General Election 2024 - The Sakala
ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ଭୋଟିଂ
ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧ ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ହୋଇଛି।
ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ ୧ ଟା ସୁଦ୍ଧା ଓଡ଼ିଶାରେ ୩୭.୬୪ % ମତଦାନ ହୋଇଛି। ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୪୦.୭୧ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୩୬.୬୪ ପ୍ରତିଶତ, ଜଗତସିଂହପୁର ୩୮.୮୨ ପ୍ରତିଶତ, ଯାଜପୁର ୩୩.୯୬ ପ୍ରତିଶତ, କେନ୍ଦ୍ରାପଡା ୩୫.୮୪ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୪୦.୦୯ ପ୍ରତିଶତ ଭୋଟିଂ ହୋଇଛି।
ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ଭୋଟିଂ
ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ୟ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ମତଦାନ ହୋଇଛି।
ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ ୧୧ ଟା ସୁଦ୍ଧା ଓଡ଼ିଶାରେ ୨୨.୬୪ % ମତଦାନ ହୋଇଛି। ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୨୭.୬୬ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୨୧.୫୦ ପ୍ରତିଶତ, ଜଗତସିଂହପୁର ୨୩.୦୧ପ୍ରତିଶତ, ଯାଜପୁର ୧୭.୧୦ ପ୍ରତିଶତ, କେନ୍ଦ୍ରାପଡା ୨୪.୦୩ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୨୨.୨୫ ପ୍ରତିଶତ ଭୋଟିଂ ହୋଇଛି।
ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ସକାଳ ୯ ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ
ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ସକାଳ ୯ ଟା ସୁଦ୍ଧା ୭.୬୯ ପ୍ରତିଶତ ମତଦାନ ହୋଇଛି।
ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ସକାଳ ୯ ଟା ସୁଦ୍ଧା ଓଡ଼ିଶାରେ ୭.୬୯ % ମତଦାନ ହୋଇଛି । ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୭.୪୬ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୭.୭୯ ପ୍ରତିଶତ, ଜଗତସିଂହପୁର ୮.୫୪ପ୍ରତିଶତ,  ଯାଜପୁର ୭.୭୪ ପ୍ରତିଶତ, କେନ୍ଦ୍ରାପଡା ୭.୨୭ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୭.୩୩ ପ୍ରତିଶତ ଭୋଟିଂ ହୋଇଛି।
ରାଜ୍ୟରେ ଚାଲିଛି ଅନ୍ତିମ ପର୍ଯ୍ୟାୟ ମତଦାନ: ୬ ଲୋକସଭା ୪୨ଟି ବିଧାନସଭା ଆସନ ପାଇଁ ହେଉଛି ଭୋଟିଂ
ଭୁବନେଶ୍ୱର: ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା କ୍ଷେତ୍ରରେ ମତଦାନ ଆରମ୍ଭ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ନିର୍ବାଚନ ଅନୁଷ୍ଠିତ ହେଉଛି । ମଇଦାନରେ ରହିଛନ୍ତି ବହୁ ହେଭିୱେଟ । ଏକାଧିକ ମନ୍ତ୍ରୀ, ଟାଣୁଆ ବିଧାୟକ, ରାଜ୍ଯ ବିଜେପି ସଭାପତିଙ୍କ ସମେତ ପୂର୍ବତନ ପିସିସି ସଭାପତି ମଧ୍ୟ କରୁଛନ୍ତି ଭାଗ୍ୟ ପରୀକ୍ଷା ।
ସେହିପରି ୪୨ଟି ବିଧାନସଭା କ୍ଷେତ୍ର ଯଥା ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡସାହି, ବାରିପଦା, ମୋରଡା, ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ାରେ ମଧ୍ୟ ମତଦାନ ସାବ୍ୟସ୍ତ କରୁଛନ୍ତି ଜନତା ।
ଆସନ୍ତାକାଲି ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ବୁଲୁଛି ୨୫୫ଟି ଫ୍ଲାଇଂ ସ୍କ୍ୱାଡ ଟିମ୍‌, ୨୧ ପ୍ରତିଶତ ରହିଛି ସମ୍ବେଦନଶୀଳ ବୁଥ୍
ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ହିଂସାକାଣ୍ଡକୁ ନଜର ରଖାଯାଇଛି। ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି। ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ ରହିଛି। ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ, ୮୬ ପ୍ଲାଟୁନ ଓଡିଶା ଆର୍ମଡ଼ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମ କୁ ମନିଟର କରିବ ପେଟ୍ରୋଲିଂ ପାର୍ଟି । ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସ୍ପି ଦାୟିତ୍ୱରେ ରହିବେ। ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ। ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି। ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲ୍ଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି। ସୀମାବର୍ତ୍ତି ଚେକ ପୋଷ୍ଟ ରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି ।
ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ଟି ଫ୍ଲାଇଂ ସ୍କ୍ୱାଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି। ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି। ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱ ରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ। ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ। ଜାନୁଆରୀ ପ୍ରଥମ ସପ୍ତାହରୁ ଏପର୍ଯ୍ୟନ୍ତ ୫୫୫ ଟି ଆଣ୍ଟି ନକ୍ସଲ ଅପରେସନ ହୋଇଛି। ଫାୟାର ଏକ୍ସଚେଞ୍ଜ ହୋଇଛି। ଆଚରଣ ବିଧି ଉଲଂଘନ ନେଇ କେସ ହୋଇଥିବା ବେଳେ ସମୁଦାୟ ୩୬ ଟି କେସ ରୁଜୁ ହୋଇଛି । ୪୯ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ଜାନୁଆରୀ ମାସ ପ୍ରଥମ ସପ୍ତାହରୁ ଆଜି ଭିତରେ ୩୪ ହଜାର ୬୦୨ ୱାରେଣ୍ଟ ଇସ୍ୟୁ ହୋଇଛି। ୪ ହଜାର ପଳାତକଙ୍କ ବିରୋଧରେ ଲଟକା ଲାଗିଛି। ୧ ହଜାରରୁ ଉର୍ଦ୍ଧ୍ବ ବ୍ୟୁକ୍ତିଙ୍କୁ ଗିରଫ କରାଯାଇଛି। ଦଫା ୧୦୭, ୧୦୯, ୧୧୦ ଜରିଆରେ ଅଭିଯୁକ୍ତଙ୍କୁ ଦମନ କରାଯାଇଛି। ସମୁଦାୟ ୫୧ ହଜାରରୁ ଉର୍ଦ୍ଧ ପ୍ରୋସିଡୀଂ ଜାରି ହୋଇଛି। ଭୁବନେଶ୍ୱର କଟକରେ ୩ ଜଣଙ୍କୁ ତଡିପାର ଘୋଷଣା କରାଯାଇଛି । ୧୧ ଜଣଙ୍କୁ NSA ରେ ବୁକ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି। ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାର ରୁ ଉର୍ଦ୍ଧ NDPS କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମି ରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ। SST ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଉର୍ଦ୍ଧ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି। ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।
ଜୁନ୍‌ ୧ରେ ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୯୯ ଲକ୍ଷ ୬୧ ହଜାର ଭୋଟର୍‌
ଭୁବନେଶ୍ବର: ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍‌ ମତଦାନ କରିବେ । ସେମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ତେବେ ଗତଥର ପରି ଏଥର ମଧ୍ୟ ପୋଲିଂ ବୁଥକୁ ମୋବାଇଲ ଫୋନ ନେବାକୁ ମନା କରାଯାଇଛି ।
ସେହିଭଳି ରାଜ୍ୟରେ ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ଭୋଟର୍‌ ମତଦାନ କରିବେ । ୧୪ ଟି ବୁଥ୍‌ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ଆଦର୍ଶ ବୁଥ୍ ରହିଛି । ନିର୍ବାଚନ କାର୍ଯ୍ୟାରେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପିଡବ୍ଲୁଡି ପକ୍ଷରୁ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ମୈଦାନରେ ୪୬୦ ଜଣ ପ୍ରାର୍ଥୀ ଅଛନ୍ତି । ସେଥିମଧ୍ୟରେ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକ ସଭା ପ୍ରାର୍ଥୀ ରହିଛନ୍ତି।
ମତଦାନ କେନ୍ଦ୍ରକୁ ମୋବାଇଲ ମନା, ଅସନ୍ତୋଷ ବ୍ୟକ୍ତ କଲେ ଭୋଟର
ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ଜାରି ରହିଛି। ତେବେ  ମତଦାନ କେନ୍ଦ୍ରକୁ ମୋବାଇଲ ଓ ସ୍ମାର୍ଟ ୱାଚ ମନାକୁ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ଭୋଟର । ଦୀର୍ଘ ସମୟ ଅପେକ୍ଷା ପରେ ବି ଭୋଟ ନ ଦେଇ ଫେରୁଛନ୍ତି । ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇ ନ ଥିବାରୁ ଭୋଟର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।
ସୂଚନା ଅନୁଯାୟୀ, ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ତେବେ ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଭୋଟ୍ ଦେବା ଲାଗି ସକାଳୁ ସକାଳୁ ବୁଥ ମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି । ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନପାଇଁ ଭୋଟ ଗ୍ରହଣ ହେଉଛି।
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ: ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା
ଭୁବନେଶ୍ୱର: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇ ଯାଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି।
ଉପରୋକ୍ତ ଆସନଗୁଡ଼ିକରେ ବିଭିନ୍ନ ଦଳର ବହୁ ହେଭିୱେଟ ପ୍ରାର୍ଥୀ ମଇଦାନରେ ଅଛନ୍ତି। ଲୋକସଭା କ୍ଷେତ୍ର ବିଚାରକୁ ନେଲେ, ସମ୍ବଲପୁରରେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲଢ଼େଇ ରାଜ୍ୟ ରାଜନୀତିରେ ସବୁଠାରୁ ରୋଚକ ପାଲଟିଛି। ପୁରୀରେ ସମ୍ବିତ ପାତ୍ର ବନାମ ଅରୂପ ପଟ୍ଟନାୟକ, ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ ମନ୍ମଥ ରାଉତରାୟ, କଟକରେ ଭର୍ତ୍ତୃହରି ମହତାବ ବନାମ ସଂତୃପ୍ତ ମିଶ୍ର, ଢେଙ୍କାନାଳରେ ରୁଦ୍ର ନାରାୟଣ ପାଣି ବନାମ ଡ. ଅବିନାଶ ସାମଲଙ୍କ ଲଢ଼େଇ ମଧ୍ୟ ବେଶ୍‌‌ ରୋଚକ ହେବ ବୋଲି ରାଜନୈତିକ ପଣ୍ଡିତମାନେ ମତବ୍ୟକ୍ତ କରିଛନ୍ତି।
ବିଧାନସଭା କ୍ଷେତ୍ରରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅଶୋକ ଚନ୍ଦ୍ର ପଣ୍ଡା, ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରମୁଖ ଏହି ପର୍ଯ୍ୟାୟରେ ନିର୍ବାଚନ ଲଢ଼ୁଛନ୍ତି। ସେହିପରି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ଡ. ଅରୁଣ ସାହୁ, ବଦ୍ରି ନାରାୟଣ ପାତ୍ର, ରୋହିତ୍‌‌ ପୂଜାରୀ, ସନାତନ ମହାକୁଡ଼ ମଧ୍ୟ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ୬ ସଂସଦୀୟ କ୍ଷେତ୍ର ପାଇଁ ମୋଟ ୬୪ଜଣ ପ୍ରାର୍ଥୀ (ପୁରୁଷ-୫୫, ମହିଳା-୯) ରହିଛନ୍ତି। ସେହିପରି ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୩୮୩ଜଣ (ପୁରୁଷ-୩୩୯, ମହିଳା-୪୪) ପ୍ରାର୍ଥୀରହିଛନ୍ତି। ଅର୍ଥାତ୍‌‌ ମୋଟ ୪୪୭ପ୍ରାର୍ଥୀ ଏହି ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା କରୁଥିବା ବେଳେ ମୋଟ ୯୪,୪୮,୫୫୩ ଜଣ ମତଦାତା ସେମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ।
ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ ସାଧାରଣରେ ବେଶ୍‌‌ ଉତ୍କଣ୍ଠା ଏବଂ ଉତ୍ସୁକତା ପ୍ରକାଶ ପାଇଛି। ଭୋଟର୍‌ କାହା ପ୍ରତି ସମର୍ଥନ ଅଜାଡ଼ିବେ, କିଏ ନିର୍ବାଚନୀ ସଫଳତା ପାଇବେ; ଏହାକୁ ନେଇ ଗାଁଠାରୁ ସହର ଯାଏଁ ଆଲୋଚନା ଜୋର୍‌‌ ଧରିଥିବା ବେଳେ ଏପଟେ ପ୍ରାର୍ଥୀଙ୍କ ଛାତି ଧଡ଼ଧଡ଼ ହେଲାଣି। ନିଜ ପକ୍ଷକୁ ଭୋଟରଙ୍କୁ ଆଣିବା ପାଇଁ ପ୍ରାର୍ଥୀ ଏବଂ ସେମାନଙ୍କ ଦଳ ମଇଦାନରେ ଖୁବ୍‌‌ ଝାଳ ବୁହାଇଥିବା ବେଳେ ଜନତା କାହା ମୁଣ୍ଡରେ ଶିରିପା ବାନ୍ଧୁଛନ୍ତି; ତାହାକୁ ନେଇ ଉତ୍କଣ୍ଠା ଚରମସୀମାରେ ପହଞ୍ଚିଛି।
ଗତ ୨୦୧୯ ମସିହା ସାଧାରଣ ନିର୍ବାଚନରେ ଏହି ୬ ସଂସଦୀୟ ଆସନ ମଧ୍ୟରୁ ବିଜେଡି ୪ଟିରେ ବିଜୟୀ ହୋଇଥିବା ବେଳେ ବିଜେପି ଖାତାକୁ ୨ଟି ଆସନ ଯାଇଥିଲା। ସେହିପରି ୪୨ ବିଧାନସଭା ଆସନରେ ଶାସକ ବିଜୁ ଜନତା ଦଳକୁ ବିପୁଳ ବିଜୟ ମିଳିଥିଲା। ୪୨ ଆସନ ମଧ୍ୟରୁ ବିଜେଡି ସର୍ବାଧିକ ୩୪ ଆସନରେ ବିଜୟୀ ହୋଇଥିଲା। ଅପରପକ୍ଷେ, ବିଜେପି ଖାତାକୁ ୬ଟି ଏବଂ କଂଗ୍ରେସ ମାତ୍ର ୨ଟି ଆସନରେ ସନ୍ତୁଷ୍ଟ ହୋଇଥିଲା। ଚଳିତଥର ମଧ୍ୟ ବିଧାନସଭାରେ ସମାନ ପରିସଂଖ୍ୟାନ ବଜାୟ ରଖିବାକୁ ବିଜେଡି ପ୍ରଚାର କାର୍ଯ୍ୟକ୍ରମକୁ ଶାଣିତ କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌‌ ଉପରୋକ୍ତ ଲୋକସଭା କ୍ଷେତ୍ରକୁ ଘନଘନ ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ସେହିପରି ବିରୋଧୀ ବିଜେପି ମଧ୍ୟ ନିଜ କେନ୍ଦ୍ରୀୟ ନେତାଙ୍କୁ ଆଣି ଜନମତକୁ ନିଜ ସପକ୍ଷରେ ନେବାକୁ ଚେଷ୍ଟା କରିଥିବା ବେଳେ କଂଗ୍ରେସ ମଧ୍ୟ ନିଜ ସାଧ୍ୟମତେ ଭଲ ପ୍ରଦର୍ଶନ କରିବାକୁ ଉଦ୍ୟମ କରିଛି।
ଭୋଟ ଦେଲା ଓଡ଼ିଶା: ପ୍ରଥମ ପର୍ଯ୍ୟାୟରେ ୭୩.୯୭% ମତଦାନ
ଭୁବନେଶ୍ୱର: ଗଣତନ୍ତ୍ର ମହାନ ପର୍ବ ନିର୍ବାଚନର ଆଦ୍ୟଚରଣ ଗତକାଲି ଦେଶରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସୋମବାର ଦେଶରେ ଚତୁର୍ଥ ତଥା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଛି। ଏହାସହ ଉପରୋକ୍ତ ଲୋକସଭା ଏବଂ ବିଧାନସଭା ଆସନରେ ଲଢ଼ୁଥିବା ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌‌ରେ ସିଲ୍‌‌ ହୋଇଛି। କାଁଭାଁ ଗଣ୍ଡଗୋଳକୁ ଛାଡ଼ିଦେଲେ, ମତଦାନ ପ୍ରକ୍ରିୟା ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଭାବେ ଶେଷ‌ ହୋଇଛି। ମିଳିଥିବା ପ୍ରାଥମିକ ତଥ୍ୟ ଅନୁସାରେ, ରାଜ୍ୟରେ ମତଦାନ ହାର ୭୩.୯୭ % ରହିଛି।
ଭାରତୀୟ ନିର୍ବାଚନ ଆୟୋଗଙ୍କ ଭୋଟର୍‌ ଟର୍ଣ୍ଣଆଉଟ୍‌ ଆପ୍ଲିକେସନ୍‌ରେ ଉପଲବ୍ଧ ତଥ୍ୟ ଅନୁଯାୟୀ, ନବରଙ୍ଗପୁର ଲୋକସଭା କ୍ଷେତ୍ରରେ ସର୍ବାଧିକ ୮୦.୨୨ ପ୍ରତିଶତ ମତଦାନ ହୋଇଛି। ଏହା ପଛକୁ କୋରାପୁଟରେ ୭୬.୯୮ ପ୍ରତିଶତ ମତଦାନ ହୋଇଥିବା ବେଳେ କଳାହାଣ୍ଡିରେ ୭୫.୭୧ ପ୍ରତିଶତ ମତଦାନ ହୋଇଛି। ବ୍ରହ୍ମପୁର ଲୋକସଭା ଆସନରେ ସର୍ବନିମ୍ନ ୬୩.୩୪ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ସେହିପରି ବିଧାନସଭା ଆସନ କ୍ଷେତ୍ରରେ ବ୍ରହ୍ମପୁର ବିଧାନସଭା ଆସନରେ ସର୍ବନିମ୍ନ ୪୭.୯୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ସର୍ବାଧିକ ୭୩.୪୪ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।
ଭୋଟ ଦେଉଛି ଓଡ଼ିଶା: ଦିନ ୩ଟା ସୁଦ୍ଧା ୫୨.୯୧% ମତଦାନ
ଭୁବନେଶ୍ବର: ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଓଡ଼ିଶାର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀର ମତଦାତା ମତଦାନ କରି ସେମାନଙ୍କ ନେତା ବାଛୁଛନ୍ତି। ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ ।
ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ଦିନ ୩ ଟା ସୁଦ୍ଧା ଓଡ଼ିଶାରେ ୫୨.୯୧% ମତଦାନ ହୋଇଛି । ଛତ୍ରପୁର-୪୧.୬୮%, ଚିକିଟି-୫୦.୧୧% ଗଜପତି ୪୫.୨୯%, ଗଞ୍ଜାମ ୪୪.୩୯% କଳାହାଣ୍ଡି- ୫୭%, କୋରାପୁଟ- ୫୩.୨୭% ମାଲକାନଗିରି- ୫୩.୬୪%, ନବରଙ୍ଗପୁର- ୫୬.୭୬% ନୂଆପଡ଼ା- ୫୮.୨୫%, ରାୟଗଡ଼ା- ୫୩.୬୦% ମତଦାନ ହୋଇଥିବା ସୂଚନା ।
ଭୁବନେଶ୍ବର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ  କରିଛନ୍ତି। ଭୋଟ ପୂର୍ବରୁ ଘରେ ୩୬୩୬ ଭୋଟର ଭୋଟ ଦେଇଛନ୍ତି। ମେ’ ୧୩ରେ ଚାରୋଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ। ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ। ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର, ୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ ହଜାର ୨୦ ବର୍ଷରୁ ୨୯ ବର୍ଷ ଉର୍ଦ୍ଧ୍ବ ଭୋଟର ରହିଛନ୍ତି । ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ କରିବେ।  ୧୪ ଟି ଅତିରିକ୍ତ ମତଦାନ କେନ୍ଦ୍ର  କରାଯାଇଛି।
କୋରାପୁଟ ସଂସଦୀୟରେ ସର୍ବନିମ୍ନ କଳାହାଣ୍ଡିରେ ସର୍ବାଧିକ ଭୋଟର ରହିଛନ୍ତି। ସେହିପରି ଲକ୍ଷ୍ମୀପୁର ବିଧାନସଭାରେ ସର୍ବନିମ୍ନ ରହିଥିବା ବେଳ ଧର୍ମଗଡ଼ ସର୍ବାଧିକ ଭୋଟର ରହିଛନ୍ତି। ୧୨୯୪ ଶତାୟୁ ଭୋଟର । ୬୨୯୬ ସର୍ଭିସ ଭୋଟର ଅଛନ୍ତି । ୭୧୫ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ବୁଥ। ଆଦର୍ଶ ବୁଥ ୧୨୭୬ ରହିଛି । ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ, ବିଧାନସଭା ପାଇଁ ୨୪୩ ପ୍ରାର୍ଥୀ ରହିଛନ୍ତି। କୋରାପୁଟରେ ୧୧ ଜଣ, ନବରଙ୍ଗପୁରରେ ୪, କଳାହାଣ୍ଡିରେ ୧୧ ବ୍ରହ୍ମପୁରରେ ୧୧ ଜଣ ପ୍ରାର୍ଥୀ ରହିଛନ୍ତି। ୬୦% ବୁଥରେ ଲାଇଭ୍ ଷ୍ଟ୍ରିମ ହେବ।
ବ୍ରହ୍ମପୁର ଆସନ ପାଇଁ ଦୁଇଟି ବାଲାଟ ବ୍ୟବହାର ହେବ। ୧୮ ୫୩୯ ବାଲାଟ ୟୁନିଟ। ୧୨ ସହ ପୋଲିଂ ଷ୍ଟେସନରେ ୪ ଟା ପର୍ଯ୍ୟନ୍ତ ଭୋଟିଙ୍ଗ ହେବ। ୫ ଟା ପଯ୍ୟନ୍ତ ୩ ହଜାର ୫୨୨ ଷ୍ଟେସନରେ ପୋଲିଂ ହେବ। ୨୫୭୫ ବୁଥରେ ୬ ଟା ପର୍ଯ୍ୟନ୍ତ ମତଦାନ ହେବ। ୭୩୬୩ ପୋଲିଂ ଭିତରୁ ୧୨୬୪ ବୁଥ କ୍ରିଟିକାଲ ଷ୍ଟେସନ ରହିଛି। ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିଯୁକ୍ତ  କରାଯାଇଛି।
ବର୍ତ୍ତମାନ ୯ ତାରିଖ ସୁଦ୍ଧା ୩୬୩୬ ଜଣ ଘରେ ଭୋଟ ଦେଇସାରିଛନ୍ତି। ଭୋଟରଙ୍କୁ ଅଧିକ ଆକୃଷ୍ଟ ଓ ଭୋଟ ଦେବାପାଇଁ ରାୟଗଡାରେ ଆଦିମ ଜନ ଜାତି ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ହାତପଙ୍ଖାରେ ସଚେତନତା ଲେଖା ଯାଇଛି। ଗଞ୍ଜାମ ଜିଲ୍ଲାରେ ଅଲିଭକୁ ମାସ୍କଟ ଭାବରେ ବ୍ୟବହାର କରାଯାଇଛି। ଗୋପାଳପୁର, ତାରାତାରିଣୀ ମନ୍ଦିର ଓ ରାମ ଲିଙ୍ଗେଶ୍ୱର ପାଖରେ ବ୍ୟବହାର କରାଯାଇଛି। ନୂଆପଡାରେ ଚାଷୀମାନେ ଷ୍ଟବେରୀରି ପ୍ୟାକେଟରେ ନିର୍ବାଚନ ତାରିଖ ଲେଖା ଯାଇଛି। ବହୁଳ ସଂଖ୍ୟାରେ ମାତଦାନ ପାଇଁ ନିବେଦନ କରାଯାଇଛି। ବୁଥ ପ୍ରସ୍ତୁତ, ପୋଲିଂ ଷ୍ଟେସନ ପ୍ରସ୍ତୁତ ଭୋଟର ଆସି ମତଦାନ କରନ୍ତୁ । ଏହି ନିର୍ବାଚନକୁ ତଦାରଖ କରିବା ପାଇଁ ୨୩ ଜଣ ଅବଜର୍ଭର ନିଯୁକ୍ତି ହୋଇଛନ୍ତି। ଜେନେରାଲ ୮, ପୋଲିଂ ୩ ଓ ଏକ୍ସପେଣ୍ଡେଜର ୧୨ ଜଣ ନିଯୁକ୍ତ କରାଯାଇଛି।
ଓଡ଼ିଶାରେ ଆଜିଠୁ ନାମାଙ୍କନ: ୪ ଲୋକସଭା, ୨୮ ବିଧାନସଭା ଆସନ ପାଇଁ ମେ ୧୩ରେ ମତଦାନ
ଭୁବନେଶ୍ୱର: ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ଚରଣ ଅର୍ଥାତ୍‌ ଆସନ୍ତା ମେ ୧୩ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ପର୍ଯ୍ୟାୟରେ ମୋଟ ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନରେ ଭୋଟର ନିଜ ପ୍ରତିନିଧି ବାଛିବାକୁ ଯାଉଛନ୍ତି। ଏଥିପାଇଁ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ନିର୍ବାଚନ କମିସନ ଧାର୍ଯ୍ୟ କରିଥିବା ସମୟସୀମା ଅନୁଯାୟୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ଆଜି ଠାରୁ ବିଧିବଦ୍ଧ ଭାବେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ।
ଓଡ଼ିଶାର ୪ ସଂସଦୀୟ କ୍ଷେତ୍ରରେ ମତଦାନ ନେଇ ସମୟ ନିର୍ଘଣ୍ଟ ହୋଇିଛି। ସବୁଠି ସକାଳ ୭ରୁ ଆରମ୍ଭ ।  ମାତ୍ର ମତଦାନ ଶେଷ ସମୟ ଭିନ୍ନ ରହିଛି। କଳାହାଣ୍ଡି ନୂଆପଡ଼ାରେ ୩୯ଟି ପୋଲିଂ ଷ୍ଟେସନ୍‌ରେ ୭ରୁ ୪ଟା ଭୋଟିଂ ହେବ। ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣାରେ ସକାଳ ୭ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ପ୍ରକ୍ରିୟା ଚାଲିବ। ସେହିପରି ନର୍ଲାରେ ୧୯ଟି ପୋଲିଂ ଷ୍ଟେସନରେ ସକାଳ ୭ରୁ ୪ଟା ପର୍ଯ୍ୟନ୍ତ ଭୋଟିଂ ହେବ । ନର୍ଲାର ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ପର୍ଯ୍ୟନ୍ତ ମତଦାନ ହେବ ।  ନୂଆପଡ଼ାର ଅନ୍ୟ ପୋଲିଂ ଷ୍ଟେସନରେ ୭ରୁ ୫ଟା ପର୍ଯ୍ୟନ୍ତ ମତଦାନ ହେବାକୁ ଥିବାବେଳେ ଖଡ଼ିଆଳରେ ୨୯ଟି ପୋଲିଂ ଷ୍ଟେସନ୍‌ରେ ୭ଟାରୁ ୪ଟା ପର୍ଯ୍ୟନ୍ତ ଭୋଟିଂ ହେବ। ଖଡ଼ିଆଳର ଅନ୍ୟ ପୋଲିଂ ଷ୍ଟେସନରେ ୭ରୁ ୫ଟା ପର୍ଯ୍ୟନ୍ତ ମତଦାନ ଚାଲୁରହିବ। ଲାଞ୍ଜିଗଡ଼ରେ ସବୁଠି ସକାଳ ୭ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ।
ସେହିପରି ଆସନ୍ତା ୨୫ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ୨୬ ତାରିଖରେ ନାମାଙ୍କନ ଯାଞ୍ଚ ହେବାକୁ ଥିବାବେଳେ ୨୯ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ଏହି ପର୍ଯ୍ୟାୟରେ ବ୍ରହ୍ମପୁର, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଲୋକସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ। ଉପରୋକ୍ତ ୪ ଲୋକସଭା କ୍ଷେତ୍ର ଅନ୍ତର୍ଗତ ୨୮ ଆସନ ପାଇଁ ମଧ୍ୟ ଜନସାଧରାଣ ନିଜ ପ୍ରତିନିଧି ବାଛିବେ। ସେହିପରି ମତଦାନ ହେଉଥିବା ବିଧାନସଭା ଆସନ ମଧ୍ୟରେ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ନୂଆପଡ଼ା, ଖଡିଆଳ, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା, ନର୍ଲା, ଗୁଣପୁର, ବିଷମ କଟକ ରହିଛି। ରାୟଗଡା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ, ମାଲକାନଗିରି ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ମଧ୍ୟ ଆସନ୍ତା ମେ ୧୩ ତାରିଖରେ ଭୋଟ ଗ୍ରହଣ ହେବାକୁ ଯାଉଛି।