Union home minister Amit Shah - The Sakala

ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ
ଭୁବନେଶ୍ୱର: ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହ ମନ୍ତ୍ରୀ। କଟକ, ଭୁବନେଶ୍ବର, ପାରାଦୀପରେ ରହିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଆଉ କିଛି ସମୟ ପରେ କଟକ ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପାରାଦୀପ ଗସ୍ତରେ ଯାଇ ସେଠାରେ IFFCOର ସଲଫରିକ୍ ଏସିଡ୍ ଫ୍ଲାଣ୍ଟର ଉଦଘାଟନ କରିବେ। ପରେ ଭୁବନେଶ୍ବର ଉପକଣ୍ଠ ଇନଫୋଭ୍ୟାଲିରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ।

ସେହିପରି ଆଜିଠାରୁ ଭୁବନେଶ୍ୱର ୟୁନିଟ୍ ୩ ପ୍ରଦର୍ଶନୀ ପଡିଆରେ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଆୟୋଜିତ ହେଉଛି। ଏହି ପ୍ରଦର୍ଶନୀକୁ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ। ଆସନ୍ତା ୭ରୁ ୧୦ ତାରିଖ ପଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ପ୍ରଦର୍ଶନୀ ଖୋଲା ରହିବ। ସେହିଭଳି ଦେଶର ବିଭିନ୍ନ ସ୍ଥାନରେ ୮୮୯.୩୧ କୋଟି ଟଙ୍କା ବ୍ୟୟରେ ୫ଟି ବଡ଼ ପ୍ରକଳ୍ପର ଉଦଘାଟନ କରିବେ ଶାହ। ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କାଲି କଟକ ମୁଣ୍ଡଳୀ ଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହ। ମୁଣ୍ଡଳୀ ଠାରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଖାରବେଳ ରିଜିଓନାଲ ଟ୍ରେନିଂ ସେଣ୍ଟର ଜାତୀୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛି । କଟକରୁ ଫେରି ଭୁବନେଶ୍ବର ଇନଫୋଭାଲିରେ ଏନଏଫଏସୟୁ ଓ ସିଏଫଏସଏଲର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେବେ।

ନ୍ୟାସନାଲ ଫରେନସିକ ସାଇନସେସ ୟୁନିଭର୍ସିଟି ଓ ସେଣ୍ଟ୍ରାଲ ଫରେନସିକ ସାଇନସ ଲାବୋଟୋରୀର ସ୍ଥାୟୀ କ୍ୟାମ୍ପସ ପାଇଁ ହେବ ଶିଳାନ୍ୟାସ ।  ଏହା ସହ ଫରେନସିକ ଶିକ୍ଷା ଓ ଯାଞ୍ଚ ପ୍ରକ୍ରିୟାକୁ ମଜଭୁତ କରିବାକୁ ଇ-ଟ୍ରାଞ୍ଜିଟ କ୍ୟାମ୍ପସର ଉଦଘାଟନ କରିବେ । ଏହା ସହ ଇଫକୋ- ପାରାଦୀପ ୟୁନିଟର ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ମଧ୍ୟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।  ପରେ ଇଡକୋ ଗ୍ରାଉଣ୍ଡରେ ନୂଆ ନ୍ୟାୟ ସଂହିତା ନେଇ ଜନସଚେତନତା ସଂପର୍କରେ ପ୍ରଦର୍ଶନୀର ଉଦଘାଟନ କରିବେ ।

୨୦୨୬ ସୁଦ୍ଧା ନକ୍ସଲମୁକ୍ତ ହେବ ଦେଶ- କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ରାୟପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଛତିଶଗଡ଼ର ରାୟପୁର ଗସ୍ତ କରିଛନ୍ତି। ଏହି ସମୟରେ ସେ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ଏବେ ବାମପନ୍ଥୀ ସମସ୍ୟା ଉପରେ ଚୂଡ଼ାନ୍ତ ଆକ୍ରମଣ କରିବାର ସମୟ ଆସିଛି। ୨୦୨୬ ସୁଦ୍ଧା ନକ୍ସଲମୁକ୍ତ ହେବ ଦେଶ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ଗଠନ ହେବା ପରଠାରୁ ଏହି ସମସ୍ୟାକୁ ଏକ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରାଯାଇଛି। ୨୦୧୪ରୁ ୨୦୨୪ ମଧ୍ୟରେ ସର୍ବନିମ୍ନ ସଂଖ୍ୟକ ନକ୍ସଲ ମୃତ୍ୟୁ ଘଟିଛି। ୨୦୦୪ରୁ ୨୦୧୪ ମଧ୍ୟରେ ଏବଂ ସେବେଠାରୁ ୫୩ ପ୍ରତିଶତ ଘଟଣା ହ୍ରାସ ପାଇଛି।

ରାୟପୁରରେ ଅମିତ ଶାହା କହିଛନ୍ତି, ଭାରତ ସରକାର ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଅଂଚଳରେ ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ନକ୍ସଲ ପ୍ରଭାବିତ ରାଜ୍ୟଗୁଡ଼ିକର ପ୍ରଗତି ପଥରେ ଯେଉଁ ପ୍ରତିବନ୍ଧକ ରହିଛି ତାହାକୁ ଦୂର କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସମସ୍ତ ସିଏପିଏଫର ଡିଜି ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିରେ ଶାହା କହିଛନ୍ତି ବାମପନ୍ଥୀ ଉଗ୍ରବାଦ ହେଉଛି ଆଜିର ସବୁଠାରୁ ବଡ଼ ଆହ୍ୱାନ। ସମୁଦାୟ ୧୭,୦୦୦ ଲୋକ ଏହି ସମସ୍ୟାରେ ପ୍ରାଣ ହରାଇଛନ୍ତି। ଏବେ ବାମପନ୍ଥୀ ସମସ୍ୟା ଉପରେ ଚୂଡ଼ାନ୍ତ ଆକ୍ରମଣ କରିବାର ସମୟ ଆସିଛି।