Air India flight - The Sakala

ମଝି ଆକାଶରେ ବିମାନରେ ତ୍ରୁଟି ଘଟଣା: ଟଳିଲା ବିପଦ, ବିମାନର ନିରାପଦ ଅବତରଣ
ନୂଆଦିଲ୍ଲୀ: ବିପଦ ଟଳିଲା, ନିରାପଦ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ତ୍ରିଚି ବିମାନବନ୍ଦରରେ ନିରାପଦ ଅବତରଣ  ସୂଚନା। ହାଇଡ୍ରୋଲିକ୍ ସମସ୍ୟା ପାଇଁ ଜରୁରୀ ଅବତରଣ କରିଛି।

ସୂଚନା ଅନୁଯାୟୀ, ସାରଜା ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନରେ ତ୍ରୁଟି ଦେଖାଯାଇଥିଲା। ବିମାନର ହାଇଡ୍ରୋଲିକ୍ ଲାଣ୍ଡିଂ ଗିଅରରେ ତ୍ରୁଟି ଦେଖାଦେଇଥିଲା ।  ତାମିଲନାଡୁର ତ୍ରିଚି ସହର ଉପରେ ପାଖାପାଖି ଗତ ୨ ଘଣ୍ଟା ଧରି ଘୂରି ବୁଲିଥିଲା।  ଇନ୍ଧନ ଶେଷ କରିବାକୁ ବିମାନଟି ଏପରି କରୁଥିଲା । ଫଳରେ ଲାଣ୍ଡିଂ ବେଳେ ଯେପରିକି ନିଆଁ ନ ଲାଗେ ।

ଖବର ଅନୁଯାୟୀ, ୧୪୧ ଜଣ ଯାତ୍ରୀଙ୍କୁ ନେଇ ବିମାନଟି ତ୍ରିଚି ବିମାନବନ୍ଦରରୁ ଉଡ଼ାଣ ଭରିବା ପରେ ଲ୍ୟାଣ୍ଡିଂ ଗିଅରରେ ସମସ୍ୟା ଦେଖାଦେଇଥିଲା। ବିମାନର ଲାଣ୍ଡିଂ ଗିଅର କାମ କରୁ ନ ଥିବାରୁ ବିମାନର ଜରୁରୀକାଳୀନ ଅବତରଣ ପାଇଁ ବିମାନ ପ୍ରସ୍ତୁତ ହେଉଥିଲା। ଲାଣ୍ଡିଂ ଗିଅର କାମ ନ କଲେ ବିମାନର ବେଲିଂ ଲାଣ୍ଡିଂ କରାଯାଇଥାଏ । ଅର୍ଥାତ ଲାଣ୍ଡିଂ ବେଳେ ବିମାନର ବଡି ହିଁ ଭୂମି ସ୍ପର୍ଶ କରିବ । ତଳେ ନିଆଁ ଲାଗିବାର ଆଶଙ୍କା ଥିବାରୁ ୧୮ଟି ଦମକଳ ଗାଡ଼ିକୁ ପ୍ରସ୍ତୁତ ରଖାଯାଇଥିଲା। ତେବେ ଖବର ଅନୁଯାୟୀ ଉକ୍ତ ବିମାନଟି ସୁରକ୍ଷିତ ଲ୍ୟାଣ୍ଡି କରିଛି।

ମୁମ୍ବାଇ-ଥିରୁଅନନ୍ତପୁରମ ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ଏକ ବିମାନରେ ରହିଛି ବୋମା । ଏଭଳି ଧମକ ମିଳିଥିବାବେଳେ ଯାତ୍ରୀଙ୍କ ମଧ୍ୟରେ ଖେଳି ଯାଇଛି ଭୟର ବାତାବରଣ । ମୁମ୍ବାଇରୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ। କେରଳ ଥିରୁଅନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଛି। ଏୟାର ଇଣ୍ଡିଆର ବିମାନ ୬୫୭ ମୁମ୍ବାଇରୁ ଉଡ଼ାଣ ଭରିଥିଲା। ପରେ ବିମାନରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଏହାକୁ କେରଳର ଥିରୁଭନନ୍ତପୁରମରେ ଜରୁରୀ ଅବତରଣ କରାଯାଇଛି।

ମମ୍ବାଇରୁ ଥିରୁଅନ୍ତପୁରମ୍‌ରେ ପହଞ୍ଚିଥିବା ଏୟାର ଇଣ୍ଡିଆର ବିମାନ AI 657ରେ ବୋମା ଥିବା ଧମକ ମିଳିବା ପରେ ପୂରା ବିମାନ ବନ୍ଦରରେ ଏମରଜେନ୍ସି ଘୋଷଣା କରାଯାଇଛି।ଏହାପରେ ଏୟାର ଇଣ୍ଡିଆ ବିମାନ AI 657କୁ ବିମାନ ବନ୍ଦରରେ ନିରାପଦରେ ଅବତରଣ କରାଯାଇଥିଲା। ଏହି ବିମାନଟିକୁ ବର୍ତ୍ତମାନ ଆଇସୋଲେସନରେ ରଖାଯାଇଛି। କ୍ରୁ ସଦସ୍ୟଙ୍କ ସମେତ ବିମାନରେ ମୋଟ ୧୩୫ ଯାତ୍ରୀ ଥିଲେ। ସମସ୍ତଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ସେପଟେ ବିମାନ ବନ୍ଦର ଅଧିକାରୀମାନେ ସମ୍ପୂର୍ଣ୍ଣ ବିମାନର ଯାଞ୍ଚ ଜାରି ରଖିଛନ୍ତି।