Arvind Kejriwal as Delhi Chief Minister - The Sakala

ଖାରଜ ହେଲା ଅରବିନ୍ଦ କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ, ଆବେଦନ କରିଥିବା ଓକିଲଙ୍କୁ ୭୫ ହଜାର ଟଙ୍କା ଜରିମାନା
ନୂଆଦିଲ୍ଲୀ: ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିରାଶା ମିଳିଛି।  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ ।  ଓଲଟା ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ।

ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ ପାଇଁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟରେ ହୋଇଛି। କୋର୍ଟ କେଜ୍ରିଓ୍ଵାଲଙ୍କ ଜାମିନ ଆବେଦନକୁ ଖାରଜ କରିବା ସହ ଆବେଦନକାରୀ ଓକିଲଙ୍କୁ ୭୫ ହଜାର ଟଙ୍କା ଜରିମାନା କରିଛନ୍ତି। କେଜ୍ରିୱାଲଙ୍କ ପାଇଁ ପିଟିସନ୍ ଦାଏର କରିଥିବା ଓକିଲଙ୍କ ଉପରେ ବର୍ଷିଛନ୍ତି ହାଇକୋର୍ଟ । ଏହି ଆବେଦନ ଆଦୌ ଗ୍ରହଣୀୟ ନୁହେଁ। ଏଭଳି ଆବେଦନ ଦାଖଲ କରିଥିବା ବ୍ୟକ୍ତି ଜଣକ କିଏ ବୋଲି ପ୍ରଶ୍ନ କରିଛନ୍ତି ଅଦାଲତ।

ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ମାମଲା, ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ସିଏମ ପଦରୁ ହଟାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ) ଦାଖଲ କରାଯାଇଥିଲା। ଗୁରୁବାର ଏହି ଆବେଦନକୁ ଖାରଜ କରି ହାଇକୋର୍ଟ କହିଛନ୍ତି ଯେ, ଏହି ମାମଲାରେ ନ୍ୟାୟିକ ହସ୍ତକ୍ଷେପ ପାଇଁ କୌଣସି ଆବଶ୍ୟକତା ନାହିଁ। ରାଜନୈତିକ ପ୍ରସଙ୍ଗରେ ଆମେ ନ୍ୟାୟିକ ସମୀକ୍ଷା କରିପାରିବୁ ନାହିଁ ବୋଲି କୋର୍ଟ କହିଛନ୍ତି।

ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଗୁରୁବାର ଶେଷ ହେଉଛି। ମଦ ଦୁର୍ନୀତି ମାମଲା ତଥା ମନି ଲଣ୍ଡରିଂ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ ଟିମ୍ ମାର୍ଚ୍ଚ ୨୧ ତାରିଖ ରାତିରେ ସିଏମ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ଏହା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।