4th Phase Election - The Sakala

ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଜାରି: ଦିନ ୩ଟା ସୁଦ୍ଧା ୪୯.୭୭% ମତଦାନ
ଭୁବନେଶ୍ବର: ଆଜି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ରାଜ୍ୟରେ ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଥିବା ବେଳେ ଭଦ୍ରକରେ ସର୍ବନିମ୍ନ ରହିଛି ।

ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିଜ ପ୍ରତିନିଧି ବାଛୁଛନ୍ତି ଭୋଟର ।