Chandrabhaga Magha Saptami - The Sakala

ଆଜି ପବିତ୍ର ମାଘ ସପ୍ତମୀ, କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ । କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ପ୍ରବଳ ଭିଡ଼ । ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ଭୋରରୁ ଅନେକ ଭକ୍ତ ସ୍ନାନ ବି କରିସାରିଲେଣି। ମାଘ ସପ୍ତମୀ ଉପଲକ୍ଷେ, ବିଳମ୍ବିତ ରାତ୍ରିରେ କୋଣାର୍କ ଠାରେପୂଜିତ ଶ୍ରୀତ୍ରିବେଣୀଶ୍ୱର, ଶ୍ରୀ ଐଶାନେଶ୍ୱର ଏବଂ ଶ୍ରୀ ଦକ୍ଷିନେଶ୍ୱର ମହାଦେବ, ତିନୋଟି ବିମାନରେ ବିଜେ କରି ଚନ୍ଦ୍ରଭାଗା ତୀର୍ଥସ୍ଥଳରେ ପହଞ୍ଚିଥିଲେ । ପ୍ରଥମେ ଏହି ତୀର୍ଥର ପବିତ୍ର ଜଳରେ, ମହାସ୍ନାନ କରାଯାଇଥିଲା । ୩ ଠାକୁରଙ୍କ ସ୍ନାନପରେ ବୁଡ଼ ପକାଇଲେ ସାଧୁ ଓ ଶ୍ରଦ୍ଧାଳୁ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଜଳ ଅର୍ଘ୍ୟ ସହ ବୁଡ଼ ।

ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ଚନ୍ଦ୍ରଭାଗାକୁ ଆସିଛନ୍ତି ଶ୍ରଦ୍ଧାଳୁ । ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ବୁଡ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଚାରିଜଣ ଆଡିସିନାଲ ଏସ୍‌ପିଙ୍କ ସମେତ ୩୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଚଳିତ ବର୍ଷ ମାଘ ବୁଡକୁ ଶୃଙ୍ଖଳିତ କରିବାକୁ ତୀର୍ଥ ପୁଷ୍କରିଣୀ ଖନନ କରାଯାଇଥିଲା। ପୂର୍ତ୍ତ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଚତୁଃପାର୍ଶ୍ଵ ଓ ବିଭିନ୍ନ ପାର୍କିଂ ସ୍ଥାନ ମାନଙ୍କରେ ବାରିକେଟ ନିର୍ମାଣ ଓ ମେଳା ପଡିଆରେ ଦୁଇଟି ଅସ୍ଥାୟୀ ୱାଚ୍ ଟାୱାର ନିର୍ମାଣ କରାଯାଇଛି। ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ ଚତୁଃପାର୍ଶ୍ଵ, କୋଣାର୍କ ବଜାର ଆଦି ବିଭିନ୍ନ ସ୍ଥାନ ମାନଙ୍କରେ କୋଣାର୍କ ଏନଏଏସି ପକ୍ଷରୁ ବ୍ୟାପକ ଆଲୋକ ବ୍ୟବସ୍ଥା କରାଯାଇଛି।

ଆସନ୍ତାକାଲି ମାଘସପ୍ତମୀ: ଚଳଚଞ୍ଚଳ ଚନ୍ଦ୍ରଭାଗା, ବୁଡ଼ ପକାଇବା ପାଇଁ ଲାଗିଲାଣି ଲକ୍ଷାଧିକ ଭକ୍ତଙ୍କ ସମାଗମ
କୋଣାର୍କ: ମାଘସପ୍ତମୀ ପାଇଁ ଚଳଚଞ୍ଚଳ ଚନ୍ଦ୍ରଭାଗା । ପ୍ରତ୍ୟୁଷରୁ ହେବ ଚନ୍ଦ୍ରଭାଗା ବୁଡ଼ । ୩ ଠାକୁରଙ୍କ ମହାସ୍ନାନ ଓ ନୀତିକାନ୍ତି ପରେ ଚନ୍ଦ୍ରଭାଗାରେ ବୁଡ ପକାଇବେ ସାଧୁସନ୍ଥ ଓ ଭକ୍ତ । ଆାଜିଠାରୁ କୋଣାର୍କରେ ଲାଗିଲାଣି ଲକ୍ଷାଧିକ ଭକ୍ତଙ୍କ ସମାଗମ । ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ବୁଡ ପାଇଁ ପ୍ରଶାସନ ପକ୍ଷରୁ କରାଯାଇଛି ବ୍ୟାପକ ବ୍ୟବସ୍ଥା ।

ପରମ୍ପରା ଅନୁଯାୟୀ, ମାଧିପୁରର ଶ୍ରୀ ଶ୍ରୀ ତ୍ରିବେଣୀଶ୍ଵର ମହାଦେବ, ସନ୍ଥପୁରର ଶ୍ରୀ ଶ୍ରୀ ଐଶାନ୍ୟଶ୍ଵର ମହାଦେବ ଓ କୁରୁଜଙ୍ଗର ଶ୍ରୀ ଶ୍ରୀ ଦକ୍ଷିନେଶ୍ବର ମହାଦେବ ୩ ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥରେ ମହାସ୍ନାନ ଓ ନୀତିକାନ୍ତି ପରେ ସାଧୁସନ୍ଥ ଓ ଭକ୍ତ ବୁଡ ପକାଇବେ। ପୌରାଣିକ ମତାନୁସାରେ ମାଘ ସପ୍ତମୀ ଦିନ କୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶାପ ଜନିତ ରୋଗରୁ ମୁକ୍ତ ହୋଇଥିଲେ । ତେଣୁ ଶ୍ରଦ୍ଧାଳୁ ନିଜ ପରିବାରକୁ ରୋଗ ମୁକ୍ତ ରଖିବା ପାଇଁ ଏହି ତୀର୍ଥରେ ବୁଡ ପକାଇ ସୂର୍ୟ୍ୟଦୋୟ ଦର୍ଶନ କରିଥାନ୍ତି।

ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୁଡକୁ ଶୃଙ୍ଖଳିତ କରିବା ପାଇଁ ତୀର୍ଥ ପୁଷ୍କରଣୀ ଖନନ କରାଯାଇଛି । ଏଥିସହ କୋଣାର୍କ ଏନଏସି ପକ୍ଷରୁ ତୀର୍ଥ ଜଳର ବିଶୋଦ୍ଧନ ପାଇଁ ବ୍ଲିଚିଂ ମଧ୍ୟ ପକାଯାଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀର ଚତୁଃପାର୍ଶ୍ଵ ଏବଂ ପାର୍କିଂ ସ୍ଥାନରେ ବ୍ୟାରିକେଡ ନିର୍ମାଣ କରାଯାଇଛି । ପରିମଳ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ମେଳା ପଡିଆ ଓ କୋଣାର୍କ ବସ ଷ୍ଟାଣ୍ଡରେ ୧୦୦ରୁ ଊର୍ଦ୍ଧ୍ଵ ଅସ୍ଥାୟୀ ପାଇଖାନା ନିର୍ମାଣ କରାଯାଇଛି। ନିରବିଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ୩ଟି ଉଚ୍ଚ କ୍ଷମତା ସମ୍ପର୍ଣ୍ଣ ଜେନେରେଟର ବ୍ୟବସ୍ଥା କରାଯାଇଛି । ମାଘ ବୁଡ଼ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ଥିବା ବେଳେ ପୁରୀ ଜିଲ୍ଲାପାଳ ମେଳା ପଡ଼ିଆ ଓ ତୀର୍ଥ ପୁଷ୍କରଣୀର ସ୍ଥିତି ସମୀକ୍ଷା କରିଛନ୍ତି।