FM Nirmala Sitharaman - The Sakala
ନୂଆଦିଲ୍ଲୀ: ଲୋକସଭାରେ ଉପସ୍ଥାପିତ ହୋଇଛି ୨୦୨୫-୨୬ ବଜେଟ୍‌ । ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଯେଉଁଥିରେ ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ୍ ଘୋଷଣା କରାଯାଇଛି । ବଜେଟ୍‌ରେ ମୋଟ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଅନେକ ଜିନିଷ ଶସ୍ତା ହୋଇଥିବା ବେଳେ କିଛି ସାମଗ୍ରୀ ମହଙ୍ଗା ମଧ୍ୟ ହୋଇଛି । ତେବେ ଜାଣିରଖନ୍ତୁ କେଉଁ କେଉଁ ଜିନିଷ ଶସ୍ତା ହୋଇଛି।
ଶସ୍ତା ସାମଗ୍ରୀ
-ମୋବାଇଲ ଫୋନ ଶସ୍ତା ହେବ
-ଜୀବନ ରକ୍ଷାକାରୀ ୩୬ ଔଷଧ ଶସ୍ତା ହେବ
-LED ଟିଭି ଶସ୍ତା ହେବ
-କପଡ଼ା ସାମଗ୍ରୀ ଶସ୍ତା ହେବ
-ଇଭିକାର୍ ଶସ୍ତା ହେବ
-ସାମୁଦ୍ରିକ ଖାଦ୍ୟ ଶସ୍ତା ହେବ
-ବୈଦ୍ୟୁତିକ ସାମଗ୍ରୀ ଶସ୍ତା ହେବ
-ଶସ୍ତା ହେବ ଚମଡ଼ାଜାତ ଦ୍ରବ୍ୟ, ହ୍ରାସ ହେଲା କର
-ଲିଥିୟମ ବ୍ୟାଟେରୀ ମଧ୍ୟ ଶସ୍ତା
ସବୁ ଜିଲ୍ଲା ହସ୍ପିଟାଲ୍‌ରେ ରହିବ କ୍ୟାନ୍ସର ଚିକିତ୍ସା: କେନ୍ଦ୍ର ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ: ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ । ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ । ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। ଏଥର ବଜେଟ୍‌ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି । ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳାଇନ୍ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି।
ସେ ନିଜ ଅଭିଭାଷଣରେ, କୃଷିକୁ ବିକାଶାର  ପ୍ରଥମ ଇଞ୍ଜିନ୍ କହିଥିବାବେଳେ MSME ବିକାଶର ଦ୍ବିତୀୟ ଇଞ୍ଜିନ ଓ ପୁଞ୍ଜି ନିବେଶ ୩ୟ ଇଞ୍ଜିନ ବୋଲି କହିଛନ୍ତି। ଏଥିସହ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା ବେଳେ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି ସେ କହିଛନ୍ତି।
ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ବ ଦିଆଯିବ। ଆସନ୍ତା ବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍‌ ବୃଦ୍ଧି କରାଯିବ । ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର ମେଡିକାଲ ସିଟ୍‌ ବୃଦ୍ଧି ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।
ବଜେଟ ୨୦୨୪-୨୫: ବିକାଶ ହେବ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ର, ପୂର୍ବାଞ୍ଚଳର ବିକାଶରେ ଯୋଡ଼ି ହେଲା ଓଡ଼ିଶା
ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତିୁ କେନ୍ଦ୍ର ସରକାର । ବଜେଟ୍‌ରେ ମୋଟ ୧୧.୧୧ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।ତେବେ ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରୁତ୍ବ ଦିଆଯାଇଛି ।
ପୂର୍ବାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛନ୍ତି। ପୂର୍ବାଞ୍ଚଳର ଆର୍ଥିକ ବିକାଶ ଉପରେ ବିଶେଷ ଗୁରୁତ୍ବ ଦେଇଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା କରାଯାଇଛି । ପୂର୍ବାଞ୍ଚଳର ୫ ରାଜ୍ୟର ବିକାଶ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେବେ ଭାରତ ସରକାର । ସେହି ୫ ରାଜ୍ୟ ହେଉଛି ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ।ଏହି ରାଜ୍ୟଗୁଡିକରେ ସଡ଼କ ନିର୍ମାଣ ଉପରେ ଗୁରୁତ୍ବ ଦିଆଯିବ।
ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେବ । ବିଶେଷ କରି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳଗୁଡିକର ବିକାଶ ପାଇଁ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ନେବା ପାଇଁ ସ୍ବତନ୍ତ୍ର କାରଯ୍ୟକ୍ରମ ହାତକୁ ନେବେ କେନ୍ଦ୍ର ସରକାର । ମହିଳା ସଶକ୍ତିକରଣ, ରୋଜଗାର ବୃଦ୍ଧି ଉପରେ ଗୁରୁତ୍ବ ଦିଆଯିବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ବିକାଶ ପାଇଁ ବଜେଟ୍‌ରେ ବ୍ୟବସ୍ଥା ହେବ । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା । ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ।
ବଜେଟ ୨୦୨୪-୨୫: ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ନାହିଁ, ପୁରୁଣା ବ୍ୟବସ୍ଥାରେ ଅପରିବର୍ତ୍ତିତ
ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବ୍ୟକ୍ତିଗତ ଆୟକର ସୀମା ଘୋଷଣା କଲେ ଅର୍ଥମନ୍ତ୍ରୀ । ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ନାହିଁ। ନୂଆ ବ୍ୟବସ୍ଥା ଅନୁସାରେ ୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ ରହିଛି। ୩ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୫% ରହିଛି। ୭ ଲକ୍ଷରୁ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୦% ରହିଛି। ୧୦ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ୧୫% ରହିବ।  ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦% । ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦% ରହିଛି। ତେବେ ପୁରୁଣା ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟରେ ପୁଞ୍ଜି ଲାଭ ଉପରେ ଟିକସ ବୃଦ୍ଧି ନେଇ ଘୋଷଣା କରିଛନ୍ତି । ବିଶେଷ ଭାବରେ, ଇକ୍ୱିଟି ଉପରେ ଦୀର୍ଘମିଆଦି ପୁଞ୍ଜି ଲାଭ ବା ଲଙ୍ଗ୍ ଟର୍ମ କ୍ୟାପିଟାଲ ଗେନ ଟିକସକୁ ୧୦% ରୁ ୧୨.୦୫% ​​କୁ ବୃଦ୍ଧି କରିଛନ୍ତି । ଏହା ସହିତ ସ୍ୱଳ୍ପ ମିଆଦି ପୁଞ୍ଜି ଲାଭ ଟ୍ୟାକ୍ସକୁ ୧୫% ରୁ ୨୦% କୁ ବୃଦ୍ଧି କରାଯାଇଛି । ତେବେ ଦୀର୍ଘମିଆଦି ପୁଞ୍ଜି ଲାଭ ଟିକସ ଛାଡ ସୀମା ମଧ୍ୟ ୧ ଲକ୍ଷରୁ ୧,୨୫ ଲକ୍ଷକୁ ବୃଦ୍ଧି କରାଯାଇଛି । ଯାହା ଏବେ ଷ୍ଟକ ମାର୍କେଟର ନିବେଶକାରୀଙ୍କ ମୁଣ୍ଡରେ ଚଡକ ପକାଇଛି।
ବଜେଟ୍ ୨୦୨୪-୨୫: ଜାଣନ୍ତୁ କ’ଣ ଶସ୍ତା ଓ କ’ଣ ହେଲା ମହଙ୍ଗା ?
ନୂଆଦିଲ୍ଲୀ:  ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ବଜେଟରେ ସାଧାରଣ ଲୋକଙ୍କୁ ଆଶ୍ୱସ୍ତ କରିବାକୁ ମୋଦୀ ସରକାର ଭରପୂର ଚେଷ୍ଟା କରିଛନ୍ତି। ଚଳିତ ବଜେଟରେ ସମସ୍ତ ବର୍ଗକୁ ଖୁସି କରିବା ଭଳି ଘୋଷଣାମାନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।  ତେବେ ଏସବୁ ଭିତରେ ସାଧାରଣ ଲୋକମାନେ ବଜେଟକୁ ନେଇ ଏକ ପ୍ରଶ୍ନ ଉଠାନ୍ତିଯେ କଣ ଶସ୍ତା ହେଲା ଆଉ କଣ ମହାଙ୍ଗା ହେଲା। ତେବେ ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଘୋଷଣା ଅନୁସାରେ ୩ ପ୍ରକାର କ୍ୟାନ୍‌ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ । ଫଳରେ କ୍ୟାନସର ଔଷଧ ଶସ୍ତା ହେବ।  ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ। ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ । ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ ଶସ୍ତା ହେବ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରଯାଇଛି। ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ। ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ । ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ ।
ଶସ୍ତା ସାମଗ୍ରୀ
– କ୍ୟାନସର ଔଷଧ
-ସୁନା, ରୁପା, ପ୍ଲାଟିନମ
-କୋବାଲଟ
-ସୋଲାର ସେଲ
– ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ
-ଚମଡ଼ା
-ବୟନ ସାମଗ୍ରୀ
-ଜୋତା
-ସାମୁଦ୍ରିକ ଉତ୍ପାଦ
ମହଙ୍ଗା ସାମଗ୍ରୀ
-ପେଟ୍ରୋକେମିକାଲ ଉତ୍ପାଦ
-ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ
-ଟେଲିକମ୍ ଉପକରଣ
ବଜେଟ ୨୦୨୪-୨୫: ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ହେଲା ମୁଦ୍ରା ଋଣ
ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ମୁଦ୍ରା ଋଣ ୨୦ଲକ୍ଷକୁ ବୃଦ୍ଧି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ମୁଦ୍ରା ଋଣ ସୀମା ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଲୋନ୍‌ ପାଇବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।
ଛୋଟ ଉଦ୍ୟୋଗୀ ଏବଂ ବ୍ୟବସାୟୀଙ୍କ ପାଇଁ ୨୦୧୫ରେ ଆରମ୍ଭ କରାଯାଇଥିବା ଏହି ଯୋଜନାରେ ବିନା ଗ୍ୟାରେଣ୍ଟିରେ ୧୦ ଲକ୍ଷ ଟଙ୍କାର ଋଣ ଯୋଗାଇ ଦେବାକୁ ବ୍ୟବସ୍ଥା କରାଯାଇଥିଲା। ଶିଶୁ,କିଶୋର ଏବଂ ତରୁଣ ଭଳି ତିନୋଟି ଶ୍ରେଣୀରେ ଏହି ଋଣ ଯୋଗାଇ ଦିଅଯାଉଥିଲା ବେଳେ ଶିଶୁ ଶ୍ରେଣୀକୁ ୫୦ ହଜାର, କିଶୋର ଶ୍ରେଣୀରେ ୫୦ ହଜାରରୁ ୫ ଲକ୍ଷ ଏବଂ ତରୁଣ ଶ୍ରେଣୀରେ ୫ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବାକୁ ବ୍ୟବସ୍ଥା ରହିଥିଲା। ବର୍ତ୍ତମାନ ଏହାକୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
ସଂସଦରେ ଆଜି ଉପସ୍ଥାପନ ହେବ ବଜେଟ: ଉଚ୍ଚ ମୁଦ୍ରାସ୍ଫୀତି ନିୟନ୍ତ୍ରଣ, ନିଯୁକ୍ତି ସୃଷ୍ଟି ବଡ଼ ଆହ୍ବାନ
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଆର୍ଥିକବର୍ଷ ୨୦୨୪-୨୫ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବେ। ଚଳିତବର୍ଷ ସାଧାରଣ ନିର୍ବାଚନ ଥିବାରୁ ଏକ ପୂର୍ଣ୍ଣାଙ୍ଗ ବଜେଟ ସ୍ଥାନରେ ଫେବୃଆରୀରେ ସରକାର ଏକ ଅନ୍ତରୀଣ ବଜେଟ ଆଗତ କରିଥିଲେ। ଆସନ୍ତାକାଲି ଅର୍ଥମନ୍ତ୍ରୀ ସଂସଦରେ ପୂର୍ବାହ୍ନ ୧୧ଟାରେ ବଜେଟ ଆଗତ କରିବେ। ଅର୍ଥମନ୍ତ୍ରୀ ଭାବେ ନିର୍ମଳାଙ୍କର କ୍ରମାଗତ ଭାବେ ଏହା ହେବ ୭ମ ବଜେଟ। ଏହି ବଜେଟରୁ ଜନସାଧାରଣଙ୍କଠାରୁ ଆରମ୍ଭ କରି କରଦାତା, ଉଦ୍ୟୋଗୀ, ଉଭୟ ସରକାରୀ ଓ ବେସରକାରୀ କର୍ମଚାରୀ ସମସ୍ତେ ଅନେକ କିଛି ଆଶା ରଖୁଛନ୍ତି। ଚାକିରିଆମାନେ ଏଥିରୁ ବଡ ଧରଣର ଟିକସ ରିଆତି ଆଶା ରଖୁଥିବାେବଳେ ଗୃହିଣୀ ଦରଦାମ୍ ହ୍ରାସ ଏବଂ ଯୁବବର୍ଗ ନିଯୁକ୍ତି ସୃଷ୍ଟି ନେଇ ଆଶାବାଦୀ। ମୁଦ୍ରାସ୍ଫୀତି ବୃଦ୍ଧି ମଧ୍ୟରେ ବଜେଟରେ ବୃତ୍ତିଧାରୀ କରଦାତା ଟିକସ ସ୍ଲାବ୍ ଏବଂ ଷ୍ଟାଣ୍ଡାର୍ଡ ଡିଡକ୍ସନ୍ରେ ବୃଦ୍ଧି ଆଶା ରଖିଛନ୍ତି। ଆହୁରିମଧ୍ୟ ୨୦୨୪-୨୫ ଆର୍ଥିକବର୍ଷର ସାଧାରଣ ବଜେଟ ଆଗତ କରିବା ସରକାରଙ୍କ ପାଇଁ ଏତେ ସହଜ ହେବନାହିଁ। ଏଥିରେ ସରକାରଙ୍କୁ ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ। ଉଚ୍ଚ ମୁଦ୍ରାସ୍ଫୀତି ଯୋଗୁ ଘରୋଇ ଚାହିଦା ସହ ନିଯୁକ୍ତିରେ ହ୍ରାସ ସରକାରଙ୍କ ପାଇଁ ବିଶେଷ ଚିନ୍ତାର ବିଷୟ ପାଲଟିବ। ବିଶେଷଜ୍ଞମାନେ ସରକାରଙ୍କୁ ଟିକସ ହ୍ରାସ ସହ ଗ୍ରାମାଞ୍ଚଳର ଭିତ୍ତିଭୂମି ବୃଦ୍ଧି ଭଳି ଗ୍ରାହକଙ୍କ ଖର୍ଚ୍ଚରେ ଉନ୍ନତି ଆଣିବା ଏବଂ ଦୀର୍ଘକାଳୀନ ନିଯୁକ୍ତି ଅଭିବୃଦ୍ଧିକୁ ବଢ଼ାଇବା କ୍ଷେତ୍ରରେ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ଆଜିଠୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା କରିଛନ୍ତି।