Maa Samaleswari Temple - The Sakala

ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେବେ ମା’ ସମଲେଇ
ସମ୍ବଲପୁର: ଆସନ୍ତା ୨୧ତାରିଖ‌ରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀଦେବୀ ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ପାଇଁ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି। ଧବଳମୁଖୀ ବେଶରେ ମା’ଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ଅର୍ଜନ କରିବା ସହ ଗଙ୍ଗା ଦର୍ଶନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ପବିତ୍ର ମହାଳୟା ତିଥିରେ ମା’ଙ୍କ ଧବଳମୁଖୀ ବେଶ ଦର୍ଶନ ପାଇଁ ଟ୍ରଷ୍ଟବୋର୍ଡ ଓ ପୂଜକମାନଙ୍କର ମିଳିତ ନିଷ୍ପତ୍ତିକ୍ରମେ ଚଳିତବର୍ଷର ଦର୍ଶନ ସମୟ ନିର୍ଘଣ୍ଟ ହୋଇଛି। ୨୧ତାରିଖ ଭୋର୍‌ ସାଢ଼େ ୪ଟାରେ ମଙ୍ଗଳ ଆଳତି ହୋଇ ଭୋର୍‌ ୫ଟାରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ପୂର୍ବାହ୍ଣ ୧୧ଟା ୪୫ ମିନିଟରୁ ଅପରାହ୍ଣ ସାଢ଼େ ୧୨ଟା ପର୍ଯ୍ୟନ୍ତ ଅନ୍ନଭୋଗ ଲାଗିବ ଓ ଦର୍ଶନ ବନ୍ଦ ରହିବ। ପରେ ସନ୍ଧ୍ୟା ମହାଆଳତି ପାଇଁ ଦର୍ଶନ ରାତି ୭ଟା ୪୫ ମିନିଟରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ଏବଂ ପରେ ମା’ ସମଲେଶ୍ୱରୀଙ୍କ ଦର୍ଶନ ବନ୍ଦ ଓ ପହଡ଼ ନୀତି ହେବ ବୋଲି ଶ୍ରୀଶ୍ରୀ ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ କୁମାର ବାବୁ ସୂଚନା ଦେଇଛନ୍ତି। ମହାଳୟା, ୨୧ତାରିଖ ରବିବାରଠାରୁ ଆରମ୍ଭ କରି ୨୩ ତାରିଖ ମଙ୍ଗଳବାର ପୂର୍ବାହ୍ଣ ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେବେ।

ନୂଆଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା, ଆଜି ମାଆ ସମଲେଶ୍ଵରୀଙ୍କ ନିକଟରେ ଅର୍ପଣ ହେବ ନୂଆଧାନ
ସମ୍ବଲପୁର: ନୂଆଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ପରେ ଘରେ ଘରେ ନୂଆଁ ଖାଇଥାଆନ୍ତି ପଶ୍ଚିମ ଓଡ଼ିଶାବାସୀ । ଆଜି ମାଆ ସମଲେଶ୍ଵରୀଙ୍କ ନିକଟରେ ପହଞ୍ଚିବ ନୂଆଧାନ। ସଅଳ କିସମର ସରିଆ ଧାନ ଆଜି ମନ୍ଦିର ମୁଖ୍ୟ ପୂଜକ ଅମ୍ବିକା ରାଏଙ୍କ ଘରେ ଦିନ ୧୦ଟାରେ ପହଞ୍ଚିବ। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ବଳବସପୁରର ସୁବାସ ବେହେରା ଆଜି ନୂଆ ଧାନ ମାଆଙ୍କ ନିକଟରେ ଅର୍ପଣ କରିବେ। ପରେ ସେହି ନୂଆ ଧାନରୁ ନବାନ୍ନ ପ୍ରସ୍ତୁତି କରାଯାଇ ମାଆ ସମଲେଇଙ୍କ ନିକଟରେ ଲଗି କରାଯିବ।