Plus 2 exam - The Sakala

+2 ପିଲାଙ୍କ ପାଇଁ ବଡ଼ ଖୁସି ଖବର: CHSE ଦେଲା ଶେଷ ସୁଯୋଗ, ୧୮ ଡିସେମ୍ବର ଯାଏଁ କରିପାରିବେ ଫର୍ମ ପୂରଣ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି ଅନିବାର୍ଯ୍ୟ କାରଣରୁ ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରି ନାହାନ୍ତି, ସେମାନଙ୍କୁ ପରିଷଦ ପକ୍ଷରୁ ଶେଷ ସୁଯୋଗ ପ୍ରଦାନ କରାଯାଇଛି। ଏଭଳି ଛାତ୍ରଛାତ୍ରୀମାନେ ଆସନ୍ତା ଡିସେମ୍ବର ୧୮ ତାରିଖ ସୁଦ୍ଧା ଫର୍ମ ପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।

ଫର୍ମ ପୂରଣ ତାରିଖ ବୃଦ୍ଧି ହେବା କାରଣରୁ ଆଡମିଟ କାର୍ଡ ମିଳିବା ତାରିଖରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ବଦଳରେ ଏବେ ଡିସେମ୍ବର ୧୯ ତାରିଖରେ ଆଡମିଟ କାର୍ଡ ଉପଲବ୍ଧ ହେବ। ତେବେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ପରିଷଦ ପକ୍ଷରୁ ନିୟମ କୋହଳ କରାଯାଇଛି। ବିନା ଆଡମିଟ କାର୍ଡରେ ମଧ୍ୟ ପିଲାମାନେ ଇଣ୍ଟରନାଲ ପରୀକ୍ଷା ଦେଇପାରିବେ। କେବଳ ରେଜିଷ୍ଟ୍ରେସନ ନମ୍ବର ଆଧାରରେ ଇଣ୍ଟରନାଲ ପରୀକ୍ଷା ଦେବାକୁ ଅନୁମତି ମିଳିବ। କିନ୍ତୁ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଆଡମିଟ କାର୍ଡ ବାଧ୍ୟତାମୂଳକ ରହିବ।

ରାଜ୍ୟରେ ଯୁକ୍ତ ଦୁଇ ସ୍ତରରେ ଡ୍ରପ୍ ଆଉଟ୍ ସଂଖ୍ୟା କମାଇବା ପାଇଁ CHSE ଏହି ପଦକ୍ଷେପ ନେଇଛି। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ ପରିଡା ଏବଂ ଅଧ୍ୟାପକ ଝର ମେହେର ସୂଚନା ପ୍ରଦାନ କରିଛନ୍ତି। ଯେଉଁମାନେ ବଞ୍ଚିତ ହୋଇଛନ୍ତି, ସେମାନେ ତୁରନ୍ତ ଏହି ସୁଯୋଗର ଲାଭ ଉଠାଇବାକୁ ପରାମର୍ଶ ଦିଆଯାଇଛି।

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା ।ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା କହିଛନ୍ତି।

CHSE ଯୁକ୍ତ ଦୁଇ ପରୀକ୍ଷା: ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ମୂଲ୍ୟାୟନ, ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିଲେ ମିଳିବ ଗ୍ରେସ ମାର୍କ
ଭୁବନେଶ୍ବର: CHSE ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷା ରେଗୁଲାର ଓ ଏକ୍ସ- ରେଗୁଲାର ପିଲାଙ୍କ ସିଲବସକୁ ନେଇ ପ୍ରଶ୍ନ ତିଆରି ହୋଇଥିଲା। କିନ୍ତୁ ରେଗୁଲାର ପରୀକ୍ଷାର୍ଥୀଙ୍କ ଚଏସ ଡେଫିସିଟ୍‌ ହୋଇଛି। କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲବସକୁ କଭର କରିନି। ତାହାର ପୂରା ମାର୍କ ସମସ୍ତେ ପାଇବେ।  କିନ୍ତୁ ଅନ୍ୟ ପ୍ରଶ୍ନ ଗୁଡ଼ିକରେ ଚଏସ ଡେଫିସିଟ୍‌ ହୋଇଛି। Expert କମିଟି ବହୁତ୍ ଜଲଦି ବସିବ। ମୋଟ ୧୯ ନମ୍ବର ଚଏସ୍‌ ଡେଫିସିଟ୍‌ ରହିଛି । ଯେଉଁ ପିଲା ଏସବୁ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ଗ୍ରେସ୍‌ ମାର୍କ ପାଇବେ । ଆଟେମ୍ପ୍‌ଟ ନେଇ ନ ଥିଲେ ପିଲାଙ୍କୁ ଗ୍ରେସ୍‌ ମାର୍କ ମିଳିବ ନାହିଁ । ଯେତିକି ଚଏସ ଡେଫିସିଟ୍‌ ପ୍ରଶ୍ନ ଆଟେମ୍ପ୍‌ଟ ନେଇଥିବେ ପୂରା ମାର୍କ ପାଇବେ । ଏକ୍ସ- ରେଗୁଲାର ପିଲାଙ୍କ କୌଣସି ଅସୁବିଧା ହୋଇନି। ପିଲାମାନେ ବହୁତ୍ ଭଲ କରିଛନ୍ତି। ପ୍ରଶ୍ନ ପତ୍ର ତିଆରିରେ କେଉଁଠି ତ୍ରୁଟି ରହିଛି ତାର ଯାଞ୍ଚ ନିଶ୍ଚିତ କରାଯିବ। କିନ୍ତୁ ପରୀକ୍ଷା ପ୍ରକ୍ରିୟା ସରିବା ପରେ।

ମାର୍ଚ୍ଚ ୨୨ରୁ ମୂଲ୍ୟାୟନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ମୂଲ୍ୟାୟନ ହେବ। ୨୨ ମାର୍ଚ୍ଚରୁ ଏପ୍ରିଲ ୨ ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ । ସେହିପରି ଏପ୍ରିଲ ୪ରୁ ୧୫ ମଧ୍ୟରେ ୨ୟ ପର୍ଯ୍ୟାୟ ଖାତା ମୂଲ୍ୟାୟନ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ କହିଛନ୍ତି।

ଆଜିଠୁ +୨ କଳା ଓ ବାଣିଜ୍ୟ ପରୀକ୍ଷା
ଭୁବନେଶ୍ୱର: ଆରମ୍ଭ ହୋଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌‌ଏସ୍‌‌ଇ) ପରିଚାଳିତ +୨ ପରୀକ୍ଷା। ଶୁକ୍ରବାର ପ୍ରଥମ ଦିନରେ ବିଜ୍ଞାନ ବିଭାଗ ଛାତ୍ରଛାତ୍ରୀମାନେ ମାତୃଭାଷା ବିଷୟରେ ପରୀକ୍ଷା ଦେଇଛନ୍ତି। ଏହି ବିଷୟରେ କପି କରି ସାରା ରାଜ୍ୟରୁ ସମୁଦାୟ ୧୧ ଜଣ ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସବୁଠି ସୁରୁଖୁରୁରେ ପ୍ରଥମ ଦିନ ପରୀକ୍ଷା ସରିଥିବାବେଳେ କୌଣସି ତ୍ରୁଟି ହୋଇ ନ ଥିବା ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ କହିଛନ୍ତି।

ଅନ୍ୟପଟେ, ଆଜି ଠାରୁ +୨ କଳା ଓ ବାଣିଜ୍ୟ ବିଭାଗର ପରୀକ୍ଷା ଆରମ୍ଭ ହେବ। ଉଭୟ ବିଭାଗର ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। କଳା ବିଭାଗରେ ମୋଟ୍‌‌ ୨ ଲକ୍ଷ ୩୭ ହଜାର ୭୫୦ଜଣ ଓ ବାଣିଜ୍ୟରେ ୨୬ ହଜାର ୮୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଛନ୍ତି। ପରୀକ୍ଷାରେ କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍‌‌ ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି। ଏହାସହ କଣ୍ଟ୍ରୋଲ ରୁମ୍‌‌ରୁ ସିସିଟିଭି ଲାଇଭ୍‌‌ ଷ୍ଟ୍ରିମିଂ ଦେଖି ପରିଷଦ ପକ୍ଷରୁ ପରୀକ୍ଷା ନିରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ କୌଣସି ତ୍ରୁଟି ନ ହେବା ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଥିବା ପରୀକ୍ଷା ନିୟନ୍ତ୍ରକ ପ୍ରକାଶ କରିଛନ୍ତି।