ratha Yatra 2024 - The Sakala
ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପହଣ୍ଡି ସମୟରେ ବଡ ଠାକୁର ବଳଭଦ୍ର ଚାରମାଳ ଉପରେ ହାମୁଡେଇ ପଡ଼ିଥିଲେ। ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଥିଲେ।  ଆହତ ହୋଇଥିବା ସେବାୟତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ତୁରନ୍ତ ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନଙ୍କୁ ପୁରୀ ଯାଇ ଉପଯୁକ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଅନୁଯାୟୀ, ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଚାରମାଳ ଉପରେ ହାମୁଡେଇ ପଡ଼ିଥିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଥିଲେ। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ ହୋଇଥିଲେ।  ଅଘଟଣ ପରେ ପୁଣି ପହଣ୍ଡି ଆରମ୍ଭ ହୋଇଥିଲା।
ବଡ଼ ଅଘଟଣ: ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର
ପୁରୀ: ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଛନ୍ତି। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ ହୋଇଛନ୍ତି।
ରଥଯାତ୍ରାର ଆଜି ଦ୍ବିତୀୟ ଦିନ: ଜନ ସମୁଦ୍ର ବଡଦାଣ୍ଡ, ଅଧାରେ ଅଟକିଥିବା ତିନିରଥକୁ ଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ..
ପୁରୀ: ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଶ୍ରୀଗୁଣ୍ଡିଚା ଅଭିମୁଖେ ଦାରୁଦିଅଁ । ୫୩ ବର୍ଷ ପରେ ପଡ଼ିଛି ଦୁର୍ଲ୍ଲଭ ଯୋଗ । ଗତକାଲି ଅଣସର ଘରୁ ପହଣ୍ଡି ହୋଇ ଆସିଥିଲେ ମହାପ୍ରଭୁ । ପରେ ନବଯୌବନ ଦର୍ଶନ ନହୋଇ ରଥାଋଢ ଠାକୁରଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ । ଗତକାଲି ପ୍ରଥମ ଦିନରେ ରଥଟଣା ହୋଇଥିବାବେଳେ ମରିଚିକୋଟ ଛକରେ ତାଳଧ୍ବଜ ରଥ, ରାଜ ନଅର ସମ୍ମୁଖରେ ଦର୍ପଦଳନ ଓ ଶ୍ରୀମନ୍ଦିର ଦୁଇପାଦ ଆଗରେ ଅଟକି ରହିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ଆଜି ରଥ ଉପରେ ଶ୍ରୀଜିଉଙ୍କ ନୀତିକାନ୍ତି ପରେ ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିଛି। ଘଣ୍ଟଘଣ୍ଟା ବାଦ୍ୟରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ । ତାଳଧ୍ବଜ ରଥକୁ ଟାଣିଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ ଓ ଶ୍ରାଦ୍ଧାଳୁ । ପରେପରେ ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥ ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି।
ସମୁଦ୍ର କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ: ସୋମବାର ସକାଳୁ ସମୁଦ୍ର କୂଳରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରାତଃ ଭ୍ରମଣ କରୁଥିବାର ଦେଖିବାକୁ ମିଳିଛି। ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ । ଏହି ସମୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ଦିଆଯାଇନଥିଲା ।
ପ୍ରାତଃଭ୍ରମଣର ପରେ ମହାମହିମ କହିଛନ୍ତି ଯେ, ଏମିତି କିଛି ସ୍ଥାନ ରହିଛି ଯେଉଁଠି ଆମକୁ ମାନସିକ ଶାନ୍ତି ମିଳିବା ସହ ଅଦ୍ଭୁତ ଆନନ୍ଦ ଆଣିଦିଏ । ପର୍ବତ, ଜଙ୍ଗଲ, ନଦୀ ଏବଂ ସମୁଦ୍ର କୂଳ ଆମ ଭିତରେ କିଛି ଗଭୀରତାକୁ ଆକର୍ଷିତ କରେ । ଆଜି ସମୁଦ୍ର କୂଳରେ ଭ୍ରମଣ ବେଳେ କୋମଳ ପବନ, ସମୁଦ୍ରର ଗର୍ଜନ ଏବଂ ଜଳର ବିସ୍ତାର ଏକ ଅଦ୍ଭୁତ ମିଳନ ଅନୁଭବ କରିଲି । ଗତକାଲି ମହାପ୍ରଭୁଙ୍କ ଦର୍ଶନ କରି ମୋ ଭିତରେ ଏକ ଗଭୀର ଆଭ୍ୟନ୍ତରୀଣ ଶାନ୍ତି ଆଣି ଦେଇଥିଲା ।
ପୁରୀ: ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଶ୍ରୀଗୁଣ୍ଡିଚା ଅଭିମୁଖେ ଦାରୁଦିଅଁ । ୫୩ ବର୍ଷ ପରେ ପଡ଼ିଛି ଦୁର୍ଲ୍ଲଭ ଯୋଗ । ଗତକାଲି ଅଣସର ଘରୁ ପହଣ୍ଡି ହୋଇ ଆସିଥିଲେ ମହାପ୍ରଭୁ । ପରେ ନବଯୌବନ ଦର୍ଶନ ନହୋଇ ରଥାଋଢ ଠାକୁରଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ । ଗତକାଲି ପ୍ରଥମ ଦିନରେ ରଥଟଣା ହୋଇଥିବାବେଳେ ମରିଚିକୋଟ ଛକରେ ତାଳଧ୍ବଜ ରଥ, ରାଜ ନଅର ସମ୍ମୁଖରେ ଦର୍ପଦଳନ ଓ ଶ୍ରୀମନ୍ଦିର ଦୁଇପାଦ ଆଗରେ ଅଟକି ରହିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ଆଜି ରଥ ଉପରେ ଶ୍ରୀଜିଉଙ୍କ ନୀତିକାନ୍ତି ପରେ ପୁଣି ରଥଟଣା ଆରମ୍ଭ ହେବ।
ତିନି ରଥରେ ବିଜେ ହେଲା ମହାପ୍ରଭୁଙ୍କ ଆଜ୍ଞାମାଳ
ପୁରୀ: ରାତି ପାହିଲେ ରଥଯାତ୍ରା। ରବିବାର ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ। ଏଥିପାଇଁ ପ୍ରାୟ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଅନ୍ୟପକ୍ଷରେ ବିଧି ମୁତାବକ ଆଜି ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ନୀତି। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ବାରକୁ ଯିବ ୩ ରଥ । ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ଏହାପରେ ରଥଖଳାରୁ ତିନିରଥଙ୍କୁ ପୁଲିସ ଟାଣି ନେଇ ସିଂହଦ୍ୱାରରେ ଲଗାଇବେ।