Assembly Election 2024 - The Sakala

ଆଜି ଘୋଷଣା ହୋଇପାରେ ୨ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନିର୍ବାଚନ ତାରିଖ
ନୂଆଦିଲ୍ଲୀ: ଆଜି ଘୋଷଣା ହୋଇପାରେ ମହାରାଷ୍ଟ୍ର, ହରିୟାଣା ଓ ଜମ୍ମୁ-କାଶ୍ମୀରରେ ବିଧାନସଭା ନିର୍ବାଚନ ତାରିଖ । ଏନେଇ ଆଜି ଭାରତୀୟ ନିର୍ବାଚନ ଆୟୋଗ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଡକାଯାଇଛି । ଅପରାହ୍ନ ୩ଟାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହେବ । ୨ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ତାରିଖ ଘୋଷଣା କରିପାରନ୍ତି । ନିର୍ବାଚନର ବିଭିନ୍ନ ପର୍ଯ୍ୟାୟ ପାଇଁ ନାମାଙ୍କନପତ୍ର ଦାଖଲ, ମତଦାନ ଦିନ ଏବଂ ଫଳାଫଳ ଘୋଷଣା ତାରିଖ ଘୋଷଣା କରିପାରନ୍ତି।

ହରିୟାଣା ବିଧାନସଭାର କାର୍ଯ୍ୟକାଳ ନଭେମ୍ବରରେ ୩ରେ ସରୁଛି । ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ନଭେମ୍ବର ୨୬ର ସରୁଛି । ମହାରାଷ୍ଟ୍ରରେ ମୋଟ ୨୮୮ ବିଧାନସଭା ଆସନ ଥିବାବେଳେ ହରିୟାଣାର ୯୦ ଟି ବିଧାନସଭା ନିର୍ବାଚନମଣ୍ଡଳୀ ରହିଛି। ଜମ୍ମୁ-କାଶ୍ମୀରରେ ସେପ୍ଟେମ୍ବର ୩୦ ସୁ୍ଦ୍ଧା ନିର୍ବାଚନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲା ।