google map - The Sakala
ଧୋକା ଦେଲା ଗୁଗଲ ମ୍ୟାପ ! ବାଟ ଜାଣି ନ ପାରି ଗାଁକୁ ମାଡ଼ିଗଲା ଟ୍ରକ୍‌, ଭାଙ୍ଗିଗଲା ଘର
ଭଦ୍ରକ: ଧୋକା ଦେଲା ଗୁଗଲ ମ୍ୟାପ । ବାଟ ଜାଣି ନ ପାରି ଗାଁକୁ ମାଡ଼ିଗଲା ଟ୍ରକ୍‌ ଆଉ ଭାଙ୍ଗିଗଲା ଘର । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ ଦିଗଛିଆରେ । ଆଜି ଭୋରରେ କଟକରୁ ଏକ ଟ୍ରକ ଧାମରା ବନ୍ଦର ଅଭିମୁଖେ ଯାଉଥିଲା । ନୂଆକରି ଧାମରାକୁ ଗାଡି ନେଇ ଯାଉଥିବା ଡ୍ରାଇଭରକୁ ରାସ୍ତା ଜଣା ନଥିବାରୁ ସେ ଗୁଗଲ ମ୍ୟାପ ଦେଖି ଗାଡି ଚଳାଉଥିଲେ । ମାତ୍ର ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ଦିଗଛିଆ ଛକ ନିକଟସ୍ଥ ପାତ୍ରସାହି ରାସ୍ତାରେ ଗାଡି ଚଳାଇ ଗାଁ ଭିତେ ଟ୍ରକକୁ ପୁରାଇଦେଇଥିଲେ।
ଅଣଓସରିଆ ଗାଁ ଭିତରେ ବଡ଼ ଟ୍ରକଟି ଆଉ ବୁଲି ନ ପାରି ରମେଶ ଦାସଙ୍କ ଘର ଉପରେ ମାଡି ଯାଇଥିଲା। ଏହା ଦେଖି ଗାଁ ଲୋକେ ବାଂଶଡା ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବାଂଶଡା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଗାଡିକୁ ଉଦ୍ଧାର କରି ଥାନାକୁ ନେଇଥିବା ଜଣାପଡ଼ିଛି ।
ପୁଣି ଏକ ଜୀବନ ନେଲା ଗୁଗଲ ମ୍ୟାପ୍‌; ୩୦ ଫୁଟ୍‌ ଡ୍ରେନ ତଳକୁ ଖସି ଷ୍ଟେସନ ମାଷ୍ଟରଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଗୁଗଲ ମ୍ୟାପ୍‌କୁ ବ୍ରବହାର କରି ପୂର୍ବରୁ ଅନେକ ଲୋକ ବିପଦରେ ପଡ଼ିବା ସହିତ ମୃତ୍ୟୁର ଶିକାର ହୋଇଥିଲା ବେଳେ ପୁଣି ସେଭଳି ଏକ ଖବର ସାମ୍ନାକୁ ଆସିଛି। ଗ୍ରେଟର ନୋଏଡାରେ ଗୁଗୁଲ୍ ମ୍ୟାପ୍ ଯୋଗୁଁ ଏକ ଦୁର୍ଘଟଣାରେ ଜଣେ ଷ୍ଟେସନ ମାଷ୍ଟରଙ୍କ ଜୀବନ ଯାଇଛି। ମିଳିଥିବା
ଖବର ଅନୁସାରେ, ଦିଲ୍ଲୀର ମଣ୍ଡାଭାଲି ଅଞ୍ଚଳରେ ରହୁଥିବା ଏବଂ ମାନେସରରେ ଷ୍ଟେସନ ମାଷ୍ଟର ଭାବେ କାର୍ଯ୍ୟ କରୁଥିବା ଭାରତ ଭଟ୍ଟି ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଉଥିଲେ। ଏହି ଉତ୍ସବ ଯେଉଁ ସ୍ଥାନରେ ହେଉଥିଲା ସେ ରାସ୍ତା ଭାରତଙ୍କୁ ଜଣା ନଥିଲା। ତେଣୁ ସେ ଗୁଗୁଲ୍ ମ୍ୟାପକୁ ବ୍ୟବହାର କରି ରାସ୍ତା ନିର୍ଣ୍ଣୟ କରି ଆଗକୁ ବଢିଥିଲେ। ଗୁଗୁଲ ମ୍ୟାପ ଯେଉଁ ଆଡକୁ ନିର୍ଦ୍ଦେଶ କରୁଥିଲା ଭାରତ ସେହି ରାସ୍ତା ଦେଇଈ ଆଗକୁ ମାଡ଼ି ଚାଲିଥିଲେ । କିନ୍ତୁ କିଛି ବାଟ ଯିବା ପରେ ରାସ୍ତା ଶେଷ ହୋଇଯାଇଥିଲା ଏବଂ ସାମ୍ନାରେ ଏକ ଗଭୀର ଡ୍ରେନ ଥିଲା। ଯାହାକୁ ଷ୍ଟେସନ ମାଷ୍ଟର ଜାଣି ପାରି ନ ଥିଲେ। ସେ ଯେମିତି ଆଗକୁ ବଢ଼ିଥିଲେ ଗାଡ଼ିଟି ସିଧା ୩୦ଫୁଟର ଗଭୀର ଡ୍ରେନ ଭିତରେ ପଶି ଯାଇଥିଲା। ସ୍ଥାନୀୟ ଲୋକମାନେ ଘଟଣା ବିଷୟରେ ପୁଲିସକୁ ସୂଚନା ଦେଇଥିଲେ।ସୂଚନା ପାଇବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ ଷ୍ଟେସନ ଇନଚାର୍ଜ ତାଙ୍କ କନଷ୍ଟେବଳଙ୍କ ସହ ଷ୍ଟେସନ ମାଷ୍ଟରଙ୍କୁ ଡ୍ରେନ ଭିତରୁ ବାହାର କରିବାକୁ କଠିନ ପରିଶ୍ରମ କରିଥିଲେ । ଉଦ୍ଧାର ପରେ ଭାରତଙ୍କୁ ହସ୍ପିଟାଲ ନିଆଯାଇଥିଲା କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଲକ୍ଷ୍ନୌ: ଉତ୍ତରପ୍ରଦେଶର ବରେଲି ଜିଲ୍ଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଗୁଗୁଲ୍ ମ୍ୟାପ୍କୁ ବିଶ୍ବାସ କରି ଚାଲିଯାଇଛି ୩ ଜଣଙ୍କ ଜୀବନ। ସେମାନେ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କ ଗୁଗୁଲ୍ ମ୍ୟାପ୍ ତାଙ୍କୁ ଏକ ନିର୍ମାଣାଧୀନ ପୋଲ ଉପରେ ରାସ୍ତା ଦେଖାଇଥିଲା। ସେମାନେ ସେହିପଟରେ ଗାଡ଼ି ନେଇ ଯାଉଥିବାବେଳେ ଶେଷରେ ସେହି ଅଧା ଖଣ୍ଡିଆ ପୋଲ ଉପରୁ ତଳକୁ ଖସି ପଡ଼ିଥିଲେ। ତେବେ ଏହି ଦୁର୍ଘଟଣାରେ ୩ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ପୁଲିସ କହିଛି।
ସୂଚନା ଅନୁଯାୟୀ, ଏହି ଘଟଣା ହେଉଛି ଶନିବାର ଦିନର। ପୀଡିତଙ୍କ ମଧ୍ୟରୁ ଦୁଇଜଣ ବିବେକ ଏବଂ ଅମିତ ଗୁରୁଗ୍ରାମରୁ ଯାତ୍ରା ଆରମ୍ଭ କରି ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ବରେଲି ଅଭିମୁଖେ ଯାଉଥିଲେ। ସେମାନେ ରାସ୍ତା ଜାଣି ନ ଥିବାରୁ ଗୁଗୁଲ୍ ମ୍ୟାପ୍ ଉପରେ ନିର୍ଭର କରୁଥିଲେ। ଯେଉଁଠାରେ ସେମାନଙ୍କର ଜିପିଏସ୍ ସେମାନଙ୍କୁ ଏକ ଖଣ୍ଡିଆ ଫ୍ଲାଏଓଭରକୁ ନେଇଗଲା। କାରଟି ବ୍ରିଜ ଉପରେ ଯାତ୍ରା କରୁଥିବା ବେଳେ ୫୦ ଫୁଟ ଉଚ୍ଚରୁ ରାମଗଙ୍ଗା, ଏକ ଗଭୀର ନଦୀକୁ ଖସି ପଡ଼ିଥିଲା। ପରଦିନ ସକାଳେ ସ୍ଥାନୀୟ ଲୋକମାନେ କ୍ଷତିଗ୍ରସ୍ତ କାର ଏବଂ ମୃତ ତିନି ଜଣଙ୍କୁ ପାଇଥିଲେ। ସେମାନେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ସେମାନେ ଏକ ୱାଗନର୍ରେ ଯାତ୍ରା କରୁଥିଲେ। ଏବେ ସୁଦ୍ଧା ୨ ଜଣଙ୍କ ପରିଚୟ ଜଣାପଡ଼ିଥିବା ବେଳେ ତୃତୀୟ ଜଣଙ୍କ ପରିଚୟ ମିିଳି ପାରିନାହିଁ।
ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ, କ୍ରାଇମ ହଟସ୍ପଟ୍ ଉପରେ ରହିବ ପୁଲିସର ନଜର
ଭୁବନେଶ୍ବର: ଗୁଗୁଲ ମ୍ୟାପିଂ ଦ୍ୱାରା ଚିହ୍ନଟ ହେବେ ଅଭିଯୁକ୍ତ । କ୍ରାଇମ କଣ୍ଟ୍ରୋଲର ନୂଆ ତରିକା ଆପଣାଇବ ପୁଲିସ । କ୍ରାଇମ ହଟ ସ୍ପଟଉପରେ ପୁଲିସର ନଜର ରହିବ। ବୈଷୟିକ ଜ୍ଞାନକୌଶଳ ବ୍ୟବହାରକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଗତକାଲି ପ୍ରତିଷ୍ଠା ଦିବସରେ ଗୁରୁତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ।
ବିଭିନ୍ନ ଟେଲିକମ ସଂସ୍ଥାର ସାହାଯ୍ୟ ନେବ କମିଶନରେଟ ପୁଲିସ । ପ୍ରଥମ ପର୍ଯ୍ୟାୟରେ ସ୍ନାଚିଂ, ଲୁଟ ଘଟଣାକୁ ଗୁରୁତ୍ୱ ଦିଆଯିବ । ଗୁଗୁଲ ଆପ୍ଲିକେସନ ଜରିଆରେ କ୍ରାଇମ ମ୍ୟାପିଂ ଟେକନିକ ଆପଣାଇବ ପୁଲିସଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ମଧ୍ୟ ଖୁବଶୀଘ୍ର ସହାୟତା ନେବ ପୁଲିସ ।