Chief Minister Of Odisha - The Sakala

ବାତ୍ୟା ‘ଦାନା’ ମୁକାବିଲା: ଲକ୍ଷ୍ୟ ଜିରୋ କାଜୁଆଲିଟି, ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ସବୁ ବିଭାଗ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି, ସ୍ବାସ୍ଥ୍ୟ ବିଭାଗ ତୟାର। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଗୁଆ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯାଇଛି। ପୋଜିସନ ନେଲେଣି ଏନଡିଆରଏଫ ଟିମ ଓ ଅଗ୍ନିଶମ ବାହିନୀ। ବାତ୍ୟା ସମୟରେ ଏବଂ ବାତ୍ୟା ପରବର୍ତ୍ତୀ ସ୍ଥିତିର ପରିଚାଳନା ପାଇଁ ୨୪ ଘଣ୍ଟିଆ କାର୍ଯ୍ୟ କରିବେ ସରକାର। ଲକ୍ଷ୍ୟ ଜିରୋ କାଜୁଆଲିଟି । ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀମାନଙ୍କ ସମୀକ୍ଷା କରିଛନ୍ତି । ଲକ୍ଷ୍ୟ ଜିରୋ କାଜୁଆଲିଟି । ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ  ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି ଆମ ମିଶନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ସୂଚନା ମିଳିବା ଦିନରୁ ସରକାର ପ୍ରସ୍ତୁତ ଥିବା କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା ପ୍ରଭାବ ଶେଷ ହେବା ପର୍ଯ୍ୟନ୍ତ ସରକାର ୨୪ ଘଣ୍ଟିଆ କାର୍ଯ୍ୟ କରିବେ । ଜିଲ୍ଲାପାଳମାନେ କଣ କରିବେ, ସେ ନେଇ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଲୋକଙ୍କୁ ଆଗୁଆ ସ୍ଥାନାନ୍ତର କରାଯିବ। ଘରେ ପାଣି ପହଞ୍ଚିବା ପୂର୍ବରୁ ଲୋକେ ଆଶ୍ରୟସ୍ଥଳୀରେ ପହଞ୍ଚିବେ । ସବୁ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି । ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି । ଏନଡିଆରଏଫ ଟିମ ଓ ଅଗ୍ନିଶମ ବାହିନୀ ପୋଜିସନ ନେଇ ସାରିଲେଣି । ରନ୍ଧାଖାଦ୍ୟ ଦେବାକୁ ଏଜେନ୍ସୀ ଗୁଡ଼ିକର ପ୍ରସ୍ତୁତି ସରିଛି ।

ନିଜ ବିଭାଗର ସମୀକ୍ଷା କରିଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ବାତ୍ୟାରେ ଶକ୍ତି ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଥାଏ । ଲୋକେ ଅନ୍ଧାରରେ ରୁହନ୍ତି । ତେଣୁ ପ୍ରଭାବିତ ହେବାକୁ ଥିବା ସବୁ ଅଞ୍ଚଳରେ ସବୁ ସବଷ୍ଟେସନ୍ ଓ ଗ୍ରୀଡ୍ ଫୋକସରେ ରହିଥିବା କହିଛନ୍ତି ଶକ୍ତି ମନ୍ତ୍ରୀ । ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଆମର ଉତ୍ତରଦାୟିତ୍ୱ ଓ ସର୍ବୋଚ୍ଚ ପ୍ରାଥମିକତା ବୋଲି କହିଛନ୍ତି କନକ ବର୍ଦ୍ଧନ ।

ବାତ୍ୟା ମୁକାବିଲା ପାଇଁ ସ୍ଵାସ୍ଥ୍ୟ ବିଭାଗ ବଡ଼ ପ୍ରସ୍ତୁତି କରିଛି । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଭାଗୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବାତ୍ୟା ସମୟରେ ଏବଂ ବାତ୍ୟା ପରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ । ଏହାର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ଡାକ୍ତରୀ ଟିମ ଓ ଡାକ୍ତରଖାନା ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଥିବା ମୁକେଶ ମହାଲିଙ୍ଗ କହିଛନ୍ତି ।

ଓଡ଼ିଶାର ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

ବନସ୍ତେ ଡ଼ାକିଲା ଗଜ,
ବରଷକେ ଥରେ ଆସିଛି ରଜ..

ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ I ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ I pic.twitter.com/R146lWy9Gk

— Mohan Charan Majhi (@MohanMOdisha) June 14, 2024

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆଜି ନିମନ୍ତ୍ରଣ ଦେବାକୁ ଯାଇଥିଲେ ନିଜେ ମୋହନ ମାଝୀ। ଶପଥ ପାଠ ସମାରୋହକୁ ଆସିବାକୁ ମୋହନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ନବୀପ ପଟ୍ଟନାୟକ। ପ୍ରତିଶ୍ରୁତି ରକ୍ଷା କରି ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିଥିଲେ।

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ଯବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।