108th birth anniversary of legendary Biju Patnaik - The Sakala

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଆଜି କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବସେବା ବିଭାଗ ମାନ୍ୟବର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ବିଜୁ ପଟ୍ଟନାୟକଙ୍କ ଫୋଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ ସହ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ବିଭାଗ ପକ୍ଷରୁ ଷ୍ଟାଡିୟମ ପରିସରରେ ଏକ ଗଣଦୌଡ଼ର ଆୟୋଜନ ହୋଇଥିଲା । ମନ୍ତ୍ରୀ ଶ୍ରୀ ବେହେରା ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏଥିରେ କ୍ରୀଡ଼ା ହଷ୍ଟେଲ, ଆଥଲେଟିକ୍ସ, ଫୁଟବଲ, ହକି, ସୁଇମିଂ, ଜିମନାଷ୍ଟିକ୍ସ ଓ ସ୍କେଟିଂ ଆଦି ବିଭିନ୍ନ କ୍ରୀଡ଼ା ବର୍ଗର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ଏଥିସହିତ ବିଜୁ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ଚିତ୍ରକଳା, ଏକକ ସଂଗୀତ ଏବଂ ରଙ୍ଗୋଲି ଆଦି ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମନ୍ତ୍ରୀ ଶ୍ରୀ ବେହେରା ପୁରସ୍କୃତ କରିଥିଲେ।

ସେହିପରି ମାନ୍ୟବର ମନ୍ତ୍ରୀ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଆଜି ନିୟମିତ ଯୋଗ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି।  ନିଜେ ଯୋଗ କରିବା ସହ ସମସ୍ତେ ଯୋଗକୁ ନିଜ ଜୀବନରେ ସାମିଲ କରି ସୁସ୍ଥ ରହିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଫିଟନେସ ପାଇଁ ଯୋଗ ଓ ପ୍ରାଣାୟାମର ଯଥେଷ୍ଟ ଭୂମିକା ଥିବାରୁ ଏହାକୁ ଦୃଷ୍ଟିରେ ରଖି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସବୁ ବର୍ଗଙ୍କ ପାଇଁ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ନିୟମିତ ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଏହି ଅବସରରେ ଷ୍ଟାଡ଼ିୟମ ପରିସରରେ ଏକ ଏଟିଏମ କାଉଣ୍ଟରର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଜିର କାର୍ଯ୍ୟକ୍ରମରେ ହକି ପ୍ରମୋସନ କାଉନସିଲ ସିଇଓ ତଥା ନିର୍ଦେଶକ ଦିପଙ୍କର ମହାପାତ୍ର, ଅତିରିକ୍ତ ଶାସନ ସଚିବ ଦିଲ୍ଲୀପ କୁମାର ଜେନା, ଯୁଗ୍ମ ଶାସନ ସଚିବ ବିଜୟାନନ୍ଦ ନାୟକ, ଶୈଳେନ୍ଦ୍ର କୁମାର ଜେନା ଓ ରଞ୍ଜିତ ପରିଡାଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ଓ ପ୍ରୋଗ୍ରାମ ଅଧିକାରୀ ନିବେଦିତା ଆଚାର୍ଯ୍ୟ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ  ‘ଏକ୍ସ’ରେ  ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our nation and his unwavering commitment to development are exemplary.

Today, on this special day, I look…

— Narendra Modi (@narendramodi) March 5, 2024

ମୋଦୀ କହିଛନ୍ତି ଯେ, କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ଅଦମ୍ୟ ସାହସ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଛି । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପ୍ରତି ତାଙ୍କର ଅତୁଟ ପ୍ରତିବଦ୍ଧତା ଉଦାହରଣୀୟ । ଆଜି ଏହି ସ୍ୱତନ୍ତ୍ର ଦିନରେ ମୁଁ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ଓଡ଼ିଶାବାସୀଙ୍କ ମଧ୍ୟରେ ଉପସ୍ଥିତ ରହିବି । ଏହା ସହ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବି ବୋଲି ଲେଖିଛନ୍ତି ମୋଦୀ ।

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।