half day - The Sakala

ଆସନ୍ତାକାଲି ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ: ୨୨ ଜାନୁଆରୀକୁ ହାଫ୍ ଡେ’ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍‌ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି।

ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ  ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଥିଲା। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ ବୋଲି କୁହାଯାଇଥିଲା।