Wayanad landslides - The Sakala
ବ୍ରହ୍ମପୁର: ବ୍ରହ୍ମପୁରରୁ ଓ୍ବାୟନାଡ ଗଲା ସନ୍ଧାନୀ କୁକୁର ଷ୍ଟର୍ମ । କେରଳ ଭୂସ୍ଖଳନ ଘଟଣାରେ ଉଦ୍ଧାରକାରୀ ଦଳକୁ ସହଯୋଗ କରିବା ଓ ଫଶିଥିବା ଲୋକଙ୍କ ସନ୍ଧାନ ଲାଗି ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର ‘ଷ୍ଟର୍ମ’କୁ କେରଳର ୱାୟନାଡ୍ ପଠଗଲା । ସନ୍ଧାନୀ କୁକୁର ଷ୍ଟର୍ମ ସହ ଜଣେ ଟ୍ରେନର ଓ ଜଣେ ସବ-ଇନସପେକ୍ଟର ମଧ୍ୟ କେରଳ ଗସ୍ତ କରିଛନ୍ତି । ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ପରେ ବ୍ରହ୍ମପୁର ପୋଲିସ ଟିମ କେରଳ ଯାତ୍ରା କରିଛନ୍ତି ।
ଭୂସ୍ଖଳନର ୬ ଦିନ ପରେ ବି ୱାୟନାଡରେ ସରିନି ମାଟି ଓ ପଥର ତଳୁ ଜୀବନ ଖୋଜା। ଅହରହ ଚାଲିଛି ରେସକ୍ୟୁ ଅଭିଯାନ। ସେନା, ଏନ୍‌ଡିଆରଏଫ ସମେତ ବିଭିନ୍ନ ସଂସ୍ଥା ଓ ସ୍ୱେଚ୍ଛାସେବୀ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆଉ ଜୀବନ ଉଦ୍ଧାର ହେବା ସହ ଦିନକୁ ଦିନ ବଢୁଛି ମୃତ୍ୟୁସଂଖ୍ୟା। ମୃତ୍ୟୁସଂଖ୍ୟା ୩୫୦ ଟପିଥିବା ବେଳେ ଶହ ଶହ ଲୋକ ଏବେବି ନିଖୋଜ ଅଛନ୍ତି। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା କରାଯାଉଛି ।
କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ: ୨୪ ଜଣଙ୍କ ମୃତ୍ୟୁ, ମାଟି ତଳେ ଫସି ରହିଛନ୍ତି ଶତାଧିକ
କେରଳ: କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଫସି ରହିଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆକଳନ କରାଯାଉଛି। ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଥିବା ଖବର ଆସିଛି। ଉଦ୍ଧାର କାର୍ଯ୍ୟରେ KSDMA ଓ NDRF ନିୟୋଜିତ ଅଛନ୍ତି। ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ  MI 17 ଓ ALH ହେଲିକପ୍ଟର ନିୟୋଜିତ କରଯାଇଛି। ସ୍ୱାସ୍ଥ୍ୟ ବିଭାଗ- ଜାତୀୟ ସ୍ୱାସ୍ଥ୍ୟ ମିଶନ ନିୟନ୍ତ୍ରଣ କକ୍ଷ ଖୋଲିଛି ଏବଂ ଜରୁରୀକାଳୀନ ସହାୟତା ପାଇଁ ହେଲପଲାଇନ ନମ୍ବର ଜାରି କରାଯାଇଛି।
ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ କେରଳ ରାଜ୍ୟର ୱାଏନାଡ ଜିଲ୍ଲାର ମେପ୍ପଡି ନିକଟସ୍ଥ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହୋଇଛି । କିଛି ସମୟ ବ୍ୟବଧାନରେ ଏକାଧିକ ସ୍ଥାନରେ ଭୁସ୍ଖଳନ ଘଟିଛି । ଏଥିରେ ମାଟି ତଳେ ଅନେକ ଲୋକ ଫସିରହିଥିବା ଆଶଙ୍କା କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ମାଟି ଧସିଯାଇଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
କେରଳ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ (KSDMA)ସୂଚନା ଅନୁଯାୟୀ, ଭୂସ୍ଖଳନ ନେଇ ଖବର ପାଇବା ପରେ ତୁରନ୍ତ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ ପ୍ରଭାବିତ ଅଞ୍ଚଳରେ ପହଞ୍ଚି ସେଠାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଭୂସ୍ଖଳନରେ ଆହତ ୫୦ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ବର୍ଷା ସମୟରେ ଭୋର ପ୍ରାୟ ୧ଟାରେ ମୁଣ୍ଡାକ୍କାଇ ଟାଉନରେ ପ୍ରଥମ ଭୂସ୍ଖଳନ ଘଟିଥିଲା। ମୁଣ୍ଡାକ୍କାଇରେ ଉଦ୍ଧାର କାର୍ଯ୍ୟ ଚାଲିଥିଲା ବେଳେ ସକାଳ ପ୍ରାୟ ୪ଟାରେ ଚୁରଲ ମାଲାର ଏକ ସ୍କୁଲ ନିକଟରେ ଦ୍ୱିତୀୟ ଭୂସ୍ଖଳନ ଘଟିଥିଲା।