Road Show - The Sakala
ରାଜଧାନୀରେ ବିଜେଡି ସୁପ୍ରିମୋଙ୍କ ମେଗା ରୋଡ ଶୋ; ନବୀନ ଓ ବିଜେଡି ଜିନ୍ଦାବାଦ ଧ୍ବନୀରେ ପ୍ରକମ୍ପିତ ହେଲା ଭୁବନେଶ୍ବର
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମେଗା ରୋଡ ଶୋ’ । ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇବା ଓ ତାଙ୍କ ପାଖରୁ କିଛି ଶୁଣିବା ପାଇଁ ରାଜଧାନୀ ରାସ୍ତାରେ ରୁଣ୍ଡ ହୋଇଥିଲେ ଲକ୍ଷ ଲକ୍ଷ ଲୋକ । ଆଉ ଏହି ଜନସମୁଦ୍ର ଭିତରୁ ଶୁଭୁଥିଲା ନବୀନ ଜିନ୍ଦାବାଦ ଓ ବିଜେଡି ଜିନ୍ଦାବାଦ ଧ୍ବନୀ ।
ପୂରା ଭୁବନେଶ୍ବର ଥିଲା ଆଜି ନବୀନ ମୟ । ହଜାର ହଜାର ଛାତ୍ରଛାତ୍ରୀ, ମହିଳାଙ୍କ ଗହଣରେ ପୂରି ଉଠିଲା ରାଜଧାନୀ ରାଜପଥ । ଗଙ୍ଗନଗର ଛକରୁ ଆରମ୍ଭ ହୋଇଥିବା ମେଗା ରୋଡ ଶୋ’ ଗୋପବନ୍ଧୁ ଛକ, ଡିଏଭି ସ୍କୁଲ ଛକ, ଶ୍ରୀକୃଷ୍ଣ କ୍ଲବ ଛକ, କଳିଙ୍ଗ ଷ୍ଟାଡିୟମ ଛକ, ବାୟାବାବା ମଠ, ସତ୍ଯନଗର, ଶିଶୁଭବନ ଛକ ଦେଇ ଯିବାବେଳେ ରାସ୍ତାର ଉଭୟ ପାର୍ଶ୍ବରେ ସମବେତ ଜନତାଙ୍କ ମଧ୍ଯରେ ଥିଲା ଅପୂର୍ବ ଉତ୍ସାହ । ସୁଖଦୁଃଖର ସାଥୀ ନେତାଙ୍କ ସାନ୍ନିଧ୍ଯ ଲାଭ କରିବା ଲାଗି ସବୁଠି ରହିଥିଲା ଉଦବେଳନ ।
ଏହି ଅବସରରେ ମୁଖ୍ଯମନ୍ତ୍ରୀ କହିଥିଲେ- ଜୁଲାଇ ମାସରୁ ବିଜୁଳି ବିଲ ମାଗଣା ହେବ । ସମସ୍ତଙ୍କ ଲାଗି ବିଏସକେୱାଇ ଲାଗୁ ହେବ । ଏହାସହ ଶଙ୍ଖ ଚିହ୍ନରେ ଭୋଟ ଦେବା ଲାଗି ସେ ଉପସ୍ଥିତ ଜନତାଙ୍କୁ ଦେଇଥିଲେ ଆହ୍ବାନ। ସମସ୍ତ ସ୍ଥାନରେ ହଜାର ହଜାର ଏସଏଚଜି ମହିଳା ବି ମୁଖ୍ଯମନ୍ତ୍ରୀଙ୍କୁ ଜଣାଇଥିଲେ ଶୁଭେଚ୍ଛା । ହାତରେ ବିଜେଡି ପତାକା ଧରି ମେଗା ଶୋ’ରେ ସାମିଲ ହୋଇଥିଲେ ରାଜଧାନୀବାସୀ । ରୋଡ ଶୋ’ରେ ସାମିଲ ହୋଇଥିଲେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ।
ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’, ଜନସମୁଦ୍ର ପାଲଟିଲା ରାଜଧାନୀ ରାସ୍ତା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ରୋଡ ଶୋ’ରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଲୋକ । ଜନସମୁଦ୍ର ପାଲଟିଛି ରାଜଧାନୀ ରାଜରାସ୍ତା । ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ । ମୁଖ୍ୟମନ୍ତ୍ରୀ ହାତ ହଲାଇ ଉପସ୍ଥିତ ଜନତାଙ୍କୁ ଅଭିବାଦନ ଜଣାଇବା ସହ ଭୁବନେଶ୍ବର ସାଂସଦ ଓ ମଧ୍ୟ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅପିଲ୍ ।
ଗୋପବନ୍ଧୁ ଛକରେ ସାଧାରଣ ଲୋକଙ୍କୁ କରିବେ ସମ୍ବୋଧନ କରିଛନ୍ତି । ପରେ ୟୁନିଟ୍-୮ ଡିଏଭି ସ୍କୁଲ ଛକରେ ସାଧାରଣ ଲୋକଙ୍କୁ ସମ୍ବୋଧନ କରିବେ । ପରେ ସାଇକ୍ରିଷ୍ଣା କ୍ଲବ ଛକ, ଏଚଡିଏଫସି ବ୍ୟାଙ୍କ ଛକ, ବାଲୁଙ୍କେଶ୍ୱର ମନ୍ଦିର ଛକା ଓ ମମତାଜ ଅଲ୍ଲୀ ସ୍କୁଲ ଛକ ଏବଂ କଳିଙ୍ଗ ଷ୍ଟାଡିୟମ ଛକରେ ପହଂଚିବା ପରେ ଜନତାଙ୍କୁ ଦେବେ ସମ୍ବୋଧନ । ନିକୋ ପାର୍କ ଛକ ଦେଇ ବାୟାବାବା ମଠରେ ପହଂଚିବେ । ସତ୍ୟନଗର, ମାଷ୍ଟର କ୍ୟାଂଟିନ ଓ ପରେ ରାଜମହଲ ଛକରେ ପହଂଚିବ ନବୀନଙ୍କ ରୋଡ୍ ସୋ’ । ରାଜମହଲରେ ସରିବ ନବୀନଙ୍କ ରୋଡ୍ ସୋ’ ।
ଭୁବନେଶ୍ବର: ମେ’ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍‌ ସୋ’ ରହିଛି । ରୋଡ୍‌ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ’ LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଯିବ। ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ ବେଳେ ବ୍ୟାରିକେଡ଼ିଂ ବ୍ୟବସ୍ଥା କରାଯିବ। ସେହି ସମୟରେ ଲକ୍ଷାଧିକ ଲୋକ ଏକାଠି ହେବାକୁ ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ରୋଡ୍‌ ସୋ’ ସମୟରେ ସିନିୟର ପୁଲିସ ଅଫିସର ମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ ବୋଲି ଭୁବନେଶ୍ବର ଡ଼ିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।