Expenditure Appropriation Bill - The Sakala

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍
ଭୁବନେଶ୍ବର: ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍। ପ୍ରଶ୍ନ କାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ବିଭାଗ ସମ୍ପର୍କରେ ପ୍ରଶ୍ନକାଳରେ ଆଲୋଚନା ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ । ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ ଆଲୋଚନା ଆରମ୍ଭ ହେବ । ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ କରାଯିବ ।

ସୂଚନାଯୋଗ୍ୟ ଗତକାଲି ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ କାମଚଳା ବଜେଟ ଉପସ୍ଥାପନ କରିଥିଲେ । ମୋଟ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ୍ ଆଗତ କରାଯାଇଛି । ଏହି ବଜେଟରେ ରାଜ୍ୟ ସରକାର ସବୁ ଶ୍ରେଣୀର ଲୋକଙ୍କ ପାଇଁ ବ୍ୟବସ୍ଥା କରିଛନ୍ତି ।