Champai Soren - The Sakala

ବିଜେପିରେ ମିଶିବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌
ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ଆସନ୍ତା ୩୦ ତାରିଖରେ ବିଜେପିରେ ଯୋଗ‌ଦେବେ। ଏହି ସୂଚନା ଦେଇଛନ୍ତି ବିଜେପି ନେତା ତଥା ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବଶର୍ମା। ସେ କହିଛନ୍ତି ଯେ ସୋମବାର ରାତିରେ ଶ୍ରୀ ସୋରେନ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ଏ ସଂପର୍କରେ ଆଲୋଚନା କରିଛନ୍ତି।

ସୂଚନା ଅନୁଯାୟୀ, ନିଜେ ଏକ ଦଳ ଗଠନ କରିବେ ବୋଲି ଚମ୍ପାଇ ସୋରେନ୍‌ ପୂର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଥିଲେ। ନୂଆ ଦଳ ଗଠନ କରି ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବେ ବୋଲି କହିଥିଲେ । ଆମେ ନୂଆ ସାଥୀ ଖୋଜୁଛୁ, ସେମାନଙ୍କ ସହ ଆଗକୁ ବଢ଼ିବୁ ବୋଲି ମଧ୍ୟ କହିଥିଲେ ଚମ୍ପାଇ ।

ଇସ୍ତଫା ଦଲେ ଚମ୍ପାଇ ସୋରେନ୍, ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍
ନୂଆଦିଲ୍ଲୀ: ବୁଧବାର ନିଜ ପଦରୁ ଇସ୍ତଫା ଦେଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ମାତ୍ର ୪ ମାସ ପୂର୍ବରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଚମ୍ପାଇ ସୋରେନ୍ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଜେଲରୁ ଫେରିବା ପରେ ପୁଣି ଝାଡଖଣ୍ଡର ମଙ୍ଗ ଧରିବାକୁ ଯାଉଛନ୍ତି । ପୁଣି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ୍ ।

ଆର୍ଥିକ ହେରଫେର୍‌ ମାମଲାରେ ଗିରଫ ହୋଇ ଜେଲ ଯିବା ପରେ ଜାମିନରେ ଆସିଥିଲେ ହେମନ୍ତ ସୋରେନ୍ । ଆର୍ଥିକ ହେରଫେର ମାମଲାରେ ୨୦୨୪ ଜାନୁଆରୀ ୩୧ ତାରିଖରେ ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଗିରଫ ହେବା ପୂର୍ବରୁ ହିଁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଚମ୍ପାଇ ସୋରେନ୍ । ଏବେ ହେମନ୍ତ ଜାମିନରେ ଆସିବା ପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ । ଆଉ ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ହେମନ୍ତ ସୋରେନ୍ ।

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ
ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ( JMM)ର ବିଧାୟକ ଦଳ ନେତା ଚମ୍ପଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ହେଉଛନ୍ତି ୬୨ ବର୍ଷୀୟ ଚମ୍ପଇ ସୋରେନ।  ୨୦୦୫ ମସିହାରୁ କ୍ରମାଗତ ଭାବେ ଚମ୍ପଇ ସୋରେନ ୪ ଥର ବିଧାୟକ ଭାବେ ଜିତିଛନ୍ତି । ୩ ଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ହେମନ୍ତ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ ଚମ୍ପଇ ସୋରେନ ପରିବହନ, ପଛୁଆ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗର କ୍ୟାବିନେଟ ମନ୍ତ୍ରୀ ଥିଲେ । ୨୦୦୫ ମସିହାରେ ପ୍ରଥମ ଥର ପାଇଁ ସରାୟକେଲା ଆସନରୁ ଚମ୍ପାଇ ସୋରେନ ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ଚମ୍ପଇ ସୋରେନ୍
ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ୍‌। ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ବରିଷ୍ଠ ନେତା ଚମ୍ପଇ ସୋରେନ୍ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ମାରଥାନ ଜେରା କରିବା ସହ ତାଙ୍କୁ ଗିରଫ ମଧ୍ୟ କରିବାର ଆଶଙ୍କା ପାଇଛି। ଏହି କାରଣରୁ ଚମ୍ପଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

ହେମନ୍ତ ସୋରେନ ନିଜର ଇସ୍ତଫାପତ୍ର ରାଜ୍ୟପାଳଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଏଥିସହ ଜେଏମଏମ ସହ ଶାସକ ମେଣ୍ଟରେ ଥିବା କଂଗ୍ରେସ ଓ ବାମପନ୍ଥୀ ଦଳର ବିଧାୟକମାନେ ମଧ୍ୟ ରାଜଭବନରେ ପହଞ୍ଚି ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଚମ୍ପଇ ସୋରେନ ବିଧାୟକ ଦଳର ନେତା ଭାବେ ମଧ୍ୟ ନିର୍ବାଚିତ ହୋଇଛନ୍ତି। ତେଣୁ ସେ ଝାରଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଛି। ହେମନ୍ତ ସୋରେନଙ୍କ ସରକାରରେ ଚମ୍ପଇ ସୋରେନ ପରିବହନ ଠାରୁ ଆରମ୍ଭ କରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଗୋଟିଏ ପଟେ ଇଡି ହେମନ୍ତ ସୋରେନଙ୍କୁ ଜେରା କରୁଥିବା ବେଳେ ଅନ୍ୟପଟେ ଚମ୍ପଇ ସୋରେନ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।