Election Management - The Sakala

ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପ୍ରକ୍ରିୟାର ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ ସିଏପିଏଫ୍‌‌
ଭୁବନେଶ୍ୱର: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ନିର୍ବାଚନ ପ୍ରକ୍ରିୟାର ପରିଚାଳନା ପାଇଁ ଓଡ଼ିଶାରେ ୧୬୫ କମ୍ପାନୀ ସିଏପିଏଫ୍‌‌ ମୁତୟନ ପାଇଁ ବ୍ୟବସ୍ଥା ହୋଇଛି। ତନ୍ମଧ୍ୟରୁ ୮୩ କମ୍ପାନୀ ଇନ୍‌‌ସିଟୁ ମୁତୟନ ଓ ୮୨ କମ୍ପାନୀ ଡାଇରେକ୍ଟ ଇଣ୍ଡକ୍‌‌ସନ୍‌‌ ମାଧ୍ୟମରେ ମୁତୟନ ହେବେ। ରାଜ୍ୟରେ ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪କୁ ମୁକ୍ତ, ଅବାଧ, ସ୍ୱଚ୍ଛ ତଥା ନିରପେକ୍ଷ ରୂପେ ପରିଚାଳନା କରିବା ପାଇଁ ଉପରୋକ୍ତ ସୁରକ୍ଷା ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମତପ୍ରକାଶ କରିଛନ୍ତି।

ଶ୍ରୀ ଧଳଙ୍କ ସୂଚନାନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୫ କମ୍ପାନୀ ସିଏପିଏଫ୍‌‌ ଯବାନ୍‌‌ ମୁତୟନ ହୋଇସାରିଛନ୍ତି। ସେମାନେ ବିଭିନ୍ନ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ଲକ୍ଷ୍ୟରେ ବିଶ୍ୱାସ ସୃଷ୍ଟି ପାଇଁ ଫ୍ଲାଗ୍‌‌ମାର୍ଚ୍ଚ ଆଦି କରୁଛନ୍ତି। ଆସନ୍ତା ମେ’ ୧ ତାରିଖରେ ଆହୁରି ୪୮ କମ୍ପାନୀ ଓ ୯ ତାରିଖରେ ୪୨ କମ୍ପାନୀ ସିଏପିଏଫ୍‌‌ ଜବାନ୍‌‌ କାର୍ଯ୍ୟରେ ଯୋଗଦେବେ। ଫଳରେ ସର୍ବମୋଟ ମୁତୟନ କମ୍ପାନୀ ୧୬୫ରେ ପହଞ୍ଚିବ। ତନ୍ମଧ୍ୟରୁ ୨୫ କମ୍ପାନୀ ଷ୍ଟ୍ରଙ୍ଗ ରୁମ୍‌‌ର ସୁରକ୍ଷା ଦାୟିତ୍ୱରେ ରହିବେ। ଏହି ବ୍ୟବସ୍ଥା ଦ୍ୱାରା ରାଜ୍ୟରେ ସାମଗ୍ରିକ ନିର୍ବାଚନ ପ୍ରକ୍ରିୟା ଶାନ୍ତିଶୃଙ୍ଖଳା ଓ ତ୍ରୁଟିଶୂନ୍ୟ ଭାବରେ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ମତପୋଷଣ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ ସାଧାରଣ ନିର୍ବାଚନରେ ଓଡ଼ିଶାରେ ମୋଟ ୧୩୩ କମ୍ପାନୀ ସିଏପିଏଫ୍‌‌ ମୁତୟନ ହୋଇଥିଲେ।