Lok Sabha Election 2024 - The Sakala
ଲୋକସଭା ନିର୍ବାଚନ: ଷଷ୍ଠ ପର୍ଯ୍ୟାୟରେ ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ମତଦାନ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ୫ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ ସାରିଲାଣି। ଷଷ୍ଠ ପର୍ଯ୍ୟାୟ ପାଇଁ ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୫୮ଟି ସଂସଦୀୟ କ୍ଷେତ୍ରରେ  ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ କୃଷ୍ଣପାଲ୍ ସିଂହ ଗୁଜ୍ଜର, ରାଓ ଇନ୍ଦ୍ରଜିତ ସିଂହଙ୍କ ସମେତ ତିନି କେନ୍ଦ୍ରମନ୍ତ୍ରୀ ଏବଂ ମେହବୁବା ମୁଫତି, ମନୋହର ଲାଲ ଖଟରଙ୍କ ସହିତ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ମୈଦାନକୁ ଓହ୍ଲାଇଛନ୍ତି।
ଏମାନଙ୍କ ବ୍ୟତୀତ ମନୋଜ ତିୱାରୀ, ନବୀନ ଜିନ୍ଦଲ, ମେନକା ଗାନ୍ଧୀ, ବାଂଶୁରୀ ସ୍ବରାଜ, ରାଜ ବବ୍ବର, କଲକାତା ହାଇକୋର୍ଟର ପୂର୍ବତନ ବିଚାରପତି ଅଭିଜିତ ଗଙ୍ଗୋପାଧ୍ୟାୟ ପ୍ରମୁଖ ପ୍ରାର୍ଥୀ ହୋଇଛନ୍ତି। ଏହି ପର୍ଯ୍ୟାୟରେ ୯୨ ମହିଳା ପ୍ରାର୍ଥୀଙ୍କୁ ମିଶାଇ ମୋଟ ୮୮୯ ଜଣ ପ୍ରାର୍ଥୀ ଅଛନ୍ତି। ଏମାନଙ୍କ ମଧ୍ୟରେ ବିଜେପିର ୫୧, କଂଗ୍ରେସର ୨୫, ଏସ୍‌ପିର ୧୨, ଟିଏମ୍‌ସିର ୯, ବିଜେଡିର ୬, ଆପ୍‌ର ୫ ଏବଂ ଆରଜେଡିର ୬ ଜଣ ପ୍ରାର୍ଥୀ ସାମିଲ ଅଛନ୍ତି।
୨୦୨୪ ଲୋକସଭା ନିର୍ବାଚନ: ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ମତଦାନ, ୧୦୨ ଆସନ ପାଇଁ ହେଉଛି ଭୋଟ
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଆଜି ୧୦୨ ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୨୧ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୧୦୨ଟି ଆସନ ପାଇଁ ମତଦାନ ହେଉଛି। ତାମିଲନାଡୁର ସମସ୍ତ ୩୯ଟି ଆସନ ପାଇଁ ଏହି ପର୍ଯ୍ୟାୟରେ ମତଦାନ ହେଉଥିବା ବେଳେ ଉତ୍ତରାଖଣ୍ଡ ୫, ଅରୁଣାଚଳ ପ୍ରଦେଶ ୨,ମେଘାଳୟ ୧, ନାଗାଲାଣ୍ଡ ୧, ପୁଡ଼ୁଚେରୀ ୧, ସିକ୍କିମ୍‌ ୧, ଲାକ୍ଷାଦ୍ବୀପ ୧, ରାଜସ୍ଥାନ ୧୨, ଉତ୍ତରପ୍ରଦେଶ ୮, ମଧ୍ୟପ୍ରଦେଶ ୬, ମହାରାଷ୍ଟ୍ର ଏବଂ ଆସାମରେ ପ୍ରତ୍ୟେକ ୫,ବିହାର ୪, ପଶ୍ଚିମବଙ୍ଗ ୩ , ମଣିପୁର ୨ ଏବଂ ତ୍ରିପୁରା, ଜମ୍ମୁ-କାଶ୍ମୀର ଓ ଛତିଶଗଡ଼ରେ ଗୋଟିଏ ଲେଖାଏଁ ଆସନରେ ମତଦାନ ହେଉଛି।
ତେବେ ଏହିସବୁ ରାଜ୍ୟମାନଙ୍କ ମଧ୍ୟରୁ ତାମିଲନାଡୁ, ମହାରାଷ୍ଟ୍ର, ରାଜସ୍ଥାନ, ବିହାର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ଉତ୍ତରାଖଣ୍ଡ ଆଦି ରାଜ୍ୟର ଆସନ ଉଭୟ ଏନଡିଏ ଓ ଇଣ୍ଡିଆ ମେଣ୍ଟ ପାଇଁ ଗୁରୁତ୍ବପୂର୍ଣ୍ଣ ରହିଛି। ଏହିସବୁ ରାଜ୍ୟରେ ଯେଭଳି ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହେବ ସେଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବହୁ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଅନ୍ୟ କିଛି ଦଳର ପ୍ରମୁଖ ନେତାଙ୍କ ଭାଗ୍ୟ ଇଭିଏମରେ କଏଦ ହେବ। କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ଭୂପେନ୍ଦ୍ର ଯାଦବ, ତାମିଲନାଡ଼ୁ ବିଜେପି ମୁଖ୍ୟ କେ ଆନ୍ନାମଲାଇ, ପୂର୍ବତନ ତେଲଙ୍ଗାନା ରାଜ୍ୟପାଳ ତାମିଲସାଇ ସୁନ୍ଦରରାଜନ, ନକୁଲ ନାଥ, ସର୍ବାନନ୍ଦ ସୋନୱାଲ, ଜିତିନ ପ୍ରସାଦ ଏବଂ ଗୌରବ ଗୋଗୋଇଙ୍କ ଭଳି ବହୁ ନେତାଙ୍କ ଭାଗ୍ୟ ଇଭିଏମରେ ନିର୍ଦ୍ଧାରଣ ହେବ। ଏହି ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ଭୋଟରଙ୍କ ଆଗ୍ରହ ଏବଂ ନିର୍ବାଚନର ଗତି କିଭଳି ରହିବ ତାହା ସବୁ ଦଳ ପାଇଁ ଆକଳନ କରିବା ସହଜ ହେବ ବୋଲି କୁହାଯାଉଛି। ଏହି ପର୍ଯ୍ୟାୟରେ ସିକ୍କିମ୍‌ ଓ ଅରୁଣାଚଳ ପ୍ରଦେଶର ବିଧାନସଭା ଆସନ ପାଇଁ ମଧ୍ୟ ମତଦାନ ହେଉଛି।
ନୂଆଦିଲ୍ଲୀ: କଂଗ୍ରେସ ଜାରି କଲା ନିର୍ବାଚନୀ ଇସ୍ତାହାର। ଲୋକସଭା ନିର୍ବାଚନ ପାଇଁ ଶୁକ୍ରବାର ଦିନ ଘୋଷଣା ପତ୍ର ଜାରି କରିଛି କଂଗ୍ରେସ। ନ୍ୟାୟ ପତ୍ର ନାଁରେ ଘୋଷଣା ପତ୍ର ଜାରି କରାଯାଇଛି। କଂଗ୍ରେସ ଏହାର ମନିଫେଷ୍ଟୋରେ ଅନେକ ପ୍ରକାରର ଗ୍ୟାରେଣ୍ଟି ଅନ୍ତର୍ଭୁକ୍ତ କରିଛି। ୫ ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ରହିଛି ଏହି ନିର୍ବାଚନୀ ଇସ୍ତାହାରରେ।
ଇସ୍ତାହାରରେ ପାଞ୍ଚଟି ନ୍ୟାୟ ଉପରେ ଗୁରୁତ୍ବ ଦିଆଯାଇଛି । ସେଗୁଡିକ ହେଲା ଯୁବ ନ୍ୟାୟ, ନାରୀ ନ୍ୟାୟ, କିଷାନ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଭାଗୀଦାରୀ ନ୍ୟାୟ । ନୂଆଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ସାଧାରଣ ସମ୍ପାଦକ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ସମୟରେ କଂଗ୍ରେସ ନେତା ପି ଚିଦାମ୍ବରମ୍ ମଧ୍ୟ ଉପସ୍ଥିତ ଥିଲେ। ଯୁବକଙ୍କୁ ଚାକିରି ଗ୍ୟାରେଣ୍ଟି ଓ ଗରିବ ମହିଳାଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ଭଳି ଗ୍ୟାରେଣ୍ଟି ଦେଇଛି କଂଗ୍ରେସ। କୃଷକଙ୍କ ଋଣ ଛାଡ଼ କରାଯିବା ସହ ରୋଜଗାର ଓ ଟ୍ୟାକ୍ସ ସୁଧାର ଉପରେ ଗୁରୁତ୍ବ ଦିଆଯାଇଛି।
ଜାତି ଜନଗଣନା ପ୍ରତିଶ୍ରୁତି, ଓପିଏସ ପ୍ରତିଶ୍ରୁତି, ୩୦ ଲକ୍ଷ ସରକାରୀ ଚାକିରି, ଗରିବ ମହିଳାଙ୍କୁ ଲକ୍ଷେ ଟଙ୍କା ସହ ୪୫୦ ଟଙ୍କାରେ ରୋଷେଇ ସିଲିଣ୍ଡର ଯୋଗାଇ ଦେବାକୁ ଗ୍ୟାରେଣ୍ଟି ଦେଇଛି କଂଗ୍ରେସ । ଚାକିରିରେ ୫୦ ପ୍ରତିଶତ ମହିଳା ସଂରକ୍ଷଣ ପାଇଁ ମଧ୍ୟ ଘୋଷଣା କରାଯାଇଛି। ଏହା ସହିତ କୃଷକମାନଙ୍କ ପାଇଁ ସ୍ୱାମୀନାଥନ ଫର୍ମୁଲା ସହିତ ଏମଏସପି ର ଆଇନଗତ ଗ୍ୟାରେଣ୍ଟି, ଶ୍ରମିକମାନଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟସେବା ଗ୍ୟାରେଣ୍ଟି, ମାଗଣା ଚିକିତ୍ସା, ହସ୍ପିଟାଲ, ଡାକ୍ତର, ଔଷଧ, ଅସ୍ତ୍ରୋପଚାର ପାଇଁ ଗ୍ୟାରେଣ୍ଟି ଘୋଷଣା କରାଯାଇଛି। ଆହୁରି ମଧ୍ୟ ଯେଉଁମାନଙ୍କର ଜମି ନାହିଁ ସେମାନଙ୍କୁ ଜମି ଦେବା ପାଇଁ ମଧ୍ୟ ପ୍ରତିଶୃତି ଦିଆଯାଇଛି।
ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ
ନୂଆଦିଲ୍ଲୀ: ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା ହେବ। ଆସନ୍ତାକାଲି ଅପରାହ୍ଣ ୩ଟାରେ ଏନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ରଖିବେ ଇସିଆଇ।  ଯେଉଁଥିରେ ଲୋକସଭା ନିର୍ବାଚନ ୨୦୨୪  କେତେ ପର୍ଯ୍ୟାୟରେ ଏବଂ କେତେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରାଯିବ।  ଏ ନେଇ ନର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।
Press Conference by Election Commission to announce schedule for #GeneralElections2024 & some State Assemblies will be held at 3 pm tomorrow ie Saturday, 16th March. It will livestreamed on social media platforms of the ECI pic.twitter.com/1vlWZsLRzt
— Spokesperson ECI (@SpokespersonECI) March 15, 2024
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସାତୋଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବାର ସମ୍ଭାବନା ରହିଛି। ସେହିପରି ଓଡ଼ିଶା, ସିକ୍କିମ, ଅରୁଣାଚଳ ପ୍ରଦେଶ ଏବଂ ଆନ୍ଧ୍ରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ ।
ବର୍ତ୍ତମାନର ଲୋକସଭାର କାର୍ଯ୍ୟକାଳ ଜୁନ୍ ୧୬ରେ ଶେଷ ହେବ।  ଗତ ଥର ମାର୍ଚ୍ଚ ୧୦ରେ ଲୋକସଭା ନିର୍ବାଚନ ଘୋଷଣା କରାଯାଇଥିଲା ଏବଂ ଏପ୍ରିଲ ୧୧ରୁ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।