BSKY Nabin card - The Sakala
ମାର୍ଚ୍ଚ ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆସନ୍ତା ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ଯାୟରେ ଏହା ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହେବ । ପରେ ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଏଥିରେ ରାଜ୍ୟର  ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇର ଏହି ତୃତୀୟ ପର୍ଯ୍ୟାୟରେ ଗ୍ରାମାଞ୍ଚଳ ଲୋକଙ୍କୁ ଜଟିଳ ରୋଗ ପାଇଁ ମିଳିବ ମାଗଣା ଚିକିତ୍ସା । ସେହିଦିନ ନବୀନ ମ୍ୟାଜିକ କାର୍ଡ ଓ୍ବେବସାଇଟରେ ପଞ୍ଜୀକରଣ ମଧ୍ୟ ଆରମ୍ଭ ହେବ ।
ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଆସନ୍ତା ୬ ତାରିଖରେ ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ । ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ । ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବାକୁ ଯାଉଛନ୍ତି । ଯାହାକି ରାଜ୍ୟ ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ।
ତୃତୀୟ ପର୍ଯ୍ୟାୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ପେଶାଲ ଡ୍ରାଇଭ୍ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଘୋଷଣା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ ସେମାନଙ୍କ ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍ଧ ଚିକିତ୍ସା ସୁବିଧା ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀ ଘରୋଇ ଚିକିତ୍ସାଳୟରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହି ଯୋଜନାରେ ପ୍ରତିମାସର ୪୫ ଲକ୍ଷରୁ ଅଧିକ ଲୋକଙ୍କୁ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି । ଏଥିସହ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ ବିଏସକେଓ୍ବାଇରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି ।
ବଢିଲା BSKY- ନବୀନ କାର୍ଡର ପଞ୍ଜିକରଣ ଅବଧି, ଜାନୁଆରୀ ୨୬ ପର୍ଯ୍ୟନ୍ତ କରିପାରିବେ ଆବେଦନ
ଭୁବନେଶ୍ବର: ବଢିଲା BSKY- ନବୀନ କାର୍ଡ ପଞ୍ଜିକରଣ ଅବଧି । ଜାନୁଆରୀ ୨୬ ପର୍ଯ୍ୟନ୍ତ କରିପାରିବେ ଆବେଦନ । ପୂର୍ବରୁ ଜାନୁଆରୀ ୧୬ ଥିଲା ପଞ୍ଜୀକରଣର ଶେଷ ତାରିଖ । ଜାନୁଆରୀ ୬ରୁ ଆରମ୍ଭ ହୋଇଛି ପଞ୍ଜିକରଣ । ଅବଧି ବୃଦ୍ଧି ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।  ସମୟ ବୃଦ୍ଧି ନେଇ ଲୋକଙ୍କ ଠାରୁ ପ୍ରସ୍ତାବ ମିଳିଥିଲା।
BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ  ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ  ଘରୋଇ ହସ୍‌ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ।
ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ । BSKY-Naveen card ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।  ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ  ପାଣ୍ଠିରୁ ବହନ କରିବେ।
ବାଣପୁର: ଗାଁରେ ୧୫ ପ୍ରତିଶତ ଲୋକଙ୍କ ପାଖରେ ସ୍ୱାସ୍ଥ୍ୟ ସେବା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ୍ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ଅନୁଭବ କରିଛନ୍ତି। ଯେଉଁମାନଙ୍କ ପାଖରେ ବିଏସକେୱାଇ କାର୍ଡ୍ ନାହିଁ ସେମାନଙ୍କୁ ମଧ୍ୟ ଆଗାମୀ ଦିନରେ କାର୍ଡ୍ ଯୋଗାଇ ଦିଆଯିବ। ଏହା ସହିତ ବାର୍ଦ୍ଧକ୍ୟ ଭାତ୍ତା ସହିତ ଅଙ୍ଗନୱାଡି,ଏମକେଭି ଆଦିଙ୍କ ଦରମା ବୃଦ୍ଧି ନେଇ ଖୁବଶୀଘ୍ର ସରକାର ଖୁସି ଖବର ଦେବେ ବୋଲି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଦିନ ବାଣପୁରରେ କହିଛନ୍ତି ।
ଗ୍ରାମାଞ୍ଚଳରେ ଯେଉଁମାନଙ୍କ ପାଖରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ୍ ନାହିଁ ସେମାନଙ୍କୁ ମଧ୍ୟ ସରକାର କାର୍ଡ୍ ଯୋଗାଇ ଦେବେ। ଯେଉଁମାନଙ୍କ ପାଖରେ କାର୍ଡ ନାହିଁ ସେମାନେ ଏଥିପାଇଁ ଆବେଦନ କରିପାରିବେ। ଏନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ କାର୍ଡ୍ ମିଳୁ ବୋଲି ଚାହୁଁଛନ୍ତି। ଯେଉଁଥିପାଇଁ ଯେଉଁମାନଙ୍କ ପାଖରେ ଏହି କାର୍ଡ୍ ନାହିଁ ସେମାନେ ୧୬ ତାରିଖ ସୁଧା ଏଥିପାଇଁ ଆବେଦନ କରିପାରିବେ ବୋଲି 5T ଅଧ୍ୟକ୍ଷକ୍ଷ ପାଣ୍ଡିଆନ କହିଛନ୍ତି।
ପ୍ରତି ପଂଚାୟତରୁ ଲକ୍ଷ୍ମୀ ବସ ଯୋଜନା କ୍ରମରେ ବସ ଗଡିବ ବୋଲି 5T ଅଧ୍ୟକ୍ଷ କହିଛନ୍ତି। ଏହି ଯୋଜନାରେ ମହିଳା ଓ ଛାତ୍ରଛାତ୍ରୀ ମାତ୍ର ୫ ଟଙ୍କାରେ ବସରେ ଯାତ୍ରା କରିପାରିବେ। ସେହପପି ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧାର ଅଭାବ ଦୂର ପାଇଁ ସରକାର ପ୍ରତି ପଂଚୟାତରେ ବ୍ୟାଙ୍କ ଖୋଲିବେ। ଯାହା ଫଳରେ ଗାଁ ଲୋକ ନିଜ ପଂଚାୟତରେ ବ୍ୟାଙ୍କ ସୁବିଧା ପାଇପାରିବେ। ଭତ୍ତା ପାଇଁ ଆଉ କାହାକୁ ଦୂରକୁ ଯିବାକୁ ପଡିବ ନାହିଁ।
ଏମବିକେ, ସିଆରବି, ଅଙ୍ଗନୱାଡି କର୍ମୀଙ୍କ ଦରମା ବଢିବ ବୋଲି ସଭାରେ 5T ଅଧ୍ୟକ୍ଷ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ବାର୍ଦ୍ଧକ୍ୟ ଭତ୍ତାଠାରୁ ଭିନ୍ନକ୍ଷମ ଭତ୍ତା ମଧ୍ୟ ବଢିବ। ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କଠାରୁ ଏନେଇ ଖୁସିଖବର ଶୁଣିବେ ବୋଲି ସେ ପ୍ରକାଶ କରିଛନ୍ତି।
BSKY ନବୀନ କାର୍ଡ ପାଇଁ ୪ ଦିନରେ ୭୧ ହଜାର ଆବେଦନ : ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆବେଦନକାରୀ
ଭୁବନେଶ୍ୱର : ବିଏସ୍‌କେୱାଇ ‘ନବୀନ କାର୍ଡ ‘ପାଇଁ ଗ୍ରାମାଞ୍ଚଳରେ ସୃଷ୍ଟି ହୋଇଛି ପ୍ରବଳ ଉତ୍ସାହ। ଗତ ୪ ଦିନ ମଧ୍ୟରେ ନବୀନ କାର୍ଡ ପାଇଁ ୧.୨ ଲକ୍ଷ ପଞ୍ଜୀକରଣ ହୋଇଥିବାବେଳେ ୭୧୦୦୦ ଆବେଦନପତ୍ର ବିଭାଗ ନିକଟରେ ପହଞ୍ଚିଛି। ୩୦ଟି ଯାକ ଜିଲ୍ଳାରୁ ପଞ୍ଜୀକରଣ ପାଇଁ ଆବେଦନ ହୋଇଥିବା ବେଳେ ଗଞ୍ଜାମ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆବେଦନ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାରୁ ୯୫୨୫ ପରିବାର ଆବେଦନ କରିଥିବା ବେଳେ କଟକରୁ ୭୩୫୯ ଏବଂ ଖୋର୍ଦ୍ଧାରୁ ୭୧୬୫ ଆବେଦନ ବିଭାଗ ନିକଟରେ ପହଞ୍ଚିଛି। ବିଭିନ୍ନ ଜନସେବା କେନ୍ଦ୍ର ଜରିଆରେ ବିଏସ୍‌କେୱାଇ ନବୀନ କାର୍ଡର ଅଧିକାଂଶ କରାଯାଉଛି। ସେହିପରି ଅନେକ ଲୋକ ସିଧାସଳଖ bskynabin.odisha.gov.in ୱେବ୍‌ସାଇଟ୍‌ରେ ଲଗ୍‌ ଇନ୍‌ କରି ଆବେଦନ କରିପାରିଛନ୍ତି। ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଆବେଦନ ଜାରି ରହିବ। ଚଳିତ ବର୍ଷ ମେ’ ପହିଲାରୁ ନବୀନ କାର୍ଡରେ ସ୍ୱାସ୍ଥ୍ୟ ସେବା ଉପଲବ୍ଧ ହେବ।
ବିଏସ୍‌କେୱାଇରୁ ବଞ୍ଚିତ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଜନିତ ଆର୍ଥିକ ବୋଝରୁ ସୁରକ୍ଷା ଦେବା ଲକ୍ଷ୍ୟରେ ନୂଆ ବର୍ଷ ଭେଟି ସ୍ୱରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସ୍‌କେୱାଇ ନବୀନ କାର୍ଡ ଘୋଷଣା କରିଥିଲେ। ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣରେ ଗ୍ରାମାଞ୍ଚଳର ସବୁ ପରିବାର ପାଇଁ (ସରକାରୀ କର୍ମଚାରୀ, ପେନସନ୍‌ଭୋଗୀ ଓ ଆୟକର ଦାତାଙ୍କୁ ବାଦ୍‌ ଦେଇ) ବିଏସ୍‌କେୱାଇ ନବୀନ କାର୍ଡ ଆରମ୍ଭ କରାଯାଇଛି। ଏହା ଦ୍ୱାରା ରାସନ କାର୍ଡ ନ ଥିବା ପ୍ରାୟ ୧୪ ଲକ୍ଷ ପରିବାରକୁ ସର୍ବଶ୍ରେଷ୍ଠ ସ୍ୱାସ୍ଥ୍ୟ ସେବା ଯୋଜନାରେ ସାମିଲ କରାଯିବ। ଏହାକୁ ମିଶାଇ ପ୍ରାୟ ୧.୧୦ ପରିବାରକୁ (୯୦%) ବିଏସ୍‌କେୱାଇରେ ସାମିଲ କରାଯାଇଛି। ଖୁବ୍‌ ଶୀଘ୍ର ସହରାଞ୍ଚଳର ସବୁ ପରିବାରକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବିଏସ୍‌କେୱାଇ ନବୀନ କାର୍ଡରେ ପରିବାରର ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳା ସଦସ୍ୟଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ଉପଲବ୍ଧ ହେବ। ବିଏସ୍‌କେୱାଇ ନବୀନ କାର୍ଡ ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ଡାକ୍ତରଖାନାରେ ନିର୍ଦ୍ଧାରିତ ଗୁରୁତର (କ୍ରିଟିକାଲ) ରୋଗ ଗୁଡିକର ଦେୟମୁକ୍ତ ଚିକିତ୍ସା ପାଇବେ। ହୃଦରୋଗୀ, କିଡ୍‌ନୀ ରୋଗୀ, ଲିଭର୍‌ ରୋଗୀ, ବ୍ରେନ୍‌ ଷ୍ଟ୍ରୋକ୍‌, ଗମ୍ଭୀର ମସ୍ତିଷ୍କ କ୍ଷତ, ବ୍ରେନ୍‌ ଟ୍ୟୁମର, ପେଡ଼ାଜଳା ଆହତ, ସ୍ନାୟୁ, ମାଂଶପେଶୀ ଏବଂ କର୍କଟ ରୋଗୀଙ୍କୁ ବିଏସ୍‌କେୱାଇ ନବୀନ କାର୍ଡରେ ଚିକିତ୍ସା ମିଳିବ।
ଯେଉଁମାନେ ବିଏସ୍‌କେୱାଇ କାର୍ଡ ପାଇଛନ୍ତି ସେମାନଙ୍କର ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ପଞ୍ଜୀକରଣ କରିବାର ଆବଶ୍ୟକତା ରହିବ ନାହିଁ। ସେମାନେ ପାଉଥିବା ଚିକିତ୍ସା ସୁବିଧାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଜାତୀୟ ଖାଦ୍ୟ ନିରାପତ୍ତା ଅବା ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନାରେ ନୂଆ କରି ସାମିଲ ହେଉଥିବା ହିତାଧିକାରୀମାନେ ବର୍ତ୍ତମାନ ଚାଲୁ ରହିଥିବା ବିଏସ୍‌କେୱାଇରେ ସ୍ୱତଃ ଅନ୍ତର୍ଭୁକ୍ତ ହେବେ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଆଜିଠାରୁ ବିଏସ୍‌କେୱାଇ ‘ନବୀନ’ କାର୍ଡ ଆବେଦନ, ଜାନୁଆରୀ ୧୬ ଯାଏଁ ଚାଲିବ ପଞ୍ଜୀକରଣ
କଟକ/ଭୁବନେଶ୍ୱର : ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’, ‘ସମସ୍ତଙ୍କ ପାଇଁ ସର୍ବୋତ୍ତମ ସ୍ୱାସ୍ଥ୍ୟ ସେବା’ ମନ୍ତ୍ର ନେଇ କାମ କରୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ଚିକିତ୍ସା ବୋଝରୁ ଉଦ୍ଧାର କରିବା ପାଇଁ ବଦ୍ଧ ପରିକର। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ର ସମ୍ପ୍ରସାରଣ କରିଛନ୍ତି। ବିଏସ୍‌କେୱାଇ ନବୀନ କାଡର଼୍ ନିମନ୍ତେ ଆସନ୍ତାକାଲିଠାରୁ ଆରମ୍ଭ ହେବ ଆବେଦନ ଓ ପଞ୍ଜୀକରଣ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଏହି ପଞ୍ଜୀକରଣ ଚାଲିବ ଏବଂ ପରବର୍ତ୍ତୀ ସମୟରେ ପର୍ଯ୍ୟାୟକ୍ରମେ ସହରାଞ୍ଚଳ ବାସିନ୍ଦା ଓ ସରକାରୀ କର୍ମଚାରୀଙ୍କୁ ଏଥିରେ ସାମିଲ କରାଯିବ। କଟକରେ ଆୟୋଜିତ ଏକ ସମାବେଶରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ।
ଶ୍ରୀ ପାଣ୍ଡିଆନ କହିଛନ୍ତି ଯେ ଏବେ ଗ୍ରାମାଞ୍ଚଳର ସବୁ ଲୋକଙ୍କୁ ବିଏସ୍‌କେୱାଇ ନବୀନ କାର୍ଡ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଠାରୁ ଏଥିପାଇଁ ଅନ୍‌ଲାଇନ୍‌ରେ ପଞ୍ଜୀକରଣ ଆରମ୍ଭ ହେବ। ଏହି ପଞ୍ଜୀକରଣ ୬ ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ଜାରି ରହିବ। ତେଣୁ ପ୍ରତି ପଞ୍ଚାୟତରେ ବିଏସ୍‌କେୱାଇରୁ ବାଦ୍‌ ପଡିଥିବା ଲୋକଙ୍କୁ ନବୀନ କାର୍ଡରେ ସାମିଲ କରିବାରେ ସହଯୋଗ କରିବାକୁ ସେ ଆହ୍ୱାନ ଦେଇଛନ୍ତି। ବିଏସ୍‌କେୱାଇରେ କେବଳ ରାସନ କାର୍ଡ ଧାରୀଙ୍କୁ ସାମିଲ କରାଯାଇ ଥିବା ବେଳେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ବହୁ ଲୋକ ଏଥିରୁ ବାଦ୍‌ ପଡିଥିଲେ। ବିଏସ୍‌କେୱାଇର ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣରେ ଗ୍ରାମାଞ୍ଚଳରେ ରହୁଥିବା ପ୍ରତ୍ୟେକ ପରିବାରକୁ (ସରକାରୀ କର୍ମଚାରୀ, ପେନସନ୍‌ଭୋଗୀ ଓ ଆୟକର ଦାତାଙ୍କୁ ବାଦ୍‌ ଦେଇ) ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ନବୀନ କାର୍ଡଧାରୀଙ୍କୁ ଚଳିତ ବର୍ଷ ମେ’ ୧ ତାରିଖରୁ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ମିଳିବ।
ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଡବ୍ଲଡବ୍ଳୁଡବ୍ଲୁ (ଡଟ୍‌) ବିଏସ୍‌କେୱାଇନବୀନ (ଡଟ୍‌) ଓଡ଼ିଶା (ଡଟ୍‌) ଇନ୍‌ ଜରିଆରେ ଅନ୍‌ଲାଇନରେ ଆବେଦନ କରାଯିବ। ହିତାଧିକାରୀ ନିଜେ ଅବା ନିକଟସ୍ଥ ଜନସେବା କେନ୍ଦ୍ରକୁ ଯାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ନବୀନ କାର୍ଡ ହିତାଧିକାରୀମାନେ ଓଡ଼ିଶାରେ ଏବଂ ରାଜ୍ୟ ବାହାରେ ଥିବା ଘରୋଇ ସୁପରସ୍ପେଶାଲିଟି ଡାକ୍ତରଖାନାରେ ଦେୟମୁକ୍ତ ଚିକିତ୍ସା ପାଇବେ। ଏଥିରେ ପ୍ରତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ବ୍ୟବସ୍ଥା ରହିଛି। ଯେଉଁମାନେ ବିଏସ୍‌କେୱାଇ କାର୍ଡ ପାଇଛନ୍ତି ସେମାନଙ୍କର ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ପଞ୍ଜୀକରଣ କରିବାର ଆବଶ୍ୟକତା ରହିବ ନାହିଁ। ସେମାନେ ପାଉଥିବା ଚିକିତ୍ସା ସୁବିଧାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଜାତୀୟ ଖାଦ୍ୟ ନିରାପତ୍ତା ଅବା ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନାରେ ନୂଆ କରି ସାମିଲ ହେଉଥିବା ହିତାଧିକାରୀମାନେ ବର୍ତ୍ତମାନ ଚାଲୁ ରହିଥିବା ବିଏସ୍‌କେୱାଇରେ ସ୍ୱତଃ ଅନ୍ତର୍ଭୁକ୍ତ ହେବେ। ତେବେ ବିଏସ୍‌କେୱାଇ ନବୀନ କାର୍ଡ ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ଡାକ୍ତରଖାନାରେ ନିର୍ଦ୍ଧାରିତ ଗୁରୁତର (କ୍ରିଟିକାଲ) ରୋଗ ଗୁଡିକର ଦେୟମୁକ୍ତ ଚିକିତ୍ସା ପାଇବେ। ହୃଦରୋଗୀ, କିଡ୍‌ନୀ ରୋଗୀ, ଲିଭର୍‌ ରୋଗୀ, ବ୍ରେନ୍‌ ଷ୍ଟ୍ରୋକ୍‌, ଗମ୍ଭୀର ମସ୍ତିଷ୍କ କ୍ଷତ, ବ୍ରେନ୍‌ ଟ୍ୟୁମର, ପେଡ଼ାଜଳା ଆହତ, ସ୍ନାୟୁ, ମାଂଶପେଶୀ ଏବଂ କର୍କଟ ରୋଗୀଙ୍କୁ ବିଏସ୍‌କେୱାଇ ନବୀନ କାର୍ଡରେ ଚିକିତ୍ସା ମିଳିବ।
ବିଏସ୍‌କେୱାଇ ନବୀନ କାର୍ଡ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅନ୍‌ଲାଇନ୍‌ରେ କିପରି ପଞ୍ଜୀକରଣ କରାଯିବ ସେ ସଂକ୍ରାନ୍ତ ସୂଚନା ପତ୍ରକୁ ଜିଲ୍ଲା ପ୍ରଶାସନ ନିଜ ୱେବ୍‌ସାଇଟ୍‌ ଓ ସାମାଜିକ ଗଣମାଧ୍ୟମରେ ଅପଲୋଡ୍‌ କରିବେ। ସେହିପରି ମିଶନ୍‌ ଶକ୍ତି, ପଞ୍ଚାୟତିରାଜ, ମହିଳା ଓ ଶିଶୁ କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କ୍ଷେତ୍ର ସ୍ତରୀୟ ଅଧିକାରୀମାନେ ନବୀନ କାର୍ଡ ସମ୍ପର୍କରେ ପ୍ରଚାର ପ୍ରସାର କରିବେ। ପ୍ରଚାର କାର୍ଯ୍ୟ ପାଇଁ ଜିଲ୍ଲା ପ୍ରଶାସନକୁ ୧ ଲକ୍ଷ ଟଙ୍କା ମିଳିବ। ଆବଶ୍ୟକ ସ୍ଥଳେ ଜିଲ୍ଳାପାଳ ଅଧିକ ଅର୍ଥ ଖର୍ଚ୍ଚ କରିପାରିବେ ଏବଂ ପରେ ଏହା ଷ୍ଟେଟ୍‌ ହେଲଥ୍‌ ଆସ୍ୟୁରାନ୍ସ ସୋସାଇଟି ପକ୍ଷରୁ ଭରଣା କରାଯିବ।
ବିଏସ୍‌କେୱାଇ ନବୀନ କାର୍ଡରେ ପଞ୍ଜୀକରଣ ନିମନ୍ତେ ଗ୍ରାମାଞ୍ଚଳରେ ବସବାସ କରିବା ଜରୁରୀ। ପରିବାରର କୌଣସି ସଦସ୍ୟ ୨୦୨୨-୨୩ ଆର୍ଥିକ ବର୍ଷରେ ଆୟକର ଦେଇ ନ ଥିବେ। କୌଣସି ସଦସ୍ୟ ନିୟମିତ ସରକାରୀ କର୍ମଚାରୀ କିମ୍ବା ଅବସରପ୍ରାପ୍ତ ପେନସନ୍‌ଭୋଗୀ ହୋଇ ନ ଥିବା ଜରୁରୀ। ନବୀନ କାର୍ଡ ପରିବାରର ମୁଖ୍ୟଙ୍କ ନାମରେ ପଞ୍ଜୀକରଣ ହେବ। ଗୋଟିଏ ପରିବାରର ୧୮ ବର୍ଷରୁ ଉଦ୍ଧ୍ୱର୍ ବ୍ୟକ୍ତି ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଆବେଦନ କରିପାରିବେ। ଦରଖାସ୍ତକାରୀଙ୍କ ଆଧାର ଭିତ୍ତିକ ଇ-କେୱାଇସି ବାଧ୍ୟତାମୂଳକ ହେବ। ସମସ୍ତ ସଦସ୍ୟଙ୍କ ଭୋଟ ପରିଚୟପତ୍ର ଥିବା ଜରୁରୀ। ୫ ବର୍ଷରୁ କମ୍‌ ପିଲାଙ୍କ ଆଧାର କାର୍ଡ ଥିବା ଜରୁରୀ। ଯଦି ଏହା ନଥାଏ ତା ହେଲେ ୩୦/୬/୨୦୨୪ ସୁଦ୍ଧା ସମ୍ପୃକ୍ତ ପିଲାଙ୍କର ଆଧାର କାର୍ଡ ଦାଖଲ କରିବା ପାଇଁ ଆବେଦନକାରୀ ପ୍ରତିଜ୍ଞା ପତ୍ର (ଅଣ୍ଡରଟେକିଂ) ଦେବେ।