Happy Hindu New Year 2024 - The Sakala

ବାଲୁକା କଳାରେ ହିନ୍ଦୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
ପୁରୀ: ଆଜି ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା ଚିତ୍ର କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟ । ପୁରୀ ନିଳାଦ୍ରୀ ବେଳାଭୂମିରେ ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ବାଲୁକା କଳାକୃତି ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବାଲୁକା ଚିତ୍ର କଳାରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିକୃତି ପ୍ରସ୍ତୁତ କରିବା ସହ ପଦ୍ମ ଓ ବିଭିନ୍ନ ରଙ୍ଗ ବେରଙ୍ ର ଗେଣ୍ଡୁ ଫୁଲରେ ଅତି ଆକର୍ଷଣୀୟ ଭାବେ ସୁସଜ୍ଜିତ କରାଯାଇଛିବେଳାଭୂମିରେ ସୁଦର୍ଶନ ପଟ୍ଟନାୟକଙ୍କ ଏହି ସୁନ୍ଦର ବାଲୁକା କଳା ଦେଖିବା ଲାଗି ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ପ୍ରତିବର୍ଷ ଚୈତ୍ରଶୁକ୍ଳ ପ୍ରତିପଦାରେ ହିନ୍ଦୁ ନବ ବର୍ଷ ତଥା ରାଷ୍ଟ୍ରୀୟ ନବ ବର୍ଷକୁ ପାଳନ କରାଯାଇଥାଏ ।

On the occasion of #HinduNewYear, beginning today from the first day of Chaitra month of the Hindu calendar.
My SandArt with message Swagatam #RashtriyaNavVarsh at Puri beach. #JaiShriRam 🙏 pic.twitter.com/tbJvlEgDck

— Sudarsan Pattnaik (@sudarsansand) April 9, 2024