Salary Hike - The Sakala

୮ମ ବେତନ ଆୟୋଗ ଅପଡେଟ୍: କେବେଠୁ ବଢ଼ିବ ଦରମା? ଜାଣନ୍ତୁ ସରକାରଙ୍କ ନୂଆ ଘୋଷଣା
କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗ (8th Pay Commission) କୁ ନେଇ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ନିକଟରେ ସଂସଦରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସ୍ପଷ୍ଟ କରିଛନ୍ତି ଯେ, ସରକାର ୩ ନଭେମ୍ବର ୨୦୨୫ ରେ ଆନୁଷ୍ଠାନିକ ଭାବେ ୮ମ କେନ୍ଦ୍ରୀୟ ବେତନ ଆୟୋଗ ଗଠନ କରିଛନ୍ତି। କର୍ମଚାରୀଙ୍କ ଦରମା, ଭତ୍ତା ଏବଂ ପେନସନ ଉପରେ ସୁପାରିଶ ରିପୋର୍ଟ ପ୍ରଦାନ କରିବା ପାଇଁ ଆୟୋଗଙ୍କୁ ୧୮ ମାସ ସମୟ ଦିଆଯାଇଛି।

କେବେଠାରୁ ବୃଦ୍ଧି ପାଇବ ଦରମା?

ଦରମା ବୃଦ୍ଧିକୁ ନେଇ କୁହାଯାଇଛି ଯେ, ୮ମ ବେତନ ଆୟୋଗ ଲାଗୁ ହେବାରେ ବିଳମ୍ବ ହେଲେ ମଧ୍ୟ ଏହାକୁ ୧ ଜାନୁଆରୀ ୨୦୨୬ ରୁ ହିଁ ପ୍ରଭାବୀ ବୋଲି ଧରାଯିବ। ତେବେ କର୍ମଚାରୀଙ୍କ ହାତକୁ ବର୍ଦ୍ଧିତ ଦରମା ଆସିବାରେ କିଛି ସମୟ ଲାଗିପାରେ। ଜେନଜେଡସିଏଫଓ (GenZCFO) ର ପ୍ରତିଷ୍ଠାତା ସିଏ ମନୀଷ ମିଶ୍ର ଏହି ସମ୍ଭାବ୍ୟ ବିଳମ୍ବର କାରଣ ସ୍ପଷ୍ଟ କରି କହିଛନ୍ତି ଯେ, କାଗଜପତ୍ରରେ ଏହା ଜାନୁଆରୀ ୧ରୁ ଲାଗୁ ହେବାକୁ ଥିଲେ ବି, ବାସ୍ତବରେ ବର୍ଦ୍ଧିତ ଦରମା କର୍ମଚାରୀଙ୍କ ବ୍ୟାଙ୍କ ଖାତାରେ ୨୦୨୬ ଶେଷ ଆଡ଼କୁ ଅଥବା ୨୦୨୬-୨୭ ଆର୍ଥିକ ବର୍ଷ ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି। ପୂର୍ବ ବେତନ ଆୟୋଗଗୁଡ଼ିକ ସମୟରେ ମଧ୍ୟ ସମାନ ଧରଣର ବିଳମ୍ବ ଦେଖିବାକୁ ମିଳିଥିଲା।

ମିଳିବ ବକେୟା (Arrears) ରାଶି

କର୍ମଚାରୀମାନଙ୍କୁ ୮ମ ବେତନ ଆୟୋଗ ଅଧୀନରେ ବକେୟା ଅର୍ଥ ପ୍ରଦାନ କରାଯିବାର ପୂର୍ଣ୍ଣ ସମ୍ଭାବନା ରହିଛି। ସଂଶୋଧିତ ବେତନ ପ୍ରଦାନରେ ଯେତେ ବିଳମ୍ବ ହେଲେ ମଧ୍ୟ ଏହାର ହିସାବ ୧ ଜାନୁଆରୀ ୨୦୨୬ ରୁ ହିଁ କରାଯିବ। କାରଣ ଏହି ଦିନ ହିଁ ୭ମ ବେତନ ଆୟୋଗ ର କାର୍ଯ୍ୟକାଳ ଶେଷ ହେଉଛି। ତେଣୁ କର୍ମଚାରୀମାନେ ନିଜର ପ୍ରାପ୍ୟ ବକେୟା ରାଶି ନିଶ୍ଚିତ ଭାବରେ ପାଇବେ।

ମତାମତ (Feedback) ଦେବାର ଶେଷ ତାରିଖ

ସୂଚନାଯୋଗ୍ୟ ଯେ, ୮ମ ବେତନ ଆୟୋଗ କେବଳ ନିଜ ଆଡ଼ୁ କାର୍ଯ୍ୟ ନକରି ବିଭିନ୍ନ ବର୍ଗରୁ ସକ୍ରିୟ ଭାବେ ପରାମର୍ଶ ଗ୍ରହଣ କରୁଛନ୍ତି। ଏଥିପାଇଁ ମାଇଁଗଭ୍ (MyGov) ପୋର୍ଟାଲରେ ଏକ ୧୮-ସୂତ୍ରୀ ପ୍ରଶ୍ନାବଳୀ ଅପଲୋଡ୍ କରାଯାଇଛି। ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ, ରାଜ୍ୟ ସରକାର, କର୍ମଚାରୀ, ପେନସନଭୋଗୀ, ୟୁନିୟନ, ଶିକ୍ଷାବିତ୍ ଏବଂ ସାଧାରଣ ଜନତାଙ୍କଠାରୁ ମଧ୍ୟ ମତାମତ ଲୋଡ଼ାଯାଇଛି। ଏହି ଫିଡବ୍ୟାକ୍ ଦେବାର ଶେଷ ତାରିଖ ୩୧ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ଏବଂ ଏହା କେବଳ ଅନଲାଇନ୍ ମାଧ୍ୟମରେ ହିଁ ଗ୍ରହଣ କରାଯିବ।

ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା, ବରିଷ୍ଠତା ଭିତ୍ତିରେ ୨୦ହଜାରରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ବର: ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା । ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାରରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି । ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହେବା ବେଳେ, ସର୍ବାଧିକ ଦରମା ୯୧,୪୬୭ ଟଙ୍କା ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୫ ବର୍ଷରୁ କମ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି। ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି। ସେହିପରି ୫ରୁ ୧୦ ବର୍ଷ  ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧିପାଇଁ ୭୪,୪୬୭ ଟଙ୍କାରେ ପହଞ୍ଚିଛି।  ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧିପାଇ ୮୦,୪୬୭ ହୋଇଥିବ ବେଳେ, ୧୫ ବର୍ଷରୁ ଉର୍ଦ୍ଧ୍ବସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର ନିୟୋଜିତ ଅଛନ୍ତି ଏବଂ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାର ବର୍ଷକୁ ପ୍ରାୟ ୧ କୋଟି ଟଙ୍କା ଅଧିକ ବ୍ୟୟ କରିବେ।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

୨୦୨୬ରୁ ଅଷ୍ଟମ ବେତନ ଆୟୋଗଙ୍କ ସୁପାରିସ ଲାଗୁ, ପୁରୁଣା ପେନ୍‌ସନ୍‌ ସ୍କିମ୍‌ କାର୍ଯ୍ୟକାରୀ କରିବାକୁ କର୍ମଚାରୀଙ୍କ ଦାବି
ନୂଆଦିଲ୍ଲୀ: ୨୦୨୬ ଜାନୁଆରୀ ପହିଲାରୁ ଦେଶରେ ଲାଗୁ ହେବ ୮ମ ବେତନ ଆୟୋଗଙ୍କ ସୁପାରିସ। କେନ୍ଦ୍ର ସରକାର ୨୦୨୫ ଜାନୁଆରୀ ୧୬ରେ ବେତନ ଆୟୋଗ ଗଠନକୁ ମଞ୍ଜୁରୀ ଦେଇଥିଲେ। ଆୟୋଗ ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦରମା ଏବଂ ଅନ୍ୟାନ୍ୟ ସୁବିଧାଗୁଡିକର ସମୀକ୍ଷା କରିବେ।

୮ମ ବେତନ ଆୟୋଗଙ୍କ ସୁପାରିସ କାର୍ଯ୍ୟକାରୀ ହେଲେ ପ୍ରତିରକ୍ଷା କର୍ମଚାରୀଙ୍କ ସମେତ ଦେଶର୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପ୍ରାୟ ୬୫ ଲକ୍ଷ ପେନସନଭୋଗୀ ଦରମା, ପେନସନ ଏବଂ ଭତ୍ତା ସଂଶୋଧନରୁ ଉପକୃତ ହେବେ। ଆଶା କରାଯାଉଛି ଯେ ୮ମ ବେତନ ଆୟୋଗଙ୍କ ସୁପାରିସ ଲାଗୁ ହେବା ପରେ ଲେବଲ-୧ କେନ୍ଦ୍ରୀୟ କର୍ମଚାରୀଙ୍କ ମୂଳ ଦରମା ୧୮,୦୦୦ ଟଙ୍କାରୁ ୫୧,୦୦୦ ଟଙ୍କାକୁ ବୃଦ୍ଧି ପାଇପାରେ। ଆୟୋଗ ୨.୮୬ ପର୍ଯ୍ୟନ୍ତ ଫିଟମେଣ୍ଟ ଫ୍ୟାକ୍ଟର ଲାଗୁ କରିପାରିବେ। ଏହା ଦରମା ବୃଦ୍ଧିର କାରଣ। ସେହିପରି, ଅନ୍ୟ ସ୍ତରର କର୍ମଚାରୀଙ୍କ ଦରମା ମଧ୍ୟ ଫିଟମେଣ୍ଟ ଫ୍ୟାକ୍ଟର ଆଧାରରେ ବୃଦ୍ଧି ପାଇବ। କର୍ମଚାରୀଙ୍କ ସ୍ତର ମିଶ୍ରଣ କରିବାକୁ ସରକାରଙ୍କୁ ପରାମର୍ଶ ଦିଆଯାଇଥିଲା।

ହେଲେ ୮ମ ବେତନ ଆୟୋଗଙ୍କ ସୁପାରିସକୁ ନେଇ ସରକାରୀ କର୍ମଚାରୀମାନେ ସେତେଟା ଖୁସିନାହାନ୍ତି। ସେମାନେ ପୁରୁଣା ପେନ୍‌ସନ୍‌ ସ୍କିମ୍‌ (ଓପିଏସ୍‌) କାର୍ଯ୍ୟକାରୀ କରିବାକୁ ଦାବି କରିଛନ୍ତି। ଏଥିରେ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍‌ସନ୍‌ ଯୋଜନା ପୁନଃସଂସ୍ଥାପିତ କରିବା ଏବଂ ସ୍ୱାସ୍ଥ୍ୟ-ଶିକ୍ଷା ସମ୍ବନ୍ଧୀୟ ସୁବିଧା ବୃଦ୍ଧି କରିବା ଭଳି ଦାବି ଅନ୍ତର୍ଭୁକ୍ତ। କର୍ମଚାରୀଙ୍କ ପ୍ରତିନିଧିମାନେ ୨୦୦୪ ପରେ ଚାକିରି ଆରମ୍ଭ କରିଥିବା ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍‌ସନ୍‌ ଯୋଜନା ପୁନଃ କାର୍ଯ୍ୟକାରୀ କରିବାକୁ ଦାବି କରିଛନ୍ତି। ଦୀର୍ଘ ସମୟ ଧରି କର୍ମଚାରୀଙ୍କ ପାଇଁ ଏହା ଏକ ପ୍ରମୁଖ ଚିନ୍ତାର ବିଷୟ ରହିଆସିଛି। ଏହାବ୍ୟତୀତ, କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ କ୍ୟାସ୍‌ଲେସ୍‌ ବା ନଗଦବିହୀନ ଚିକିତ୍ସା ସୁବିଧା କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ଏକ ପ୍ରସ୍ତାବ ଦିଆଯାଇଛି, ଯାହା କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ପାଇବା ଆହୁରି ସହଜ କରିବ ଏବଂ ପ୍ରଶାସନିକ ସମସ୍ୟା ହ୍ରାସ କରିବ। ପ୍ରତିନିଧିମାନେ କର୍ମଚାରୀଙ୍କ ପିଲାମାନଙ୍କ ଶିକ୍ଷା ପାଇଁ ଶିଶୁ ଶିକ୍ଷା ଭତ୍ତା ମଧ୍ୟ ଦାବି କରିଛନ୍ତି। ଉଚ୍ଚଶିକ୍ଷାର ବର୍ଦ୍ଧିତ ମୂଲ୍ୟକୁ ଦୃଷ୍ଟିରେ ରଖି କର୍ମଚାରୀମାନେ ଏହାଦ୍ବାରା ଆର୍ଥିକ ଆଶ୍ୱସ୍ତି ପାଇପାରିବେ ବୋଲି ଏକ ପ୍ରସ୍ତାବ ଦେଇଛନ୍ତି।

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି, ଜାନୁଆରୀ ପହିଲାରୁ ପିଛିଲା ଭାବରେ ହେବ ଲାଗୁ
ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି
ଭୁବନେଶ୍ବର: ସେବା ପ୍ରଦାନକାରୀ ଏଜେନ୍ସି ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି।  ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ  ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ, ଏହି ଆଉଟସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. ଆଉଟସୋର୍ସିଂ କର୍ମଚାରୀ ଓ ସେବା ପ୍ରଦାନକାରୀ ଏଜେନ୍ସି ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ  ଏକହଜାର  ଟଙ୍କା  ମିଳିବ.

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ ।

୬. ଆଉଟସୋର୍ସିଂ କର୍ମଚାରୀ ତଥା ସେବା ପ୍ରଦାନକାରୀ ଏଜେନ୍ସିଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ ସଫ୍ଟୱେର୍ ଆପ୍ଲିକେସନ ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ ।

୮. ଯେଉଁ ଆଉଟସୋର୍ସିଂ କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସେବା ପ୍ରଦାନକାରୀ ଏଜେନ୍ସି  ମାନଙ୍କ ସହିତ ସପ୍ଲିମେଣ୍ଟାରୀ ଚୁକ୍ତି କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର:ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ  ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ  ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।