Recruitment 2024 - The Sakala

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ ପୂରଣ ହେବ ୮୦୦ରୁ ଅଧିକ ଅଫିସର ପଦବୀ, UPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରେ ଅଫିସର ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସ ଖବର। ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁାଯାୟୀ, ସ୍ୱାସ୍ଥ୍ୟ ବିଭାଗରେ ବିଭିନ୍ନ ଅଫିସର ପଦବୀ ପୂରଣ ହେବ। ବର୍ତ୍ତମାନ ଅନଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ UPSC ର ଅଫିସିଆଲ୍ ୱେବସାଇଟ upsc.gov.in କୁ ଯାଇ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ UPSC Recruitment apply for 827 officer posts Notification ଉପରେ କ୍ଲିକ୍ କରି ଦେଖିପାରିବେ।

ଏହି ନିଯୁକ୍ତି ମାଧ୍ୟମରେ ମେଡିକାଲ ଅଫିସର୍‌, ଆସିଷ୍ଟାଣ୍ଟ ଡିଭିଜନାଲ୍‌ ମେଡିକାଲ ଅଫିସର, ଜେନେରାଲ ଡ୍ୟୁଟି ମେଡିକାଲ୍‌ ଅଫିସର ଏବଂ ଜେନେରାଲ ଡ୍ୟୁଟି ମେଡିକାଲ ଅଫିସର ଗ୍ରେଡ୍‌ ୨ ପଦବୀ ପୂରଣ ହେବ। ଏଥିପାଇଁ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏହି ପଦବୀ ପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୮୦୦ରୁ ଅଧିକ ପଦବୀ ପୂରଣ ହେବ।

ଅନ୍‌ଲାଇନ୍ ଆବେଦନ ଆରମ୍ଭ ୧୦ ଏପ୍ରିଲ୍ ୨୦୨୪ ରହିଥିବା ବେଳେ ଅନ୍‌ଲାଇନ୍ ଆବେଦନର ଶେଷ ତାରିଖ ୩୦ ଏପ୍ରିଲ୍ ୨୦୨୪ ରହିଛି। ସର୍ବାଧିକ ବୟସ ସୀମା ୩୨ ବର୍ଷ ରହିଥିବାବେଳେ  SC/ ST/ PwBD ବର୍ଗ ପାଇଁ ବୟସରେ କୋହଳ ଅଛି ।

ଆବେଦନ ଶୁଳ୍କ:

ସାଧାରଣ ବର୍ଗ/OBC ପ୍ରାର୍ଥୀ – ୨୦୦ ଟଙ୍କା

SC/ST– ଦେୟମୁକ୍ତ

ଶିକ୍ଷାଗତ ଯୋଗ୍ୟତା:

ପ୍ରାର୍ଥୀ ଯେକୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ଅନୁଷ୍ଠାନରୁ M.B.B.S ଡିଗ୍ରୀ ହାସଲ କରିବା ଉଚିତ

ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ, ଦଶମ ପାସ୍ କରିଥିଲେ କରିପାରିବେ ଆବେଦନ
ଭୁବନେଶ୍ବର: ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ଓଡ଼ିଶା ପୋଲିସ୍ ବିଭାଗ(OPD) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାର୍ଥୀମାନେ OPDର ଅଫିସିଆଲ୍ ୱେବ୍‌ସାଇଟ୍ https://odishapolice.gov.in/କୁ ଯାଇ ଦେଖିପାରିବେ । ଏହି ନିଯୁକ୍ତି ପ୍ରକ୍ରିୟାରେ ତିନି ହଜାରରୁ ଅଧିକ ପଦବୀ ପୂରଣ ହେବ।

ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ SI, କନଷ୍ଟେବଲ୍ ବାଟାଲିଅନ୍, ସିପାହୀ, SI ସଶସ୍ତ୍ର, ଡ୍ରାଇଭର MT, ଜୁନିଅର କ୍ଲର୍କ, କନଷ୍ଟେବଲ୍ ଯୋଗାଯୋଗ ଆଦି ପଦବୀ ପୂରଣ ହେବ। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍ ମାଧ୍ୟମରେ ହେଉଥିବା ବେଳେ ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ପ୍ରାର୍ଥୀ କେନ୍ଦ୍ର ସରକାର ଅଧିନରେ ଏହି ଚାକିରି କରିବେ। ଦଶମ ପାଶ୍ ପ୍ରାର୍ଥୀ ମଧ୍ୟ ଆବେଦନ କରିପାରିବେ।

SI ପୁଲିସ ପାଇଁ  ୭୦୪ଟି ପୋଷ୍ଟ୍‌ ଖାଲି ପଦବୀ ରହିଥିବା ବେଳେ ସଶସ୍ତ୍ର SI ପାଇଁ ୯୫ଟି ପୋଷ୍ଟ୍‌ । ସିପାହୀ / କନଷ୍ଟେବଲ୍ ବାଟାଲିଅନ୍ – ୧୫୧୩ଟି ପୋଷ୍ଟ୍‌ । ଡ୍ରାଇଭର MT – ୪୦୫ଟି ପୋଷ୍ଟ୍‌। ଜୁନିଅର କ୍ଲର୍କ– ୧୭୭ଟି ପୋଷ୍ଟ୍‌ ।  କନଷ୍ଟେବଲ୍ ଯୋଗାଯୋଗ – ୩୦୦ଟି ପୋଷ୍ଟ୍‌ ରହିଥିବାବେଳେ  ମୋଟ ପଦବୀ ସଂଖ୍ୟା ୩୦୯୯ଟି ପୋଷ୍ଟ୍‌ ରହିଛି।

ପୋଲିସର SI / ସଶସ୍ତ୍ର SI ଯେକୌସି ବିଷୟରେ ସ୍ନାତକ କରିଥିବା ଆବଶ୍ୟକ ।  ସିପାହୀ / କନଷ୍ଟେବଲ୍ ବାଟାଲିଅନ୍ ପାଇଁ ଦଶମ ପାଶ୍‌ ଶିକ୍ଷାଗତ ଯୋଗ୍ୟତା ରହିଛି।  ଡ୍ରାଇଭର MT – ଦଶମ ପାଶ ସହିତ ଡ୍ରାଇଭିଂ ଲାଇସେନ୍ସର ଆବଶ୍ୟକତା ରହିଛି। ଜୁନିଅର କ୍ଲର୍କ ପାଇଁ ଯେକୌସି ବିଷୟରେ ସ୍ନାତକ କରିଥିବା ଆବଶ୍ୟକ।  କନଷ୍ଟେବଲ୍ କମ୍ୟୁନିକେସନ ( ଯୋଗାଯୋଗ ) – ପଦାର୍ଥ ବିଜ୍ଞାନ / ରସାୟନ ବିଜ୍ଞାନ ଏବଂ ଗଣିତ ସହିତ +2 ପାଶ୍ କରିଥିବା ଆବ୍ୟକ।