Morning school - The Sakala

ଆସନ୍ତାକାଲିଠୁ ରାଜ୍ୟରେ ସକାଳୁଆ ସ୍କୁଲ୍, ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା
ଭୁବନେଶ୍ୱର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ୍ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ପାଠପଢ଼ା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ପାଠପଢ଼ା । ଏହି ନିୟମ ତତକ୍ଷଣାତ ଲାଗୁ କରିବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଲାଗୁ ହେବ ।

ବିଜ୍ଞପ୍ତି ଅନୁସାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ବିଦ୍ୟାଳୟଗୁଡ଼ିକରେ ସକାଳୁଆ ପାଠ ପଢ଼ା ହେବ। ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଜାରି ରହିବ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେବ ଏହି ସକାଳୁଆ ସ୍କୁଲ । ଗତ କିଛିଦିନ ଧରି ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଦିନକୁ ଦିନ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି ।

ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର
ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନିତ ପ୍ରବଳ ଖରା ଯୋଗୁଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ସକାଳୁଆ ହୋଇଛି। ସକାଳ ୭ରୁ ୧୧ଟା ୩୦ ଯାଏଁ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ସରକାରୀ, ବେସରକାରୀ , ଅନୁଦାନ ପ୍ରାପ୍ତ, ଅଣଅନୁଦାନପ୍ରାପ୍ତ ସ୍କୁଲରେ ଏହା ଲାଗୁ ହୋଇଛି । ଏହା ସହ ସ୍କୁଲରେ ଗ୍ରୀଷ୍ମ ମୁକାବିଲା ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଆଜିଠୁ ଅଙ୍ଗନବାଡ଼ି ମଧ୍ଯ ସକାଳୁ ଆରମ୍ଭ ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଅଙ୍ଗନବାଡି କେନ୍ଦ୍ର ସକାଳୁଆ ଚାଲିବା ନିଷ୍ପତ୍ତି ନେଇଛି ମହିଳା ଶିଶୁ ବିକାଶ ବିଭାଗ । ସକାଳ ୭ଟାରୁ ୧୧ଟା ୩୦ ଯାଏ ଚାଲିବ ଅଙ୍ଗନବାଡ଼ି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜ୍ୟରେ କ୍ରମାଗତ ଭାବେ ବହୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।