।

ରତ୍ନଭଣ୍ଡାର ଗଣତି ମଣତି: ଏସଓପି ଉପରେ ଲାଗିଲା ମୋହର, ଖୁବଶୀଘ୍ର ହେବ ତାରିଖ ଘୋଷଣା
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବହୁ ପ୍ରତୀକ୍ଷିତ ଗଣତି ଓ ମଣତି ପ୍ରକ୍ରିୟାକୁ ନେଇ ଆଜି ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ପାଇଁ ପ୍ରସ୍ତୁତ ହୋଇଥିବା 'ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର' (SOP) ଉପରେ ବିସ୍ତୃତ ଆଲୋଚନା କରାଯାଇଛି।

ଏସଓପି ଉପରେ ମୋହର, ତାରିଖ ଘୋଷଣା ଅପେକ୍ଷାରେ

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ଅନୁଯାୟୀ, ପ୍ରଥମେ ଆଇନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏବଂ ପରେ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଦୁର୍ଲଭ ଅଳଙ୍କାରଗୁଡ଼ିକର ସୁରକ୍ଷିତ ଗଣତି ଓ ଯାଞ୍ଚ ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ବୈଠକରେ ଏସଓପିକୁ ଚୂଡ଼ାନ୍ତ ରୂପ ଦିଆଯାଇଥିବା ବେଳେ, ଖୁବଶୀଘ୍ର ଗଣତି ମଣତି ପାଇଁ ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରାଯିବ ବୋଲି ଜଣାପଡିଛି।

କୋର୍ଟଙ୍କ ନିର୍ଦ୍ଦେଶ ଓ ସରକାରଙ୍କ ପ୍ରତିବଦ୍ଧତା

ଉଲ୍ଲେଖଯୋଗ୍ୟ ଯେ, ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲିବା ଏବଂ ଏହାର ସ୍ଥିତି ଯାଞ୍ଚ ପାଇଁ ପ୍ରତିଶ୍ରୁତିବଦ୍ଧ। ୧୯୭୮ ମସିହାରେ ଶେଷଥର ପାଇଁ ହୋଇଥିବା ତାଲିକା ସହ ବର୍ତ୍ତମାନର ଅଳଙ୍କାର ମେଳ କରାଯିବ। ଏହି ପ୍ରକ୍ରିୟାକୁ ସ୍ୱଚ୍ଛ ଏବଂ ନିର୍ଭୁଲ କରିବା ପାଇଁ ସରକାର ଡିଜିଟାଲ୍ ଡକ୍ୟୁମେଣ୍ଟେସନ୍ ଏବଂ ଭିଡିଓଗ୍ରାଫିର ବ୍ୟବସ୍ଥା ମଧ୍ୟ କରିପାରନ୍ତି। ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ରାଜଧାନୀର ୨୦ଟି ବଡ଼ ହାଟ ପାଇଁ SOP ଆଣିବ BMC; ହାଟ କମିଟି ପାଇଁ ହେବ ବିଧିବଦ୍ଧ ନିର୍ବାଚନ, ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନସ୍ୟୁରାନ୍ସ ...
ଭୁବନେଶ୍ବର : ରାଜଧାନୀର ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟଣା ପରେ ଚେତିଛି BMC । ରାଜଧାନୀର ବିଭିନ୍ନ ହାଟ ପାଇଁ SOP ଆଣିବ ବିଏମ୍‌ସି ।ରାଜଧାନୀର ୨୦ଟି  ବଡ଼  ହାଟ ପାଇଁ ଲାଗୁହେବ SOP । ହାଟ କେମିତି ପାଇ ହେବ ବିଧିବଦ୍ଧ ନିର୍ବାଚନ ହେବ । BMC ଅଧିକାରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ଗ୍ରୁପ ଇନସ୍ୟୁରାନ୍ସ କରିବ BMC । ରାଜଧାନୀର ବିଭିନ୍ନ ହାଟରେ  ଏନଫୋର୍ସମେଣ୍ଟକୁ କଡା କଡ଼ି  କରାଯିବ । ହାଟ ଭିତରେ ଜରିପାଲ ଟାଣି ପାରିବେନି ବ୍ୟବସାୟୀ । ହାଟରେ ଏନଫୋର୍ସମେଣ୍ଟ କଡ଼ାକଡ଼ି କରାଯିବ ।  ରାସ୍ତା ଉପରକୁ ମାଡ଼ି ବ୍ୟବସାୟ କରି ପାରିବେନି ଦୋକାନୀ । ଏକ ନମ୍ବର ମାର୍କେଟକୁ  ମଡର୍ଣ୍ଣ ମାର୍କେଟ କରିବାକୁ ୧୮୬ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିଲା । ପାତ୍ରପଡା ଭଗବାନପୁର ହୋଲସେଲ୍ ମାର୍କେଟ ପାଇଁ ଟଙ୍କାର ଅଭାବ ରହିଛି । ଏସବୁ ପାଇଁ ସରକାର ଅର୍ଥ ଯୋଗେଇ ଦେଲେ କାମ ଆଗକୁ ବଢ଼ିବ ବୋଲି ମେୟର କହିଛନ୍ତି । କ୍ଷତିଗ୍ରସ୍ତଙ୍କୁ CMRF  ଫଣ୍ଡ ସହ BMC ନିଜସ୍ଵ  ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଚାରବିମର୍ଶ କରାଯାଉଥିବା ମେୟର କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ରାଜଧାନୀର ସର୍ବାଧିକ ଜନଗହଳିପୂର୍ଣ୍ଣ ୧ନମ୍ବର ହାଟର ବିକାଶ ପାଇଁ ପରିକଳ୍ପନା କରିଥିଲା ବିଏମସି । ୩ ଏକର ଜାଗାରେ ପ୍ରାୟ ୨ ହଜାର ବ୍ୟବସାୟୀ ବସିବା ଭଳି ଏକ ଅତ୍ୟାଧୁନିକ ମାର୍କେଟ୍ କମ୍ପ୍ଲେକ୍ସର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିଲା। ଏଥିପାଇଁ ୪୨ଟି ସରକାରୀ କ୍ୱାର୍ଟର୍ସ ସହ ଦୁଇଟି ବସ୍ତି ଉଚ୍ଛେଦ କରାଯାଇଥିଲା । ୧୧ ବର୍ଷ ପରେ ଏହି ପ୍ରକଳ୍ପ କେବଳ କାଗଜ କଲମରେ ସୀମିତ ହୋଇ ରହିଯାଇଛି । ବିଳମ୍ବିତ ପ୍ରକ୍ରିୟା କାରଣରୁ ପରିବା ମାର୍କେଟ ଚାରିପାଖରେ ପୁଣି ଥରେ ବସ୍ତି ଗଢି ଉଠିଥିବା ବେଳେ ୧ନଂ ହାଟକୁ ସବୁ ସମୟରେ ଅଗ୍ନିକାଣ୍ଡର ଭୟ ରହିଛି। ସେପଟେ ନାଲିଫିତା ତଳେ ଚାପି ହୋଇ ରହିଛି  ୟୁନିଟ ୧ ମାର୍କେଟ ବିକାଶ ନକସା । ଏହି ବିଳମ୍ବିତ ପ୍ରକ୍ରିୟା କାରଣରୁ ଯେଉଁ ବସ୍ତି ଉଚ୍ଛେଦ ହୋଇଥିଲା, ତାହା ପୁଣି ଗଢ଼ି ଉଠିଲାଣି। ଏଣେ ହାଟର ବ୍ୟବସାୟୀ ମାନେ ପ୍ରତି ମୁହୂର୍ତ୍ତରେ ଭୟର ବାତାବରଣ ଭିତରେ ରହୁଛନ୍ତି । ବିଶେଷକରି ହାଟକୁ ସବୁବେଳେ ନିଆଁ ଡର ଲାଗିରହିଛି ।

ବଢୁଛି ତାତି : ସକାଳୁଆ ଅଙ୍ଗନବାଡି ସହ ବିଦ୍ୟୁତ୍ କାଟ୍ ନ କରିବାକୁ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍
ଭୁବନେଶ୍ବର : ବଢିଚାଲିଛି ଖରାର ତାତି। ରାଜ୍ୟରେ ଗତ କିଛି ଦିନ ଧରି ପାରଦ ଉପରମୁହାଁ ରହୁଛି। ସକାଳ ୧୦ଟାରୁ ଆରମ୍ଭ କରି ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ତେବେ ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଡାକିଥିଲେ। ଯେଉଁ ବୈଠକରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ସକାଳୁଆ କରିବାକୁ ନିଷ୍ପତ୍ତି ହୋଇଛି। ସକାଳ ୭ଟାରୁ ୯ଟା ଚାଲିବ ଅଙ୍ଗନବାଡ଼ି। ଏଥିସହ ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଜିଲ୍ଲାପାଳ ମାନେ SOP ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲିର ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ଥିବା ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ କାର୍ଯ୍ୟ କରନ୍ତୁ, ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏଥି ସହିତ ଖରାଦିନେ ବିଦ୍ୟୁତ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡା ନିର୍ଦ୍ଦେଶ ଦେଇଥିଲେ । ଅଘୋଷିତ ବିଦ୍ୟୁତ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ସେ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡିକୁ ପିକ୍‌ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନରେ କରିବା ପାଇଁ ସେ କହିଥିଲେ। ସାଂସଦ ଓ ବିଧାୟକ ମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

ଅନ୍ୟପଟେ ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ ଯେ, ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ପିକନିକ୍ ପାଇଁ SOP ଜାରି କଲା ରାଜ୍ୟ ପରିବହନ ବିଭାଗ, ଅମାନିଆଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ମାର୍ଗଦର୍ଶିକାର ମୁଖ୍ୟ ଉଦ୍ଦେଶ୍ୟ । ଏହା ସହ ଅମାନିଆଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର ।

ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ। ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ । ପ୍ରମୁଖ ପିକନିକ୍ ସ୍ପଟ୍ ଗୁଡିକରେ ଦୁର୍ଘଟଣା ଜନିତ ସଚେତନତା କରାଯିବ । ବିପଦଜନକ ବା ଆପତ୍ତିଜନକ ସାମଗ୍ରୀର ପରିବହନ ରୋକିବା ପାଇଁ ପିକନିକ୍ ସ୍ପଟ୍ ବା ତୀର୍ଥ ସ୍ଥାନଗୁଡିକ ନିକଟରେ ପୋଲିସ୍ ଯାନଗୁଡିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ । ଓଭରଲୋଡିଂ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରିବହନ ବିଭାଗ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିବ ଏବଂ ପିକନିକ୍ ସ୍ପଟ୍ ଗୁଡିକରେ ସଡକ ସୁରକ୍ଷା ବାର୍ତ୍ତା ଏବଂ ପ୍ରଶଂସାପତ୍ର, ସଡ଼କ ଦୁର୍ଘଟଣା ପୀଡିତଙ୍କ ପରିବାରର ଆବେଦନପତ୍ର ଲିଫଲେଟ୍, ପାମ୍ପଲେଟ୍ ବଣ୍ଟନ କରିବ ।