Naxal Killed - The Sakala

ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୭ ନକ୍ସଲ ନିପାତ
ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ବଡ଼ଧରଣର ସଫଳତା । ପୁଲିସ ଗୁଳିରେ ୭ ଜଣ ନକ୍ସଲ ନିପାତ । ଛତିଶଗଡ଼ର ନାରାୟଣପୁର ଓ ବିଜାପୁର ଜିଲ୍ଲା ସୀମାରେ ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୭ ଜଣ ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ସହ ବନ୍ଧୁକ ଜବତ କରିଛି ପୋଲିସ । STF ଏବଂ DRG ଜବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି । ଉକ୍ତ ଅଞ୍ଚଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ସୁରକ୍ଷାକର୍ମୀମାନେ ନାରାୟଣପୁର, ଦାନ୍ତେୱାଡା ଓ ବିଜାପୁର ସୀମାରେ କମ୍ବିଂ ଅପରେସନ କରୁଥିବା ବେଳେ ନକ୍ସଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ।

ନାରାୟଣପୁର ଏସ୍‌ପି ପ୍ରଭାତ କୁମାରଙ୍କ ସୂଚନା ଅନୁଯାୟୀ, ବିଶେଷ ସୂତ୍ରରୁ ଖବର ମିଳିଥିଲା ଯେ ତିନି ଜିଲ୍ଲାର ସୀମାରେ ନକ୍ସଲମାନେ ଏକ ବଡ଼ ଧରଣର ବୈଠକ କରୁଛନ୍ତି। ଏହା ପରେ ତୁରନ୍ତ ଜିଲ୍ଲା ପୁଲିସ, ଡିଆରଜି ଓ ସିଆରପିଏଫ ଯବାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆଜି ସକାଳେ ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଦିନ ଗୋଟାଏ ପର୍ଯ୍ୟନ୍ତ କିଛି ସମୟ ବ୍ୟବଧାନରେ ଗୁଳି ଫୁଟିବା ଶବ୍ଦ ଶୁଣିବାକୁ ମିଳୁଥିଲା। ପରେ ଯବାନମାନେ ସର୍ଚ୍ଚ ଅପରେସନ କରିଥିଲେ। ସେତେବେଳେ ୭ ଜଣ ନକ୍ସଲର ମୃତଦେହ ମିଳିଥିଲା।