India vs Argentina - The Sakala
ପ୍ୟାରିସ୍: ୨୦୨୪ ପ୍ୟାରିସ୍ ଅଲମ୍ପିକ୍ସରେ ହକିର ଦ୍ୱାଦଶ ମ୍ୟାଚ୍‌ରେ ଭାରତ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ଡ୍ର ରହିଛି। ସମସ୍ତ ଚେଷ୍ଟା ସ‌‌ତ୍ତ୍ବେ ଆର୍ଜେଣ୍ଟିନା ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଏହି ଅଗ୍ରଣୀ ବଜାୟ ରଖିବାରେ ସଫଳ ହୋଇଥିଲା। ତେବେ ମ୍ୟାଚ୍ ୨ ମିନିଟରୁ କମ୍ ସମୟ ବାକି ଥିବାବେଳେ ହରମାନପ୍ରୀତ ସିଂହ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତିକୁ ୧-୧କୁ ଆଣିଥିଲେ। ଏହି ମ୍ୟାଚ୍‌ରେ ଭାରତକୁ ୧୦ ଟି ପେନାଲ୍ଟି କର୍ଣ୍ଣର ମିଳିଥିଲା, କିନ୍ତୁ ଟିମ୍ ଇଣ୍ଡିଆ କେବଳ ଗୋଟିଏ ଗୋଲ୍ ସ୍କୋର କରିପାରିଥିଲା। ଦ୍ୱିତୀୟ କ୍ୱାର୍ଟରରେ ଆର୍ଜେଣ୍ଟିନା ଗୋଟିଏ ଗୋଲ ସ୍କୋର କରିଥିଲ।