Chandra Sekhar Sahu - The Sakala

ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ 5T ଅଧ୍ୟକ୍ଷ
ଭୁବନେଶ୍ୱର: ସ୍ଵାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମେଡିକାଲ ଯାଇ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ଏହାବ୍ୟତୀତ ସାଂସଦ ମାନସ ମଙ୍ଗରାଜ ମଧ୍ୟ ହସ୍ପିଟାଲରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଚନ୍ଦ୍ରଶେଖରଙ୍କ ସ୍ଵାସ୍ଥ୍ୟାବସ୍ଥା ଠିକ୍ ଥିବା ସେ ସୂଚନା ଦେଇଛନ୍ତି। ଆସନ୍ତା ଦିନେରୁ ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ସାଂସଦ ସସ୍ମିତ ପାତ୍ର ଏବଂ ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ।

ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ବ ଦେଲା ବିଜେଡ଼ି
ଭୁବନେଶ୍ବର: ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂଆ ଦାୟିତ୍ବ । ବିଜେଡି ଉପସଭାପତି ଭାବେ ନିଯୁକ୍ତ କରାଯାଇଥିବା ବେଳେ ବିଜେଡି ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ନୂଆ ନିଯୁକ୍ତି ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ।