freedom fighter Nilamani Samal - The Sakala

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଜନ୍ମମାଟିରେ ସମ୍ପନ୍ନ ହେଲା ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଶେଷକୃତ୍ୟ
ଭୁବନେଶ୍ବର: ଶତାୟୁ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଜନ୍ମମାଟିରେ ହେଲା ଶେଷକୃତ୍ୟ । ଜନ୍ମଭୂମି ଯାଜପୁର ବଡଚଣା ବ୍ଳକର ବାଲିପଡିଆରେ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇ ତାଙ୍କର ଶେଷକୃତ୍ୟ କରାଯାଇଛି । କଟକ ସ୍ୱରାଜ ଆଶ୍ରମରୁ ତାଙ୍କର ପାର୍ଥିବ ଶରୀର ବାହାରି ଯାଜପୁର ବଡଚଣାରେ ପହଂଚିଥିଲା । ସେଠାରେ ତାଙ୍କର ଶେଷ ଦର୍ଶନ ପାଇଁ ରଖାଯାଇଥିଲା । ପରେ ସେଠାରୁ ଏକ ବିରାଟ ପଟୁଆରରେ ଗାଁ ପରିକ୍ରମା କରାଯାଇ ବାଲିପଡିଆ ଶ୍ମଶାନ ଘାଟକୁ ଅଣାଯାଇଥିଲା ।

ଗତକାଲି ୧୦୨ ବର୍ଷ ବୟସରେ ଶତାୟୁ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ହୋଇଥିଲା । ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଟିଲା । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଥିଲେ । ଏହାସହ ସ୍ବର୍ଗତ ନୀଳମଣିଙ୍କ ଶେଷକୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ଘୋଷଣା କରିଥିଲେ ।

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ
କଟକ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ହୋଇଛି। କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗୁରୁତର ଅସୁସ୍ଥ ହୋଇ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ। ୧୦୧ ବର୍ଷିୟ ନୀଳମଣି ସାମଲ ବୟସାଧିକ୍ୟ କାରଣରୁ ଗୁରୁତର ଅସୁସ୍ଥ ହୋଇଥିଲେ। ଖବରପାଇ ଯାଜପୁର ଜିଲ୍ଲାପାଳ ଗତ ୨୪ ତାରିଖରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଜିଲ୍ଲାପାଳଙ୍କ ପରାମର୍ଶରେ ୧୦୮ ଆମ୍ବୁଲାନ୍ସ ଯୋଗେ ଶ୍ରୀ ସାମଲଙ୍କୁ ତାଙ୍କ ବାସଭବନରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ମଧ୍ୟ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଅସୁସ୍ଥତା ଖବର ଜାଣି ତ୍ୱରୀତ ହସ୍ତକ୍ଷେପ ନେବା ସହ ସମସ୍ତ ପ୍ରକାର ଚିକିତ୍ସା ସେବା ଯୋଗାଇଦିଆଯିବାକୁ ପଦକ୍ଷେପ ନେଇଥିଲେ।