Baristha Nagarika Tirtha Yatra Yojana - The Sakala

ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାରୁ ତୀର୍ଥଯାତ୍ରାରେ ଗଲେ ଆଉ ୧୦୦୦ ବରିଷ୍ଠ ନାଗରିକ
ସମ୍ବଲପୁର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସମ୍ବଲପୁର ରେଳଷ୍ଟେସନରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜମେର ପୁଷ୍କରକୁ ତୀର୍ଥଯାତ୍ରା କରିବେ ବଶିଷ୍ଠ ନାଗରିକ। ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ମୋଟ ୧୦୦୦ ଜଣ ଆଜି ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ: ତୀର୍ଥଯାତ୍ରାରେ ଗଲେ ଆଉ ୯୭୦ଜଣ ବରିଷ୍ଠ ନାଗରିକ
ଭୁବନେଶ୍ବର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଷ୍ଟେସନରୁ ୯୭୦ ତୀର୍ଥଯାତ୍ରୀଙ୍କୁ ନେଇ ଉଜ୍ଜୈନ-ଓମକାରେଶ୍ବର ଅଭିମୁଖେ ଗଡ଼ିଛି ସ୍ୱତନ୍ତ୍ର ଟ୍ରେନ। ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ କେଉଁଝର ଜିଲ୍ଲାରୁ ମୋଟ ୯୭୦ଜଣ ତୀର୍ଥଯାତ୍ରୀଙ୍କ ସହିତ ୩୦ ଜଣ ଏସକର୍ଟକୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ ବାହାରିଛି । ଆଜି ଠାରୁ ଟ୍ରେନ ବାହାରି ଓଁକାରେଶ୍ଵର ମନ୍ଦିର, ଓଜ୍ଜୟିନି ସହିତ ବିଭିନ୍ନ ତୀର୍ଥସ୍ଥଳୀ ପରିଦର୍ଶନ କରିବେ। ରାଜ୍ୟ ସରକାରଙ୍କ ତରଫରୁ ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ଏହି ସ୍ବତନ୍ତ୍ର ତୀର୍ଥ ଟ୍ରେନ୍ ଆସନ୍ତା ୧୦ ତାରିଖରେ ଫେରିବ ।