IPS reshuffle - The Sakala

ବରିଷ୍ଠ ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ: ହିମାଂଶୁ କୁମାର ଲାଲ୍ ହେଲେ ଇଓଡବ୍ଲ୍ୟୁ ଆଇଜି
ଭୁବନେଶ୍ୱର: ବରିଷ୍ଠ IPS ସ୍ତରରେ ବଡ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ରାଜ୍ୟର ୬ ଜଣ ବରିଷ୍ଠ ଆଇପିଏସ୍ (IPS) ଅଧିକାରୀଙ୍କୁ ବଦଳି କରାଯାଇ ସେମାନଙ୍କୁ ପୋଲିସ ଏବଂ ଗୁଇନ୍ଦା ବିଭାଗର ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି। ଓଡ଼ିଶାର ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ଗୃହ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ବର୍ତ୍ତମାନ ସମ୍ବଲପୁରର ଉତ୍ତରାଞ୍ଚଳ ରେଞ୍ଜ୍‌ ଆଇଜି ଥିବା ୨୦୦୩ ବ୍ୟାଚ୍‌ର ଆଇପିଏସ୍ ହିମାଂଶୁ କୁମାର ଲାଲ୍‌ଙ୍କୁ ଭୁବନେଶ୍ୱରସ୍ଥିତ ଅର୍ଥନୈତିକ ଅପରାଧ ଶାଖା ବା ଇଓଡବ୍ଲ୍ୟୁ (EOW)ର ଆଇଜି (IG) ଭାବେ ବଦଳି କରାଯାଇଛି। ଏହା ସହିତ ତାଙ୍କୁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ବା ଏସ୍‌ଟିଏଫ୍ (STF)ର ଅତିରିକ୍ତ ଦାୟିତ୍ୱ ମଧ୍ୟ ନ୍ୟସ୍ତ କରାଯାଇଛି। ସେହିପରି ତାଳଚେରସ୍ଥିତ ଉତ୍ତର-କେନ୍ଦ୍ରୀୟ ରେଞ୍ଜ୍‌ର ଆଇଜି ତଥା ଅନୁଗୋଳ ପିଟିସିର ଅଧ୍ୟକ୍ଷ ଥିବା ୨୦୦୪ ବ୍ୟାଚ୍ ଆଇପିଏସ୍ ସତ୍ୟବ୍ରତ ଭୋଇଙ୍କୁ ଗୁଇନ୍ଦା ବିଭାଗର ଆଇଜି ଭାବେ ନୂତନ ଦାୟିତ୍ୱ ମିଳିଛି।

ବର୍ତ୍ତମାନର ଗୁଇନ୍ଦା ବିଭାଗ ଆଇଜି ଥିବା ୨୦୦୫ ବ୍ୟାଚ୍‌ର ଅଧିକାରୀ ଜୟ ନାରାୟଣ ପଙ୍କଜଙ୍କୁ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ରେଞ୍ଜ୍‌ର ଆଇଜି ଭାବେ ବଦଳି କରାଯାଇଛି। ଅନ୍ୟପକ୍ଷରେ, ବର୍ତ୍ତମାନ ଦକ୍ଷିଣାଞ୍ଚଳ ରେଞ୍ଜ୍ ଆଇଜି ଥିବା ୨୦୦୭ ବ୍ୟାଚ୍‌ର ନୀତି ଶେଖରଙ୍କୁ ପୋଲିସ ମୁଖ୍ୟାଳୟରେ ପ୍ରୋଭିଜନିଂ ଆଇଜି ଭାବେ ଅବସ୍ଥାପିତ କରାଯାଇଛି। ଏହା ବ୍ୟତୀତ ପ୍ରୋଭିଜନିଂ ଡିଆଇଜି ଭାବେ କାର୍ଯ୍ୟରତ ଥିବା ୨୦୦୯ ବ୍ୟାଚ୍ ଆଇପିଏସ୍ ଚରଣ ସିଂ ମୀନାଙ୍କୁ ସମ୍ବଲପୁର ଉତ୍ତରାଞ୍ଚଳ ରେଞ୍ଜ୍‌ର ନୂଆ ଡିଆଇଜି ଭାବେ ବଦଳି କରାଯାଇଛି।

କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରି ଗୃହ ବିଭାଗରେ ଯୋଗ ଦେଇଥିବା ୨୦୧୦ ବ୍ୟାଚ୍‌ର ଆଇପିଏସ୍ ଆଶିଷ କୁମାର ସିଂହଙ୍କୁ ତାଳଚେର ଉତ୍ତର-କେନ୍ଦ୍ରୀୟ ରେଞ୍ଜ୍‌ର ଡିଆଇଜି ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ ବା ପିଟିସି (PTC)ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ, ସଂଜୀବ ପଣ୍ଡା ହେଲେ ଟ୍ବିନ ସିଟି ପୁଲିସ କମିଶନର
ଭୁବନେଶ୍ବର: ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବଦଳିଲେ ଟ୍ବିନ ସିଟି ପୁଲିସ କମିଶନର । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ବ ପ୍ରଦାନ କରାଯାଇଇଥିବା ବେଳେ ସଂଜୀବ ପଣ୍ଡାଙ୍କୁ ଟ୍ବିନ ସିଟି ପୁଲିସ କମିଶନର ଦାୟିତ୍ବ ପ୍ରଦାନ କରାଯାଇଛି।

ସେହିପରି, ସନ୍ତୋଷ ବାଲାଙ୍କୁ ପୁଲିସ ହାଉସିଂ ବୋର୍ଡ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ହିମାଂଶୁ ଲାଲଙ୍କୁ ଉତ୍ତରାଞ୍ଚଳ ଆଇଜି ଦାୟିତ୍ୱ ଦିଆଯାଇଛି । ଦୀପକ କୁମାରଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ଦାୟିତ୍ବ ତୁଲାଇବେ। ସତ୍ୟବ୍ରତ ଭୋଇ ପୂର୍ବାଞ୍ଚଳ ରେଂଜ ଆଇଜି ଦାୟିତ୍ୱ ପ୍ରଦାନ କରାଯାଇଛି। ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ ମିଳିଥିବା ବେଳେ କଟକ ଡିସିପି ହେଲେ କନୱର ବିଶାଲ ସିଂ ।

ହେଡକ୍ୱାର୍ଟର ଏଆଇଜିପି ଥିବା ବି. ଯୁଗଳ କିଶୋରଙ୍କୁ କେନ୍ଦ୍ରାପଡ଼ା ଏସ୍‌ପି ଭାବେ ବଦଳି କରାଯାଇଛି। କେନ୍ଦ୍ରାପଡ଼ା ଏସ୍‌ପି ମଡକର ସନ୍ଦୀପ ସଂପଦଙ୍କୁ ଢେଙ୍କାନାଳ ଏସ୍‌ପି ଭାବେ ବଦଳି କରାଯାଇଛି। ୨୦୧୪ ବ୍ୟାଚ୍‌ର ଆଇପିଏସ୍ ଅଫିସର ତଥା ରାୟଗଡ଼ା ଏସ୍‌ପି ଥିବା ବିବେକାନନ୍ଦ ଶର୍ମାଙ୍କୁ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟକୁ ଏଆଇଜିପି ଭାବେ ବଦଳି କରାଯାଇଛି।

ଦେବଗଡ଼ ଏସ୍‌ପି ପି.କେ ମିଶ୍ରଙ୍କୁ ରାଉରକେଲା ରେଲୱେ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ରାମ ପ୍ରସାଦ ସାହୁ ହୋଇଛନ୍ତି ଦେବଗଡ଼ ଏସ୍‌ପି। ଜୟପୁର ଏସ୍‌ଡିପିଓ ଥିବା ହରିଶ ବି.ସିଙ୍କୁ ରାୟଗଡ଼ା ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ୟଶ୍‌ପ୍ରତାପ ଶ୍ରୀମଲ ହୋଇଛନ୍ତି ସୋନପୁର ଏସ୍‌ପି।

ଢେଙ୍କାନାଳ ଏସ୍‌ପି ଜ୍ଞାନରଂଜନ ମହାପାତ୍ରଙ୍କୁ ଭୁବନେଶ୍ୱର ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ସୋନପୁର ଏସ୍‌ପି ଅମରେଶ ପଣ୍ଡାଙ୍କୁ ଏଆଇଜିପି ଭାବେ ପୁଲିସ୍ ମୁଖ୍ୟାଳୟକୁ ବଦଳି କରାଯାଇଛି।