Bijapur - The Sakala

ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୨ ମାଓବାଦୀ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ
ଛତିଶଗଡ଼: ଛତିଶଗଡ଼ର ବିଜାପୁରରେ ମାଓ ଦମନ ଅଭିଯାନରେ ସୁରକ୍ଷାକର୍ମୀଙ୍କୁ ମିଳିଛି ଏକ ବଡ଼ ସଫଳତା। ଗୁରୁବାର ସକାଳେ ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇଜଣ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସୂଚନା ମିଳିଥିଲା।

ଗୁଇନ୍ଦା ସୂଚନା ଆଧାରରେ ଏକ ମିଳିତ ସୁରକ୍ଷା ଟିମ୍ ସମ୍ପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ। ସର୍ଚ୍ଚ ଅପରେସନ ଚାଲିଥିବା ସମୟରେ ଲୁଚି ରହିଥିବା ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥିଲେ। ଯବାନମାନେ ଏହାର ଦୃଢ଼ ଜବାବ ଦେବା ଫଳରେ ଉଭୟ ପକ୍ଷ ମଧ୍ୟରେ କିଛି ସମୟ ଧରି ଗୁଳିବିନିମୟ ହୋଇଥିଲା। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ଟଳି ପଡିଥିଲେ।

ବିଜାପୁର ଏସପି ଡକ୍ଟର ଜିତେନ୍ଦ୍ର ଯାଦବ କହିଛନ୍ତି ଯେ, ଗୁଳିବିନିମୟ ଶେଷ ହେବା ପରେ ଘଟଣାସ୍ଥଳରେ ତଲାସି ଅଭିଯାନ କରାଯାଇଥିଲା। ସେଠାରୁ ମାଓବାଦୀଙ୍କ ପୋଷାକ ପିନ୍ଧିଥିବା ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରୁ ଗୋଟିଏ ଏସଏଲଆର (SLR) ରାଇଫଲ, ଗୋଟିଏ ଇନସାସ (INSAS) ରାଇଫଲ ଏବଂ ଗୋଟିଏ ୧୨-ବୋର ରାଇଫଲ ସମେତ ବିପୁଳ ପରିମାଣର ବିସ୍ଫୋରକ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି।

ବସ୍ତର ରେଞ୍ଜ ଆଇଜି ସୁନ୍ଦରରାଜ ପି ସୂଚନା ଦେଇଛନ୍ତି ଯେ ଅଞ୍ଚଳରେ ସର୍ଚ୍ଚ ଅପରେସନ ଏବେ ମଧ୍ୟ ଜାରି ରହିଛି। ସୂଚନାଯୋଗ୍ୟ ଯେ, ପୂର୍ବରୁ ଜାନୁଆରୀ ୩ ତାରିଖରେ ବସ୍ତର ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଦୁଇଟି ପୃଥକ ଏନକାଉଣ୍ଟରରେ ୧୪ ଜଣ ମାଓବାଦୀଙ୍କୁ ନିହତ କରିବାରେ ସଫଳ ହୋଇଥିଲେ।

ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ମାଓବାଦୀ ନିହତ, ଜଣେ ଯବାନ ସହିଦ
ଛତିଶଗଡ଼: ଏନକାଉଣ୍ଟରରେ ୫ ମାଓବାଦୀ ନିହତ । ବିଜାପୁର-ଦନ୍ତେୱାଡ଼ା ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୫ ମାଓବାଦୀ । ଗାଙ୍ଗାଲୁର ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୫ ମାଓବାଦୀ ନିହତ ହୋଇଛନ୍ତି । ଗୁଳି ବିନିମୟରେ ଜଣେ ଯବାନ ସହିଦ ହୋଇଥିବାବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି ।

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨୨ ନକ୍ସଲ ନିପାତ, ଜଣେ ଯବାନ ସହିଦ
ବିଜାପୁର: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର-ଦନ୍ତେୱାଡ଼ା ସୀମାରେ ନିପାତ ହୋଇଛନ୍ତି ନକ୍ସଲ। ସୁରକ୍ଷାକର୍ମୀଙ୍କ ଗୁଳିରେ ପୃଥକ ପୃଥକ ୨ଟି ସ୍ଥାନରେ ଟଳିଲେ ୨୨ ନକ୍ସଲ। ଏଥିସହ ଜଣେ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ବିଜାପୁରରେ ୧୮ ଜଣ ଓ କାଙ୍କେର ଠାରେ ୪ ଜଣ ନକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ସୁରକ୍ଷା ବାହିନୀ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳା ବାରୁଦ ଜବତ କରିଛନ୍ତି।

ଛତିଶଗଡ଼ର ବିଜାପୁରରେ ବଡ଼ ଧରଣର ଏନକାଉଣ୍ଟର; ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ନକ୍ସଲ ନିହତ, ୨ ଯବାନ ସହିଦ
ଛତିଶଗଡ଼: ଛତିଶଗଡ଼ର ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ବସ୍ତର୍ ଆଇଜି ପି. ସୁନ୍ଦରରାଜ। ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ନକ୍ସଲ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୨ ଜଣ ଯବାନ ସହିଦ ହୋଇଛନ୍ତି । ସୁରକ୍ଷାବାହିନୀର ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସହିଦ ହୋଇଥିବା ଦୁଇ ଯବାନଙ୍କ ମଧ୍ୟରୁ ଜଣେ ଛତିଶଗଡ଼ ପୁଲିସର ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (DRV)ର ହୋଇଥିବା ବେଳେ ଅନ୍ୟ ଜଣେ ସ୍ପେଶାଲ ଟାସ୍କ ଫୋର୍ସର ବୋଲି ଜଣାପଡ଼ିଛି। ଆଜି ସକାଳେ ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ଏହି ଏନ୍‌କାଉଣ୍ଟର ହୋଇଥିଲା। ବିଭିନ୍ନ ସୁରକ୍ଷା ବଳର ଯବାନମାନେ ମିଳିତ ଭାବେ ଏଥିରେ ସାମିଲ ହୋଇଥିଲେ।

ଏକନ୍‌କାଉଣ୍ଟର ସ୍ଥଳରୁ ବହୁ ସଂଖ୍ୟାରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି ବୋଲି ଅନ୍ୟ ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି। ଜବତ ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ବହୁ ମାତ୍ରାରେ ଏକେ-୪୭, ଏସ୍‌ଏଲ୍‌ଆର, ଇନ୍‌ସାସ୍ ରାଇଫଲ, .୩୦୩ ଓ ବିଜିଏଲ୍‌ ଲଞ୍ଚର ରହିଛି।

ଏବେ ବି ଉଭୟ ପକ୍ଷରୁ ଗୁଳି ବିନିମୟ ଚାଲିଥିବାର ସୂଚନା ମିଳିଛି। ଜଙ୍ଗଲରେ କମ୍ଵି ଜାରି ରଖିଛନ୍ତି ଏସଟିଏଫ୍‌, ଡିଆରଜି ଯବାନଙ୍କ ମିଳିତ ଟିମ୍। ବସ୍ତର ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି। କିଛି ଦିନ ହେଲା ଛତିଶଗଡ଼ରେ ନକ୍ସଲ ବିରୋଧୀ ଅପରେସନ ଜୋରଦାର ହୋଇଛି। ନକ୍ସଲ ସମସ୍ୟାକୁ ମୂଳପୋଛ କରିବାକୁ ଲକ୍ଷ୍ୟ ରଖାଯାଇଛି। ଦୁଇ ମାସ ଭିତରେ ୮୦ରୁ ଅଧିକ ମାଓବାଦୀ ନିହତ ହେଲାଣି। ଏବେ ଗୋଟିଏ ଦିନରେ ଗୋଟିଏ ଅପରେସନରେ ୩୦ରୁ ଅଧିକ ନକ୍ସଲଙ୍କ ମୃତ୍ୟୁ ହେବା ଦ୍ଵାରା ନିଶ୍ଚିତ ଭାବେ ଲାଲବାହିନୀର ମେରୁଦଣ୍ଡ ଭାଙ୍ଗିଯିବ।

ଛତିଶଗଡ଼ ଏନ୍‌କାଉଣ୍ଟରରେ ୧୨ ନୁହେଁ ୧୮ଜଣ ମାଓବାଦୀ ନିହତ: ମାଓ ସଂଗଠନର ପ୍ରେସ୍‌ ବିଜ୍ଞପ୍ତି
ରାୟପୁର: ଛତିଶଗଡ଼ ବିଜାପୁର ଏନ୍‌କାଉଣ୍ଟରରେ ୧୨ ନୁହେଁ,  ୧୮ ମାଓବାଦୀ ନିହତ ହୋଇଥିଲେ । ମୃତ୍ୟୁକୁ ନେଇ ସ୍ପଷ୍ଟ କରିଛି ମାଓ ସଙ୍ଗଠନ। ପ୍ରେସ୍‌ ରିଲିଜ୍‌ରେ ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ ଏହି ସୂଚନା ଦେଇଛନ୍ତି । ଛତିଶଗଡ଼ ବିଜାପୁର ଏନ୍‌କାଉଣ୍ଟରରେ ୧୨ ଜଣ ମାଓବାଦୀ ନୁହେଁ ବରଂ ୧୮ଜଣ ମାଓବାଦୀ ନିହତ ହୋଇଥିଲେ । ଏହାସହିତ ଏନ୍‌କାଉଣ୍ଟରରେ ମାଓ ନେତା ଦାମଦରର ମଧ୍ୟ ମୃତ୍ୟୁ ହୋଇଛି । ଏନ୍‌କାଉଣ୍ଟରରେ ଦାମଦରର ମୃତ୍ୟୁ ହୋଇଥିବା ନେଇ ମାଓ ସଂଗଠନର କହିଛି । ଗତ ୧୬ତାରିଖରେ ବିଜାପୁର- ସୁକୁମା ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଥିଲା ।

ସୂଚନାଯୋଗ୍ୟ, ୧୬ ତାରିଖରେ ବିଜାପୁର ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ। ଗୁଳି ବିନିମୟରେ ୧୮ ଜଣ ମାଓବାଦୀ ନିହତ ହୋଇଥିଲେ। ଦକ୍ଷିଣ ବସ୍ତର ମାଓ ସଂଗଠନ ପକ୍ଷରୁ ଏକ ଚିଠି ମାଧ୍ୟମରେ ସ୍ପଷ୍ଟ କରାଯାଇଛି । ଚିଠିରେ ଆହୁରି ଲେଖା ଅଛି ଯେ, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର ପରେ ୧୨ ଜଣ ମାଓବାଦୀଙ୍କ ମୃତଦେହ ଠାବ କରିଥିଲେ, ବାକି ୬ ଜଣଙ୍କ ମୃତଦେହକୁ ଏନ୍‌କାଉଣ୍ଟର ପରେ ସାଥୀମାନେ ନେଇଯାଇଥିଲେ । ସେହିପରି ମାଓ ସଂଗଠନ ପକ୍ଷରୁ ମାଓନେତା ଦାମୋଦରଙ୍କ ଏକ ଫଟୋ ମଧ୍ୟ ଜାରି କରାଯାଇଛି । ଯେଉଁଥିରେ ପୋଲିସ ଗୁଳିରେ ଦାମୋଦର ନିହତ ହୋଇଥିବା କଥା ସ୍ପଷ୍ଟ କରିଛନ୍ତି । କାଙ୍କେର ଲଙ୍କା ଜଙ୍ଗଲରୁ ଜବତ ହୋଇଥିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର।

ଛତିଶଗଡ ବିଜାପୁରରେ ବଡ଼ଧରଣର ଏନକାଉଣ୍ଟର, ଯବାନଙ୍କ ଗୁଳିରେ ୮ ମାଓବାଦୀ ନିହତ
ମାଲକାନଗିରି: ବିଜାପୁର ପୋଲିସ ଏବଂ ସିଆର୍‌ପିଏଫ୍ କୋବ୍ରା ଯବାନଙ୍କୁ ବଡ଼ ସଫଳତା । ଛତିଶଗଡ ବିଜାପୁରରେ ଯବାନଙ୍କ ଏନକାଉଣ୍ଟରରେ ୮ ମାଓବାଦୀ ନିପାତ । ଗଙ୍ଗଲୁର ଥାନା ପିଡ଼ିଆ ଜଙ୍ଗଲରେ ହୋଇଛି ଏହି ଏନ୍‌କାଉଣ୍ଟର। ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି। ଏହି ଅପେରସନରେ ପ୍ରାୟ ୧୨ଶହ ଯବାନ ସାମିଲ ହୋଇଥିବା ସୂଚନା ମିଳିଛି ।

ପିଡ଼ିଆ ଜଙ୍ଗଲରେ ୩୦ରୁ ୪୦ ଜଣ ନକ୍ସଲ ଥିବା ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ସେମାନେ ସେଠାରେ କିଛି ଦିନ ହେବ କ୍ୟାମ୍ପ କରି ରହିଥିଲେ। ବିଶେଷ ସୂତ୍ରରୁ ଖବର ପାଇବା ପରେ ସୁକମା, ଦନ୍ତେୱାଡା ଓ ବିଜାପୁର ଆଦି ତିନି ଜିଲ୍ଲାର ପୁଲିସ ସହିତ CRPFର କୋବ୍ରା ଯବାନମାନେ ମିଳିତ ଭାବେ ଏହି ବଡ଼ ଧରଣର ଅପରେସନ କରିଥିଲେ। ବସ୍ତର ପୁଲିସ୍ ଆଇଜି ସୁନ୍ଦରରାଜ ପି. ଙ୍କ ନେତୃତ୍ୱରେ ଏହି ଅପରେସନ ହୋଇଥିଲା। ସେହିଭଳି ତିନି ଜିଲ୍ଲାର SPଙ୍କ ସମେତ ବସ୍ତର DIG ଏହି ଅପରେସନ ଉପରେ ନଜର ରଖିଥିଲେ।

ସୂଚନାଯୋଗ୍ୟ, ଗତମାସ ୧୬ ତାରିଖରେ ଛତିଶଗଡ଼ରେ ନିର୍ବାଚନ ଭଣ୍ଡୁର ପାଇଁ ଯୋଜନା କରିଥିବା ମାଓବାଦୀଙ୍କ ଉପରେ ପ୍ରଚଣ୍ଡ ଆକ୍ରମଣ କରିଥିଲେ ସୁରକ୍ଷା ବାହିନୀ। ଏନ୍‌କାଉଣ୍ଟରରେ କାଙ୍କେର ଜିଲ୍ଲା ଛୋଟେବେଠିଆ ଥାନା ଅନ୍ତର୍ଗତ ହାପା‌ଟୋଲା ଜଙ୍ଗଲରେ ୨୯ ମାଓବାଦୀ ପ୍ରାଣ ହରାଇଥିଲେ।