CAA - The Sakala

ନାଗରିକତା ସଂଶୋଧନ ଆଇନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର ।

ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନରୁ ଡିସେମ୍ବର ୩୧, ୨୦୨୪ ସୁଦ୍ଧା ଭାରତ ଆସିଥିବା ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ନାଗରିକଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ ଯାତ୍ରା କାଗଜପତ୍ର ବିନା ମଧ୍ୟ ଦେଶରେ ରହିବାକୁ ଅନୁମତି ଦିଆଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି । ରହିବା ପାଇଁ ସେମାନଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ ଡକ୍ୟୁମେଣ୍ଟର ଆବଶ୍ୟକତା ପଡ଼ିବ ନାହିଁ। ବିଜେପିର ସାଂସଦ ଡକ୍ଟର ସୁକାନ୍ତ ମଜୁମଦାର ଏହି ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ଆଦେଶରେ କୁହାଯାଇଛି ଯେ, ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକମାନେ, ଯେଉଁମାନେ ୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଭାରତ ଆସିଛନ୍ତି, ସେମାନଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ କାଗଜପତ୍ର ବିନା ମଧ୍ୟ ଦେଶରେ ରହିବାକୁ ଅନୁମତି ଦିଆଯିବ।

ଦେଶରେ ଲାଗୁ ହେଲା ନାଗରିକତା ସଂଶୋଧନ ଆଇନ, ଜାରି ହେଲା ବିଜ୍ଞପ୍ତି
ନୂଆଦିଲ୍ଲୀ: ଦେଶରେ ଲାଗୁ ହେଲା ସିଏଏ । ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର।  ସିଏଏ ନେଇ ଆଜି କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଏହି ଆଇନ ଅନୁଯାୟୀ ବାଂଲାଦେଶ, ପାକିସ୍ତାନ ଓ ଆଫଗାନିସ୍ତାନରୁ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତ ଆସିଥିବା ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ଭଳି ଅଣ ମୁସଲମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରାଯିବ ।

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ ଲାଗୁ ହେବ ବୋଲି ଶାହ ପୂର୍ବରୁ କହିଥିଲେ । ୨୦୧୯ରେ ସିଏଏ ଆଣିଥିଲେ ମୋଦୀ ସରକାର । ତେବେ ଏହି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀ ସହ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ଯୋଗୁଁ ଏହାକୁ ସରକାର ଲାଗୁ କରି ନ ଥିଲେ ।

ସିଏଏ ମାଧ୍ୟମରେ ସରକାର ସେହି ଲୋକମାନଙ୍କୁ ନାଗରିକତା ଦେବାକୁ ଚାହୁଁଛନ୍ତି ଯେଉଁମାନେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଉତ୍ପୀଡନ ସହିବା ପରେ ଭାରତର ଶରଣ ନେଇଛନ୍ତି । ଏହା କୌଣସି ଭାରତୀୟଙ୍କ ନାଗରିକତା ଛଡାଇ ନେବନାହିଁ ବୋଲି ପୂର୍ବରୁ ଗୃହମନ୍ତ୍ରୀ କହିଥିଲେ। ଶାହା ଆହୁରି କହିଥିଲେ ଯେ, ନାଗରିକତା ପ୍ରଦାନ ପାଇଁ ସିଏଏ ଅଣାଯାଇଛି, କାହାର ନାଗରିକତା ନେବା ପାଇଁ ନୁହେଁ । ଆମ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ଆମର ମୁସଲମାନ ସମ୍ପ୍ରଦାୟକୁ ସିଏଏ ଆଇନ ନେଇ ବିଭ୍ରାନ୍ତ କରାଯାଉଛି। ସିଏଏ କାହାର ନାଗରିକତା ଛଡ଼ାଇ ନେବ ନାହିଁ । କାରଣ ଆଇନରେ ଏମିତି କୌଣସି ବ୍ୟବସ୍ଥା ନାହିଁ । ବାଂଲାଦେଶ ଏବଂ ପାକିସ୍ଥାନରେ ନିର୍ଯାତିତ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ‘ସିଏଏ’ର ଉଦ୍ଦେଶ୍ୟ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ବୟାନ: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଲାଗୁ ହେବ ସିଏଏ
ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ ଲାଗୁ ହେବ ବୋଲି ଶାହ କହିଛନ୍ତି । ସିଏଏ ମାଧ୍ୟମରେ ସରକାର ସେହି ଲୋକମାନଙ୍କୁ ନାଗରିକତା ଦେବାକୁ ଚାହୁଁଛନ୍ତି ଯେଉଁମାନେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଉତ୍ପୀଡନ ସହିବା ପରେ ଭାରତର ଶରଣ ନେଇଛନ୍ତି । ଏହା କୌଣସି ଭାରତୀୟଙ୍କ ନାଗରିକତା ଛଡାଇ ନେବନାହିଁ ବୋଲି ଗୃହମନ୍ତ୍ରୀ କହିଛନ୍ତି ।

‘ଇଟି ନାଓ ଗ୍ଲୋବାଲ୍ ସମିଟ୍ ୨୦୨୪’ରେ ଯୋଗଦେଇ ଶାହ ଅଭିଯୋଗ କରିଛନ୍ତି ଯେ ସିଏଏ ଲାଗୁ କରିବା ପ୍ରତିଶ୍ରୁତି ଉପରେ କଂଗ୍ରେସ ପଛଘୁଞ୍ଚା ଦେଇଥିଲା । ସିଏଏ କଂଗ୍ରେସ ସରକାରଙ୍କ ପ୍ରତିଶୃତି ଥିଲା। ଯେତେବେଳେ ଦେଶ ବିଭାଜିତ ହେଲା, ସେହି ଦେଶ ଗୁଡିକରେ ସଂଖ୍ୟାଲଘୁମାନେ ନିର୍ଯାତନାର ଶିକାର ହେଲେ । କଂଗ୍ରେସ ଶରଣାର୍ଥୀ ମାନଙ୍କୁ ଆଶ୍ୱାସନା ଦେଇଥିଲା ଯେ ସେମାନଙ୍କୁ ଭାରତରେ ଆଶ୍ରୟ ଦିଆଯିବ ଓ ଭାରତୀୟ ନାଗରିକତା ପ୍ରଦାନ କରାଯିବ। କିନ୍ତୁ କଂଗ୍ରେସ ଏହି ପ୍ରତିଶ୍ରୁତି ପୂରଣ କରିନଥିଲା ।”

ଶାହା ଆହୁରି କହିଛନ୍ତି, ନାଗରିକତା ପ୍ରଦାନ ପାଇଁ ସିଏଏ ଅଣାଯାଇଛି, କାହାର ନାଗରିକତା ନେବା ପାଇଁ ନୁହେଁ । ଆମ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ଆମର ମୁସଲମାନ ସମ୍ପ୍ରଦାୟକୁ ସିଏଏ ଆଇନ ନେଇ ବିଭ୍ରାନ୍ତ କରାଯାଉଛି। ସିଏଏ କାହାର ନାଗରିକତା ଛଡ଼ାଇ ନେବ ନାହିଁ । କାରଣ ଆଇନରେ ଏମିତି କୌଣସି ବ୍ୟବସ୍ଥା ନାହିଁ । ବାଂଲାଦେଶ ଏବଂ ପାକିସ୍ଥାନରେ ନିର୍ଯାତିତ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ‘ସିଏଏ’ର ଉଦ୍ଦେଶ୍ୟ।

୨୦୧୯ରେ ସିଏଏ ଆଣିଥିଲେ ମୋଦୀ ସରକାର । ତେବେ ଏହି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀ ସହ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ଯୋଗୁଁ ଏହାକୁ ସରକାର ଲାଗୁ କରିନଥିଲେ । ଏହି ଆଇନ ଅନୁଯାୟୀ ବାଂଲାଦେଶ, ପାକିସ୍ତାନ ଓ ଆଫଗାନିସ୍ତାନରୁ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତ ଆସିଥିବା ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ଭଳି ଅଣ ମୁସଲମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରାଯିବ ।