BJD Supremo - The Sakala
ଦଳୀୟ ନେତା ଓ କର୍ମୀଙ୍କୁ ନବୀନଙ୍କ ସ୍ପଷ୍ଟ ବାର୍ତ୍ତା: ଲୋକଙ୍କ ସ୍ୱାର୍ଥ ବିରୋଧରେ କାମ କଲେ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ବିଜେଡିରେ ଶୃଙ୍ଖଳା, ଅନୁଶାସନ ଓ ଦଳୀୟ ଆନୁଗତ୍ୟ ସର୍ବପ୍ରଥମ। ଏହାକୁ ଆୟୁଧ କରି ବିଜେଡି କ୍ରମାଗତ ୨୪ ବର୍ଷ ଓଡ଼ିଶାବାସୀଙ୍କ ସେବା କରିଛି। ଦେଶର ଅନ୍ୟତମ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବରେ ଉଦାହରଣ ସୃଷ୍ଟି କରିଛି। ଯେତେ କ୍ଷମତାଶାଳୀ ହେଲେ ବି ବିଶୃଙ୍ଖଳ ଷଡ଼ଯନ୍ତ୍ରକାରୀ ଓ ଜନବିରୋଧୀ ନେତାଙ୍କ ସହ ବିଜେଡି କେବେ ସାଲିସ କରିନାହିଁ, ଭବିଷ୍ୟତରେ ବି ସାଲିସର ସମ୍ଭାବନା ନାହିଁ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କର ସେହି ନୀତି ଓ ଆଭିମୁଖ୍ୟରେ ଅଟଳ ରହିଛନ୍ତି। ଯେତେ ପ୍ରଭାବଶାଳୀ ହେଲେ ବି ଦଳୀୟ ଶୃଙ୍ଖଳା ଭଙ୍ଗକାରୀ ଓ ଲୋକଙ୍କ ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ନେତା ଓ କର୍ମୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରାର ବିଜେଡି ନେତା ଓ କର୍ମୀମାନେ ନବୀନ ନିବାସରେ ଆଜି ତାଙ୍କୁ ଭେଟିବା ଅବସରରେ ପୁଣିଥରେ ଏହାକୁ ସ୍ପଷ୍ଟ ଭାଷାରେ ଦୋହରାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦୁର୍ନୀତିଲିପ୍ତ, ବିଶ୍ୱାସଘାତକଙ୍କର ସ୍ଥାନ ବିଜେଡିରେ ନାହିଁ ବୋଲି ନବୀନ ସଫାସଫା ଶୁଣାଇ ଦେଇଛନ୍ତି।
ବୁଧବାର ସନ୍ଧ୍ୟାରେ ପାଟକୁରାର ଦଳୀୟ କର୍ମୀଙ୍କୁ ନବୀନ କହିଛନ୍ତି ଯେ ବିଜେଡି ସବୁବେଳେ ଲୋକଙ୍କ ସେବାରେ ବିଶ୍ୱାସ କରେ। ଲୋକଙ୍କ ସ୍ୱାର୍ଥ ବିରୋଧରେ  ତଥା ଦଳ ବିରୋଧରେ କାମ କରୁଥିବା ବ୍ୟକ୍ତି ଯେତେ ଶକ୍ତିଶାଳୀ ହେଲେବି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ କରାଯିବ। ଏହି ଅବସରରେ କାହାରି ନାମ ଉଲ୍ଲେଖ କରି ନ ଥିଲେ ହେଁ ସେ ପାଟକୁରା ବିଧାୟକଙ୍କ ନିଲମ୍ବନ ସମ୍ପର୍କରେ ଦଳୀୟ କର୍ମୀଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପାଟକୁରାରେ ଜନସାଧାରଣଙ୍କ କାର୍ଯ୍ୟ କରିବା ପାଇଁ ବିଶ୍ୱାସ କରି ମୁଁ ଜଣକୁ ସୁଯୋଗ ଦେଇଥିଲି; କିନ୍ତୁ ତାଙ୍କ ପାଇଁ ପାଟକୁରାବାସୀ ହଇରାଣ ହରକତ ହେଉଛନ୍ତି ବୋଲି ଜାଣିବାକୁ ପାଇଲି। ଦଳରେ କର୍ମୀମାନଙ୍କୁ ହଇରାଣ କରିବା ଲୋକଙ୍କର ସ୍ଥାନ ନାହିଁ ବୋଲି ନବୀନ ସ୍ପଷ୍ଟ ଭାଷାରେ କହିଛନ୍ତି। ଶାସନରେ ଥାଆନ୍ତୁ ବା ନ ଥାଆନ୍ତୁ, ଦଳର କର୍ମୀ ଓ ନେତାଙ୍କ ପ୍ରତି ନବୀନଙ୍କ ଆଭିମୁଖ୍ୟରେ ପରିବର୍ତ୍ତନ ହୋଇ ନାହିଁ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଇଛନ୍ତି। ବିଶ୍ୱାସଘାତକତାକୁ ନବୀନ ପ୍ରଚଣ୍ଡ ଘୃଣା କରନ୍ତି । ଦଳରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ସହ କୌଣସି ମୂଲ୍ୟରେ ସାଲିସ କରିନାହାନ୍ତି। ଯେଉଁଥିପାଇଁ ଶାସନ କ୍ଷମତାରେ ନ ଥିଲେ ମଧ୍ୟ ଦଳର ୨ ବିଧାୟକଙ୍କୁ ନିଲମ୍ବନ କରିବାର ସାହସ ଦେଖାଇପାରିଛନ୍ତି ନବୀନ। ରାଜନୀତିରେ ଏପରି ଉଦାହରଣ କ୍ୱଚିତ୍‌ ଦେଖିବାକୁ ମିଳେ। ତେଣୁ ଯେଉଁ ନେତାମାନେ ଦଳରେ ବିଶୃଙ୍ଖଳା ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି, ସେମାନେ ଏଥିରୁ ଶିକ୍ଷାଲାଭ କରିବା ଉଚିତ୍‌ ବୋଲି ରାଜନୈତିକ ମହଲରେ ମତପ୍ରକାଶ ପାଇଛି।
ଶାସନ କ୍ଷମତାରେ ନ ଥିବା କୌଣସି ଦଳର ମୁଖ୍ୟ ବିନା କାରଣରେ ଦଳୀୟ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦଳର କ୍ଷତି କରିବାକୁ ଚାହିଁବେ ନାହିଁ। ତେଣୁ ନବୀନ ନିଶ୍ଚିତ ଭାବରେ କିଛି ପ୍ରମାଣ ପାଇଥିବେ, ଯେଉଁଥିପାଇଁ ଏତେବଡ଼ ପଦକ୍ଷେପ ସେ ଗ୍ରହଣ କରିଛନ୍ତି।  ନବୀନ ଆଦୌ ନିରର୍ଥକ କଥା କହନ୍ତି ନାହିଁ ଓ  ନିରବ ରହିବାକୁ ପସନ୍ଦ କରନ୍ତି। ମାତ୍ର ଏହି ନିରବତାର ଅର୍ଥକୁ ଦୁର୍ବଳତା ଭାବୁଥିବା ନେତାମାନେ ଭୁଲ କରୁଛନ୍ତି। ସେ ଦଳର ନେତାଙ୍କ କାର୍ଯ୍ୟକଳାପକୁ ନିରବରେ ଅନୁଧ୍ୟାନ କରି ପଦକ୍ଷେପ ଗ୍ରହଣ କରିଥାଆନ୍ତି। ଦଳର ଦୁଇ ବିଧାୟକଙ୍କ ବିରୋଧରେ ତାଙ୍କର କଠୋର ପଦକ୍ଷେପ ଏହାର ସଦ୍ୟତମ ପ୍ରମାଣ। ରାଜ୍ୟବାସୀଙ୍କ ଆଶୀର୍ବାଦରେ ତଥା କୋଟିକୋଟି ରାଜ୍ୟବାସୀଙ୍କ ଅକୁଣ୍ଠ ସମର୍ଥନ  ବିଜେଡିକୁ  ଜାତୀୟ ରାଜନୀତିରେ ଏପରି ଇର୍ଷଣୀୟ ସଫଳତା ଦେଇଛି। ରାଜ୍ୟବାସୀଙ୍କ ଭଲ ପାଇବା ଓ ସ୍ନେହ ହେଉଛି ନବୀନଙ୍କ ବଳ । ତେଣୁ ରାଜ୍ୟର ପ୍ରତ୍ୟେକ ଲୋକଙ୍କୁ ସେ ନିଜର ପରିବାର ମନେକରନ୍ତି ଏବଂ ସେମାନଙ୍କ କ୍ଷତି ସାଧନ କରୁଥିବା ଲୋକଙ୍କୁ କେବେ କ୍ଷମା କରନ୍ତି ନାହିଁ ବୋଲି ରାଜନୈତିକ ସମୀକ୍ଷକମାନେ ମତ ପ୍ରକାଶ କରିଛନ୍ତି ।
ହିଞ୍ଜିଳିରେ ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା; ବିକାଶମୂଳକ କାର୍ଯ୍ୟ ପାଇଁ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ କର୍ମୀ
ଭୁବନେଶ୍ୱର: ଆଜି ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକର ଗୋଠଗାଁ ପଞ୍ଚାୟତରୁ ଠୁରୁବୁରି ପଞ୍ଚାୟତ ପର୍ଯ୍ୟନ୍ତ ପ୍ରାୟ ୩ କିମି ଧରି ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଠୁରୁବୁରି ଠାରେ ଅନୁଷ୍ଠିତ ସଭାରେ ରାଜ୍ୟ ବିଜେପି ସରକାରଙ୍କ ବିଭିନ୍ନ କ୍ଷେତ୍ରରେ ବିଫଳତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବା ସହ ବିଜୁ ଜନତା ଦଳ ସରକାରରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମାନ୍ୟବର ବିରୋଧୀ ଦଳ ନେତା ତଥା ସ୍ଥାନୀୟ ବିଧାୟକ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ପ୍ରତ୍ୟେକ କ୍ଷେତ୍ରରେ ହୋଇଥିବା ଜନକଲ୍ୟାଣକାରୀ କାର୍ଯ୍ୟ ଲାଗି ବିଜେଡି ନେତୃମଣ୍ଡଳୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ଦୀର୍ଘ ୨୪ ବର୍ଷ ଧରି ହିଞ୍ଜିଳି ଓ ଶେରଗଡ଼ ବ୍ଲକରେ ବିଜେଡି ସରକାରର ବିକାଶର ସଫଳତା ଓ ରାଜ୍ୟ ବିଜେପି ସରକାର ଦେଇଥିବା ମିଥ୍ୟା ପ୍ରତିଶ୍ରୁତି ସମ୍ପର୍କରେ ଜନସାଧାରଣଙ୍କୁ ଜଣାଇ ଆଗାମୀ ଦିନରେ ବିଜେପିକୁ ଜବାବ ଦେବାକୁ ଉପସ୍ଥିତ ବିଜେଡି କର୍ମୀ ଶପଥ ନେଇଥିଲେ ।
ବିଜେଡିର ଏହି ଜନସମ୍ପର୍କ ପଦଯାତ୍ରାରେ ମାନ୍ୟବର ବିରୋଧୀ ଦଳ ନେତାଙ୍କ ଜିଲ୍ଲାପରିଷଦ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ଶେରଗଡ଼ ବ୍ଲକ ସଭାପତି ଶରତ ଚନ୍ଦ୍ର ପାତ୍ର, ଶେରଗଡ଼ ବ୍ଲକ ଚେୟାରମ୍ୟାନ କୃଷ୍ଣଚନ୍ଦ୍ର ନାୟକ, ମାନ୍ୟବର ବିରୋଧୀ ଦଳ ନେତାଙ୍କ ବ୍ଲକ ପ୍ରତିନିଧି ଦିଗାମ୍ବର ନାହାକ, ବରିଷ୍ଠ ବିଜେଡି ନେତା ହୃଷିକେଶ ପାଢ଼ୀ, ହୀନ ବେହେରା, ହିଞ୍ଜିଳି ବ୍ଲକ ସଭାପତି ଦୁର୍ଗା ମାଧବ ମହାନ୍ତି, ହିଞ୍ଜିଳି ବ୍ଲକ ପ୍ରତିନିଧି ଏ. ସୁଦର୍ଶନ ପ୍ରମୁଖଙ୍କ ନେତୃତ୍ୱରେ ହଜାର ହଜାର ସଂଖ୍ୟାରେ ଦଳର କର୍ମୀ ସାମିଲ ହୋଇଥିଲେ
ଆସନ୍ତା ୭ରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆସନ୍ତା ୭ରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର ରୋଡ୍‌ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ। ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି। ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଗତ ନଭେମ୍ବର ୩ ତାରିଖରେ ପ୍ରଚାର କରିଥିଲେ ନବୀନ ପଟ୍ଟନାୟକ। ଏହି ସଭାକୁ କୋମନାର ଲୋକମାନେ ଖୁବ ଭଲପାଇବା ଦେଇଥିଲେ। ଏଥିପାଇଁ ନବୀନ ସେମାନଙ୍କୁ  କୃତଜ୍ଞତା ମଧ୍ୟ ଜଣାଇଛନ୍ତି।
ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ, ଆଦିବାସୀ କଲ୍ୟାଣରେ ନବୀନ ବାବୁଙ୍କ ଅବଦାନ ସ୍ମରଣୀୟ
ନୂଆପଡା: ବିଜେଡି ଶାସନରେ ଆଦିବାସୀମାନଙ୍କ ଉନ୍ନତି ବାସ୍ତବ ରୂପ ନେଇଥିଲା । ଯୁଗ ଯୁଗ ଧରି ଉପେକ୍ଷିତ ଥିବା ଜନଜାତି ମାନଙ୍କୁ ସେମାନଙ୍କ ଅଧିକାର ମିଳିଥିଲା । ଏହାକୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ଜାତିର ଲୋକେ କେବେ ଭୁଲିବେ ନାହିଁ । ଶନିବାର ନୂଆପଡା ବ୍ଲକ୍ର ସେଠଜମ୍ପାନି ଗ୍ରାମ ପଞ୍ଚାୟତରେ  ଆୟୋଜିତ ଜନସଭାରେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଏହି ଆଶ୍ୱାସନାର ସହ ସ୍ୱାଗତ ଜଣାଇଥିଲେ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ସମ୍ପ୍ରଦାୟ । ଏହି ସଭାରେ ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦେଇ କହିଥିଲେ ଯେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ୨୪ ବର୍ଷରେ ଆଦିବାସୀମାନଙ୍କ ଐତିହାସିକ ପ୍ରଗତି ହୋଇଛି । ଶିକ୍ଷା, ଜୀବିକା, ସଂସ୍କୃତି  ଓ ଶାସନ ବ୍ୟବସ୍ଥା ପାଇଁ ଓଡିଶା ଦେଶର ଏକ ମଡେଲ ରାଜ୍ୟ ହୋଇପାରିଛି । ୫-ଟି ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ୨,୫୦୦ରୁ ଅଧିକ ଆଦିବାସୀ ବିଦ୍ୟାଳୟରେ ପିଲାମାନଙ୍କୁ ଆଧୁନିକ ଶିକ୍ଷା ମିଳୁଛି । ସେହିପରି ଲାଭ ଯୋଜନା ଅଧୀନରେ ପ୍ରାୟ ଏକ କୋଟି ଆଦିବାସୀ ମହିଳା ସଂଗ୍ରାହକ ଲାଭାନ୍ୱିତ ହେଉଛନ୍ତି । ଜନଜାତି ଭାଷା ଆୟୋଗଙ୍କ ଦ୍ୱାରା ୨୧ ଆଦିବାସୀ ଭାଷାର ସୁରକ୍ଷା ଓ ପ୍ରଚାର ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦକୁ ୨୩ ଜିଲ୍ଲା ଯାଏଁ ସମ୍ପ୍ରସାରିତ କରିବା ପାଇଁ ନବୀନ ବାବୁଙ୍କ ଉଦ୍ୟମ ବିଜେଡିର ଆଦିବାସୀଙ୍କ ପ୍ରତି ଉତ୍ସର୍ଗୀକୃତ ଭାବନାର ଉଦାହରଣ ।
ବକ୍ତାମାନେ କହିଥିଲେ ଯେ ମିଶନ୍ ସୁବିଧା, ମିଶନ ଜୀବୀକା ଏବଂ ଓପିଇଏଲଆଇପି ପରି ଯୋଜନା ଦ୍ୱାରା ଆଦିବାସୀ ଯୁବ, ଛାତ୍ର ଓ କୃଷକମାନଙ୍କୁ ସଶକ୍ତ କରାଯାଇଛି । ଓଡିଶାର ଆଦିବାସୀ ଉନ୍ନତି ଯାତ୍ରା, ସଂସ୍କୃତିକ ଗୌରବ, ଆର୍ଥିକ ସଶକ୍ତିକରଣ ଓ ସାମାଜିକ ନ୍ୟାୟ୍ ଆଧାରିତ ଶାସନ ବ୍ୟବସ୍ଥା ନବୀନ ବାବୁଙ୍କର ସବୁଠାରୁ ବଡ଼ ଅବଦାନ ବୋଲି ନେତାମାନେ ଉଲ୍ଲେଖ କରିଥିଲେ । ଏହି ସଭାରେ ବିଜେଡିର ବରିଷ୍ଠ ନେତା ସୁଦାମ ମାର୍ଣ୍ଡି, ନିରଞ୍ଜନ ବିଶି, ରମେଶ ମାଝୀ, ଭାନୁ ପ୍ରତାପ ସିଂହ ମାଝୀ, ଡ. ଲେଖାଶ୍ରୀ ସମନ୍ତସିଂହର, ତେଜରାଜ ସବର ଓ ରୂପ ସିଂହ ଭୁଞ୍ଜିଆ ଉପସ୍ଥିତ ଥିଲେ ।
ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ।
ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  ଚିରଞ୍ଜୀବ ବିଶ୍ୱାଳ, ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ପ୍ରଫୁଲ୍ଲ ସିଂ, ରଘୁନାଥ ସାହୁ, ମହମ୍ମଦ ସକିଲ, ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି  ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି। ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ।
ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ।
୧୨ରେ ମୁମ୍ବାଇରୁ ଫେରିବେ ନବୀନ
ଭୁବନେଶ୍ୱର ଆସନ୍ତା ୧୨ ତାରିଖ ଶନିବାର ଓଡ଼ିଶା ଫେରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜେଡି ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଏସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଜୁନ୍‌ ୨୦ରେ ନବୀନ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ ଓ ୨୨ ତାରିଖରେ ତାଙ୍କର ସର୍ଭିକାଲ୍‌ ଆଥ୍ରାଇଟିସ୍‌ ଅସ୍ତ୍ରୋପଚାର ହୋଇଥିଲା। ଏହାପରେ ସେ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି ଓ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏବେ ଡାକ୍ତରମାନେ ତାଙ୍କୁ ଘରକୁ ଫେରିବାକୁ ପରାମର୍ଶ ଦେଇଛନ୍ତି। ସର୍ଭିକାଲ ଆଥ୍ରାଇଟିସ୍‌ ଅପରେସନ୍‌ ପାଇଁ ଗତ ଜୁନ୍‌ ୨୦ ତାରିଖରେ ନବୀନ ମୁମ୍ବାଇ ଗସ୍ତ କରିଥିଲେ। ମୁମ୍ୱାଇର କୋକିଲାବେନ୍‌ ଧୀରୁଭାଇ ଅମ୍ୱାନୀ ହସ୍‌ପିଟାଲରେ ୨୨ ତାରିଖରେ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଅପରେସନ ପରେ ନବୀନଙ୍କ ବ୍ୟକ୍ତିଗତ ସ୍ୱାସ୍ଥ୍ୟ ପରାମର୍ଶଦାତା ତଥା ଏହି ଡାକ୍ତରୀ ଦଳରେ ସାମିଲ ଥିବା ଡାକ୍ତର ରମାକାନ୍ତ ପଣ୍ଡା ଚିକିତ୍ସାର ତତ୍ତ୍ୱାବଧାନ କରିଥିଲେ।
ଡିଲିମିଟେସନକୁ ନେଇ ଚେନ୍ନାଇରେ ବୈଠକକୁ ଭିଡିଓ ବାର୍ତ୍ତା ପଠାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଭାରତ ସରକାରଙ୍କ ସୀମା ପୁନଃନିର୍ଦ୍ଧାରଣ (ଡିଲିମିଟେସନ) ନିଷ୍ପତ୍ତି ବିରୋଧରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ ଡାକିଥିବା ବୈଠକରେ ଯୋଗଦେଇଛି ବିଜେଡି। ଏହାରି ମଧ୍ଯରେ ବିଜେଡି ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଲିମିଟେସନକୁ ନେଇ ଚେନ୍ନାଇରେ ବସିଥିବା ବୈଠକକୁ ଭିଡିଓ ବାର୍ତ୍ତା ପଠାଇଛନ୍ତି।
ଏହି ଭିଡିଓ ବାର୍ତ୍ତାରେ ନବୀନ କହିଛନ୍ତି ଯେ, ଜନସଂଖ୍ୟା ନିୟନ୍ତ୍ରଣ ଓ ସ୍ଥିରୀକରଣ ପାଇଁ ବହୁତ ଭଲ କାମ କରିଥିବା ରାଜ୍ୟଗୁଡ଼ିକରେ ରହୁଥିବା ଲୋକଙ୍କ ଗଣତାନ୍ତ୍ରିକ ପ୍ରତିନିଧିତ୍ୱ ଏବଂ ଅଧିକାର ସୁନିଶ୍ଚିତ କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ଆମ ଦେଶର ବିକାଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ଏଜେଣ୍ଡା । ଯଦିଓ ଏହା (ଜନସଂଖ୍ୟା ନିୟନ୍ତ୍ରଣ) ଏକ ସକାରାତ୍ମକ ଜାତୀୟ ଏଜେଣ୍ଡା ପ୍ରତି ଆମର ଅବଦାନ, ଏକ ଶକ୍ତିଶାଳୀ ଭାରତ ଗଠନ ପାଇଁ, କେବଳ ଜନସଂଖ୍ୟା ଉପରେ ଆଧାରିତ ସୀମା ନିର୍ଦ୍ଧାରଣ ସେହି ରାଜ୍ୟମାନଙ୍କ ପ୍ରତି ଅନ୍ୟାୟ ହେବ। ଯେଉଁମାନେ ଜାତୀୟ ପ୍ରାଥମିକତା ସହିତ ସେମାନଙ୍କର ଜନସଂଖ୍ୟା ବୃଦ୍ଧି ହାର ହ୍ରାସ କରିବା ପାଇଁ କଠିନ ପରିଶ୍ରମ କରିଛନ୍ତି। ଆମର ମତ ହେଉଛି ଯେ ଆମ ଦେଶର ସର୍ବୋଚ୍ଚ ପ୍ରତିନିଧିତ୍ୱ ସଂସ୍ଥାରେ ଆସନ ସଂଖ୍ୟା ନିର୍ଣ୍ଣୟ କରିବା ପାଇଁ ଜନସଂଖ୍ୟା ଏକମାତ୍ର ମାନଦଣ୍ଡ ହେବା ଉଚିତ୍ ନୁହେଁ। ମୁଁ ପରାମର୍ଶ ଦେଉଛି ଯେ, କେନ୍ଦ୍ର ସରକାର ସମସ୍ତ ଦଳ ସହିତ ଏକ ବିସ୍ତୃତ ଆଲୋଚନା କରନ୍ତୁ ଯାହା ଦ୍ୱାରା ଆମର ଗଣତନ୍ତ୍ର ପାଇଁ ଦୂରବର୍ତ୍ତୀ ପ୍ରଭାବ ପକାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଯେ କୌଣସି ସନ୍ଦେହ ଦୂର ହୋଇପାରିବ। ଆଜିର ବୈଠକ ଆୟୋଜନ କରିଥିବାରୁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ବିଭିନ୍ନ ଜିଲ୍ଲାର ପ୍ରତିନିଧି, ବିଭିନ୍ନ ସମସ୍ୟା ସମ୍ପର୍କରେ କଲେ ଆଲୋଚନା
ଭୁବନେଶ୍ୱର: ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ପୁରୀ ଓ ନବରଙ୍ଗପୁର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି ତଥା ଭଦ୍ରକର ପୌର ପରିଷଦର ସଭ୍ୟ। ବିଭିନ୍ନ ସମସ୍ୟା ସମ୍ପର୍କରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଏହି ପ୍ରତିନିଧି ଦଳ। ବିଜୁ ଜନତା ଦଳକୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ ଜାରି ରଖିବେ ବୋଲି ଜଣାଇଛନ୍ତି। ଲୋକଙ୍କ ସାଥିରେ ରହି ଦଳର କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ନବୀନ। ପ୍ରତିନିଧି ଦଳରେ ପୁରୀ ବିଧାୟକ ସୁନୀଲ ମହାନ୍ତି, କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ନବରଙ୍ଗପୁର ବିଧାୟକ ମନୋହର ରନ୍ଧାରୀ, ପୂବର୍ତନ ମନ୍ତ୍ରୀ ପ୍ରଫୁଲ ସାମଲ, ସଞ୍ଜୟ ଦାସବର୍ମା, ରମେଶ ମାଝୀ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ସହ ବହୁ ନେତା ଆଲୋଚନା କରିଥିଲେ।