odia nws - The Sakala
ଭୁବନେଶ୍ବର: ମୋ ବସ୍‌ ଗତି ଉପରେ ନିୟନ୍ତ୍ରଣ ଲାଗିବ। ସହର ଭିତରେ ଏହାର ଘଣ୍ଟା ପିଛା ବେଗ ୪୦କିମି ରହିବ। ସେହିପରି ସହର ବାହାରେ ମୋ ବସ୍‌ର ଗତି ଘଣ୍ଟା ପିଛା ୫୦କମି ରହିବ। ବସ୍‌ରେ ଚାଳକ ଚଢ଼ିବା ପୂର୍ବରୁ ମଦ ପିଇଛନ୍ତି କି ନାହିଁ ଯାଞ୍ଚ କରାଯିବ। ଯଦି ବସ୍‌ର ଚାଳକ ମଦ ପିଇଥିଲେ ଓ ନିୟମ ନମାନି ଗାଡ଼ି ଚଳାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।
ସୂଚନା‌ଯୋଗ୍ୟ, ଗତ ୨ ତାରିଖ ଦିନ ମୋ ବସ୍‌ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା। ରାଜଧାନୀ ଭୁବନେଶ୍ବରରେ ଘଟିଥିବା ଏହି ଘଟଣା ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ୧୫ଟି ମୋ ବସକୁ ଅଟକ ରଖିଥିଲେ। ପଳରେ ନନ୍ଦନକାନନ-ଜୟଦେବ ବିହାର ରାସ୍ତାରେ ସାଢେ ୩ ଘଣ୍ଟା ମୋ ବସ୍ ଚଳାଚଳ ବନ୍ଦ ରହିଥିଲା।
ଆଇଗିଣିଆ NH ଦବିବା ଘଟଣା, ଛାତ୍ର କଂଗ୍ରେସର ବିକ୍ଷୋଭ
ଭୁବନେଶ୍ବର: ଭୁବନେଶ୍ବର ଆଇଗିଣିଆ ଏନଏଚ ଦବିବା ଘଟଣା । ଏନଏଚଏଆଇ କାର୍ଯ୍ୟାଳୟ ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ। କାର୍ଯ୍ୟରେ ଅନିୟମିତତା ଓ ଏନଏଚଏଆଇର ଅପାରଗତା ବିରୋଧରେ ଗର୍ଜିଛନ୍ତି ଛାତ୍ର କଂଗ୍ରେସ କର୍ମୀ । ମାତ୍ର ୬ ମାସରେ କେମିତି ଫ୍ଲାଏଓଭର ରାସ୍ତା ଦବିଗଲା ବୋଲି କଂଗ୍ରେସ ପ୍ରଶ୍ନ କରିଛି । ଗତ ୮ତାରିଖ ଦିନ ଆଇଗିଣିଆ ଫ୍ଲାଏଓଭର ରାସ୍ତାଟି ୫ ଫୁଟ ଦବିଯାଇଥିଲା । ୬ମାସ ତଳେ ସର୍ବସାଧାରଣଙ୍କ ଯାତାୟାତ ପାଇଁ ଜାତୀୟ ରାଜପଥରେ ଫ୍ଲାଏଓଭର ରାସ୍ତାଟି ଖୋଲିଥିଲା। ତେବେ ଏହା ଦବିଯିବାକୁ ନେଇ ଅନେକ ପ୍ରଶ୍ନ ଉଠିଛି । ଏନଏଚଏଆଇର ମନମୁଖି କାର୍ଯ୍ୟ ଓ ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗ ଆଣିଛନ୍ତି ଜନସାଧାରଣ ।
ଉତ୍ତର ପ୍ରଦେଶରୁ ଆସିଛନ୍ତି ୧୫ ଜଣିଆ ମହିଳା ଗ୍ୟାଙ୍ଗ, ଭୋଟରଙ୍କୁ କରୁଛନ୍ତି ପ୍ରଲୋଭିତ: ବିଜେଡ଼ି
ଭୁବନେଶ୍ବର: ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି କରୁଛି ବିଜେପି। ନିର୍ବାଚନ ବୈତରଣୀ ପାର ହେବା ଲାଗି ବିଜେପି ଭୋଟରଙ୍କୁ ପ୍ରଭାବିତ କରିବାକୁ ଶେଷ ଆୟୁଧ କରିଛି । ଓଡିଶାରେ ମା’ଙ୍କ ସମର୍ଥନ କମ ପଡିବାରୁ ବିଜେପି ଉତ୍ତର ପ୍ରଦେଶରୁ ମହିଳାଙ୍କୁ ଆଣିଛନ୍ତି । ଉତ୍ତର ପ୍ରଦେଶରୁ ଆସିଛନ୍ତି ୧୫ ଜଣିଆ ମହିଳା ଗ୍ୟାଙ୍ଗ । ଏହି ଗ୍ୟାଙ୍ଗର ନେତୃତ୍ୱ ନେଉଛନ୍ତି ରଜନୀ ତୋମାର । ରାଜନଗର ନିର୍ବାଚନ ମଣ୍ଡଳୀର ଭିତରଗଡ଼ ପଂଚାୟତରେ ମହିଳାଙ୍କୁ ଏହି ଗ୍ୟାଙ୍ଗ ପ୍ରଲୋଭିତ କରୁଛନ୍ତି । ଉତ୍ତର ପ୍ରଦେଶରେ ସରକାରରେ ଥାଇ ସୁଭଦ୍ରା ଯୋଜନାରେ ମା’ଙ୍କୁ ୫୦ ହଜାର ଟଙ୍କା ଦେଉଛୁ ବୋଲି କହି ଭୁତଉଛନ୍ତି । ଭିତରଗଡ଼ ପଂଚାୟତର ମହିଳାଙ୍କ ବ୍ୟାଙ୍କ ସୂଚନା ନେଇ ସେମାନଙ୍କୁ ପ୍ରଲୋଭିତ କରୁଛନ୍ତି । ବିଜେପିର ରାଜନଗର ବିଧାୟକ ପ୍ରାର୍ଥୀ ଲଳିତ କୁମାର ବେହେରା ଓ କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ଲାଗି ସେମାନେ ଭୋଟ ମାଗୁଛନ୍ତି । ବିଜେପି କେବେ ମହିଳାଙ୍କ ସହ ନଥିଲା କି ସମ୍ମାନ ଦେଉନଥିଲା । ନିର୍ବାଚନ ଆସିବାରୁ ବିଜେପି ନେତା ଅନ୍ଧାରୀ ବିଜେ କରୁଛନ୍ତି । ଅନ୍ଧାରୀ ବିଜେ କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି । ଏ ନେଇ ବିଜେଡ଼ିର ଏକ ପ୍ରତିନିଧି ଦଳ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ସମସ୍ତ ଭିଡିଓ ପ୍ରମାଣ ଦେଇଛି।
ମୋ ପ୍ରତି ଅପମାନ ଓ କଟୁ ମନ୍ତବ୍ୟର ଜବାବ ଦେବେ ଓଡ଼ିଶାବାସୀ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିରୋଧୀଙ୍କୁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବାବ। ସାଢ଼େ ୪ କୋଟି ଓଡ଼ିଆଙ୍କୁ ମୋର ପରିବାର ଭାବି ମୁଁ ସେମାନଙ୍କ ସେବା କରି ଆସୁଛି ସୁଖରେ ଦୁଃଖରେ ମୁଁ ସବୁବେଳେ ଆପଣଙ୍କ ସାଥୀରେ ଅଛି । ବନ୍ଯା, ବାତ୍ଯାରେ ସବୁବେଳେ ମୁଁ ଆପଣଙ୍କ ପଛରେ ଅଛି । ଶେଷ ପର୍ଯ୍ଯନ୍ତ ମୁଁ ଆପଣଙ୍କ ସହିତ ଛିଡ଼ା ହୋଇଥିବି ।
ମାଆମାନଙ୍କ ସଫଳତା ମତେ ବହୁତ ଖୁସି ଦେଇଛି । ସେହିପରି ଯୁବ ପୀଢ଼ି ଆତ୍ମ ବିଶ୍ବାସର ସହିତ ଆଗକୁ ବଢୁଛି । ଯୁବ ଶକ୍ତି ହିଁ ଓଡ଼ିଶାକୁ ଆଗକୁ ନେବ ଓ ଦେଶରେ ରାଜ୍ଯକୁ ନମ୍ଵର ୱାନ କରିବ । ଦୁଃଖର କଥା ବାହାର ନେତା ଆସି ମତେ ବ୍ଯକ୍ତିଗତ ଭାବେ ଆକ୍ଷେପ କରୁଛନ୍ତି । କଟୁ କଥା କହୁଛନ୍ତି, ଅଭଦ୍ର ଭାଷା ବ୍ଯବହାର କରୁଛନ୍ତି । ଆପଣ ଭଲ ଭାବେ ଜାଣନ୍ତି, ମୁଁ କାହାକୁ ଅସମ୍ମାନ କରେ ନାହିଁ । କଟୁ କଥା କହେ ନାହିଁ । ଆପଣମାନେ ଏହାର ଜବାବ ଦେବେ ।
କୁଆପଥର ମାଡ଼ ପରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ
ଭୁବନେଶ୍ବର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଟେକଅପର କରିବାର ୧୦ ମିନିଟ ପରେ ଜରୁରୀ ଅବତରଣ କରିଛି ଭିସ୍ତାରା ବିମାନ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଭିସ୍ତାରା ଏୟାରଲାଇନ୍ସ କର୍ତ୍ତୃପକ୍ଷ ଅନ୍ୟ ଏକ ବିମାନରେ ସମସ୍ତ ଯାତ୍ରୀଙ୍କୁ ନୂଆଦିଲ୍ଲୀ ଅଭିମୁଖେ ପଠାଇବାକୁ ବ୍ୟବସ୍ଥା କରୁଛନ୍ତି। ଆଜି ଅପରାହ୍ନରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ଭିସ୍ତାରା ବିମାନ। ଏହି ବିମାନରେ ପ୍ରାୟ ୧୭୦ ଜଣ ଯାତ୍ରୀ ଥିଲେ। ବିମାନ ଟେକଅପ୍‌ କରିବାର ୧୦ ମିନିଟ୍‌ ପରେ ମଝି ଆକାଶରେ ତାଣ୍ଡବ ରଚିଥିଲା କାଳବୈଶାଖୀ। ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିଲା। ଯେଉଁଥିପାଇଁ ବିମାନର ୱିଣ୍ଡସିଲ୍‌ ଭାଙ୍ଗି ଯାଇଥିଲା। କୁଆପଥର ମାଡ଼ରେ ବିମାନର ଆଗ ପାର୍ଶ୍ୱରେ ଅନେକ ସ୍ଥାନରେ ଚେପା ହୋଇଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ପାଇଲଟ୍‌ ବିମାନକୁ ଆଗକୁ ନେବା ପରିବର୍ତ୍ତେ ଜରୁରୀ ଅବତରଣ ପାଇଁ ବିଜୁ ପଟ୍ଟନାୟକ ବିମାନ ବନ୍ଦର ସହିତ ଯୋଗାଯୋଗ କରିଥିଲେ। ତା’ପରେ ବିମାନ ଜରୁରୀ ଅବତରଣ କରିଥିଲା।